ଶିକ୍ଷା

ଦେଶ ବିଦେଶ

କିଟ୍ ଓ କିସ୍‌ରେ ସାଧାରଣତନ୍ତ୍ର ଦିବସ ପାଳିତ

ଭୁବନେଶ୍ୱର : କିଟ୍ ଓ କିସ୍ ବିଶ୍ୱବିଦ୍ୟାଳୟରେ ୭୭ତମ ସାଧାରଣତନ୍ତ୍ର ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ଚଳିତ ବର୍ଷ ସାଧାରଣତନ୍ତ୍ର ଦିବସରେ ଶ୍ରୀଲଙ୍କା ସାଂସଦ ନାମଲ ରାଜପକ୍ଷ ସୋମବାର ମୁଖ୍ୟ ଅତିଥି ଭାବରେ ଯୋଗ ଦେଇଥିଲେ। ଛାତ୍ରଛାତ୍ରୀଙ୍କ ପରେଡ ଅଭିବାଦନ ଗ୍ରହଣ କରି କିଟ୍ ଓ କିସ୍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ କହିଲେ, ପ୍ରତିବର୍ଷ କିଟ୍ ଓ କିସ୍‌ରେ ସାଧାରଣତନ୍ତ୍ର ଦିବସ ଅତି ଆଡ଼ମ୍ବରରେ ପାଳିତ ହୋଇଥାଏ। ପ୍ରତିବର୍ଷ ବିଦେଶରୁ ଜଣେ ଗଣ୍ୟମାନ୍ୟ ବ୍ୟକ୍ତି ଏହି କାର୍ଯ୍ୟକ୍ରମରେ ଅତିଥି

Read More »
ଦେଶ ବିଦେଶ

କିସରେ ନିତି ଆୟୋଗ ଉପାଧ୍ୟକ୍ଷ ସୁମନ ବେରୀ

ଭୁବନେଶ୍ୱର : ସ୍ଥାୟୀ ବିକାଶ ଲକ୍ଷ୍ୟ ଓ କିସ୍‍: ପରିବର୍ତ୍ତନକାରୀ ଶିକ୍ଷା, ସ୍ୱେଚ୍ଛାସେବା ଓ ସମାଜ କୈନ୍ଦ୍ରିକ ପଦକ୍ଷେପ ମାଧ୍ୟମରେ ଭାରତର ସ୍ଥାୟୀ ବିକାଶ ଲକ୍ଷ୍ୟ କାର୍ଯ୍ୟକ୍ରମକୁ ଆଗକୁ ବଢ଼ାଇବା ଶୀର୍ଷକ ଉପରେ କିସ୍‍ ରେ ଶନିବାର ଦିନିକିଆ ଜାତୀୟ ଆଲୋଚନଚକ୍ର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ନିତି ଆୟୋଗ ଉପାଧ୍ୟକ୍ଷ ସୁମନ ବେରି ବିକଶିତ ଭାରତ ପରିପ୍ରେକ୍ଷୀରେ ଜାତିସଂଘର ସ୍ଥାୟୀ ବିକାଶ ଲକ୍ଷ୍ୟର ପ୍ରାସଙ୍ଗିକତା ଉପରେ ଆଲୋକପାତ କରିଥିଲେ। ସ୍ଥାନୀୟ ସମସ୍ୟାକୁ ଦୃଷ୍ଟିରେ ରଖି ସ୍ଥାୟୀ

Read More »
ରାଜ୍ୟ

କିସ୍‍ ରେ ୬୬ତମ ପ୍ରୌଢ଼ ଶିକ୍ଷା ସମ୍ମିଳନୀ

ଭୁବନେଶ୍ୱର : କିସ୍‍ ରେ ଆଜି ସର୍ବଭାରତୀୟ ପ୍ରୌଢ଼ ଶିକ୍ଷା ସମ୍ମିଳନୀ ଆରମ୍ଭ ହୋଇଛି। ସାମଗ୍ରିକ ଜାତୀୟ ବିକାଶରେ ପ୍ରୌଢ଼ ଶିକ୍ଷାର ଭୂମିକା ଉପରେ ଆଲୋଚନା ନିମନ୍ତେ ଏହି ସମ୍ମିଳନୀରେ ଶିକ୍ଷାବିତ୍‍, ନୀତି ନିର୍ଦ୍ଧାରକ ଏବଂ ପ୍ରୌଢ଼ ଶିକ୍ଷା କ୍ଷେତ୍ରରେ କାର୍ଯ୍ୟ କରୁଥିବା ବ୍ୟକ୍ତିମାନେ ଏଥିରେ ଯୋଗ ଦେଇଛନ୍ତି। ଏହି ସମ୍ମିଳନୀ ଭାରତୀୟ ପ୍ରୌଢ଼ ଶିକ୍ଷା ସଂଘ ଓ କିସ୍‍ର  ମିଳିତ ସହଯୋଗରେ ଅନୁଷ୍ଠିତ ହେଉଛି। ଏହି ଅବସରରେ ଭାରତୀୟ ପ୍ରୌଢ଼ ଶିକ୍ଷା ସଂଘ ପକ୍ଷରୁ କିଟ୍‍ ଓ କିସ୍‍ର ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କୁ ସମ୍ମାନୀତ

Read More »
ତାଜା ଖବର

କିଟ୍‍ ବିଦେଶୀ ଛାତ୍ରଛାତ୍ରୀଙ୍କ ପସନ୍ଦଯୋଗ୍ୟ ବିଶ୍ୱବିଦ୍ୟାଳୟ

ଭୁବନେଶ୍ୱର : ଉଚ୍ଚଶିକ୍ଷା ପାଇଁ ଓଡ଼ିଶା ବିଦେଶୀ ଛାତ୍ରଛାତ୍ରୀଙ୍କର ଏକ ପସନ୍ଦଯୋଗ୍ୟ ହବ୍‍ ରେ ପରିଣତ ହୋଇଛି। ଓଡ଼ିଶାର ବିଭିନ୍ନ ବିଶ୍ୱବିଦ୍ୟାଳୟ ଓ ବୃତ୍ତିଗତ ପ୍ରତିଷ୍ଠାନଗୁଡ଼ିକରେ ବିଦେଶୀ ଶିକ୍ଷାର୍ଥୀଙ୍କ ସଂଖ୍ୟା କ୍ରମାଗତ ବୃଦ୍ଧି ପାଉଛି ବୋଲି ନିକଟରେ ନିତି ଆୟୋଗର ରିପୋର୍ଟ ପ୍ରକାଶ ପାଇଛି। ଭାରତରେ ଉଚ୍ଚଶିକ୍ଷାର ଅନ୍ତର୍ଜାତୀୟକରଣ ଉପରେ ନିତି ଆୟୋଗର ରିପୋର୍ଟ ଅନୁସାରେ ୨୦୨୧-୨୨ ଶିକ୍ଷାବର୍ଷରେ ଓଡ଼ିଶାକୁ ସର୍ବାଧିକ ବିଦେଶୀ ଛାତ୍ରଛାତ୍ରୀ ଶିକ୍ଷାଲାଭ ପାଇଁ ଆସିଛନ୍ତି। ନିତି ଆୟୋଗ ରିପୋର୍ଟରେ ଭାରତର କେଉଁ ରାଜ୍ୟରେ କେତେ ପିଲା ପଢୁଥିଲେ

Read More »
ରାଜ୍ୟ

ବୀରେନ୍ଦ୍ର କୁମାର ମହାବିଦ୍ୟାଳୟରେ ବାର୍ଷିକ ଉତ୍ସବ

ବରଗଡ଼ ଜିଲ୍ଲା ଗାଇସିଲେଟ ବ୍ଳକ ଅନ୍ତର୍ଗତ କଠଉମାଲ ସ୍ଥିତ ବିରେନ୍ଦ୍ର କୁମାର ଯୁକ୍ତ ୩ ମହାବିଦ୍ୟାଳୟରେ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇ ଯାଇଛି । ପଦ୍ମପୁର ଅଞ୍ଚଳ କଲେଜର ପ୍ରାକ୍ତନ ଅଧ୍ୟକ୍ଷ ଶ୍ରୀଯୁକ୍ତ ଭୁବନ୍ଦେ ସାହୁଙ୍କ ସଭାପତିତ୍ବରେ ଅନୁଷ୍ଠିତ ବାର୍ଷିକ ଉତ୍ସବରେ ମୁଖ୍ୟ ଅତିଥି ଭାବରେ ବିଜେପୁର ବିଧାୟକ ସନତ ଗଡତିଆ, ମୁଖ୍ୟ ବକ୍ତା ଭାବରେ ପଞ୍ଚାୟତସମିତି ମହାବିଦ୍ୟାଳୟର ଅଧ୍ୟକ୍ଷ ଡ. ଜୟକେତନ ତ୍ରୀପାଠୀ ଏବଂ ସମ୍ମାନିତ ଅତିଥି ଭାବରେ ବିଡ଼ିଓ ଲକ୍ଷ୍ମଣ ମାଝି,ସରପଞ୍ଚ ଶେଷଦେବ ପଧାନ,ଚାଷୀ

Read More »
ରାଜ୍ୟ

ଗାଇସିଲେଟ ଶିଶୁ ବିଦ୍ୟାମନ୍ଦିର ରଜତ ଜୟନ୍ତୀ ଉତ୍ସବ

ବରଗଡ଼ ଜିଲ୍ଲା ଗାଇସିଲେଟ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରର ରଜତ ଜୟନ୍ତୀ ୨୦/୧୨/୨୫ ରୁ ୨୨/୧୨/୨୫ ପୌଷ ଅମାବାସ୍ୟା ରୁ ପୌଷ ଶୁକ୍ଲ ଦ୍ଵିତୀୟା ୩ ଦିନ ଧରି ଅନୁଷ୍ଠିତ ହୋଇଯାଇଛି । ପ୍ରଥମ ଦିବସରେ ସକାଳ ୯ଟା ରେ ଶିଶୁ ମନ୍ଦିରରୁ କଳସ ଯାତ୍ରା ବାହାରି ଯୋଶୀ ବନ୍ଧ ଠାରୁ ପବିତ୍ର ଜଳ ଆଣି ଗ୍ରାମ ପରିକ୍ରମା କରି ବିଦ୍ୟାମନ୍ଦିରରେ ପହଞ୍ଚିଥିଲେ l ଏହି କାର୍ଯ୍ୟକ୍ରମରେ ୩୦୦ରୁ ଉର୍ଦ୍ଧ ମହିଳା ଯୋଗ ଦେଇଥିବା ବେଳେ ପରେ ନୂଆପାଲି

Read More »
ରାଜ୍ୟ

ପଞ୍ଚାୟତ ସମିତି ମହାବିଦ୍ୟାଳୟର ବାର୍ଷିକ ଉତ୍ସବ ଅନୁଷ୍ଠିତ

ବରଗଡ଼ ଜିଲ୍ଲା ଗାଇସିଲେଟ ପଞ୍ଚାୟତ ସମିତି ମହାବିଦ୍ୟାଳୟର ୪୨ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇ ଯାଇଛି । ମହାବିଦ୍ୟାଳୟର ଅଧକ୍ଷ ଡ.ଜୟକେତନ ତ୍ରିପାଠୀଙ୍କ ସଭାପତିତ୍ବରେ ଅନୁଷ୍ଠିତ ବାର୍ଷିକ ଉତ୍ସବରେ ମୁଖ୍ୟ ଅତିଥି ଭାବରେ ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବରେ ବିଜେପୁର ବିଧାୟକ ସନତ ଗଡତିଆ,ବ୍ଲକ ଅଧ୍ୟକ୍ଷ ପ୍ରଣୟ କୁମାର ସାହୁ,ଅମ୍ବିକା ପ୍ରସାଦ ତ୍ରିବେଦୀ,ମୁଖ୍ୟ ବକ୍ତା ଭାବରେ ବ୍ୟଙ୍ଗ କବି ମନୋରଞ୍ଜନ ସାହୁ ହୋଇଥିବା ବେଳେ ଗାଇସିଲେଟ ଅଞ୍ଚଳର ବହୁ

Read More »
ତାଜା ଖବର

କର୍ଣ୍ଣାଟକର ସମୃଦ୍ଧି ତ୍ରିପାଠୀ କିଟ୍ ନହ୍ନିପରୀ ୨୦୨୫

ଭୁବନେଶ୍ୱର : କର୍ଣ୍ଣାଟକର ସମୃଦ୍ଧି ତ୍ରିପାଠୀ କିଟ୍ ନହ୍ନିପରୀ ଲିଟିଲ୍ ମିସ୍ ଇଣ୍ଡିଆ ୨୦୨୫ ଟାଇଟଲ୍ ହାସଲ୍ କରିଛନ୍ତି। କିଟ୍ ଫିଲ୍ମ ଆଣ୍ଡ ଫେସନ ସ୍କୁଲ୍‍ ପକ୍ଷରୁ ଆୟୋଜିତ ‘କିଟ୍ ନହ୍ନିପରୀ ଲିଟିଲ୍ ମିସ୍ ଇଣ୍ଡିଆ’ ୨୦୨୫ର ଫାଇନାଲ୍ ତଥା ମେଗା ରାଉଣ୍ଡ ମଙ୍ଗଳବାର ଶେଷ ହୋଇଛି । ଫାଇନାଲ୍ ରାଉଣ୍ଡରେ ସମଗ୍ର ଦେଶରୁ ୯ଜଣ ଫାଇନାଲିଷ୍ଟଙ୍କୁ ପଛରେ ପକାଇ ସମୃଦ୍ଧି ନହ୍ନିପରୀ ମୁକୁଟ ସହ ୧୦ଲକ୍ଷ ଟଙ୍କାର ନଗଦ ଅର୍ଥରାଶି ପୁରସ୍କାର ଲାଭ କରିଛନ୍ତି ।

Read More »
ରାଜ୍ୟ

କିଟ୍‍ ଇଣ୍ଟରନ୍ୟାସନାଲ ସ୍କୁଲ୍‌ର ବାର୍ଷିକ ଦିବସ

ଭୁବନେଶ୍ୱର : କିଟ୍‍ ଇଣ୍ଟରନ୍ୟାସନାଲ୍‍ ସ୍କୁଲ୍‍ର ୧୯ତମ ବାର୍ଷିକ ଉତ୍ସବ  “ବିୟଣ୍ଡ ବାଉଣ୍ଡାରିଜ ୨୦୨୫’ ସୋମବାର ଅନୁଷ୍ଠିତ ହୋଇଯାଇଛି । କିଟ୍‍ ଓ କିସ୍‍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଛାତ୍ରଛାତ୍ରୀଙ୍କ ଶୃଙ୍ଖଳାକୁ ପ୍ରଶଂସା କରି କହିଲେ, ଶିକ୍ଷାଗତ ଉତ୍କଷର୍ତା ସହିତ ଦୃଢ଼ ନୈତିକ ମୂଲ୍ୟବୋଧକୁ ପ୍ରୋତ୍ସାହିତ କରିବା ହେଉଛି ପ୍ରକୃତ ଶିକ୍ଷା। ଶିକ୍ଷକ ଶିକ୍ଷୟିତ୍ରୀମାନେ ସର୍ବଦା ଛାତ୍ରଛାତ୍ରୀଙ୍କ ମଧ୍ୟରେ ଥିବା ଆତ୍ମ ବିଶ୍ୱାସ ବୃଦ୍ଧି କରିବା ସହ ସର୍ଜନାତ୍ମକ ଓ ଚରିତ୍ରଗଠନକୁ ପ୍ରୋତ୍ସାହିତ କରିବା

Read More »
ରାଜ୍ୟ

କିଟ୍‍ ରେ ‘ମାର୍ଚ୍ଚିଂ ବିୟଣ୍ଡ ଦି ଲାଇବ୍ରେରୀ ୨୦୨୫’ ସମ୍ମିଳନୀ

ଭୁବନେଶ୍ୱର : ମ୍ୟାନେଜମେଣ୍ଟ ଲାଇବ୍ରେରୀ ନେଟ୍‍ୱର୍କ (MANLIBNET) ଏବଂ ICMBL 2025 ମିଳିତ ଆନୁକୂଲ୍ୟରେ ତିନି ଦିନିଆ ଅନ୍ତର୍ଜାତୀୟ ଲାଇବ୍ରେରୀ ୨୦୨୫ ଶୀର୍ଷକ ସମ୍ମିଳନୀ କିଟ୍‍ ରେ ଉଦ୍ଘାଟିତ ହୋଇଯାଇଛି। ତିନି ଦିନ ବ୍ୟାପୀ ହେବାକୁ ଥିବା ଏହି ସମ୍ମିଳନୀରେ ଲାଇବ୍ରେରୀ ଓ ସୂଚନା ବିଜ୍ଞାନ କ୍ଷେତ୍ରରେ ପ୍ରତିଭା, ପ୍ରଯୁକ୍ତିବିଦ୍ୟା ଓ ପରିବର୍ତ୍ତନ ଉପରେ ଗୁରୁତ୍ୱପୂର୍ଣ୍ଣ ବିଶ୍ୱସ୍ତରୀୟ ଆଲୋଚନା ହେବ। ଏହି ଅନ୍ତର୍ଜାତୀୟ କାର୍ଯ୍ୟକ୍ରମରେ ଭାରତ ଓ ବିଦେଶର ଖ୍ୟାତିସଂପନ୍ନ ପ୍ରଫେସର, ଶିକ୍ଷାବିତ୍‌, ସୂଚନା ବୈଜ୍ଞାନିକ, ଗବେଷକ ଓ ଲାଇବ୍ରେରୀ ବୃତ୍ତିଗତମାନେ ଯୋଗ ଦେଇଛନ୍ତି। ଏହା ସମ୍ମିଳନୀ ଜରିଆରେ ଲାଇବ୍ରେରୀର

Read More »