ଶିକ୍ଷା

ବ୍ୟକ୍ତିତ୍ଵ

କିସ୍‍ ଛାତ୍ରୀ ଜାମିନୀ ଭୁଞ୍ଜିଆ ଜନଜାତିର ପ୍ରଥମ ରିସର୍ଚ୍ଚ ସ୍କଲାର୍‍

ଭୁବନେଶ୍ୱର : କିସ୍‍ ଏକ ବିଶ୍ୱବିଦ୍ୟାଳୟ ହୋଇପାରିଥିବାରୁ ଜନଜାତି ତଥା ଦୁର୍ବଳ ଜନଜାତି ବର୍ଗର ବହୁ ଜନଜାତି ଛାତ୍ରଛାତ୍ରୀ ଉପକୃତ ହୋଇପାରୁଛନ୍ତି। ତାହାର ଜ୍ୱଳନ୍ତ ଉଦାହରଣ ହେଉଛନ୍ତି କିସ ବିଶ୍ୱବିଦ୍ୟାଳୟ ଛାତ୍ରୀ ଜାମିନୀ ଝାଙ୍କର। ସେ ଚକୁଟିଆ ଭୁଞ୍ଜିଆ ଜନଜାତି ସମ୍ପ୍ରଦାୟର ପ୍ରଥମ ରିସର୍ଚ୍ଚ ସ୍କଲାର ହେବାର ଗୌରବ ଅର୍ଜନ କରିଛନ୍ତି। ଜାମିନୀ କିସ୍‍ ବିଶ୍ୱବିଦ୍ୟାଳୟରେ ରିସର୍ଚ୍ଚ ସ୍କଲାର ଭାବେ ଯୋଗ ଦେଇଥିଲେ। କିସ୍‍ ବିଶ୍ୱବିଦ୍ୟାଳୟରୁ ସେ ତାଙ୍କର ଗବେଷଣା ସଫଳତାର ସହ ଶେଷ କରି ପିଏଚଡ଼ି

Read More »
ଦେଶ ବିଦେଶ

କିଟ୍‍-କିସ୍‍ ଓ ୟୁନେସ୍କୋ ଏମଜିଆଇଇପି ମଧ୍ୟରେ ବୁଝାମଣା

ଭୁବନେଶ୍ୱର : ଜାତିସଂଘ ଶତତ ବିକାଶ ଲକ୍ଷ୍ୟ (ଏସଡିଜି) ୪.୭ର ଲକ୍ଷ୍ୟକୁ ଆଗକୁ ବଢାଇବା ପାଇଁ ୟୁନେସ୍କୋ  ମହାତ୍ମା ଗାନ୍ଧୀ ଇନ୍‍ଷ୍ଟିଚ୍ୟୁଟ୍‍ ଅଫ୍‍ ଏଜୁକେସନ୍‍ ଫର ପିସ୍‍ (ଏମଜିଆଇଇପି) ଓ କିଟ୍‍-କିସ୍‍ ମଧ୍ୟରେ ଏକ ସହଯୋଗ ଚୁକ୍ତି ସ୍ୱାକ୍ଷର ହୋଇଯାଇଛି। ଆଜି ନୂଆଦିଲ୍ଲୀଠାରେ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ କିଟ୍‍ ଓ କିସ୍‍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ଓ ୟୁନେସ୍କୋ ଏମଜିଆଇଇପି ନିର୍ଦ୍ଦେଶକ ପ୍ରଫେସର ଓବିଜିଓଫର ଅଗିନମଙ୍କ ଉପସ୍ଥିତିରେ ଏହି ବୁଝାମଣା ସ୍ୱାକ୍ଷର ହୋଇଥିଲା। ଏହି ସହଯୋଗିତା

Read More »
ଦେଶ ବିଦେଶ

କିସ୍‍ ଛାତ୍ରଛାତ୍ରୀ ପାଳିଲେ ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନ

ଭୁବନେଶ୍ୱର : ବିଶ୍ୱର ସର୍ବବୃହତ ଜନଜାତି ବିଦ୍ୟାଳୟ କିସ୍‍ ପରିସରରେ ଭାରତର ଯଶସ୍ୱୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ୭୫ ତମ  ଜନ୍ମଦିନ ମହାସମାରୋହରେ ପାଳିତ ହୋଇଯାଇଛି। ଏଥିରେ କିସ୍‌ର ୪୦ ହଜାର ଛାତ୍ରଛାତ୍ରୀ ଏକାଠି ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନ ପାଳନ କରିଥିଲେ। ପିଲାମାନେ ମୋଦୀଙ୍କ ମୁଖା ପିନ୍ଧି ଜନ୍ମଦିନ ସଙ୍ଗୀତର ତାଳେତାଳେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଜନ୍ମଦିନ ପାଳନ କରିଥିଲେ। ଏହି ଅବସରରେ କିଟ୍ ଓ କିସ୍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ କିଟ୍ ଓ କିସ୍ ତଥା କିମ୍‍ସ ଛାତ୍ରଛାତ୍ରୀଙ୍କ

Read More »
ଦେଶ ବିଦେଶ

କିଟ୍‍ ଇଣ୍ଟରନ୍ୟାସନାଲ ମୁଟ୍ କୋର୍ଟ ପ୍ରତିଯୋଗିତାରେ ବିଜୟୀ ନାଲସାର

ଭୁବନେଶ୍ୱର : ପ୍ରଥମ କିଟ୍‍ ଇଣ୍ଟରନ୍ୟାସନାଲ ମୁଟ୍ କୋର୍ଟ ପ୍ରତିଯୋଗିତା ୨୦୨୫ ରବିବାର ଉଦଯାପିତ ହୋଇଯାଇଛି। ଏଥିରେ ନାଲସାର, ହାଇଦ୍ରାବାଦ ଦଳକୁ ବିଜୟୀ ଘୋଷଣା କରାଯିବା ସହ ୨ ଲକ୍ଷ ଟଙ୍କାର ନଗଦ ଆର୍ଥିକ ପୁରସ୍କାର ପ୍ରଦାନ କରଯାଇଥିଲା। ସେହିପରି ଶାସ୍ତ୍ରା ୟୁନିଭରସିଟି ପ୍ରଥମ ରନର୍ସ-ଅପ୍ ଭାବରେ ୧ ଲକ୍ଷ ଟଙ୍କା ଓ ମଣିପାଲ ଲ ସ୍କୁଲ ଦ୍ୱିତୀୟ ରନର୍ସ-ଅପ୍ ହୋଇ ୭୫ ହଜାର ଟଙ୍କାର ପୁରସ୍କାର ହାସଲ କରିଥିଲା।ଏହି ପ୍ରତିଯୋଗିତାରେ ମୁମ୍ବାଇ ସରକାରୀ ଆଇନ ମହାବିଦ୍ୟାଳୟର ହିମାଂଶୁ ଶ୍ରୀବାସ୍ତବଙ୍କୁ

Read More »
ଦେଶ ବିଦେଶ

କିଟ୍‍ ଇଣ୍ଟରନ୍ୟାସ୍‍ନାଲ୍‍ ମୁଟ୍‍ କୋର୍ଟ ପ୍ରତିଯୋଗିତା ଉଦ୍‍ଘାଟିତ

ଭୁବନେଶ୍ୱର : ଭାରତର ୨୩ତମ ଭାରତୀୟ ବିଧି ଆୟୋଗ ଅଧ୍ୟକ୍ଷ ତଥା ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ୍‍ ଦିନେଶ ମାହେଶ୍ୱରୀଙ୍କ ଦ୍ୱାରା କିଟ୍‍ ଲ ସ୍କୁଲରେ  ପ୍ରଥମ କିଟ୍‍ ଇଣ୍ଟରନ୍ୟାସ୍‍ନାଲ୍‍ ମୁଟ୍ କୋର୍ଟ ପ୍ରତିଯୋଗିତା ୨୦୨୫ ଉଦ୍‍ଘାଟିତ ହୋଇଯାଇଛି। ତିନି ଦିନ ଧରି ଚାଲିବାକୁ ଥିବା ପ୍ରଥମ କିଟ୍‍ ଇଣ୍ଟରନ୍ୟାସ୍‍ନାଲ୍‍ ମୁଟ୍ କୋର୍ଟ ପ୍ରତିଯୋଗିତାରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜଷ୍ଟିସ୍‍ ମାହେଶ୍ୱରୀ କହିଲେ, ଆଇନ୍‍ ଛାତ୍ରଛାତ୍ରୀମାନେ ସର୍ବଦା ସେମାନଙ୍କ ବୃତ୍ତିରେ ଉତ୍କର୍ଷତା ବଜାୟ ରଖିବା ଉଚିତ। ଛାତ୍ରଛାତ୍ରୀଙ୍କ ଉଦ୍ଦେଶ୍ୟରେ

Read More »
ଦେଶ ବିଦେଶ

କିଟ୍ ଇଣ୍ଟରନ୍ୟାସନାଲ ସ୍କୁଲରେ ଗ୍ଲୋବାଲ ୟୁନିଭର୍‍ସିଟି ଫେୟାର

ଭୁବନେଶ୍ୱର : କିଟ୍ ଇଣ୍ଟରନ୍ୟାସନାଲ ସ୍କୁଲ ପକ୍ଷରୁ ‘ଗ୍ଲୋବାଲ ୟୁନିଭର୍‍ସିଟି ଫେୟାର’ର ତୃତୀୟ ସଂସ୍କରଣ ଗୁରୁବାର ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଦେଶ ବିଦେଶରୁ ୭୦ରୁ ଅଧିକ ପ୍ରତିଷ୍ଠିତ ବିଶ୍ୱବିଦ୍ୟାଳୟ ଯୋଗ ଦେଇଥିଲେ।  ଭାରତୀୟ ଛାତ୍ରଛାତ୍ରୀଙ୍କୁ ବିଦେଶରେ ଉଚ୍ଚଶିକ୍ଷା ସମ୍ଭାବନା ସୃଷ୍ଟି କରିବାର ଏକ ଅଭୂତପୂର୍ବ ସୁଯୋଗ ପ୍ରଦାନ କରିଛି ଗ୍ଲୋବାଲ ୟୁନିଭର୍‍ସିଟି ଫେୟାର। ଏହି ଫେୟାରରେ ଭାରତ ସମେତ ଆମେରିକା, ବ୍ରିଟେନ, କାନାଡ଼ା, ଅଷ୍ଟ୍ରେଲିଆ, ନ୍ୟୁଜିଲାଣ୍ଡ, ସ୍ୱିଜରଲ୍ୟାଣ୍ଡ, ଆୟାର୍ଲାଣ୍ଡ, ଦୁବାଇ, ଫିନଲାଣ୍ଡ ଓ ବିଭିନ୍ନ ଦେଶର ବଡ଼ବଡ଼ ଶିକ୍ଷାନୁଷ୍ଠାନ ସାମିଲ ହୋଇଥିଲେ। କିଟ୍‍ ଇଣ୍ଟରନ୍ୟାସନାଲ ସ୍କୁଲ ସମେତ

Read More »
ରାଜ୍ୟ

ଦ୍ୱାଦଶ କିଟ୍ ଇଣ୍ଟରନ୍ୟାସନାଲ ସ୍କୁଲ୍ ଛାୟା ଜାତିସଂଘ ଉଦ୍‌ଯାପିତ

ଭୁବନେଶ୍ୱର  : କିଟ୍ ଇଣ୍ଟରନ୍ୟାସନାଲ ସ୍କୁଲ୍‍ ଛାୟା ଜାତିସଂଘର ଦ୍ୱାଦଶ ସଂସ୍କରଣ ରବିବାର ଉଦ୍‌ଯାପିତ ହୋଇଯାଇଛି । ଉଦ୍‌ଯାପନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଓଡ଼ିଶା ରାଜ୍ୟପାଳ ଡ. ହରି ବାବୁ କମ୍ଭମପତି କହିଲେ, ଆଜିର ବିଶ୍ୱରେ ସ୍ଥିରତା ସଙ୍କଟ ଦେଖା ଦେଇଥିବା ବଳେ ନବସର୍ଜନା ଓ ସାମୂହିକ ପ୍ରୟାସ ଫଳରେ ଏହି ସଙ୍କଟର ସମାଧାନ ହୋଇପାରିବ । ଏବେ ଆମେ ପାରସ୍ପାରିକ ସହବସ୍ଥାନ ମଧ୍ୟରେ ବାସ କରୁଛୁ । ତେବେ ଜଳବାୟୁ ପରିବର୍ତନ, ଦାରିଦ୍ର‌୍ୟ,

Read More »

କିଟ୍‍ର ପଦକ ବିଜେତା ଖେଳାଳିଙ୍କୁ ଉଚ୍ଛ୍ୱସିତ ସମ୍ବର୍ଦ୍ଧନା

ଭୁବନେଶ୍ୱର : ଜର୍ମାନୀର ରାଇନ ରୁହର ଠାରେ ଶେଷ ହୋଇଥିବା ବିଶ୍ୱ ବିଶ୍ୱବିଦ୍ୟାଳୟ କ୍ରୀଡ଼ା ୨୦୨୫ରେ ଭାରତର ପ୍ରତିନିଧିତ୍ୱ କରି ବିଭିନ୍ନ ବିଭାଗରେ ପଦକ ହାସଲ କରିଥିବା କିଟ୍‍ ବିଶ୍ୱବିଦ୍ୟାଳୟର ୧୧ଜଣ କ୍ରୀଡ଼ାବିତ୍‍ଙ୍କୁ ଆଜି କିଟ୍‍ ବିଶ୍ୱବିଦ୍ୟାଳୟ ପକ୍ଷରୁ ସମ୍ବର୍ଦ୍ଧିତ କରାଯାଇଛି। ଏହି କ୍ରୀଡ଼ା ପ୍ରତିଯୋଗୀତାରେ ରୌପ୍ୟ ପଦକ ହାସଲ କରିଥିବା ପ୍ରତ୍ୟେକ କ୍ରୀଡ଼ାବିତ୍‍ଙ୍କୁ କିଟ୍‍ ଓ କିସ୍‍ ପକ୍ଷରୁ ୩ ଲକ୍ଷ ଟଙ୍କା ଲେଖାଏଁ ପ୍ରୋତ୍ସାହନ ରାଶି ପ୍ରଦାନ କରାଯାଇଥିବା ବେଳେ କାଂସ୍ୟ ପଦକ ହାସଲ

Read More »
ରାଜ୍ୟ

କିସ୍‍ ଛାତ୍ରଛାତ୍ରୀଙ୍କ ସହ ମଧ୍ୟାହ୍ନଭୋଜନ କଲେ ରାଜ୍ୟପାଳ

ଭୁବନେଶ୍ୱର : ଓଡ଼ିଶା ରାଜ୍ୟପାଳ ଡ. ହରି ବାବୁ କମ୍ଭମପତି ଏବଂ ତାଙ୍କ ଧର୍ମପତ୍ନୀ ଡ. ଜୟଶ୍ରୀ କମ୍ଭମପତି ଆଜି କିଟ୍‍, କିସ୍‍ ଓ କିମ୍‍ସ ପରିଦର୍ଶନରେ ଆସି କିସ୍‍ର ଛାତ୍ରଛାତ୍ରୀଙ୍କ ସହ ମଧ୍ୟାହ୍ନଭୋଜନ କରିଥିଲେ। କିସ୍‍ ପିଲାଙ୍କ ସହ ବସି ମଧ୍ୟାହ୍ନଭୋଜନ କରିବାରେ କମ୍ଭମପତି ହେଉଛନ୍ତି ଓଡ଼ିଶାର ପ୍ରଥମ ରାଜ୍ୟପାଳ। ଆଜି ପୂର୍ବାହ୍ନରେ ରାଜ୍ୟପାଳ ଡ. କମ୍ଭମପତି ସପତ୍ନୀକ କିଟ୍ ରେ ପହଞ୍ଚିବା ପରେ କିଟ୍‍ ଓ କିସ୍‍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ସେମାନଙ୍କୁ ସ୍ୱାଗତ କରିଥିଲେ। ପରେ ରାଜ୍ୟପାଳ କିଟ୍‍ର

Read More »
ଅପରାଧ

ଛାତ୍ରୀ ନିର୍ଯ୍ୟାତନା ମାମଲାରେ ସହକାରୀ ଅଧ୍ୟାପକ ନିଲମ୍ବିତ

ସମ୍ବଲପୁର: ଛାତ୍ରୀଙ୍କୁ ନିର୍ଯ୍ୟାତନା ଦେବା ମାମଲାରେ ଗିରଫ ହୋଇଥିବା ସମ୍ବଲପୁର ଗଙ୍ଗାଧର ମେହର ବିଶ୍ଵବିଦ୍ୟାଳୟ ଅଧ୍ୟାପକଙ୍କ ବିରୋଦ୍ଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି । ଭାରାପ୍ରାପ୍ତ କୁଳପତି ପ୍ରଫେସର ସୁଶାନ୍ତ କୁମାର ଦାଶ ସହକାରୀ ଅଧ୍ୟାପକ ଗୋପିକାନ୍ତ ସୁନାଙ୍କୁ ନିଲମ୍ବିତ କରିଛନ୍ତି । ଏହି ସମୟରେ ସେ ମୁଖ୍ୟ କାର୍ଯ୍ୟାଳୟ ଛାଡ଼ି ଯାଇପାରିବେ ନାହିଁ ବୋଲି ନିର୍ଦ୍ଦେଶ ରହିଛି । ଅନ୍ୟପକ୍ଷରେ କୂଳପତି କହିଛନ୍ତି ଯେ ଏ ସମ୍ପର୍କରେ ଛାତ୍ରୀ ଜଣକ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ନିକଟରେ କୌଣସି

Read More »