ଶିକ୍ଷା

ଦେଶ ବିଦେଶ

କିମସରେ CORI ରୋବୋଟିକ୍ ବ୍ୟବସ୍ଥା ଆରମ୍ଭ

ଓଡ଼ିଶାରେ ଅତ୍ୟାଧୁନିକ ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଅଗ୍ରଣୀ ଭୂମିକା ଗ୍ରହଣ କରିଥିବା କିମସ ଭୁବନେଶ୍ୱରରେ ସୂକ୍ଷ୍ମ ଗଣ୍ଠି ପ୍ରତିରୋପଣ ଅସ୍ତ୍ରୋପଚାର ପାଇଁ ଅତ୍ୟାଧୁନିକ CORI ରୋବୋଟିକ୍ ବ୍ୟବସ୍ଥା ଆରମ୍ଭ ହୋଇଛି। ଏହା ଦ୍ଵାରା ରୋଗୀ ଯନ୍ତ୍ରଣା ଶୂନ୍ୟ ସହ ଦ୍ରୁତ ଆରୋଗ୍ୟ ଲାଭ କରିଥାଏ। ବିଶେଷ କରି ଗମ୍ଭୀର ଆଣ୍ଠୁ ଗଣ୍ଠି ରୋଗରେ ପୀଡ଼ିତ ରୋଗୀଙ୍କ ପାଇଁ ଏହା ବରଦାନ ପ୍ରମାଣିତ ହୋଇଛି। ନୂତନ ଭାବେ ଆରମ୍ଭ କରାଯାଇଥିବା ଏହି CORI ରୋବୋଟିକ୍ ବ୍ୟବସ୍ଥାରେ ଅନେକ ପ୍ରକାର ସୁବିଧା ମିଳୁଛି। ଏଥିରେ ପାରମ୍ପରିକ ଗଣ୍ଠି ପ୍ରତିରୋପଣ କ୍ଷେତ୍ରରେ ସାଧାରଣତ ଅସ୍ତ୍ରୋପଚାର ପରବର୍ତ୍ତୀ ଯନ୍ତ୍ରଣା, ଦୀର୍ଘକାଳୀନ

Read More »
ରାଜ୍ୟ

କିଟରେ ଫ୍ୟାଶନ୍ ଶୋ କୀର୍ତ୍ତି କଳ୍ପନା ଅନୁଷ୍ଠିତ

ଭୁବନେଶ୍ୱର : କିଟ ଫ୍ୟାଶନ୍ ଟେକ୍ନୋଲୋଜି ସ୍କୁଲର ଫ୍ୟାଶନ୍ ଶୋ କୀର୍ତ୍ତି କଳ୍ପନାର ୧୪ତମ ସଂସ୍କରଣ ଆଜି ଅନୁଷ୍ଠିତ ହୋଇଯାଇଛି । ଏଥିରେ ଭୁବନେଶ୍ୱର ମେୟର ସୁଲୋଚନା ଦାସ ମୁଖ୍ୟ ଅତିଥି ଭାବେ ଯୋଗଦେଇ କହିଲେ, ଭୁବନେଶ୍ୱର ପୂର୍ବ ଭାରତରେ ଏକ ପ୍ରମୁଖ ଫ୍ୟାଶନ୍ ହବରେ ପରିଣତ ହେବାକୁ ଯାଉଛି । ସେ କିଟ ବିଶ୍ୱବିଦ୍ୟାଳୟରେ ଫେମିନା ମିସ ଇଣ୍ଡିଆ ଭଳି ପ୍ରତିଷ୍ଠିତ ସୁନ୍ଦରୀ ହେଉଥିବାରୁ ଏଥିପାଇଁ କିଟ୍‍ ଓ କିସ୍‍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କ ପ୍ରୟାସର

Read More »
ରାଜ୍ୟ

କିଟ୍‍ ଇଣ୍ଟରନ୍ୟାସ୍‍ନାଲ୍‍ ସ୍କୁଲ୍‍ ଛାତ୍ରଛାତ୍ରୀଙ୍କ ସଫଳତା

ଭୁବନେଶ୍ୱର : କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‍ଇ) ଦ୍ୱାରା ପରିଚାଳିତ ଦଶମ ଶ୍ରେଣୀ ପରୀକ୍ଷା ଫଳ ଆଜି ପ୍ରକାଶିତ ହୋଇଛି। ଏଥିରେ ଦଶମ ଶ୍ରେଣୀରେ କିଟ୍‍ ଇଣ୍ଟରନ୍ୟାସ୍‍ନାଲ୍‍ ସ୍କୁଲ୍‍ର ଛାତ୍ରଛାତ୍ରୀମାନେ ଶତପ୍ରତିଶତ ସଫଳତା ହାସଲ କରିଛନ୍ତି । ସ୍କୁଲ୍‍ର ଛାତ୍ର ଅଦ୍ୱେୟ ଷଡ଼ଙ୍ଗୀ ସର୍ବାଧିକ ୯୯.୮ ପ୍ରତିଶତ ନମ୍ବର ରଖି ସ୍କୁଲ୍‍ ଟପ୍‍ପର ହୋଇଥିବା ବେଳେ ଛାତ୍ରୀ ସ୍ୱସ୍ତିକା ମିଶ୍ର ୯୯.୪ ପ୍ରତିଶତ ନମ୍ବର ରଖି ଦ୍ୱିତୀୟ ସ୍ଥାନରେ ଅଛନ୍ତି। କିଟ୍‍ ଇଣ୍ଟରନ୍ୟାସ୍‍ନାଲ୍‍ ସ୍କୁଲ୍‍ର ସମସ୍ତ

Read More »
ଦେଶ ବିଦେଶ

କିଟ୍‍ ପରିସରରେ ଫେମିନା ମିସ୍ ଇଣ୍ଡିଆ ପ୍ରତିଯୋଗୀ

ଭୁବନେଶ୍ୱର : କିଟ୍‍ ପରିସରରେ ଓଡ଼ିଆ ନୂଆବର୍ଷ ଆଜି ମହା ସମାରୋହରେ ପାଳିତ ହୋଇଯାଇଛି। ଏଥିରେ ଯୋଗଦେଇଥିଲେ ୬୧ତମ ଫେମିନା ମିସ୍ ଇଣ୍ଡିଆ ପ୍ରତିଯୋଗିତାର ୩୦ ଜଣ ରାଜ୍ୟ ପ୍ରତିଯୋଗୀ। ବିଭିନ୍ନ ରାଜ୍ୟରୁ ଆସିଥିବା ଏହି ପ୍ରତିଯୋଗୀମାନେ ଖୁବ୍‍ ଧୁମ୍‍ଧାମ୍‍ ରେ ଉତ୍ସାହର ସହ ଓଡ଼ିଆ ନୂଆବର୍ଷ ପାଳନ କରିଥିଲେ। ଓଡ଼ିଶାର ପ୍ରସିଦ୍ଧ ପାଟ ଶାଢ଼ି ପିନ୍ଧି ଓଡ଼ିଆ ଖାଦ୍ୟ ସାଙ୍ଗକୁ ଓଡ଼ିଶାର ପାରମ୍ପରିକ ମିଠା ଛେନାପୋଡ଼ର ମଜା ନେଇଥିଲେ। ସମ୍ପୂର୍ଣ୍ଣ ଓଡ଼ିଆ ଢ଼ାଞ୍ଚାରେ ପ୍ରସ୍ତୁତ ଓଡ଼ିଆ

Read More »
ଦେଶ ବିଦେଶ

କିସ୍‍ ଛାତ୍ରଛାତ୍ରୀଙ୍କୁ ଅନନ୍ତ ଅମ୍ବାନୀଙ୍କ ଉପହାର

ଭୁବନେଶ୍ୱର : ନିଜ ଜନ୍ମଦିନରେ କିସ୍‍ ଛାତ୍ରଛାତ୍ରୀଙ୍କ ପାଇଁ ଛାତ୍ରବୃତ୍ତି, ଚାକିରି ଓ ଏକ୍ସପୋଜର ସୁଯୋଗ ଭଳି ଅନେକ ଘୋଷଣା କରିଛନ୍ତି ଅନନ୍ତ ଅମ୍ବାନୀ। ଆଜି ନିଜ ଜନ୍ମଦିନ ପାଳନ ଅବସରରେ ଅନନ୍ତ କିସ୍‍ ଛାତ୍ରଛାତ୍ରୀଙ୍କ ପାଇଁ ରିଲାଏନ୍ସ ଗ୍ରୁପରେ ଚାକିରି ସୁଯୋଗ ସହ ଚଳିତ ଶିକ୍ଷାବର୍ଷରେ କିସ ଛାତ୍ରଛାତ୍ରୀଙ୍କ ପାଇଁ ଛାତ୍ରବୃତ୍ତି, କେଜିରୁ ପିଜିସ୍ତରରେ ଶେଷ୍ଠ ପ୍ରଦର୍ଶନ କରିଥିବା ଟପ୍ପରମାନଙ୍କୁ ଅନନ୍ତଙ୍କ ଦ୍ୱାରା ପ୍ରତିଷ୍ଠିତ ବିଶାଳ ବନ୍ୟପ୍ରାଣୀ କେନ୍ଦ୍ର ବନତାରା ପରିଦର୍ଶନ କରିବାର ସୁଯୋଗ ଆଦି

Read More »
ଦେଶ ବିଦେଶ

ରୋମାନିଆରେ କିସ୍‍ ଛାତ୍ରଛାତ୍ରୀ

ଭୁବନେଶ୍ୱର : କିସ୍‍ର ଦଶ ଜଣ ଛାତ୍ରଛାତ୍ରୀ ଏକ ଆନ୍ତର୍ଜାତୀୟ ସାଂସ୍କୃତିକ ମହୋତ୍ସବରେ ଅଂଶଗ୍ରହଣ କରିବା ପାଇଁ ରୋମାନିଆ ଗସ୍ତରେ ଅଛନ୍ତି । ସେଠାରେ ସେମାନେ ଓଡ଼ିଶାର ଆଦିବାସୀ ଭାଷାରେ ସେକ୍ସପିଅରଙ୍କ ନାଟକ ପରିବେଷଣ କରିବେ ବିଦେଶରେ ସାନ୍ତାଳୀ ନୃତ୍ୟ ପରିବେଷଣ କରିବା କିସ୍‍ ଛାତ୍ରଛାତ୍ରୀଙ୍କ ପାଇଁ ପ୍ରଥମ। ପୂର୍ବରୁ କିସ୍‍ ଛାତ୍ରଛାତ୍ରୀମାନେ ମୁଖ୍ୟତଃ ଅନ୍ତର୍ଜାତୀୟ କ୍ରୀଡ଼ା ପ୍ରତିଯୋଗିତାରେ ଅଂଶଗ୍ରହଣ ପାଇଁ ବିଦେଶୀ ଦେଶ ଗସ୍ତ କରୁଥିଲେ। ଏବେ ସେମାନେ ଆଦିବାସୀ ନୃତ୍ୟ ପ୍ରଦର୍ଶନ ଏବଂ ସାଂସ୍କୃତିକ

Read More »
ରାଜ୍ୟ

ଚଳିତ ବର୍ଷ ମାଟ୍ରିକ ପରୀକ୍ଷାରେ କିସ୍‍ର ୨୧୦୦ ଛାତ୍ରଛାତ୍ରୀ

ଭୁବନେଶ୍ୱର : ଓଡ଼ିଶା ମାଧ୍ୟମିକ ଶିକ୍ଷା ବୋର୍ଡ଼ ଦ୍ୱାରା ପରିଚାଳିତ ଚଳିତ ବର୍ଷ ମାଟ୍ରିକ ପରୀକ୍ଷା ଆସନ୍ତା ୧୯ ତାରିଖରୁ ଆରମ୍ଭ ହେବାକୁ ଯାଉଛି। ଏଥର କଳିଙ୍ଗ ଇନ୍‍ଷ୍ଟିଚ୍ୟୁଟ୍‍ ଅଫ୍‍ ସୋସିଆଲ୍‍ ସାଇନସେସ (କିସ୍‍)ରୁ ରେକର୍ଡ଼ ସଂଖ୍ୟକ ୨୧୦୦ ଛାତ୍ରଛାତ୍ରୀ ମାଟ୍ରିକ ପରୀକ୍ଷା ଦେବେ। କୌଣସି ଏକ ବିଦ୍ୟାଳୟରୁ ଏତେ ସଂଖ୍ୟକ ଛାତ୍ରଛାତ୍ରୀ ମାଟ୍ରିକ ପରୀକ୍ଷା ଦେବାରେ କିସ୍‍  ହେଉଛି  ଓଡ଼ିଶା ତଥା ସମଗ୍ର ଭାରତରେ ଏକମାତ୍ର ବିଦ୍ୟାଳୟ। କିସ୍‍ର ସର୍ବାଧିକ ୧୧୦୦ ଛାତ୍ରୀ ଓ ୧୦୦୦

Read More »
ଦେଶ ବିଦେଶ

କିଟରେ ୟୁନେସ୍କୋ ଅନ୍ତର୍ଜାତୀୟ ଐତିହ୍ୟ ଆଇନ ପାଠ୍ୟକ୍ରମ

ଭୁବନେଶ୍ୱର : ଏସିଆର ଅସୁରକ୍ଷିତ ବୌଦ୍ଧ ଐତିହ୍ୟର ସୁରକ୍ଷା ଦିଗରେ କିଟ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବାକୁ ଯାଉଛି । ଏସିଆ ମହାଦେଶର ଗ୍ରାମାଞ୍ଚଳରେ ଥିବା ୯୦ ପ୍ରତିଶତରୁ ଅଧିକ ବୌଦ୍ଧ ଐତିହ୍ୟ ସ୍ଥଳ ଅସୁରକ୍ଷିତ ରହିଥିବା ବେଳେ ଏ ସଂପର୍କରେ ଭାରତ, ଚୀନ୍‌, କୋରିଆ ଓ ଜାପାନର ବିଶେଷଜ୍ଞମାନେ ଚିନ୍ତା ପ୍ରକଟ କରିଛନ୍ତି। କିଟ୍‍ ଓ କିସ୍‍ ଏହି ସବୁ ଐତିହ୍ୟ ସ୍ଥଳର ସୁରକ୍ଷା କିପରି କରାଯାଇପାରିବ ସେ ନେଇ ପଦକ୍ଷେପ ଗ୍ରହଣ କରିବ। ଇଣ୍ଡିଆନ୍ ଟ୍ରଷ୍ଟ

Read More »
ଦେଶ ବିଦେଶ

ରୋମାନିଆ ଯିବେ କିସ୍‍ର ୧୦ ଛାତ୍ରୀଛାତ୍ରୀ 

ଓଡ଼ିଶାର ଜନଜାତି ଭାଷାରେ ପରିବେଷଣ ହେବ ପ୍ରଖ୍ୟାତ ନାଟ୍ୟକାର ସେକ୍‍ସପିଅରଙ୍କ ନାଟକ । ରୋମାନିଆରେ ଏହି ନାଟକ ପରିବେଷଣ କରିବେ କିସ୍‍ର ଛାତ୍ରଛାତ୍ରୀ । ଏଥିପାଇଁ ଚାଲିଛି ବ୍ୟାପକ ପ୍ରସ୍ତୁତି । ଏଥିରେ  ସାମିଲ ହୋଇଛନ୍ତି କିସ୍‍ର ୧୦ଜଣ ପିଏଚ୍‍ଡି, ସ୍ନାତକ, ସ୍ନାତକୋତ୍ତର ଓ ବିବିଏ ପଢ଼ୁଥିବା ଛାତ୍ରଛାତ୍ରୀ । ଆସନ୍ତା ମେ ମାସରେ ରୋମାନିଆର କ୍ରାୟୋଭା ବିଶ୍ୱବିଦ୍ୟାଳୟରେ ଅନୁଷ୍ଠିତ ହେବାକୁ ଥିବା ବିଶ୍ୱ ସେକ୍‍ସପିଅର ମହୋତ୍ସବରେ ଏହି ଛାତ୍ରଛାତ୍ରୀମାନେ ଯୋଗଦେଇ ସେକ୍‍ସପିଅରଙ୍କ ନାଟକକୁ ଜନଜାତି ଭାଷାରେ ପରିବେଷଣ କରିବେ

Read More »
ଦେଶ ବିଦେଶ

କିଟ୍ ଓ କିସ୍‌ରେ ସାଧାରଣତନ୍ତ୍ର ଦିବସ ପାଳିତ

ଭୁବନେଶ୍ୱର : କିଟ୍ ଓ କିସ୍ ବିଶ୍ୱବିଦ୍ୟାଳୟରେ ୭୭ତମ ସାଧାରଣତନ୍ତ୍ର ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ଚଳିତ ବର୍ଷ ସାଧାରଣତନ୍ତ୍ର ଦିବସରେ ଶ୍ରୀଲଙ୍କା ସାଂସଦ ନାମଲ ରାଜପକ୍ଷ ସୋମବାର ମୁଖ୍ୟ ଅତିଥି ଭାବରେ ଯୋଗ ଦେଇଥିଲେ। ଛାତ୍ରଛାତ୍ରୀଙ୍କ ପରେଡ ଅଭିବାଦନ ଗ୍ରହଣ କରି କିଟ୍ ଓ କିସ୍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ କହିଲେ, ପ୍ରତିବର୍ଷ କିଟ୍ ଓ କିସ୍‌ରେ ସାଧାରଣତନ୍ତ୍ର ଦିବସ ଅତି ଆଡ଼ମ୍ବରରେ ପାଳିତ ହୋଇଥାଏ। ପ୍ରତିବର୍ଷ ବିଦେଶରୁ ଜଣେ ଗଣ୍ୟମାନ୍ୟ ବ୍ୟକ୍ତି ଏହି କାର୍ଯ୍ୟକ୍ରମରେ ଅତିଥି

Read More »