ଟାଇମ୍ସ ହାୟର ଏଜୁକେସନ୍ ୟଙ୍ଗ୍ ୟୁନିଭରସିଟି ର୍ୟାଙ୍କିଙ୍ଗ୍
ଭୁବନେଶ୍ୱର : ପ୍ରତିବର୍ଷ ପରି ଚଳିତବର୍ଷ ମଧ୍ୟ ଟାଇମ୍ସ ହାୟର ଏଜୁକେସନ୍ ୟଙ୍ଗ୍ ୟୁନିଭରସିଟି ର୍ୟାଙ୍କିଙ୍ଗ୍ ପ୍ରକାଶ ପାଇଛି। ସମ୍ମାନଜନକ ଟାଇମ୍ସ ହାୟର ଏଜୁକେସନ୍ ୟଙ୍ଗ୍ ୟୁନିଭରସିଟି ର୍ୟାଙ୍କିଙ୍ଗ୍ ୨୦୨୪ରେ ସମଗ୍ର ବିଶ୍ୱରେ କିଟ୍ ବିଶ୍ୱବିଦ୍ୟାଳୟ ୧୬୮ ତମ ସ୍ଥାନରେ ରହିଥିବା ବେଳେ ଭାରତୀୟ ବିଶ୍ୱବିଦ୍ୟାଳୟଗୁଡିକ ମଧ୍ୟରେ ୧୧ତମ ସ୍ଥାନରେ ଅଛି। ସମଗ୍ର ଭାରତରୁ ୫୫ଟି ସରକାରୀ ଓ ଡିମ୍ଡ ବିଶ୍ୱବିଦ୍ୟାଳୟ ଏହି ର୍ୟାଙ୍କିରେ ସ୍ଥାନ ପାଇଛନ୍ତି। ସେଥିମଧ୍ୟରୁ କିଟ୍ ୧୧ତମ ସ୍ଥାନରେ ରହିବା ସହ ଭାରତରେ…