| |

ଛାତ୍ରଛାତ୍ରୀମାନଙ୍କୁ ବର୍ଷକୁ ୫ ହଜାର ହାତଖର୍ଚ୍ଚ

ଭୁବନେଶ୍ବର: ଅଧାରୁ ପାଠ ଛାଡୁଥିବା ଜନଜାତି ସମ୍ପ୍ରଦାୟର ଛାତ୍ରଛାତ୍ରୀଙ୍କୁ ପୁଣି ସ୍କୁଲକୁ ଫେରାଇ ଆଣିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସରକାର ନୂଆ ଯୋଜନା ପ୍ରସ୍ତୁତ କରିଛନ୍ତି। ଆର୍ଥିକ ସ୍ବଚ୍ଛଳ ଥିବା କାରଣରୁ ପାଠ ଛାଡୁଥିବା ଛାତ୍ରଛାତ୍ରୀଙ୍କ ଶିକ୍ଷା ଜାରି ରଖିବା ପାଇଁ ଏଣିକି ସରକାର ନବମ ଏବଂ ଏକାଦଶ ଶ୍ରେଣୀ ଛାତ୍ରଛାତ୍ରୀମାନଙ୍କୁ ବର୍ଷକୁ ହଜାର ଟଙ୍କାର ହାତଖର୍ଚ୍ଚ ପ୍ରଦାନ କରିବେ।

ଏହା ଦ୍ବାରା ରାଜ୍ୟର ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ ଉପକୃତ ହୋଇପାରିବେ ବୋଲି ବିଧାନସଭାରେ ଗୁରୁବାର ସ୍ବାସ୍ଥ୍ୟ ପରିବାର କଲ୍ୟାଣ ମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା ପ୍ରଦାନ କରିଛନ୍ତି। ସହିଦ ମାଧୋ ସିଂ ଯୋଜନା ଅନ୍ତର୍ଗତ ଏହି ଆର୍ଥିକ ସହାୟତା ପ୍ରଦାନ କରାଯିବ ବୋଲି ମନ୍ତ୍ରୀ କହିଛନ୍ତି। ଏହି ଯୋଜନାରେ ରାଜ୍ୟ ସରକାର ମୋଟ ୧୫୬ କୋଟି ଟଙ୍କା ଖର୍ଚ୍ଚ କରିବେ।

Similar Posts

  • |

    ନିଟ ଘୋଟାଲା ମାମଲାରେ ୪ ଡାକ୍ତରୀ ଛାତ୍ର ଗିରଫ

    ନିଟ-ୟୁଜି ପ୍ରଶ୍ନପତ୍ର ଘୋଟାଲା ମାମଲାରେ ୪ ଜଣ ଡାକ୍ତରୀ ଛାତ୍ରଙ୍କୁ ଗିରଫ କରିଛି ସିବିଆଇ। ସଂପୃକ୍ତ ଅଭିଯୁକ୍ତମାନେ ବିହାର ପାଟନା ଏମ୍ସର ଡାକ୍ତରୀ ଛାତ୍ରମାନେ ବୋଲି ଜଣାଯାଇଛି। ମିଳିଥିବା ସୂଚନା ଅନୁଯାୟୀ, ଏହି ୪ ଡାକ୍ତରୀ ଛାତ୍ର ଏମବିବିଏସ୍ ତୃତୀୟ ବର୍ଷର ଚନ୍ଦନ ସିଂ, ରାହୁଲ ଅନନ୍ତ, କୁମାର ସାନୁ ଏବଂ ଦ୍ୱିତୀୟ ବର୍ଷର ଛାତ୍ର କରଣ ଜୈନ। ଏହି ୪ ଛାତ୍ରଙ୍କୁ ପଚରାଉଚରା ପରେ ସିବିଆଇ ଗିରଫ କରିଛି । ମେଡିକାଲ ପ୍ରବେଶିକା ପରୀକ୍ଷା ନିଟ୍ -ୟୁଜି…

  • | |

    କିଟ୍ ଓ କିସ୍‌ରେ ୭୬ତମ ସାଧାରଣତନ୍ତ୍ର ଦିବସ ପାଳିତ

    ଭୁବନେଶ୍ୱର : କିଟ୍ ଓ କିସ୍ ବିଶ୍ୱବିଦ୍ୟାଳୟରେ ୭୬ତମ ସାଧାରଣତନ୍ତ୍ର ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ଚଳିତ ବର୍ଷ ସାଧାରଣତନ୍ତ୍ର ଦିବସରେ ଅନ୍ତର୍ଜାତୀୟ ଭଲିବଲ ସଂଘ (ଏଫଆଇଭିବି)ର ସଭାପତି ଫାବିଓ ଆଜେଭେଦୋ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇଥିଲେ। ଛାତ୍ରଛାତ୍ରୀଙ୍କ ପରେଡ ଅଭିବାଦନ ଗ୍ରହଣ କରି କିଟ୍ ଓ କିସ୍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ କହିଲେ, ପ୍ରତିବର୍ଷ କିଟ୍ ଓ କିସ୍‌ରେ ସାଧାରଣତନ୍ତ୍ର ଦିବସ ଅତି ଆଡ଼ମ୍ବରରେ ପାଳିତ ହୋଇଥାଏ। ପ୍ରତିବର୍ଷ ବିଦେଶରୁ ଜଣେ ଗଣ୍ୟମାନ୍ୟ ବ୍ୟକ୍ତି ଏହି କାର୍ଯ୍ୟକ୍ରମରେ…

  • | |

    କିଟ୍‌ରେ ରାଷ୍ଟ୍ରୀୟ ବିଜ୍ଞାନ ଦିବସ ପାଳିତ

    ଭୁବନେଶ୍ୱର : କିଟ୍ ବିଶ୍ୱବିଦ୍ୟାଳୟରେ ଶୁକ୍ରବାର ରାଷ୍ଟ୍ରୀୟ ବିଜ୍ଞାନ ଦିବସ ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ନରୱେର ପୂର୍ବତନ ମନ୍ତ୍ରୀ ତଥା କୁଟନୀତିଜ୍ଞ ଏରିକ୍ ସୋଲେମ୍ ଓ ଖ୍ୟାତି ସମ୍ପନ୍ନ ଜ୍ୟୋତିର୍ବିଜ୍ଞାନୀ ଡ. ଅଶ୍ୱିନ ଶେଖର ଅତିଥି ଭାବେ ଯୋଗ ଦେଇଥିଲେ। ଏହି ଅବସରରେ ସୋଲେମ୍‍ ତାଙ୍କ ଅଭିଭାଷଣରେ କିଟ୍‍ ଓ କିସ୍‍ କାର୍ଯ୍ୟର ଭୂୟସୀ ପ୍ରଶଂସା କରିଥିଲେ । କିଟ୍‍ ଓ କିସ୍‍ ଭଳି ଅନୁଷ୍ଠାନ ସାମାଜିକ ପରିବର୍ତ୍ତନରେ ଅଗ୍ରଣୀ ଭୂମିକା ଗ୍ରହଣ କରିଛନ୍ତି…

  • | |

    ନୂଆ ରେକର୍ଡର ଅଧିକାରୀ ହୋଇଛନ୍ତି ଟିମ ଇଣ୍ଡିଆର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା। ସେ ବିରାଟ କୋହଲିଙ୍କ ବିରଳ ରେକର୍ଡକୁ ଅତିକ୍ରମ କରି ଯାଇଛନ୍ତି। ଏବେ ସେ ଛକା ମାରି ଭାରତ ପାଇଁ ମ୍ୟାଚ ଶେଷ କରିଥିବା ଖେଳାଳିଙ୍କ ତାଲିକାର ୧ନଂ ସ୍ଥାନରେ ପହଞ୍ଚି ଯାଇଛନ୍ତି। ପୂର୍ବରୁ ବିରାଟ କୋହଲିଙ୍କ ନାଁରେ ଏହି ରେକର୍ଡ ରହିଥିଲା। କିନ୍ତୁ ବାଂଲାଦେଶ ବିପକ୍ଷ ପ୍ରଥମ ଟି-୨୦ରେ ପାଣ୍ଡ୍ୟା ଛକା ମାରି ମ୍ୟାଚ୍‌ ଶେଷ କରିବା କ୍ଷଣି ତାଙ୍କ ନାଁରେ ନୂଆ ରେକର୍ଡ…

  • | |

    ୩୧ରୁ ସଂସଦର ବଜେଟ ଅଧିବେଶନ ଆରମ୍ଭ

    ନୂଆଦିଲ୍ଲୀ:ଆସନ୍ତା ୩୧ରୁ ସଂସଦରେ ଆରମ୍ଭ ହେବ ବଜେଟ ଅଧିବେଶନ। କେନ୍ଦ୍ର ସରକାରଙ୍କ ତୃତୀୟ କାର୍ଯ୍ୟକାଳର ଦ୍ବିତୀୟ ସମ୍ପୂର୍ଣ୍ଣ ବଜେଟ ହେବ। ପ୍ରଥମ ଦିନରେ ଲୋକ ସଭା ଓ ରାଜ୍ୟ ସଭାର ମିଳିତ ଅଧିବେଶନକୁ ସମ୍ବୋଧିତ କରିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏହାପରେ ଅର୍ଥନୈତିକ ସର୍ଭେ ରିପୋର୍ଟ ଉପସ୍ଥାପନ କରାଯିବ। ଏହାର ଦିନକ ପରେ ଫେବୃଆରୀ ୧ରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଅଷ୍ଟମଥର ପାଇଁ ବଜେଟ ଉପସ୍ଥାପନ କରିବେ। ଦ୍ୱିତୀୟ ସମ୍ପୂର୍ଣ୍ଣ ବଜେଟ ଆଗତ ପରେ ରାଷ୍ଟ୍ରପତିଙ୍କ ଅଭିଭାଷଣକୁ ନେଇ…

  • | | |

    ଭାରତରେ ଟେଲିଗ୍ରାମ ଆପ ହୋଇପାରେ ବ୍ୟାନ୍‌

    ବଢୁଛି ଟେଲିଗ୍ରାମ ମେସେଜିଂ ଆପର ଅଡୁଆ | ଡାଟା ଚୋରି ଅଭିଯୋଗରେ ଭାରତରେ ହୋଇପାରେ ବ୍ୟାନ୍‌ | ଏକ ଗଣମାଧ୍ୟମ ରିପୋର୍ଟ ଅନୁସାରେ, ଏହି ମେସେଜିଂ ଆପ୍ ଉପରେ ଭାରତ ସରକାର ଯାଞ୍ଚ କରୁଛନ୍ତି । ଟେଲିଗ୍ରାମର ସିଇଓ ପାୱେଲ୍ ଡୁରୋବ ଡାଟା ଚୋରି କିମ୍ବା ଜୁଆ କାରବାରରେ ଆପ୍ ଜଡ଼ିତ ଥିବା ଅଭିଯୋଗରେ ଗିରଫ ହୋଇଥିବାବେଳେ ଅଭିଯୋଗର ସତ୍ୟାସତ୍ୟ ଉପରେ ତଦନ୍ତ ଚାଲିଛି । ପ୍ୟାରିସର ବାହରୱାର୍ଗେଣ୍ଟ ବିମାନ ବନ୍ଦରରେ ଟେଲିଗ୍ରାମର ପ୍ରତିଷ୍ଠାତା ଏବଂ ସିଇଓ…