
କେନ୍ଦୁଝର ଜିଲ୍ଲାରେ ହେବ ମେଗା ଷ୍ଟିଲ ପ୍ଲାଂଟ
ଆସନ୍ତା ୫ବର୍ଷ ମଧ୍ୟରେ ରାଜ୍ୟରେ ସାଢ଼େ ୩ଲକ୍ଷ ନିଯୁକ୍ତି ସୁଯୋଗ ସୃଷ୍ଟି କରିବାକୁ ରାଜ୍ୟ ସରକାର ଲକ୍ଷ୍ୟ ରଖିଛନ୍ତି ବୋଲି ମୁଖ୍ୟମନ୍ତ୍ରୀ ମୋହନ ମାଝୀ କହିଛନ୍ତି । ଏହାସହିତ ଖଣିଜସମୃଦ୍ଧ କେନ୍ଦୁଝର ଜିଲ୍ଲାରେ ମେଗା ଷ୍ଟିଲ ପ୍ଲାଂଟ ନିର୍ମାଣ ପାଇଁ ମୁଖ୍ୟ ସଚିବଙ୍କ ଅଧ୍ୟକ୍ଷତାରେ ଏକ ଟାସ୍କଫୋର୍ସ ଗଠନ କରିବାକୁ ମଧ୍ୟ ସେ ନିର୍ଦ୍ଦେଶ ଦେଇଛନ୍ତି । ଆଜି ଲୋକସେବା ଭବନରେ ରାଜ୍ୟର ଶିଳ୍ପ କ୍ଷେତ୍ରର ଅଗ୍ରଗତିର ସମୀକ୍ଷା କରି ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଅଧିକ ନିଯୁକ୍ତି ପ୍ରଦାନକାରୀ