November 26, 2026

ଦେଶ ବିଦେଶ

ପୂର୍ବତନ CJI ୟୁ. ୟୁ. ଲଳିତଙ୍କ କିଟ୍ ଓ କିସ୍ ପରିଦର୍ଶନ

ଭୁବନେଶ୍ୱର : ସୁପ୍ରିମକୋର୍ଟର ପୂର୍ବତନ ପ୍ରଧାନ ବିଚାରପତି ଜଷ୍ଟିସ୍ ଉଦୟ ଉମେଶ ଲଳିତ ଆଜି କିଟ୍ ଓ କିସ୍ ପରିଦର୍ଶନ କରିଛନ୍ତି। ଏହି ଅବସରରେ ସେ କିଟ୍‍ର ବଭିନ୍ନ କ୍ୟାମ୍ପସ୍‍ ଓ କିସ୍‍ର ବିଭିନ୍ନ ୟୁନିଟ୍‍ ବୁଲି ଶିକ୍ଷା ଓ ସମାଜସେବା କ୍ଷେତ୍ରରେ କିଟ୍‍ ଓ କିସ୍‍ର ବିଭିନ୍ନ କାର୍ଯ୍ୟକ୍ରମ ଓ ଅବଦାନ ସଂପର୍କରେ ଅବଗତ ହୋଇଥିଲେ। ଏହି ଗସ୍ତ ଅବସରରେ ଜଷ୍ଟିସ୍ ଲଳିତ କିଟ୍ ଲ ସ୍କୁଲର ଅଧ୍ୟାପକ ଅଧ୍ୟାପିକା ଓ ଛାତ୍ରଛାତ୍ରୀଙ୍କୁ ଏକ ସ୍ୱତନ୍ତ୍ର

Read More »
ଦେଶ ବିଦେଶ

କିମ୍‌ସରେ ଏମ୍‌ବିବିଏସ୍ ଓ ବିଡିଏସ୍ ବ୍ୟାଚ୍‌ର ହ୍ୱାଇଟ୍ କୋଟ୍ ସମାରୋହ

ଭୁବନେଶ୍ୱର : କଳିଙ୍ଗ ଇନଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ ସାଇନ୍‍ସେସ୍ (କିମ୍‌ସ)ରେ ୨୦୨୬ ଏମ୍‌ବିବିଏସ୍ ଓ ବିଡିଏସ୍ ନବାଗତ ଛାତ୍ରଛାତ୍ରୀଙ୍କ ପାଇଁ ଶୁକ୍ରବାର ହ୍ୱାଇଟ୍ କୋଟ୍ ସମାରୋହ ଅନୁଷ୍ଠିତ ହୋଇଛି। ନବାଗତ ଏମ୍‌ବିବିଏସ୍ ଓ ବିଡିଏସ୍ ଛାତ୍ରଛାତ୍ରୀଙ୍କୁ ସ୍ୱାଗତ କରି କିଟ୍‌, କିସ୍ ଓ କିମ୍‌ସ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ସେମାନଙ୍କୁ ଉପଲବ୍ଧ ସୁଯୋଗର ସର୍ବୋତ୍ତମ ଉପଯୋଗ କରିବା ସହ ନିଜର ସମଗ୍ର ବୃତ୍ତିଗତ ଜୀବନରେ ନିରନ୍ତର ଜ୍ଞାନ ଆହରଣ ପ୍ରତି ସମର୍ପିତ ରହିବାକୁ ପରାମର୍ଶ ଦେଇଥିଲେ। ନିଜ

Read More »
ଦେଶ ବିଦେଶ

କିଟ୍‌ ଓ ଇନ୍ଦିରା ଗାନ୍ଧୀ ଜାତୀୟ କଳା କେନ୍ଦ୍ର ମଧ୍ୟରେ ବୁଝାମଣାପତ୍ର ସ୍ଵାକ୍ଷରିତ

ଭୁବନେଶ୍ୱର : କଳା, ସଂସ୍କୃତି ଓ ସ୍ଥାପତ୍ୟ କ୍ଷେତ୍ରରେ ଅଧ୍ୟୟନ ଏବଂ ଗବେଷଣାକୁ ସୁଦୃଢ଼ କରିବା ସହ ଭାରତୀୟ ଇତିହାସ ସମ୍ବନ୍ଧୀୟ ପୁରାତନ ଦସ୍ତାବିଜର ଡିଜିଟାଇଜେସନ୍‌କୁ ପ୍ରୋତ୍ସାହିତ କରିବା ଲକ୍ଷ୍ୟରେ କିଟ୍ ବିଶ୍ୱବିଦ୍ୟାଳୟ ଓ ଭାରତ ସରକାରଙ୍କ ସଂସ୍କୃତି ମନ୍ତ୍ରଣାଳୟ ଅଧୀନସ୍ଥ ଏକ ସ୍ୱୟଂଶାସିତ ସଂସ୍ଥା ଇନ୍ଦିରା ଗାନ୍ଧୀ ଜାତୀୟ କଳା କେନ୍ଦ୍ର (ଆଇଜିଏନ୍‌ସିଏ) ମଧ୍ୟରେ ଏକ ବୁଝାମଣାପତ୍ର ସ୍ୱାକ୍ଷରିତ ହୋଇଯାଇଛି। ବୁଧବାର ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ କିଟ୍ ଓ କିସ୍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କ

Read More »
କ୍ରୀଡା

କିଟ୍‍ ରେ କ୍ରୀଡ଼ା ପଦକ ବିଜେତାଙ୍କୁ ସମ୍ବର୍ଦ୍ଧନା

ଭୁବନେଶ୍ୱର : ଜାପାନରେ ଆୟୋଜିତ ୨୦୨୬ ଏସୀୟ କ୍ରୀଡ଼ା ଓ ଗ୍ଲାସ୍‌ଗୋରେ ଆୟୋଜିତ ୨୦୨୬ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ସଫଳତା ହାସଲ କରିଥିବା କିଟ୍ ଓ କିସ୍‌ର କ୍ରୀଡ଼ାବିତ୍‌ଙ୍କୁ ଶୁକ୍ରବାର କିଟ୍‍ ପରିସରରେ ଉଚ୍ଛ୍ୱସିତ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି। ସମାରୋହରେ କିଟ୍‍ ଓ କିସ୍‍ ଅଚ୍ୟୁତ ସାମନ୍ତ ଉପସ୍ଥିତ ରହି ମୋଟ ୨୧ ଜଣ ପଦକଧାରୀ କିଟ୍‍ ବିଶ୍ୱବିଦ୍ୟାଳୟ ଖେଳାଳିଙ୍କୁ ସମ୍ବର୍ଦ୍ଧନା ସହ ମୋଟ ପ୍ରୋତ୍ସାହନ ରାଶି ୨କୋଟି ୫୦ଲକ୍ଷ ଟଙ୍କାର ଚେକ୍‍ ପ୍ରଦାନ କରିଥିଲେ। ସୂଚନାଯୋଗ୍ୟ, ଗତ

Read More »
କ୍ରୀଡା

ଇଣ୍ଡିଆନ୍ ୟୁନିସ୍ପୋର୍ଟ ଫେଡେରେସନ୍‌ର ପ୍ରଥମ ସଭାପତି ହେଲେ ଅଚ୍ୟୁତ ସାମନ୍ତ

ଭୁବନେଶ୍ୱର : ଶିକ୍ଷାବିତ୍‌, ସମାଜସେବୀ ତଥା କିଟ୍ ଓ କିସ୍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ଇଣ୍ଡିଆନ୍ ୟୁନିସ୍ପୋର୍ଟ ଫେଡେରେସନ୍ (ଆଇୟଏୁସ୍‍ଏଫ୍‍)ର ପ୍ରଥମ ସଭାପତ ଭାବେ ସର୍ବସମ୍ମତକି ୍େର ମ ନିର୍ବାଚିତ ହୋଇଛନ୍ତି । ରବିବାର ଠାରେ ଆୟୋଜିତ ଫେଡେରେସନ୍‌ର ପ୍ରଥମ ବାର୍ଷିକ କାର୍ଯ୍ୟକାରିଣୀ ସଭାରେ ସର୍ବସମ୍ମତି କ୍ରମେ ସେ ମନୋନୀତ ହୋଇଛନ୍ତି । ଏହି ନୂତନ ଦାୟିତ୍ୱ ସହ ଦେଶର ବିଶ୍ୱବିଦ୍ୟାଳୟସ୍ତରୀୟ କ୍ରୀଡ଼ାର ବିକାଶ ଓ କ୍ରୀଡ଼ାବିତ୍‌ଙ୍କୁ ଉଚ୍ଚସ୍ତରରେ ପହଞ୍ଚାଇବା କ୍ଷେତ୍ରରେ ତାଙ୍କ ଭୂମିକା ଆହୁରି ବ୍ୟାପକ

Read More »
ଦେଶ ବିଦେଶ

କିମ୍‌ସରେ ସଫଳ କର୍ନିଆ ପ୍ରତିରୋପଣ

ଭୁବନେଶ୍ୱର : କିମ୍‌ସରେ ସଫଳତାର ସହ ଏକ କର୍ନିଆ ପ୍ରତିରୋପଣ କରାଯାଇଛି। ପ୍ରଥମ ଥର ଲାଗି କିମ୍‍ସରେ ଏଭଳି ପ୍ରତିରୋପଣ ସଫଳତାର ସହ କରାଯାଇଛି। ଆଖିରେ ସଂକ୍ରମଣ ଯୋଗୁଁ ଗତ ତିନି ବର୍ଷ ଧରି ଡାହାଣ ଆଖିର ପ୍ରାୟ ଦୃଷ୍ଟିଶକ୍ତି ହରାଇଥିବା ଜନୈକ ୩୭ ବର୍ଷୀୟ ରୋଗୀଙ୍କଠାରେ ଏହି ପ୍ରତିରୋପଣ କରାଯାଇଛି। ଅସ୍ତ୍ରୋପଚାର ପରେ ତାଙ୍କ ଦୃଷ୍ଟିଶକ୍ତିରେ ଉଲ୍ଲେଖନୀୟ ଉନ୍ନତି ଘଟିଛି । କିମ୍‍ସ ଚକ୍ଷୁ ବିଶେଷଜ୍ଞ ଡା. ଅକ୍ଷିତ ଗୁପ୍ତାଙ୍କ ନେତୃତ୍ୱରେ ଏକ ଡାକ୍ତରୀ ଦଳ

Read More »
ଦେଶ ବିଦେଶ

ବିଶ୍ୱର ଶ୍ରେଷ୍ଠ ବୈଜ୍ଞାନିକ ତାଲିକାରେ କିଟ୍‍-କିସ୍‍ର ଅଧ୍ୟାପକ

ଭୁବନେଶ୍ୱର : ଷ୍ଟାନଫୋର୍ଡ ବିଶ୍ୱବିଦ୍ୟାଳୟ ଓ ଏଲ୍‌ସେଭିୟର ପକ୍ଷରୁ ପ୍ରତିବର୍ଷ ବିଶ୍ୱର ଶ୍ରେଷ୍ଠ ୨ ପ୍ରତିଶତ ବୈଜ୍ଞାନିକ ତାଲିକା ପ୍ରକାଶ ପାଇଥାଏ। ୨୦୨୬ ବର୍ଷର ପ୍ରକାଶିତ ତାଲିକାରେ କିଟ୍ ବିଶ୍ୱବିଦ୍ୟାଳୟର ୩୪ ଜଣ ଅଧ୍ୟାପକ ସ୍ଥାନ ପାଇଥିବା ବେଳେ କିସ୍ ବିଶ୍ୱବିଦ୍ୟାଳୟର ଜଣେ ଅଧ୍ୟାପକ ମଧ୍ୟ ଏଥିରେ ସାମିଲ ଅଛନ୍ତି। ୨୦୨୬ର ବାର୍ଷିକ ଗବେଷଣା ପ୍ରଭାବ ତାଲିକା (ସିଙ୍ଗଲ ଇୟର ଇମ୍ପାକ୍ଟ ଲିଷ୍ଟ)ରେ ସ୍ଥାନ ପାଇଥିବା ୩୪ ଜଣ ଅଧ୍ୟାପକଙ୍କ ମଧ୍ୟରୁ ୧୩ ଜଣ ଦୀଘର୍କାଳୀନ ଗବେଷଣା ପ୍ରଭାବ

Read More »
ଦେଶ ବିଦେଶ

କିଟ୍ ରେ ପବ୍ଲିକ ସର୍ଭିସ୍ ଆଶାୟୀଙ୍କୁ କୋଚିଂ ସୁବିଧା

ଭୁବନେଶ୍ୱର : ପବ୍ଲିକ ସର୍ଭିସ ପରୀକ୍ଷା ପାଇଁ ଇଚ୍ଛୁକ ଥିବା କିଟ୍ କିସ ଛାତ୍ରଛାତ୍ରୀଙ୍କୁ ଗୁଣାତ୍ମକ ମାଗର୍ଦର୍ଶନ ଓ ମେଣ୍ଟରିଂ ପ୍ରଦାନ ଲକ୍ଷ୍ୟରେ କିଟ୍ ଆଇଏଏସ୍ ଏକାଡେମୀ (କିଆସା) ଶୁଭାରମ୍ଭ ହୋଇଛି। କିଟ୍ ଓ କିସ୍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ଏହାର ଉଦ୍ଘାଟନ କରିଥିଲେ। ସୂଚନାଯୋଗ୍ୟ, କିଟ୍ ଓ କିସ୍ ଛାତ୍ରଛାତ୍ରୀଙ୍କ ବୈଷୟିକ ଶିକ୍ଷା ସହ ପବ୍ଲିକ ସର୍ଭିସ ପରୀକ୍ଷା ପାଇଁ ଇଚ୍ଛୁକ ପିଲାଙ୍କୁ ହାତ ପାଆନ୍ତାରେ ବିନାଦେୟରେ କୋଚିଂ ଯୋଗାଇ ଦେବା ନିମନ୍ତେ ଶ୍ରୀ ସାମନ୍ତ

Read More »