
ଦେଶ ବିଦେଶ
ଅଚ୍ୟୁତ ସାମନ୍ତଙ୍କ ୭୫ତମ ସମ୍ମାନସୂଚକ ଡକ୍ଟରେଟ୍
ଭୁବନେଶ୍ୱର : ବିଶିଷ୍ଟ ଶିକ୍ଷାବିତ୍, ସମାଜସେବୀ ତଥା କିଟ୍ ଓ କିସ୍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କୁ ରାଜସ୍ଥାନ ବିକାନେରସ୍ଥିତ ରାଜ୍ୟର ଅନ୍ୟତମ ପୁରାତନ ସରକାରୀ ବିଶ୍ୱବିଦ୍ୟାଳୟ ମହାରାଜା ଗଙ୍ଗା ସିଂହ ବିଶ୍ୱବିଦ୍ୟାଳୟ (ଏମ୍ଜିଏସ୍ୟୁ) ପକ୍ଷରୁ ସମ୍ମାନସୂଚକ ଡକ୍ଟରେଟ୍ ପ୍ରଦାନ କରାଯାଇଛି । ଆଜି ଜୟପୁର ରାଜଭବନ (ଲୋକ ଭବନ)ରେ ବିଶ୍ୱବିଦ୍ୟାଳୟ ପକ୍ଷରୁ ଆୟୋଜିତ ଏକ ସ୍ୱତନ୍ତ୍ର ସମାବର୍ତ୍ତନ ସମାରୋହରେ ଶ୍ରୀ ସାମନ୍ତଙ୍କୁ ଏହି ସମ୍ମାନ ପ୍ରଦାନ କରାଯାଇଥିଲା । ଶିକ୍ଷା ମାଧ୍ୟମରେ ସମାଜର ବିକାଶ ଓ କଲ୍ୟାଣ ଦିଗରେ

