July 7, 2024

ରାଜ୍ୟ

ଶ୍ରୀବାଣୀକ୍ଷେତ୍ରରେ ଘୋଷଯାତ୍ରା

ଭୁବନେଶ୍ୱର : ପ୍ରତିବର୍ଷ ପରି କିସ୍ ଶ୍ରୀବାଣୀ କ୍ଷେତ୍ରରେ ବିଶ୍ୱ ପ୍ରସିଦ୍ଧ ଘୋଷଯାତ୍ରା ମହାସମାରୋହରେ ସଂପନ୍ନ ହୋଇଯାଇଛି। ଆଜି ପୂର୍ବାହ୍ନରେ ମଙ୍ଗଳ ଆରତି, ମଇଲମ, ତଡ଼ପଲାଗି, ରୋଷ ହୋମ, ଅବକାଶ, ସୂର୍ଯ୍ୟପୂଜା ଓ ରଥ ପ୍ରତିଷ୍ଠା ଆଦି ନୀତିକାନ୍ତି ନିର୍ଦ୍ଧାରିତ ନୀତି ନିର୍ଘଣ୍ଟ ଅନୁସାରେ ସଂପନ୍ନ ହେବା ପରେ କିଟ୍‍ ମନ୍ଦିର ଟ୍ରଷ୍ଟ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କ ଦ୍ୱାରା ଅପରାହ୍ନ ୪ଟାରେ ଛେରା ପହଁରା ନୀତି ସଂପନ୍ନ ହୋଇଥିଲା। ଅପରାହ୍ନ ୪ଟା ୩୦ମିନିଟ୍‍ରେ ଭକ୍ତମାନେ ପ୍ରଭୁ ବଳଭଦ୍ର,

Read More »
ରାଜ୍ୟ

କିଟ୍‍ ଇଣ୍ଟରନ୍ୟାସନାଲ ସ୍କୁଲ୍‍ର ୧୮ତମ ପ୍ରତିଷ୍ଠା ଦିବସ ପାଳିତ

ଭୁବନେଶ୍ୱର : କିଟ୍‍ ଇଣ୍ଟରନ୍ୟାସନାଲ୍‍ ସ୍କୁଲ୍‍ର ୧୮ତମ ପ୍ରତିଷ୍ଠା ଦିବସ ଆଜି ପାଳିତ ହୋଇଯାଇଛି । ଏହି ଅବସରରେ ଆୟୋଜିତ ଉତ୍ସବରେ ଯୋଗଦେଇ କିଟ୍‍ ଓ କିସ୍‍ର ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ଛାତ୍ରଛାତ୍ରୀମାନଙ୍କୁ ସମାଜରେ ଜଣେ ଜଣେ ଭଲ ମଣିଷ ହେବା ପାଇଁ ପରାମର୍ଶ ଦେଇଥିଲେ । ଆଜିର ସମାଜରେ ପିଲାମାନେ ନିଜକୁ ଜଣେ ଭଲ ଛାତ୍ର ଛାତ୍ରୀଭାବେ ଗଢି ତୋଳିବା ସହ ନିଜକୁ ଜଣେ ଜଣେ ଭଲ ମଣିଷଭାବେ ଗଢି ତୋଳବା ଆବଶ୍ୟକ ବୋଲି ସେ

Read More »
ରାଜ୍ୟ

କାଦମ୍ବିନୀର ରୌପ୍ୟ ଜୟନ୍ତୀ

ଭୁବନେଶ୍ୱର : ଭାରତୀୟ ଶାସ୍ତ୍ରୀୟ ଭାଷା ମଧ୍ୟରେ ଓଡ଼ିଆ ଭାଷାର ଏକ ସମୃଦ୍ଧ ଇତିହାସ ରହିଛି ବୋଲି ରାଜ୍ୟପାଳ ରଘୁବର ଦାସ କହିଛନ୍ତି । ଆଜି ସର୍ବଜନାଦୃତ ମାସିକ ଓଡ଼ିଆ ପତ୍ରିକା କାଦମ୍ବିନୀର ରୌପ୍ୟ ଜୟନ୍ତୀ ସମାରୋହର ଉଦ୍‍ଘାଟକ ତଥା ମୁଖ୍ୟ ଅତିଥି ଭାବେ ଯୋଗଦେଇ ଶ୍ରୀ ଦାସ ଏହା କହିଛନ୍ତି । ସେ କହିଲେ, ଓଡ଼ିଆ ଭାଷା ହେଉଛି ସାଂସ୍କୃତିକ ଅଭିବ୍ୟକ୍ତି ଓ ଭାବନାର ଅପୂର୍ବ ଭଣ୍ଡାର । କାଦମ୍ବିନୀ ବରିଷ୍ଠ ଲେଖକଙ୍କୁ ସମ୍ମାନ ଦେବା

Read More »