September 30, 2026

ଦେଶ ବିଦେଶ

ଅଚ୍ୟୁତ ସାମନ୍ତଙ୍କୁ ଏକାଧିକ ଅନ୍ତର୍ଜାତୀୟ ସମ୍ମାନ

ଭୁବନେଶ୍ୱର : ଶିକ୍ଷାବିତ୍‌, ସମାଜସେବୀ ତଥା କିଟ୍‌, କିସ୍ ଓ କିମସ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କୁ ଏକାଧିକ ଅନ୍ତର୍ଜାତୀୟ ସମ୍ମାନ ପ୍ରଦାନ କରାଯାଇଛି। ଶ୍ରୀ ସାମନ୍ତଙ୍କ ରୋମାନିଆ ଗସ୍ତ ଅବସରରେ ତାଙ୍କୁ ମିଲିଶାଉଟି ସହରର ସମ୍ମାନସୂଚକ ନାଗରିକତା, ବାର୍ଲାଡ୍ ସହରର ‘କି ଟୁ ଦି ସିଟି’ ଏବଂ ସିମାନ ଚାମ୍ପିୟନସ ଆୱାର୍ଡସ ୨୦୨୬ରେ ‘ଲିଡର ଅଫ୍ ଦି ଇୟର’ ସମ୍ମାନ ପ୍ରଦାନ କରାଯାଇଛି। ଶିକ୍ଷା ଓ ସମାଜସେବା କ୍ଷେତ୍ରରେ ଜୀବନ ବ୍ୟାପୀ କାର୍ଯ୍ୟ ପାଇଁ ଶ୍ରୀ ସମନ୍ତଙ୍କୁ

Read More »