ଇଂଲଣ୍ଡ ବିପକ୍ଷ ଟି-୨୦ ସିରିଜ ପାଇଁ ଫେରିଲେ ସାମି
ମୁମ୍ବାଇ : ଜାନୁଆରୀ ୨୨ରୁ ଇଂଲଣ୍ଡ ବିପକ୍ଷ ଟି-୨୦ ଶୃଙ୍ଖଳା ପାଇଁ ଭାରତ ଦଳ ଘୋଷଣା କରିଛି। ସୂର୍ଯ୍ୟକୁମାର ଯାଦବଙ୍କ ନେତୃତ୍ୱରେ ଟିମ୍ ଇଣ୍ଡିଆ ଖେଳିବ। ଅଭିଜ୍ଞ ବୋଲର ମହମ୍ମଦ ସାମି ଦଳକୁ ଫେରିଛନ୍ତି। ସଞ୍ଜୁ ସାମସନ, ଅଭିଷେକ ଶର୍ମା, ତିଲକ ବର୍ମା ଓ ବରୁଣ ଚକ୍ରବର୍ତ୍ତୀଙ୍କୁ ମଧ୍ୟ ଟିମ୍ ଇଣ୍ଡିଆରେ ସ୍ଥାନ ମିଳିଛି। ଅକ୍ଷର ପଟେଲଙ୍କୁ ଉପଅଧିନାୟକ କରାଯାଇଛି। ହର୍ଷିତ ରାଣା ଏବଂ ଅର୍ଶଦୀପ ସିଂହ ମଧ୍ୟ ଟିମ୍ ଇଣ୍ଡିଆର ସଦସ୍ୟ ଅଛନ୍ତି। ଭାରତ ଓ…