ରାଜ୍ୟ

ତାଜା ଖବର

ସୁଜାତା ଆସିବା ପରେ…

ସୁଜାତାଙ୍କ ଆଗମନ, ବିଜେଡିରେ ନୂଆ ସମ୍ଭାବନା ସୃଷ୍ଟି କରିଛି । ଦଳ ପାଇଁ ସୁଜାତା କେତେ ଲାଭବାନ ହେବେ ତାହା ପରର କଥା କିନ୍ତୁ ବିଜେଡିରେ ତାଙ୍କ ଗ୍ରାଣ୍ଡ ଏଣ୍ଟ୍ରୀ ଦଳୀୟ କର୍ମୀଙ୍କ ପାଇଁ ଶକ୍ତି ବର୍ଦ୍ଧକ କ୍ୟାପସୁଲ ଭଳି କାମ କରିଛି । ବିଜେପିର ରଣନୀତି ଆଗରେ ଦଳୀୟ ନେତାଙ୍କୁ ଏକାଠି କରି ରଖିବାରେ ବିଫଳ ହୋଇଥିବା ଆଗଧାଡିର ନେତା ଏବେ ପୁଣି ଅଣ୍ଟା ଭିଡିଛନ୍ତି । ଏବେ ସୁଜାତାଙ୍କ ପ୍ରଥମ କାମ ଦଳୀୟ କର୍ମୀଙ୍କ

Read More »
ଦେଶ ବିଦେଶ

ଆମେରିକାରେ ଡ. ଅଚ୍ୟୁତ ସାମନ୍ତ ସମ୍ମାନିତ

ଭୁବନେଶ୍ୱର: ଆମେରିକାନ ଆସୋସିଏସନ୍‍ ଅଫ୍‍ ଫିଜିସିଆନ୍‍ ଅଫ୍‍ ଇଣ୍ଡିଆନ୍‍ ଅରିଜିନ୍‍ (ଆପି) ପକ୍ଷରୁ ବିଶିଷ୍ଟ ଶିକ୍ଷାବିତ୍‍ ଓ ସମାଜସେବୀ ତଥା କିଟ୍‍ ଓ କିସ୍‍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କୁ ‘ଆପି ଆୱାର୍ଡ ଫର ଟ୍ରାନ୍ସଆଫରମେସନାଲ୍‍ ସୋସିଆଲ୍‍ ୱାର୍କ ଆଣ୍ଡ ଇଣ୍ଡୋ-ୟୁଏସ୍‍ ପାର୍ଟନରସିପ୍‍’ ସମ୍ମାନ ପ୍ରଦାନ କରାଯାଇଛି । ଆମେରିକା ଫ୍ଲୋରିଡ଼ାର ଟାମ୍ପାରେ ଜୁଲାଇ ୨ରୁ ୫ ତାରିଖ ୪ଦିନ ବ୍ୟାପୀ ଅନୁଷ୍ଠିତ ଆପିର ବାର୍ଷିକ ସମ୍ମିଳନୀ ଆପିକନ୍‍ ୨୦୨୬ ତଥା ଆପିର ୪୪ତମ କଂଗ୍ରେସ୍‍  ଅବସରରେ ଶ୍ରୀ ସାମନ୍ତଙ୍କୁ

Read More »
ଦେଶ ବିଦେଶ

୫୭ତମ ‘ଓସା’ ସମ୍ମିଳନୀରେ ଅଚ୍ୟୁତ ସାମନ୍ତ

ଭୁବନେଶ୍ୱର : ଆମେରିକାରେ ଓଡ଼ିଆମାନେ ବସବାସ କରୁଥିଲେ ମଧ୍ୟ ଓଡ଼ିଆ ପରମ୍ପରାକୁ ଭୁଲିନାହାନ୍ତି। ଓଡ଼ିଆ ଭାଷା, ସାହିତ୍ୟ, ସଂସ୍କୃତି ଓ ପରମ୍ପରାକୁ ଆମେରିକାରେ ରହୁଥିଲେ ମଧ୍ୟ ବେଶ ଗୁରୁତ୍ୱ ଦେଉଥିବାରୁ ଓଡ଼ିଶା ଆସୋସିଏସନ୍‍ ଇନ୍‍ ଆମେରିକା (ଓସା)କୁ କିଟ୍‍ ଓ କିସ୍‍ ପ୍ରତିଷ୍ଠାତା ଉଚ୍ଚ ପ୍ରଶଂସା କରିଛନ୍ତି। ଶନିବାର ମିନିଆପୋଲିସରେ ଓସାର ୫୭ତମ ବାର୍ଷିକ ସମ୍ମିଳନୀରେ ମୁଖ୍ୟ ଅତିଥି ଭାବେ ଉଦଘାଟନ କରି ଶ୍ରୀ ସାମନ୍ତ କହିଲେ, ଓସା ପକ୍ଷରୁ କରାଯାଇଥିବା ମିଳନ ପର୍ବ ବାସ୍ତବରେ ଏକ ବିରଳ ଅନୁଭୂତି। ଏହି

Read More »
ରାଜ୍ୟ

କିଟ୍ ଇଣ୍ଟରନ୍ୟାସନାଲ ସ୍କୁଲ୍‍ର ପ୍ରତିଷ୍ଠା ଦିବସ

ଭୁବନେଶ୍ୱର : କିଟ୍ ଇଣ୍ଟରନ୍ୟାସ୍‍ନାଲ୍‍ ସ୍କୁଲ୍‍ର ୨୦ତମ ପ୍ରତିଷ୍ଠା ଦିବସ ଗୁରୁବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ କିଟ୍‍ ବିଶ୍ୱବିଦ୍ୟାଳୟ କୁଳପତି ପ୍ରଫେସର ଶରଣଜିତ ସିଂହ ସଂସ୍କୃତ ଶ୍ଳୋକ “ବିଦ୍ୟା ଦଦାତି ବିନୟମ୍‌, ବିନୟଦ୍ ଯାତି ପାତ୍ରତାମ’ ଉଦ୍ଧୃତ କରି କହିଲେ, ଜ୍ଞାନ ବିନମ୍ରତା ପ୍ରଦାନ କରେ ଓ ବିନମ୍ରତା ଯୋଗ୍ୟତା ଆଡ଼କୁ ନେଇଯାଏ। ଜ୍ଞାନ ଜଣେ ବ୍ୟକ୍ତିକୁ ବିନମ୍ର କରିଥାଏ, ବିନମ୍ରତା, ଦକ୍ଷତା ହାସଲ କରିବାରେ ସାହାଯ୍ୟ କରେ; ଏବଂ ଦକ୍ଷତା, ସଫଳତା ଏବଂ ଖୁସି ପାଇବା ପାଇଁ ପଥ ପ୍ରଶସ୍ତ କରିଥାଏ

Read More »
ରାଜ୍ୟ

ସଫଳ ସ୍ତନ କର୍କଟ ଅସ୍ତ୍ରୋପଚାର

ଭୁବନେଶ୍ୱର : ଓଡ଼ିଶାର ଗ୍ରାମାଞ୍ଚଳରେ ଗରିବ ଲୋକଙ୍କ ନିକଟରେ ଉନ୍ନତ ଚିକିତ୍ସା ସେବା ଯୋଗାଇ ଦେବା ଲକ୍ଷ୍ୟରେ କିମ୍‍ସର  ପ୍ରତିବଦ୍ଧତା ପ୍ରମାଣିତ ହୋଇଛି । କଟକ ଜିଲ୍ଲାର କଲାରାବାଙ୍କସ୍ଥିତ କିମସ ଗ୍ରାମାଞ୍ଚଳ ହସ୍‍ପିଟାଲର ଡାକ୍ତରମାନେ ଜଣେ ମହିଳାଙ୍କଠାରେ ସଫଳତାର ସହ ସ୍ତନ କର୍କଟ ଅସ୍ତ୍ରୋପଚାର କରିଛନ୍ତି । ୫୫ ବର୍ଷୀୟା ଏହି ରୋଗୀଙ୍କଠାରେ ସ୍ତନ କର୍କଟ ରୋଗ ଲକ୍ଷଣ ପ୍ରକାଶ ପାଇବାରୁ ତାଙ୍କୁ କଲରାବାଙ୍କ ରୁରାଲ୍‍ ହସ୍‍ପିଟାଲରେ ଡାକ୍ତରଙ୍କ ସହ ପରାମର୍ଶ କରାଯାଇ ସେଠାରେ ଭର୍ତ୍ତି କରାଯାଇଥିଲା। ଗତ ୨୫ ତାରିଖରେ

Read More »
ରାଜ୍ୟ

କିମ୍‍ସରେ ଜାତୀୟ ଡାକ୍ତର ଦିବସ ପାଳିତ

ଭୁବନେଶ୍ୱର : କିମସ ପକ୍ଷରୁ ଜାତୀୟ ଡାକ୍ତର ଦିବସ ପାଳିତ ହୋଇ ଯାଇଛି । ଏହି ଅବସରରେ କିଟ୍‌, କିସ୍ ଓ କିମସ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଡାକ୍ତରଙ୍କୁ ସେମାନଙ୍କର ଅକ୍ଳାନ୍ତ ସେବା ଏବଂ ପ୍ରତିବଦ୍ଧତା ପାଇଁ ପ୍ରଶଂସା କରିଥିଲେ । ଡାକ୍ତରଙ୍କୁ ଈଶ୍ୱରଙ୍କ ଦ୍ୱିତୀୟ ରୂପ ବୋଲି ଅଭିହିତ କରି ସେମାନଙ୍କର ନିଃସ୍ୱାଥର୍ପର ସେବା ପାଇଁ କୃତଜ୍ଞତା ଜଣାଇଥିଲେ । ପ୍ରସିଦ୍ଧ ଡାକ୍ତର ବିଧାନ ଚନ୍ଦ୍ର ରାୟଙ୍କ ସ୍ମୃତିଚାରଣ

Read More »
ଦେଶ ବିଦେଶ

ଇତିହାସ ରଚିଲେ କିସ୍‍ ଓ କିଟ୍ ଛାତ୍ରଛାତ୍ରୀ

ଭୁବନେଶ୍ୱର : ବିଶ୍ୱ ରଙ୍ଗମଞ୍ଚରେ ସେକସପିଅର ନାଟକ ପରିବେଷଣ କରି କିସ୍‍ ଓ କିଟ୍‍ ଛାତ୍ରଛାତ୍ରୀମାନେ ଇତିହାସ ରଚିବା ପରେ ଏହି ଜନଜାତି ଛାତ୍ରଛାତ୍ରୀମାନେ ଓଡ଼ିଶା ମାଟିରେ ନିଜର ଅପୂର୍ବ କଳା ପ୍ରଦର୍ଶନ କରିଛନ୍ତି । ବିଦେଶ ମାଟିରେ ଚମତ୍କାର ପ୍ରଦର୍ଶନ ପରେ ବୁଧବାର ଭୁବନେଶ୍ୱରରେ ସେମାନେ ସେକସପିଅର ନାଟକ ପରିବେଷଣ କରି ବେଶ ପ୍ରଶଂସିତ ହୋଇଛନ୍ତି । ଏହି କାର୍ଯ୍ୟକ୍ରମରେ ବାଚସ୍ପତି ସୁରମା ପାଢ଼ୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହାକୁ ଉଦ୍‌ଘାଟନ କରି କିଟ୍

Read More »
ଦେଶ ବିଦେଶ

ଟାଇମ୍‍ସ ହାୟର ଏଜୁକେସନ ସଷ୍ଟେନେବିଲିଟି ଇମ୍ପାକ୍ଟ ରାଙ୍କିଂ ୨୦୨୬

ଭୁବନେଶ୍ୱର : ଟାଇମ୍‍ସ ହାୟର ଏଜୁକେସନ୍ ସଷ୍ଟେନେବିଲିଟି ଇଂପାକ୍ଟ ରାଙ୍କିଂ ୨୦୨୬ରେ ଭାରତର ସମସ୍ତ ସରକାରୀ ଏବଂ ଘରୋଇ ଶିକ୍ଷାନୁଷ୍ଠାନ ମଧ୍ୟରେ କିସ୍‍ ପ୍ରଭାବୀ ପ୍ରଦର୍ଶନ କରିଛି । କିସ୍‍ ବିଶ୍ୱବିଦ୍ୟାଳୟ ଚଳିତବର୍ଷ ପ୍ରଥମ ଥର ପାଇଁ ସଷ୍ଟେନେବିଲିଟି ଇମ୍ପାକ୍ଟ ରାଙ୍କିଂରେ ଅଂଶଗ୍ରହଣ କରି ୪୦୧–୬୦୦ ଗ୍ଲୋବାଲ୍ ବ୍ୟାଣ୍ଡରେ ସ୍ଥାନ ପାଇ ରାଜ୍ୟର ଗୌରବ ଆଣିଛି । ଏହା ସହ ଭାରତରେ ସାମଗ୍ରିକ ଭାବରେ ୭ମ ସ୍ଥାନ ହାସଲ କରିଛି । ପ୍ରଥମ ଥର ପାଇଁ ଏହି

Read More »
ଦେଶ ବିଦେଶ

କିଟ୍‍ର ମନିଟରିଂ ଡିଭାଇସ୍‍କୁ ମିଳିଲା ପେଟେଣ୍ଟ

ଭୁବନେଶ୍ୱର : ପ୍ରଯୁକ୍ତିବିଦ୍ୟା-ଚାଳିତ ବନ୍ୟପ୍ରାଣୀ ସଂରକ୍ଷଣ କ୍ଷେତ୍ରରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରି, “ଇଣ୍ଟେଲିଜେଣ୍ଟ ସେନ୍ସର ଡିଭାଇସ୍ ଫର୍‍ ଅଟୋମେଟେଡ୍ ୱାଇଲ୍ଡଲାଇଫ୍ ମନିଟରିଂ’ ଶୀର୍ଷକ ଏକ ଅଭିନବ ଉପକରଣକୁ ଡିଜାଇନ୍ ପେଟେଣ୍ଟ ପ୍ରଦାନ କରାଯାଇଛି। ଏହା କିଟ ବିଶ୍ୱବିଦ୍ୟାଳୟ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟ ହୋଇଥିବା ବେଳେ ଗବେଷଣା-ଆଧାରିତ ପରିବେଶ ସୁରକ୍ଷା ପଦକ୍ଷେପରେ ଏହାର ଗୁରୁତ୍ୱପୂର୍ଣ୍ଣ ଅବଦାନ ରହିବ। କିଟ୍‍ ଲ୍ୟାବ୍‍ରେ ବିକଶିତ ଏହି ପ୍ରଯୁକ୍ତିର ଉଦ୍ଦେଶ୍ୟ ହେଉଛି ସେନ୍ସର-ଆଧାରିତ ପ୍ରଯୁକ୍ତିବିଦ୍ୟା ମାଧ୍ୟମରେ ବନ୍ୟପ୍ରାଣୀ ତଦାରଖ

Read More »
ଦେଶ ବିଦେଶ

କିମସ୍ କାର୍ଡିଆକ୍ ସର୍ଜନ ଚିକାଗୋରେ ସମ୍ମାନୀତ

ଭୁବନେଶ୍ୱର : ଭୁବନେଶ୍ୱର କିମ୍‍ସ ହୃଦ୍ ସର୍ଜନ୍ ଡା ସତ୍ୟଜିତ୍ ସାମଲ ଆମେରିକାରୁ ଗୁରୁତ୍ୱପୂର୍ଣ୍ଣ ଅନ୍ତର୍ଜାତୀୟ ସ୍ୱୀକୃତି ହାସଲ କରିଛନ୍ତି । ଉନ୍ନତ ହୃଦୟ ପ୍ରତିରୋପଣ କ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ୟ ସକାଶେ ତାଙ୍କୁ ଏହି ସମ୍ମାନ ପ୍ରଦାନ କରାଯାଇଛି । ଏଏଟିଏସ ଫାଉଣ୍ଡେସନରୁ ଏହି ସମ୍ମାନଜନକ ସ୍ୱୀକୃତି ପାଇବାରେ ଡା ସାମଲ ହେଉଛନ୍ତି ଓଡ଼ିଶାର ପ୍ରଥମ କାର୍ଡିଓଥୋରାସିକ୍ ସର୍ଜନ । ମେ ୧ ରୁ ୫ ତାରିଖ ପର୍ଯ୍ୟନ୍ତ ଆମେରିକାର ଚିକାଗୋରେ ଅନୁଷ୍ଠିତ ୧୦୬ ତମ ଏଏଟିଏସ

Read More »