ମନୋରଞ୍ଜନ

ଦେଶ ବିଦେଶ

ଇତିହାସ ରଚିଲେ କିସ୍‍ ଓ କିଟ୍ ଛାତ୍ରଛାତ୍ରୀ

ଭୁବନେଶ୍ୱର : ବିଶ୍ୱ ରଙ୍ଗମଞ୍ଚରେ ସେକସପିଅର ନାଟକ ପରିବେଷଣ କରି କିସ୍‍ ଓ କିଟ୍‍ ଛାତ୍ରଛାତ୍ରୀମାନେ ଇତିହାସ ରଚିବା ପରେ ଏହି ଜନଜାତି ଛାତ୍ରଛାତ୍ରୀମାନେ ଓଡ଼ିଶା ମାଟିରେ ନିଜର ଅପୂର୍ବ କଳା ପ୍ରଦର୍ଶନ କରିଛନ୍ତି । ବିଦେଶ ମାଟିରେ ଚମତ୍କାର ପ୍ରଦର୍ଶନ ପରେ ବୁଧବାର ଭୁବନେଶ୍ୱରରେ ସେମାନେ ସେକସପିଅର ନାଟକ ପରିବେଷଣ କରି ବେଶ ପ୍ରଶଂସିତ ହୋଇଛନ୍ତି । ଏହି କାର୍ଯ୍ୟକ୍ରମରେ ବାଚସ୍ପତି ସୁରମା ପାଢ଼ୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହାକୁ ଉଦ୍‌ଘାଟନ କରି କିଟ୍

Read More »
ଦେଶ ବିଦେଶ

କିଟ୍‍ ପରିସରରେ ଫେମିନା ମିସ୍ ଇଣ୍ଡିଆ ପ୍ରତିଯୋଗୀ

ଭୁବନେଶ୍ୱର : କିଟ୍‍ ପରିସରରେ ଓଡ଼ିଆ ନୂଆବର୍ଷ ଆଜି ମହା ସମାରୋହରେ ପାଳିତ ହୋଇଯାଇଛି। ଏଥିରେ ଯୋଗଦେଇଥିଲେ ୬୧ତମ ଫେମିନା ମିସ୍ ଇଣ୍ଡିଆ ପ୍ରତିଯୋଗିତାର ୩୦ ଜଣ ରାଜ୍ୟ ପ୍ରତିଯୋଗୀ। ବିଭିନ୍ନ ରାଜ୍ୟରୁ ଆସିଥିବା ଏହି ପ୍ରତିଯୋଗୀମାନେ ଖୁବ୍‍ ଧୁମ୍‍ଧାମ୍‍ ରେ ଉତ୍ସାହର ସହ ଓଡ଼ିଆ ନୂଆବର୍ଷ ପାଳନ କରିଥିଲେ। ଓଡ଼ିଶାର ପ୍ରସିଦ୍ଧ ପାଟ ଶାଢ଼ି ପିନ୍ଧି ଓଡ଼ିଆ ଖାଦ୍ୟ ସାଙ୍ଗକୁ ଓଡ଼ିଶାର ପାରମ୍ପରିକ ମିଠା ଛେନାପୋଡ଼ର ମଜା ନେଇଥିଲେ। ସମ୍ପୂର୍ଣ୍ଣ ଓଡ଼ିଆ ଢ଼ାଞ୍ଚାରେ ପ୍ରସ୍ତୁତ ଓଡ଼ିଆ

Read More »
ଦେଶ ବିଦେଶ

କିଟ୍‍ ଓ କିସ୍‍ ପକ୍ଷରୁ ଫେମିନା ମିସ୍ ଇଣ୍ଡିଆ ପ୍ରତିଯୋଗୀଙ୍କୁ ସମ୍ବର୍ଦ୍ଧନା

ଭୁବନେଶ୍ୱର : ଏପ୍ରିଲ ୧୮ତାରିଖରେ କିଟ୍‍ ରେ ଅନୁଷ୍ଠିତ ହେବାକୁ ଥିବା ୬୧ତମ ଫେମିନା ମିସ୍ ଇଣ୍ଡିଆ ଇଭେଣ୍ଟ ପାଇଁ ଯୋଗ୍ୟତା ଅର୍ଜନ କରିଥିବା ଦେଶବ୍ୟାପୀ ୩୦ ଜଣ ରାଜ୍ୟ ବିଜେତା ଆଜି କ୍ୟାମ୍ପସରେ ପହଞ୍ଚିବା ପରେ ସେମାନଙ୍କୁ କିଟ୍‍ ଓ କିସ୍‍ ପକ୍ଷରୁ ଉଚ୍ଛ୍ୱସିତ ସମ୍ବର୍ଦ୍ଧନା ଦିଆଯାଇଥିଲା। ଏହି କାର୍ଯ୍ୟକ୍ରମରେ ଫେମିନା ମିସ୍‍ ଇଣ୍ଡିଆ ୨୦୨୪ ନିକିତା ପରୱାଲ୍‍, କିଟ୍‍ ଓ କିସ୍‍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ, କିଟ୍‍ ବିଶ୍ୱବିଦ୍ୟାଳୟ କୁଳପତି ପ୍ରଫେସର ଶରଣଜିତ ସିଂହ, କିଟ୍‍ ଆର୍କିଟେକଚର ସ୍କୁଲ୍‍ର ମହାନିର୍ଦ୍ଦେଶକ ଏସ ଏସ୍‍

Read More »
ତାଜା ଖବର

ଦୁଇ ଘଣ୍ଟା ପାଇଁ ୧୪ କୋଟି ଟଙ୍କା

ନୂଆଦିଲ୍ଲୀ : ଏକ ଅପ୍ରତ୍ୟାଶିତ ଘଟଣାକ୍ରମେ ପ୍ରସିଦ୍ଧ ଗାୟକ ଅରିଜିତ ସିଂହ ପ୍ରଚ୍ଛଦ ପଟ୍ଟ ଗାୟକରୁ ଅବସର ଘୋଷଣା କରିଛନ୍ତି। ମଙ୍ଗଳବାର ସୋସିଆଲ ମିଡିଆରେ ସେ ଏହା ସୂଚନା ଦେଇଛନ୍ତି।  ପ୍ରସିଦ୍ଧ ବଲିଉଡ୍ ପ୍ଲେବ୍ୟାକ୍ ସିଙ୍ଗର ଅରିଜିତ ସିଂହ ଏକ ଅତ୍ୟନ୍ତ ସରଳ ଜୀବନଯାପନ ଜୀବନ ଶୈଳୀ ପାଇଁ ପରିଚିତ। କୌଣସି ବ୍ରାଣ୍ଡ ନାମ କିମ୍ବା ଲଗଜରୀ କାର ବିନା ସେ ଜୀବନଯାପନ ଅତିବାହିତ କରନ୍ତି। ଯେତେବେଳେ ସେ ତାଙ୍କ ଗାଁକୁ ଯାଆନ୍ତି, ସେ ଏକ ସରଳ

Read More »
ମନୋରଞ୍ଜନ

ଘାଏ ଦେଖତ କଳାପଟା ଅନୁଷ୍ଠାନର ବାର୍ଷିକୋତ୍ସବ

ନୂଆଁ ବର୍ଷରେ ହୋମ ଯଜ୍ଞ, ବହି ଉନ୍ମୋଚନ ଓ ସାହିତ୍ୟ ସଭା । ବରଗଡ ଜିଲ୍ଲା ଗାଇସିଲେଟ ଠାରେ “ଘାଏ ଦେଖତ କଳାପଟା”ର ବାର୍ଷିକୋତ୍ସବ ନୂଆଁ ବର୍ଷ ଗୁରୁବାର ଦିନ ସମାରୋହରେ ଅନୁଷ୍ଠିତ ହୋଇଯାଇଛି । ସ୍ଥାନୀୟ ସାହୁ କଲ୍ୟାଣ ମଣ୍ଡପ କଲଙ୍ଗାପାଲି ଠାରେ ସକାଳେ ବୈଦିକ ଯଜ୍ଞ ଅନୁଷ୍ଠିତ ହୋଇଥିଲା । ଏହାପରେ କଳାପଟା ସାହିତ୍ୟ ସଂସଦର ସଭାପତି ନିରଞ୍ଜନ ପଣ୍ଡାଙ୍କ ପୌରୋହିତ୍ୟରେ ଆୟୋଜିତ ପ୍ରଥମ ଅଧିବେସନରେ ବ୍ୟଙ୍ଗ କବି ମନୋରଞ୍ଜନ ସାହୁ ମୁଖ୍ୟ ଅତିଥି

Read More »
ତାଜା ଖବର

କର୍ଣ୍ଣାଟକର ସମୃଦ୍ଧି ତ୍ରିପାଠୀ କିଟ୍ ନହ୍ନିପରୀ ୨୦୨୫

ଭୁବନେଶ୍ୱର : କର୍ଣ୍ଣାଟକର ସମୃଦ୍ଧି ତ୍ରିପାଠୀ କିଟ୍ ନହ୍ନିପରୀ ଲିଟିଲ୍ ମିସ୍ ଇଣ୍ଡିଆ ୨୦୨୫ ଟାଇଟଲ୍ ହାସଲ୍ କରିଛନ୍ତି। କିଟ୍ ଫିଲ୍ମ ଆଣ୍ଡ ଫେସନ ସ୍କୁଲ୍‍ ପକ୍ଷରୁ ଆୟୋଜିତ ‘କିଟ୍ ନହ୍ନିପରୀ ଲିଟିଲ୍ ମିସ୍ ଇଣ୍ଡିଆ’ ୨୦୨୫ର ଫାଇନାଲ୍ ତଥା ମେଗା ରାଉଣ୍ଡ ମଙ୍ଗଳବାର ଶେଷ ହୋଇଛି । ଫାଇନାଲ୍ ରାଉଣ୍ଡରେ ସମଗ୍ର ଦେଶରୁ ୯ଜଣ ଫାଇନାଲିଷ୍ଟଙ୍କୁ ପଛରେ ପକାଇ ସମୃଦ୍ଧି ନହ୍ନିପରୀ ମୁକୁଟ ସହ ୧୦ଲକ୍ଷ ଟଙ୍କାର ନଗଦ ଅର୍ଥରାଶି ପୁରସ୍କାର ଲାଭ କରିଛନ୍ତି ।

Read More »
ମନୋରଞ୍ଜନ

ଚଳିତ ବର୍ଷ କିଟ୍‍ ନହ୍ନିପରୀର ରୌପ୍ୟ ଜୟନ୍ତୀ

ଭୁବନେଶ୍ୱର : କିଟ୍ ନହ୍ନିପରୀ ଲିଟିଲ୍ ମିସ୍ ଇଣ୍ଡିଆର ୨୫ତମ ସଂସ୍କରଣ ପାଇଁ ଆଞ୍ଚଳିକ ଅଡିସନ୍ ରବିବାର ଭୁବନେଶ୍ୱରଠାରେ ଶେଷ ହୋଇଛି। କିଟ୍ ପରିସରରେ ଅନୁଷ୍ଠିତ ହୋଇଥିବା ଏହି ଅଡ଼ିସନ୍‌ରେ ଓଡ଼ିଶାର ବିଭିନ୍ନ ପ୍ରାନ୍ତରୁ ୧୩ ରୁ ୧୫ବର୍ଷ ବୟସର ବହୁ ପ୍ରତିଯୋଗୀ ଅଂଶଗ୍ରହଣ କରିଥିଲେ। ଡିସେମ୍ବର ୨୧ରୁ ୨୩ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱରରେ ଏହାର ଗ୍ରାଣ୍ଡ ଫିନାଲେ ଅନୁଷ୍ଠିତ ହେବ। ଆଜି କାର୍ଯ୍ୟକ୍ରମରେ କିଟ୍ ଓ କିସ୍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ଉପସ୍ଥିତ ରହି ପ୍ରତିଯୋଗୀଙ୍କୁ

Read More »
ଦେଶ ବିଦେଶ

କିଟରେ ଫେସନ୍‍ ଶୋ’ କୀର୍ତ୍ତି କଳ୍ପନା ଅନୁଷ୍ଠିତ

ଭୁବନେଶ୍ୱର : କିଟ୍‍ ବିଶ୍ୱବିଦ୍ୟାଳୟର ଫେସନ୍‍ ଟେକ୍ନୋଲୋଜି ସ୍କୁଲ୍‍ ପକ୍ଷରୁ ଫେସନ୍‍ ଶୋ’ କୀର୍ତ୍ତି କଳ୍ପନାର ୧୩ତମ ସଂସ୍କରଣ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି । ଏହି ଫେସନ୍‍ ଶୋ’କୁ କିଟ୍‍ ଓ କିସ୍‍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ଉଦ୍‍ଘାଟନ କରିଥିବା ବେଳେ କିଟ୍‍ ବିଶ୍ୱବିଦ୍ୟାଳୟ କୁଳପତି ପ୍ରଫେସର ଶରଣଜିତ୍‍ ସିଂହ, କୁଳ ସଚିବ ପ୍ରଫେସର ଜ୍ଞାନରଞ୍ଜନ ମହାନ୍ତି ଏବଂ କିଟ୍‍ ଫେସନ୍‍ ଟେକ୍ନୋଲୋଜି ସ୍କୁଲ୍‍, ଫିଲ୍ମ ଆଣ୍ଡ ମିଡ଼ିଆ ଷ୍ଟଡ଼ିଜ୍‍ ସ୍କୁଲ୍‍  ଏବଂ ମାସ୍‍ କମ୍ୟୁନିକେଶନ ସ୍କୁଲ୍‍ର ମହାନିର୍ଦ୍ଦେଶକ ହିମାଂଶୁ ଖଟୁଆ

Read More »
ମନୋରଞ୍ଜନ

ଓଲିଉଡ କଳାକାରଙ୍କ ସହ ହୋଲି ଖେଳିଲେ କିସ୍ ଛାତ୍ରଛାତ୍ରୀ

ଭୁବନେଶ୍ୱର : ପ୍ରତିବର୍ଷ ପରି ଚଳିତବର୍ଷ କିସ୍‍ରେ ପାଳିତ ହୋଇଯାଇଛି। ଶୁକ୍ରବାର କିସ୍‍ ଦୂତୀଚାନ୍ଦ ଷ୍ଟାଡ଼ିୟମରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ପ୍ରଥମେ ଦିବଂଗତ ଓଲିଉଡ୍‍ ସୁପରଷ୍ଟାର ଉତ୍ତମ ମହାନ୍ତି ଓ ସଂଗୀତ ନିର୍ଦ୍ଦେଶକ ବିନୟ ରଥଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇ ଏକ ମିନିଟ୍‍ ନିରବ ପ୍ରାର୍ଥନା କରାଯାଇଥିଲା। ପରେ କିସ୍‍ ଛାତ୍ରଛାତ୍ରୀମାନେ ବିଶିଷ୍ଟ ଓଡ଼ିଆ ସିନେ ତାରକା, ସାହିତ୍ୟିକ, କଳାକାର, ବ୍ୟଙ୍ଗକାର, ବୁଦ୍ଧିଜୀବୀ, ସମାଲୋଚକ, ଚଳଚ୍ଚିତ୍ର ନିର୍ଦ୍ଦେଶକ ଓ ଚିତ୍ରାଭିନେତାଙ୍କ ସହ ହୋଲି ପାଳିଥିଲେ। ପାରମ୍ପରିକ ରାଧାକୃଷ୍ଣଙ୍କ ବେଶରେ ସଜ୍ଜିତ ହୋଇ ଦୋଳିରେ ଝୁଲୁଥିବା କିସ୍‍ ଛାତ୍ରଛାତ୍ରୀଙ୍କୁ ଉପସ୍ଥିତ

Read More »
ତାଜା ଖବର

ହସ୍ପିଟାଲରେ ହାସ୍ୟ ଅଭିନେତା ଟିକୁ ତଲସାନିଆ

ମୁମ୍ବାଇ : ଟେଲିଭିଜନ୍ ଏବଂ ବଲିଉଡ୍ ଦୁନିଆର ନାମୀଦାମୀ କଳାକାର ତଥା ବରିଷ୍ଠ ହାସ୍ୟ ଅଭିନେତା ଟିକୁ ତଲସାନିଆଙ୍କ ସ୍ୱାସ୍ଥ୍ୟ ଅବସ୍ଥା ବିଗିଡ଼ିଛି । ଛାତିରେ ଯନ୍ତ୍ରଣା ଅନୁଭବ କରିବା ପରେ ତାଙ୍କୁ ମୁମ୍ବାଇର ଏକ ଘରୋଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ତାଙ୍କୁ ହୃଦ ଘାତ ଆସିଥିବା ପ୍ରାଥମିକ ଚିକିତ୍ସାରୁ ଜଣାପଡ଼ିଛି । ୭୦ ବର୍ଷୀୟ ଟିକୁ ତଲସାନିଆ ହଠାତ୍ ଛାତିରେ ଯନ୍ତ୍ରଣା ଅନୁଭବ କରିଥିଲେ । ପରିବାର ଲୋକେ ତୁରନ୍ତ ତାଙ୍କୁ ମେଡ଼ିକାଲରେ ଭର୍ତ୍ତି

Read More »