
ଅମ୍ବାନୀ ପରିବାର ଗଣେଶ ପୂଜାରେ ଅଚ୍ୟୁତ ସାମନ୍ତ
ଭୁବନେଶ୍ୱର : ମହାରାଷ୍ଟ୍ର ବିଶେଷ କରି ମୁମ୍ବାଇରେ ଗଣପତିଙ୍କ ପୂଜା ବଡ଼ ଧୁମ୍ଧାମରେ ଆୟୋଜନ କରାଯାଇଥାଏ। ବିଶେଷକରି ଅମ୍ବାନୀ ପରିବାର ପକ୍ଷରୁ ଏହା ବହୁତ ବଡ଼ ଆକାରରେ ପାଳନ କରାଯାଇଥାଏ। ପ୍ରତିବର୍ଷ ଭଳି ଏଥର ମଧ୍ୟ ଅମ୍ବାନୀ ପରିବାର ପକ୍ଷରୁ ଗଣେଶ ପୂଜାର ବିରାଟ ଆୟୋଜନ କରାଯାଇଥିଲା। ଓଡ଼ିଶାରୁ ଏହି ସମାରୋହରେ ଯୋଗଦେବା ପାଇଁ ଶିକ୍ଷାବିତ୍, ସମାଜସେବୀ ତଥା କିଟ୍ ଓ କିସ୍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କୁ ନୀତା ଅମ୍ବାନୀ ନିମନ୍ତ୍ରଣ କରିଥିଲେ। ନିମନ୍ତ୍ରଣ ରକ୍ଷାକରି ଗତକାଲି


