
କିଟ ଇଂଟରନ୍ୟାସ୍ନାଲ୍ ସ୍କୁଲ୍ ସେନ୍ ଗ୍ଲୋବ୍ର ୧୧ତମ ପ୍ରତିଷ୍ଠା ଦିବସ
ଭୁବନେଶ୍ୱର : କିଟ୍ ଇଂଟରନ୍ୟାସନାଲ ସ୍କୁଲରେ ସ୍ୱତନ୍ତ୍ର ଛାତ୍ରଛାତ୍ରୀଙ୍କ ପାଇଁ ଥିବା ସ୍ପେଶାଲ୍ ଏଜୁକେସନାଲ୍ ନିଡ୍ସ (ସେନ୍) ଗ୍ଲୋବର ୧୧ତମ ପ୍ରତିଷ୍ଠା ଦିବସ ଆଜି ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ନୋବେଲ ପୁରସ୍କାର ବିଜେତା ପ୍ରଫେସର ଅଭିଜିତ ବିନାୟକ ବାନାର୍ଜୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଛାତ୍ରଛାତ୍ରୀଙ୍କୁ ସମ୍ବୋଧିତ କରି କହିଲେ, ଆମେ ସମସ୍ତେ ଭିନ୍ନ । ଆମେ ନିରନ୍ତର ସ୍ଥିର ଉପାୟରେ ନିଜର ସଫଳତାକୁ ଶ୍ରେୟ ଦେବାକୁ ଚେଷ୍ଟା କରୁ । ସେ କହିଲେ,










