ଶିକ୍ଷା

ରାଜ୍ୟ

କିଟ୍ ଇଣ୍ଟରନ୍ୟାସନାଲ ସ୍କୁଲ୍‍ର ପ୍ରତିଷ୍ଠା ଦିବସ

ଭୁବନେଶ୍ୱର : କିଟ୍ ଇଣ୍ଟରନ୍ୟାସ୍‍ନାଲ୍‍ ସ୍କୁଲ୍‍ର ୨୦ତମ ପ୍ରତିଷ୍ଠା ଦିବସ ଗୁରୁବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ କିଟ୍‍ ବିଶ୍ୱବିଦ୍ୟାଳୟ କୁଳପତି ପ୍ରଫେସର ଶରଣଜିତ ସିଂହ ସଂସ୍କୃତ ଶ୍ଳୋକ “ବିଦ୍ୟା ଦଦାତି ବିନୟମ୍‌, ବିନୟଦ୍ ଯାତି ପାତ୍ରତାମ’ ଉଦ୍ଧୃତ କରି କହିଲେ, ଜ୍ଞାନ ବିନମ୍ରତା ପ୍ରଦାନ କରେ ଓ ବିନମ୍ରତା ଯୋଗ୍ୟତା ଆଡ଼କୁ ନେଇଯାଏ। ଜ୍ଞାନ ଜଣେ ବ୍ୟକ୍ତିକୁ ବିନମ୍ର କରିଥାଏ, ବିନମ୍ରତା, ଦକ୍ଷତା ହାସଲ କରିବାରେ ସାହାଯ୍ୟ କରେ; ଏବଂ ଦକ୍ଷତା, ସଫଳତା ଏବଂ ଖୁସି ପାଇବା ପାଇଁ ପଥ ପ୍ରଶସ୍ତ କରିଥାଏ

Read More »
ରାଜ୍ୟ

କିମ୍‍ସରେ ଜାତୀୟ ଡାକ୍ତର ଦିବସ ପାଳିତ

ଭୁବନେଶ୍ୱର : କିମସ ପକ୍ଷରୁ ଜାତୀୟ ଡାକ୍ତର ଦିବସ ପାଳିତ ହୋଇ ଯାଇଛି । ଏହି ଅବସରରେ କିଟ୍‌, କିସ୍ ଓ କିମସ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଡାକ୍ତରଙ୍କୁ ସେମାନଙ୍କର ଅକ୍ଳାନ୍ତ ସେବା ଏବଂ ପ୍ରତିବଦ୍ଧତା ପାଇଁ ପ୍ରଶଂସା କରିଥିଲେ । ଡାକ୍ତରଙ୍କୁ ଈଶ୍ୱରଙ୍କ ଦ୍ୱିତୀୟ ରୂପ ବୋଲି ଅଭିହିତ କରି ସେମାନଙ୍କର ନିଃସ୍ୱାଥର୍ପର ସେବା ପାଇଁ କୃତଜ୍ଞତା ଜଣାଇଥିଲେ । ପ୍ରସିଦ୍ଧ ଡାକ୍ତର ବିଧାନ ଚନ୍ଦ୍ର ରାୟଙ୍କ ସ୍ମୃତିଚାରଣ

Read More »
ଦେଶ ବିଦେଶ

ଟାଇମ୍‍ସ ହାୟର ଏଜୁକେସନ ସଷ୍ଟେନେବିଲିଟି ଇମ୍ପାକ୍ଟ ରାଙ୍କିଂ ୨୦୨୬

ଭୁବନେଶ୍ୱର : ଟାଇମ୍‍ସ ହାୟର ଏଜୁକେସନ୍ ସଷ୍ଟେନେବିଲିଟି ଇଂପାକ୍ଟ ରାଙ୍କିଂ ୨୦୨୬ରେ ଭାରତର ସମସ୍ତ ସରକାରୀ ଏବଂ ଘରୋଇ ଶିକ୍ଷାନୁଷ୍ଠାନ ମଧ୍ୟରେ କିସ୍‍ ପ୍ରଭାବୀ ପ୍ରଦର୍ଶନ କରିଛି । କିସ୍‍ ବିଶ୍ୱବିଦ୍ୟାଳୟ ଚଳିତବର୍ଷ ପ୍ରଥମ ଥର ପାଇଁ ସଷ୍ଟେନେବିଲିଟି ଇମ୍ପାକ୍ଟ ରାଙ୍କିଂରେ ଅଂଶଗ୍ରହଣ କରି ୪୦୧–୬୦୦ ଗ୍ଲୋବାଲ୍ ବ୍ୟାଣ୍ଡରେ ସ୍ଥାନ ପାଇ ରାଜ୍ୟର ଗୌରବ ଆଣିଛି । ଏହା ସହ ଭାରତରେ ସାମଗ୍ରିକ ଭାବରେ ୭ମ ସ୍ଥାନ ହାସଲ କରିଛି । ପ୍ରଥମ ଥର ପାଇଁ ଏହି

Read More »
ଦେଶ ବିଦେଶ

କିଟ୍‍ର ମନିଟରିଂ ଡିଭାଇସ୍‍କୁ ମିଳିଲା ପେଟେଣ୍ଟ

ଭୁବନେଶ୍ୱର : ପ୍ରଯୁକ୍ତିବିଦ୍ୟା-ଚାଳିତ ବନ୍ୟପ୍ରାଣୀ ସଂରକ୍ଷଣ କ୍ଷେତ୍ରରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରି, “ଇଣ୍ଟେଲିଜେଣ୍ଟ ସେନ୍ସର ଡିଭାଇସ୍ ଫର୍‍ ଅଟୋମେଟେଡ୍ ୱାଇଲ୍ଡଲାଇଫ୍ ମନିଟରିଂ’ ଶୀର୍ଷକ ଏକ ଅଭିନବ ଉପକରଣକୁ ଡିଜାଇନ୍ ପେଟେଣ୍ଟ ପ୍ରଦାନ କରାଯାଇଛି। ଏହା କିଟ ବିଶ୍ୱବିଦ୍ୟାଳୟ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟ ହୋଇଥିବା ବେଳେ ଗବେଷଣା-ଆଧାରିତ ପରିବେଶ ସୁରକ୍ଷା ପଦକ୍ଷେପରେ ଏହାର ଗୁରୁତ୍ୱପୂର୍ଣ୍ଣ ଅବଦାନ ରହିବ। କିଟ୍‍ ଲ୍ୟାବ୍‍ରେ ବିକଶିତ ଏହି ପ୍ରଯୁକ୍ତିର ଉଦ୍ଦେଶ୍ୟ ହେଉଛି ସେନ୍ସର-ଆଧାରିତ ପ୍ରଯୁକ୍ତିବିଦ୍ୟା ମାଧ୍ୟମରେ ବନ୍ୟପ୍ରାଣୀ ତଦାରଖ

Read More »
ଦେଶ ବିଦେଶ

ଅଚ୍ୟୁତ ସାମନ୍ତଙ୍କୁ ୭୩ତମ ସମ୍ମାନସୂଚକ ଡକ୍ଟରେଟ୍

ଭୁବନେଶ୍ୱର : ଶିକ୍ଷାବିତ୍‌, ସମାଜସେବୀ ତଥା କିଟ୍ ଓ କିସ୍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କୁ ରୋମାନିଆର ଅନ୍ୟତମ ପୁରାତନ ସରକାରୀ ବିଶ୍ୱବିଦ୍ୟାଳୟ କ୍ରାଇଓଭା ବିଶ୍ୱବିଦ୍ୟାଳୟ ପକ୍ଷରୁ ସମ୍ମାନସୂଚକ ଡକ୍ଟରେଟ୍‍ ପ୍ରଦାନ କରାଯାଇଛି। କ୍ରାଇଓଭା ବିଶ୍ୱବିଦ୍ୟାଳୟ ପକ୍ଷରୁ ଅନୁଷ୍ଠିତ ଏକ ସ୍ୱତନ୍ତ୍ର ଉତ୍ସବରେ ଆଜି ଶ୍ରୀ ସାମନ୍ତଙ୍କୁ ଏହି ସମ୍ମାନ ପ୍ରଦାନ କରାଯାଇଛି। ଏହା ହେଉଛି ଶ୍ରୀ ସାମନ୍ତଙ୍କ ୭୩ ତମ ସମ୍ମାନସୂଚକ ଡକ୍ଟରେଟ୍। ଶିକ୍ଷା ଜରିଆରେ ସମାଜର ବିକାଶ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ନିମନ୍ତେ ଶ୍ରୀ ସାମନ୍ତଙ୍କୁ ଏହି

Read More »
ଦେଶ ବିଦେଶ

କିଟ୍‍ ଓ ୟୁଏନ୍‍ଭି ମଧ୍ୟରେ ବୁଝାମଣା

ଭୁବନେଶ୍ୱର : ବିଶ୍ୱସ୍ତରୀୟ ସହଯୋଗ ଏବଂ ସେବା ଦିଗରେ କିଟ୍‍ ୟୁନାଇଟେଡ୍‍ ଭଲ୍ୟୁଣ୍ଟିୟରସ (ୟୁଏନ୍‍ଭି) ଓ ୟୁନାଇଟେଡ୍‍ ନେସନ୍‍ସ ସିଷ୍ଟମ ଷ୍ଟାଫ୍‍ କଲେଜ (ୟୁଏନ୍‍ଏସ୍‍ଏସ୍‍ସି) ମଧ୍ୟରେ ଦୁଇଟି ପୃଥକ ବୁଝାମଣା ପତ୍ର ସ୍ୱାକ୍ଷର କରିଛି । କିଟ୍‍ ଓ କିସ୍‍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କ ଜର୍ମାନ ଗସ୍ତ ଅବସରରେ ବନ୍‍ଠାରେ ଏହି ଦୁଇଟି ଗୁରୁତ୍ୱପୂର୍ଣ୍ଣ ବୁଝାମଣାପତ୍ର ସ୍ୱାକ୍ଷରିତ ହୋଇଯାଇଛି । ଏହି ଅବସରରେ ୟୁଏନ୍‍ଭି ସହ ସ୍ୱତନ୍ତ୍ର ସ୍ୱେଚ୍ଛାସେବକ ସହଯୋଗ ସଂପର୍କରେ ଶ୍ରୀ ସାମନ୍ତ ଫଳପ୍ରଦ ଆଲୋଚନା

Read More »
ଦେଶ ବିଦେଶ

ଅଚ୍ୟୁତ ସାମନ୍ତ ଆମେରିକାରେ ସମ୍ମାନୀତ

ଭୁବନେଶ୍ୱର : କିସ୍‍ ଜରିଆରେ ଜନଜାତି ସଶକ୍ତିକରଣ କ୍ଷେତ୍ରରେ ଉଲ୍ଳେଖନୀୟ କାର୍ଯ୍ୟ ପାଇଁ ମୋଣ୍ଟାନା ଷ୍ଟେଟ୍ ୟୁନିଭରସିଟିର ନେଟିଭ୍ ଆମେରିକାନ ଷ୍ଟଡିଜ୍‍ ବିଭାଗ ପକ୍ଷରୁ କିଟ୍‍ ଓ କିସ୍‍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କୁ ବିଶେଷ ସ୍ୱୀକୃତି ସହ ସମ୍ମାନୀତ କରାଯାଇଛି। ମାନବିକତା ଏବଂ ଶିକ୍ଷା ବିକାଶ କ୍ଷେତ୍ରରେ ମୋଣ୍ଟାନାରେ ଏପରି ସମ୍ମାନ ପାଇବାରେ ଅଚ୍ୟୁତ ସାମନ୍ତ ହେଉଛନ୍ତି ପ୍ରଥମ ଭାରତୀୟ ଓ ଅଣ-ଆମେରିକୀୟ। ମୋଣ୍ଟାନା ଷ୍ଟେଟ୍ ୟୁନିଭରସିଟି ପରିସରରେ ଆୟୋଜିତ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ‘ଏ ଲିଗାସି ଅଫ୍‍

Read More »
ରାଜ୍ୟ

କିମସକୁ ଶରୀର ଦାନ କଲେ ଶିକ୍ଷାବିତ୍ ଡ ରାମକୃଷ୍ଣ ପଣ୍ଡା

ଭୁବନେଶ୍ୱର : ବିଶିଷ୍ଟ ଶିକ୍ଷାବିତ୍ ଓ ଗବେଷକ ପ୍ରଫେସର ଡ ରାମକୃଷ୍ଣ ପଣ୍ଡା ଭୁବନେଶ୍ୱରର କିମସର ଶରୀର ବିଜ୍ଞାନ ବିଭାଗକୁ ତାଙ୍କ ଶରୀର ଦାନ କରିଛନ୍ତି।  ୨୮ ତାରିଖରେ ଡ ପଣ୍ଡାଙ୍କ ଦେହାନ୍ତ ପରେ ତାଙ୍କ ପରିବାର ପକ୍ଷରୁ ତାଙ୍କ ଶରୀରକୁ କିମସକୁ ଦାନ କରିଥିଲେ। ଜ୍ଞାନ ଓ ମାନବତା ପ୍ରତି ଜୀବନବ୍ୟାପୀ ପ୍ରତିବଦ୍ଧତାକୁ ପ୍ରତିଫଳିତ କରୁଥିବା ଏକ ଗଭୀର ପ୍ରେରଣାଦାୟକ ଓ ନିଃସ୍ୱାର୍ଥପର କାର୍ଯ୍ୟରେ ଡ ରାମକୃଷ୍ଣ ପଣ୍ଡା ଏଭଳି ମହତ କାର୍ଯ୍ୟ କରିଛନ୍ତି। ଏହା ମାଧ୍ୟମରେ ସେ ପାଣ୍ଡିତ୍ୟ, ନମ୍ରତା ଓ ଜ୍ଞାନ ପ୍ରତି ସମର୍ପଣର ଏକ ସମୃଦ୍ଧ ଐତିହ୍ୟ ଛାଡି ଯାଇଛନ୍ତି ଥିଲେ। ମୃତ୍ୟୁ ପରେ ମଧ୍ୟ ସମାଜରେ ଅବଦାନ ରଖିବାର ତାଙ୍କର ଇଚ୍ଛା

Read More »
ରାଜ୍ୟ

ମାଟ୍ରିକ୍ ପରୀକ୍ଷାରେ କିସ୍‌ର ଶତ ପ୍ରତିଶତ ସଫଳତା

ଭୁବନେଶ୍ୱର : ଓଡ଼ିଶା ମାଧ୍ୟମିକ ଶିକ୍ଷା ବୋର୍ଡ ଦ୍ୱାରା ପରିଚାଳିତ ମାଟ୍ରିକ ପରୀକ୍ଷା ଫଳ ଆଜି ପ୍ରକାଶ ପାଇଛି । ସମଗ୍ର ଓଡ଼ିଶାରେ ପାସ୍ ହାର ୯୫.୩୩% ରହିଥିବା ବେଳେ କଳିଙ୍ଗ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ସୋସିଆଲ୍ ସାଇନ୍‌ସେସ୍ (କିସ୍‌)ର ଫଳାଫଳ ଶତ ପ୍ରତିଶତ ହୋଇଛି । କିସ୍ ଆରମ୍ଭରୁ ଲଗାତାର ୧୯ବର୍ଷ ଧରି ଏହାର ଛାତ୍ରଛାତ୍ରୀମାନେ ମାଟ୍ରିକ୍ ପରୀକ୍ଷାରେ ଶତ ପ୍ରତିଶତ ସଫଳତା ହାସଲ କରିଆସୁଛନ୍ତି । ଚଳିତ ବର୍ଷ ସ୍କୁଲ୍‌ର ମୋଟ ୨୦୩୧ ଛାତ୍ରଛାତ୍ରୀ ମାଟ୍ରିକ୍

Read More »
ରାଜ୍ୟ

ବିଲ୍‍ଡିଂ ବ୍ରିଜେସ୍‍ ଫର୍‍ ଇନ୍‍କ୍ଲୁସିଭିଟି ଉପରେ ଅନ୍ତର୍ଜାତୀୟ ସମ୍ମିଳନୀ

ଭୁବନେଶ୍ୱର : ବିଲଡିଂ ବ୍ରିଜ୍ ଫର ଇର୍ନକ୍ଲୁସିଭିଟି (ଆଇସିବିବି ୨୦୨୬) ଉପରେ କିଟ୍‍ ଇଣ୍ଟରନ୍ୟାସନାଲ୍‍ ସ୍କୁଲ୍‍ ରେ ଦୁଇ ଦିନିଆ ଆନ୍ତର୍ଜାତୀୟ ସମ୍ମିଳନୀ ଶୁକ୍ରବାର ଉଦ୍‍ଘାଟିତ ହୋଇଯାଇଛି। ଏଥିରେ ଶିକ୍ଷା ତଥା ନିଯୁକ୍ତି କ୍ଷେତ୍ରରେ ଅନ୍ତର୍ଭୁକ୍ତ ପ୍ରଣାଳୀକୁ ମଜବୁତ କରିବା ପାଇଁ ବିଶ୍ୱସ୍ତରୀୟ ବିଶେଷଜ୍ଞ, ଶିକ୍ଷାବିତ୍ ଓ ନୀତି ନିର୍ଦ୍ଧାରକମାନେ ଏକତ୍ରିତ ହୋଇଥିଲେ। ସିକନ୍ଦରାବାଦସ୍ଥିତ ନ୍ୟାସନାଲ୍ ଇନଷ୍ଟିଚ୍ୟୁଟ୍ ଫର୍‍ ଏମପାୱାରମେଣ୍ଟ ଅଫ୍ ପର୍ସନସ ଅଫ୍ ଉଇଥ ଇଣ୍ଟେଲେକଚ୍ୟୁଆଲ୍‍ ଡିଜାବିଲିଟି (ଏନ୍‍ଆଇଇପିଆଇଡି) ଓ କିଟ୍‍ ଇଣ୍ଟରନ୍ୟାସନାଲ ସ୍କୁଲ ସେନ୍‍ ଗ୍ଲୋବ ମିଳିତ ଉଦ୍ୟମରେ ଇଂଲଣ୍ଡର

Read More »