June 27, 2026

ଦେଶ ବିଦେଶ

ଇତିହାସ ରଚିଲେ କିସ୍‍ ଓ କିଟ୍ ଛାତ୍ରଛାତ୍ରୀ

ଭୁବନେଶ୍ୱର : ବିଶ୍ୱ ରଙ୍ଗମଞ୍ଚରେ ସେକସପିଅର ନାଟକ ପରିବେଷଣ କରି କିସ୍‍ ଓ କିଟ୍‍ ଛାତ୍ରଛାତ୍ରୀମାନେ ଇତିହାସ ରଚିବା ପରେ ଏହି ଜନଜାତି ଛାତ୍ରଛାତ୍ରୀମାନେ ଓଡ଼ିଶା ମାଟିରେ ନିଜର ଅପୂର୍ବ କଳା ପ୍ରଦର୍ଶନ କରିଛନ୍ତି । ବିଦେଶ ମାଟିରେ ଚମତ୍କାର ପ୍ରଦର୍ଶନ ପରେ ବୁଧବାର ଭୁବନେଶ୍ୱରରେ ସେମାନେ ସେକସପିଅର ନାଟକ ପରିବେଷଣ କରି ବେଶ ପ୍ରଶଂସିତ ହୋଇଛନ୍ତି । ଏହି କାର୍ଯ୍ୟକ୍ରମରେ ବାଚସ୍ପତି ସୁରମା ପାଢ଼ୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହାକୁ ଉଦ୍‌ଘାଟନ କରି କିଟ୍

Read More »
ଦେଶ ବିଦେଶ

ଟାଇମ୍‍ସ ହାୟର ଏଜୁକେସନ ସଷ୍ଟେନେବିଲିଟି ଇମ୍ପାକ୍ଟ ରାଙ୍କିଂ ୨୦୨୬

ଭୁବନେଶ୍ୱର : ଟାଇମ୍‍ସ ହାୟର ଏଜୁକେସନ୍ ସଷ୍ଟେନେବିଲିଟି ଇଂପାକ୍ଟ ରାଙ୍କିଂ ୨୦୨୬ରେ ଭାରତର ସମସ୍ତ ସରକାରୀ ଏବଂ ଘରୋଇ ଶିକ୍ଷାନୁଷ୍ଠାନ ମଧ୍ୟରେ କିସ୍‍ ପ୍ରଭାବୀ ପ୍ରଦର୍ଶନ କରିଛି । କିସ୍‍ ବିଶ୍ୱବିଦ୍ୟାଳୟ ଚଳିତବର୍ଷ ପ୍ରଥମ ଥର ପାଇଁ ସଷ୍ଟେନେବିଲିଟି ଇମ୍ପାକ୍ଟ ରାଙ୍କିଂରେ ଅଂଶଗ୍ରହଣ କରି ୪୦୧–୬୦୦ ଗ୍ଲୋବାଲ୍ ବ୍ୟାଣ୍ଡରେ ସ୍ଥାନ ପାଇ ରାଜ୍ୟର ଗୌରବ ଆଣିଛି । ଏହା ସହ ଭାରତରେ ସାମଗ୍ରିକ ଭାବରେ ୭ମ ସ୍ଥାନ ହାସଲ କରିଛି । ପ୍ରଥମ ଥର ପାଇଁ ଏହି

Read More »