Live Odisha Tv

ବ୍ୟବସାୟ

ଦେଶ ବିଦେଶ

କିଟରେ ବ୍ଲୁ ଇକୋନୋମି ଉପରେ ଅନ୍ତର୍ଜାତୀୟ ସମ୍ମିଳନୀ

ଭୁବନେଶ୍ୱର : ‘ଏମ୍‍ପାୱାରିଂ ସଷ୍ଟେନେବଲ୍‍ ଗ୍ରୋଥ ଥ୍ରୁ ମେରାଇନ୍‍ ଇକୋସିଷ୍ଟମ୍‍’ ବିଷୟବସ୍ତୁକୁ ନେଇ କିଟ୍‍ ବିଶ୍ୱବିଦ୍ୟାଳୟରେ ଅନ୍ତର୍ଜାତୀୟ ସମ୍ମିଳନୀ ‘ବ୍ଲୁ ଇକୋନୋମି’ ଗୁରୁବାର ଉଦ୍‍ଘାଟିତ ହୋଇଯାଇଛି। ଭାରତର ସରକାରଙ୍କ ପ୍ରମୁଖ ବିଜ୍ଞାନ ପରାମର୍ଶଦାତା କାର୍ଯ୍ୟାଳୟ, ଇନ୍‍ଷ୍ଟିଚ୍ୟୁଟ୍‍ ଅଫ୍‍ ଲାଇଫ୍‍ ସାଇନ୍‍ସେସ୍‍, ଆଇଆଇଟି ରୋପର, ବାୟୋଟେକ୍ନୋଲୋଜି ରିସର୍ଚ୍ଚ ଆଣ୍ଡ ଇନୋଭେସନ୍‍ କାଉନ୍‍ସିଲ୍‍, ବିଜ୍ଞାନ ଭାରତୀ, କିଟ୍‍ ବିଶ୍ୱବିଦ୍ୟାଳୟ, କିଟ୍‍ ସ୍କୁଲ୍‍ ଅଫ୍‍ ବାୟୋଟେକ୍ନୋଲୋଜି, ଭୁବନେଶ୍ୱର ସିଟି ନଲେଜ୍‍ ଇନୋଭେସନ୍‍ କ୍ଲଷ୍ଟର ଫାଉଣ୍ଡେସନ୍‍ (ବିସିକେଆଇସି)ର ମିଳିତ ଆନୁକୂଲ୍ୟରେ ୨୩ ଓ ୨୪ ତାରିଖ ଦୁଇ ଦିନ ବ୍ୟାପୀ ଅନୁଷ୍ଠିତ ହେବାକୁ ଥିବା

Read More »
ତାଜା ଖବର

କେନ୍ଦୁଝରରେ ନିର୍ମାଣ ହେବ ଷ୍ଟିଲ୍‌ ପ୍ଲାଣ୍ଟ

ଭୁବନେଶ୍ବର: ଖଣିଜ ସଂପଦରେ ପରିପୂର୍ଣ୍ଣ କେନ୍ଦୁଝରରେ ବୃହତ୍‌ ଷ୍ଟିଲ୍‌ କାରଖାନା ନିର୍ମାଣ ହେବାର ଆଶା ଅଧିକ ଦେଖାଦେଇଛି। କେନ୍ଦୁଝର ଜିଲ୍ଲାରେ ମେଗା ଷ୍ଟିଲ୍‌ ପ୍ଲାଣ୍ଟ ହେବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ପୁଣି ଥରେ ଗଣମାଧ୍ୟମର ପ୍ରତିନିଧିମାନଙ୍କୁ କହିଛନ୍ତି। ଜିଲ୍ଲାରେ ହେବାକୁ ଥିବା ଏହି କାରଖାନା ପାଇଁ ଚଳିତ ମାସ ଭୁବନେଶ୍ବରରେ ଆୟୋଜିତ ଦୁଇଦିନିଆ ‘ଉତ୍କର୍ଷ ଓଡ଼ିଶା’ କନ୍‌କ୍ଲେଭ୍‌ରେ ଏଥି ପାଇଁ ବୁଝାମଣାପତ୍ର ସ୍ବାକ୍ଷରିତ ହୋଇପାରେ। ଏହି କାରଖାନା ନିର୍ମାଣ ପାଇଁ ୬୫ ହଜାର କୋଟି ଟଙ୍କା

Read More »
ତାଜା ଖବର

ପ୍ରବାସୀ ଭାରତୀୟ ଦିବସ ପାଇଁ କଟକଣା

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ହେବାକୁ ଥିବା ୧୮ ତମ ପ୍ରବାସୀ ଭାରତୀୟ ଦିବସ ୨୦୨୫ କାର୍ଯ୍ୟକ୍ରମରେ ଯୋଗ ଦେବା ନିମନ୍ତେ ଭାରତର ମହାମହିମ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ ଜାନୁୟାରୀ ୮ ତାରିଖରୁ ୧୦ ତାରିଖ ପର୍ଯ୍ୟନ୍ତ ଓଡିଶା ଗସ୍ତରେ ଆସୁଛନ୍ତି | ଭିଆଇପି ଓ ଭିଭିଆଇପିଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି କମିସନରେଟ ପୁଲିସ କିଛି କଟକଣା ଲାଗୁ କରିଛି | ଏହି କଟକଣା ଅନୁଯାୟୀ କୌଣସି ଯାନବାହାନ ଏହି ରାସ୍ତାରେ ଯାତାୟାତ କରିପାରିବେ ନାହିଁ | ବୁଧବାର

Read More »
ତାଜା ଖବର

ଓଡ଼ିଶାରେ ୩୪ ହଜାର କୋଟି ନିବେଶ କରିବ ହିଣ୍ଡାଲ୍‌କୋ

ଓଡ଼ିଶାରେ ଶିଳ୍ପାୟନ ପାଇଁ ଆଗ୍ରହ ଦେଖାଇଲା ଆଦିତ୍ୟ ବିର୍ଲା ଗ୍ରୁପ୍। ୩୪ ହଜାର କୋଟି ନିବେଶ କରିବ ହିଣ୍ଡାଲ୍ କୋ। ମୁମ୍ବାଇରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଭେଟି ଜଣାଇଲେ ବିର୍ଲା ଗ୍ରୁପ ଅଧ୍ୟକ୍ଷ ଓ ହିଣ୍ଡାଲ୍‌କୋ ପରିଚାଳନା ନିର୍ଦ୍ଦେଶକ।ହିଣ୍ଡାଲ୍ କୋ ଓଡ଼ିଶାରେ ଆଉ ୩୪ ହଜାର କୋଟି ପୁଞ୍ଜି ନିବେଶ କରିବାକୁ ଆଶାୟୀ ଥିବା ଜଣାଇଛି। ଓଡ଼ିଶାର ଅର୍ଥନୈତିକ ବିକାଶ ଓ ନିଯୁକ୍ତି ସୃଷ୍ଟିରେ ସାମିଲ୍ ହେବାକୁ ପ୍ରତିଶ୍ରୁତି ଦେଇଛି ଏହି କଂପାନୀ। ରାୟଗଡ଼ା, ସମ୍ବଲପୁର, ହୀରାକୁଦରେ

Read More »
ତାଜା ଖବର

୬ ଶହ କୋଟି ଟପିଲା ଶାରଦୀୟ ପୂଜା ବଜେଟ୍

ଲକ୍ଷେ କି କୋଟିଏ ନୁହେଁ, ମା’ ଜଗତଜନନୀଙ୍କ ଆରାଧନା ପାଇଁ ପୂଜା କମିଟି ଗୁଡ଼ିକ ଶହ ଶହ କୋଟି ଖର୍ଚ୍ଚ କରୁଛନ୍ତି। ସତେ ଯେମିତି ଲାଗୁଛି କଟକ-ଭୁବନେଶ୍ୱରରେ ଚାଲିଛି ବ୍ୟୟବହୁଳ ପୂଜା ଆୟୋଜନ ପାଇଁ ପ୍ରତିଯୋଗିତା। ଜାଣି ଆଶ୍ଚର୍ଯ୍ୟ ହେବେ, ଉଭୟ ସହରରେ ଏବର୍ଷ ୬ ଶହ କୋଟି ଟପିଛି ଶାରଦୀୟ ପୂଜା ବଜେଟ୍। ତେବେ କାହିଁକି, ବ୍ୟୟବହୁଳ ହେଉଛି ଶାରଦୀୟ ଦୁର୍ଗାପୂଜା। ଆକର୍ଷଣୀୟ ପୂଜା ସହ ବଢ଼ି ଚାଲୁଛି ବଜେଟ। ପ୍ରତିବର୍ଷ ବୃଦ୍ଧି ପାଉଥିବା କଳେବର

Read More »
ତାଜା ଖବର

ନୋଏଲ ଟାଟା ଟ୍ରଷ୍ଟର ନୂତନ ଅଧ୍ୟକ୍ଷ ନିଯୁକ୍ତ

ନୂଆଦିଲ୍ଲୀ:  ନୋଏଲ ଟାଟା ହେଲେ ଟାଟା ଟ୍ରଷ୍ଟର ନୂତନ ଅଧ୍ୟକ୍ଷ । ନୋଏଲଙ୍କୁ ଟାଟା ଟ୍ରଷ୍ଟର ନୂତନ ଅଧ୍ୟକ୍ଷ ଭାବେ ନିଯୁକ୍ତ କରାଯାଇଛି ।ସ୍ୱର୍ଗତ ରତନ ଟାଟାଙ୍କ ମୃତ୍ୟୁ ପରେ ଏହି ଦାୟିତ୍ୱ ତାଙ୍କୁ ଦିଆଯାଇଛି। ସ୍ୱର୍ଗତ ରତନ ଟାଟାଙ୍କ ଦେହାନ୍ତ ପରେ ଏହି ଦାୟିତ୍ ନୋଏଲ୍ ଟାଟାଙ୍କୁ ଦିଆଯାଇଛି। 1991 ରେ ଯେତେବେଳେ ରତନ ଟାଟାଙ୍କୁ ଟାଟା ଗ୍ରୁପର ଦାୟିତ୍ୱ ହସ୍ତାନ୍ତର କରାଯାଇଥିଲା, ସେତେବେଳେ ସେ ଟାଟା ଟ୍ରଷ୍ଟର ଚେୟାରମ୍ୟାନ୍ ହୋଇଥିଲେ । ବର୍ତ୍ତମାନ ଟାଟା

Read More »
ତାଜା ଖବର

ସର୍ବୋଚ୍ଚ ରେକର୍ଡ ସ୍ତରରେ ସୁନା ଦର

ରେକର୍ଡ କଲା ସୁନା ଦର। ସର୍ବୋଚ୍ଚ ରେକର୍ଡ ସ୍ତରରେ ସୁନାର ଦାମ। ଆଜି ସୁନାର ଦାମ ଆଉ ୨୫୦ ଟଙ୍କା ମହଙ୍ଗା ହୋଇଛି। ଫଳରେ ୧୦ ଗ୍ରାମ ସୁନାର ଦାମ ୭୮,୭୦୦ ଟଙ୍କାରେ ପହଞ୍ଚିଛି। ଏହା ସର୍ବକାଳୀନ ରେକର୍ଡ। ଶୁକ୍ରବାର ଅନ୍ତର୍ଜାତୀୟ ବଜାରରେ ସୁନାର ଦାମ ୧୦ ଗ୍ରାମ ପିଛା ୭୮,୪୫୦ ଟଙ୍କା ଥିଲା। ତେବେ ରୁପାର ଦାମ ଆଜି ପ୍ରାୟ ୨୦୦ ଟଙ୍କା ଶସ୍ତା ହୋଇଛି। ଶୁକ୍ରବାର ୧ କେଜି ରୁପାର ଦାମ ୯୪,୨୦୦ ଟଙ୍କା ଥିଲା।

Read More »
ତାଜା ଖବର

ଜାନୁୟାରୀ ୨୮ରେ ଉତ୍କର୍ଷ ଓଡ଼ିଶା କନକ୍ଲେଭ

ଆସନ୍ତାବର୍ଷ ଜାନୁୟାରୀ ୨୮ ଓ ୨୯ତାରିଖରେ ଉତ୍କର୍ଷ ଓଡ଼ିଶା -୨୦୨୫ କନକ୍ଲେଭ ପାଇଁ ଦିନ ଧାର୍ଯ୍ୟ କରାଯାଇଛି । ଆଗାମୀ ୫ ବର୍ଷରେ ୫ ଲକ୍ଷ କୋଟି ଟଙ୍କାର ପୁଞ୍ଜି ଆକର୍ଷଣ କରିବା ଆମର ଲକ୍ଷ୍ୟ ରଖିଛୁ ଓ ୧୦୦ ଦିନ ଭିତରେ ୪୫ ହଜାର କୋଟି ଟଙ୍କାର ପୁଞ୍ଜି ଓଡ଼ିଶାକୁ ଆସିସାରିଛି ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୂଚନା ଦେଇଛନ୍ତି । ଦୁଇଦିନିଆ ଦିଲ୍ଲୀ ଗସ୍ତରେ ଯିବା ପୂର୍ବରୁ ଆଜି ଭୁବନେଶ୍ୱର ବିମାନ ବନ୍ଦରରେ ଗଣମାଧ୍ୟମକୁ

Read More »
ଅପରାଧ

ଭାରତରେ ଟେଲିଗ୍ରାମ ଆପ ହୋଇପାରେ ବ୍ୟାନ୍‌

ବଢୁଛି ଟେଲିଗ୍ରାମ ମେସେଜିଂ ଆପର ଅଡୁଆ | ଡାଟା ଚୋରି ଅଭିଯୋଗରେ ଭାରତରେ ହୋଇପାରେ ବ୍ୟାନ୍‌ | ଏକ ଗଣମାଧ୍ୟମ ରିପୋର୍ଟ ଅନୁସାରେ, ଏହି ମେସେଜିଂ ଆପ୍ ଉପରେ ଭାରତ ସରକାର ଯାଞ୍ଚ କରୁଛନ୍ତି । ଟେଲିଗ୍ରାମର ସିଇଓ ପାୱେଲ୍ ଡୁରୋବ ଡାଟା ଚୋରି କିମ୍ବା ଜୁଆ କାରବାରରେ ଆପ୍ ଜଡ଼ିତ ଥିବା ଅଭିଯୋଗରେ ଗିରଫ ହୋଇଥିବାବେଳେ ଅଭିଯୋଗର ସତ୍ୟାସତ୍ୟ ଉପରେ ତଦନ୍ତ ଚାଲିଛି । ପ୍ୟାରିସର ବାହରୱାର୍ଗେଣ୍ଟ ବିମାନ ବନ୍ଦରରେ ଟେଲିଗ୍ରାମର ପ୍ରତିଷ୍ଠାତା ଏବଂ ସିଇଓ

Read More »
ତାଜା ଖବର

ଜିଏସଟି ଆଦାୟରେ ୧୦ ପ୍ରତିଶତ ଅଭିବୃଦ୍ଧି

ନୂଆଦିଲ୍ଲୀ : ଅଗଷ୍ଟରେ ମୋଟ ଜିଏସଟି ଆଦାୟ ୧୦ ପ୍ରତିଶତ ଅଭିବୃଦ୍ଧି ସହ ୧.୭୪ ଲକ୍ଷ କୋଟି ଟଙ୍କାରେ ପହଞ୍ଚିଛି । ଅର୍ଥ ମନ୍ତ୍ରାଳୟ ପକ୍ଷରୁ ଜାରି ରିପୋର୍ଟ ଅନୁଯାୟୀ, ଗତ ମାସ ଅଗଷ୍ଟମାସରେ ଉଲ୍ଲେଖନୀୟ ଜିଏସଟି ଆଦାୟ ହୋଇଛି ଏବଂ ଜିଏସଟି ସଂଗ୍ରହର ଏହି ତଥ୍ୟ ସବୁ କ୍ଷେତ୍ରରେ ସାମଗ୍ରୀ ଓ ସେବା ଟିକସ ବୃଦ୍ଧି ଦେଖାଉଛି। ଜିଏସଟି ଆଦାୟ ମଧ୍ୟରେ କେନ୍ଦ୍ରୀୟ ଜିଏସଟି (ସିଜିଏସଟି), ରାଜ୍ୟ ଜିଏସଟି (ଏସଜିଏସଟି) ଏବଂ ସମନ୍ୱିତ ଜିଏସଟି (ଆଇଜିଏସଟି)

Read More »