September 25, 2026

ଦେଶ ବିଦେଶ

କିଟ୍‍ ଓ କିସ୍‍ ପକ୍ଷରୁ ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନ ପାଳନ

ଭୁବନେଶ୍ୱର : କିସ୍‍ ଓ କିଟ୍‍ ପକ୍ଷରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ୭୬ତମ ଜନ୍ମଦିନ ପାଳିତ ହୋଇଯାଇଛି। ଓଡ଼ିଶା ସରକାରଙ୍କ ତରଫରୁ ଆୟୋଜିତ ବିଶାଳ ରକ୍ତଦାନ ଶିବିରରେ କିଟ୍‍ ଓ କିସ୍‍ର ୩ହଜାର ପିଲା ଯୋଗଦେଇ ସ୍ୱେଚ୍ଛାକୃତ ରକ୍ତଦାନ କରିଥିଲେ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି କାର୍ଯ୍ୟକ୍ରମରେ ଯୋଗଦେଇ କିସ୍‍ ପିଲାଙ୍କ ସହ ଅଲୋଚନା କରିବା ସହ ସେମାନଙ୍କୁ ଉତ୍ସାହିତ କରିଥିଲେ। ଏହାପରେ କିସ୍‍ ପରିସରରେ କିସର ୪୦ ହଜାର ଛାତ୍ରଛାତ୍ରୀ କେକ୍‍ କାଟି ପ୍ରଧାନମନ୍ତ୍ରୀଙ୍କୁ

Read More »