ମନୋରଞ୍ଜନ

ତାଜା ଖବର

୨୩ରେ କିଟ୍ ନହ୍ନିପରୀ ଗ୍ରାଣ୍ଡ ଫିନାଲେ

ଭୁବନେଶ୍ୱର : କିଟ୍ ନହ୍ନିପରୀ ଲିଟିଲ୍ ମିସ୍ ଇଣ୍ଡିଆର ୨୪ତମ ସଂସ୍କରଣର ଗ୍ରାଣ୍ଡ ଫିନାଲେ ଡିସେମ୍ବର ୨୩ ତାରିଖରେ ଅନୁଷ୍ଠିତ ହେବ । ଏଥିରେ ବିଭିନ୍ନ ଆଞ୍ଚଳିକ ଅଡିସନ୍‌ରୁ ମନୋନୀତ ହୋଇଥିବା ୨୬ ରାଜ୍ୟର ୪ହଜାର ପ୍ରତିଯୋଗୀଙ୍କ ମଧ୍ୟରୁ ୨୫ଜଣ ଶ୍ରେଷ୍ଠ ପ୍ରତିଯୋଗୀ ଅଂଶଗ୍ରହଣ କରିବେ । ସେମାନଙ୍କ ମଧ୍ୟରୁ ଚୂଡ଼ାନ୍ତ ପର୍ଯ୍ୟାୟରେ ବିଭିନ୍ନ ବିଭାଗରୁ ୧୦ଜଣଙ୍କୁ ମନୋନୀତ କରାଯିବା ସହ ଶ୍ରେଷ୍ଠ ୩ଜଣଙ୍କୁ କିଟ୍‍ ନହ୍ନିପରୀ ଟାଇଟଲ୍‍, ପ୍ରଥମ ରନର୍ସଅପ୍‍ ଓ ଦ୍ୱିତୀୟ ରନର୍ସ ଅପ୍‍

Read More »
ଦେଶ ବିଦେଶ

କିଟରେ ୫ମ କଳିଙ୍ଗ ଆନ୍ତର୍ଜାତିକ ଚଳଚ୍ଚିତ୍ର ମହୋତ୍ସବ ଉଦ୍‍ଯାପିତ

ଭୁବନେଶ୍ୱର : କିଟ୍‍ ବିଶ୍ୱବିଦ୍ୟାଳୟରେ ୧୩ ତାରିଖରୁ ଚାଲିଥିବା ୫ମ କଳିଙ୍ଗ ଆନ୍ତର୍ଜାତିକ ଚଳଚ୍ଚିତ୍ର ମହୋତ୍ସବ ରବିବାର ଉଦ୍‍ଯାପିତ ହୋଇଯାଇଛି । ଉଦ୍‍ଯାପନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ବଲିଉଡ୍‍ ଅଭିନେତା ଅମିତ ଶିଆଲ୍‍ ସିନେମା ଓ ସଂସ୍କୃତିର ବିକାଶର କିଟ୍‍ର ଭୂମିକାକୁ ପ୍ରଶଂସା କରିଥିଲେ । ସେ କହିଲେ ଭାରତର ପରମ୍ପରା ଓ ସଂସ୍କୃତି ସମୃଦ୍ଧ । ଆମ ଦେଶର ବିଭିନ୍ନ ଅଞ୍ଚଳରେ ଭିନ୍ନ ଭିନ୍ନ ଭାଷା, ସଂସ୍କୃତି ଓ ପରମ୍ପରା ରହିଛି । ଏସବୁ

Read More »
ଦେଶ ବିଦେଶ

କିଟରେ ୫ମ କଳିଙ୍ଗ ଆନ୍ତର୍ଜାତିକ ଚଳଚ୍ଚିତ୍ର ମହୋତ୍ସବ ଉଦ୍‍ଘାଟିତ

ଭୁବନେଶ୍ୱର : କିଟ୍‍ ବିଶ୍ୱବିଦ୍ୟାଳୟରେ ୫ମ କଳିଙ୍ଗ ଆନ୍ତର୍ଜାତିକ ଚଳଚ୍ଚିତ୍ର ମହୋତ୍ସବ ଶୁକ୍ରବାର ଉଦ୍‍ଘାଟିତ ହୋଇଯାଇଛି । ୧୫ ତାରିଖ ପର୍ଯ୍ୟନ୍ତ ୩ ଦିନ ଧରି ଚାଲିବାକୁ ଥିବା ଏହି ମହୋତ୍ସବର ଉଦ୍‍ଘାଟନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଓଡ଼ିଶା ସରକାରଙ୍କ ଉଚ୍ଚଶିକ୍ଷା, କ୍ରୀଡ଼ା ଓ ଯୁବସେବା, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଯୋଗଦେଇ କହିଲେ ଏହି ଆନ୍ତର୍ଜାତିକ ଚଳଚ୍ଚିତ୍ର ମହୋତ୍ସବ ଓଡ଼ିଶାର ସିନେ ଜଗତ ଓ କଳାକାର ଜଗତକୁ ପ୍ରେରଣା ଯୋଗାଇବ ।

Read More »
ତାଜା ଖବର

କିସ୍‍ ଓ କିଟରେ ବଲିଉଡ୍‍ ଅଭିନେତା ଉତ୍କର୍ଷ ଶର୍ମା

ଭୁବନେଶ୍ୱର : ବଲିଉଡ୍‍ ଅଭିନେତା ଉତ୍କର୍ଷ ଶର୍ମା ଆଜି କିଟ୍‍ ଓ କିସ୍‍ ପରିଦର୍ଶନ କରି ଫେରିଯାଇଛନ୍ତି । କିସ୍‍ର ୪୦ ହଜାର ପିଲାଙ୍କ ମଧ୍ୟରେ ତାଙ୍କ ଅଭିନୀତ ଚଳଚ୍ଚିତ୍ର ‘ବନବାସ’ର ପ୍ରଚାର ପାଇଁ ସେ ମୁମ୍ବାଇର କିସ୍‍ ଆସିଥିଲେ । ଡିସେମ୍ବର ୨୦ରେ ମୁକ୍ତିଲାଭ କରିବ ‘ବନବାସ’ । ଉତ୍କର୍ଷଙ୍କ ପିତା ତଥା ବିଶିଷ୍ଟ ବଲିଉଡ୍‍ ନିର୍ଦ୍ଦେଶକ ଓ ନିର୍ମାତା ଅନୀଲ ଶର୍ମା କିସ୍‍ ଓ ଏହାର ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କ ବିଷୟରେ ଶୁଣିଥିଲେ ।

Read More »
ଦେଶ ବିଦେଶ

କିଟ୍‍ ଇଣ୍ଟରନ୍ୟାସ୍‍ନାଲ୍‍ ସ୍କୁଲର ୧୦ମ ଶିଶୁ ସାହିତ୍ୟ ମହୋତ୍ସବ ଉଦ୍‍ଘାଟିତ

ଭୁବନେଶ୍ୱର : କିଟ୍‍ ଇଣ୍ଟରନ୍ୟାସ୍‍ନାଲ୍‍ ସ୍କୁଲ୍‍ରେ ୧୦ମ ଶିଶୁ ସାହିତ୍ୟ ମହୋତ୍ସବ ଉଦ୍‍ଘାଟିତ ହୋଇଯାଇଛି । ଏଥିରେ ବିଶିଷ୍ଟ ଅଭିନେତ୍ରୀ ତଥା ଲେଖିକା ସୋହା ଅଲ୍ଲୀ ଖାଁ, ଲେଖିକା ପ୍ରୀତି ସେନୋୟ, କିଟ୍‍ ଓ କିସ୍‍ ସଭାପତି ଶାଶ୍ୱତୀ ବଳ, କିଟ୍‍ ଇଣ୍ଟରନ୍ୟାସ୍‍ନାଲ୍‍ ସ୍କୁଲ୍‍ ଚେୟାରପର୍ସନ ଡ. ମୋନାଲିସା ବଳ, ଅଧ୍ୟକ୍ଷ ଡ. ସଞ୍ଜୟ ସୁଆର ଯୋଗଦେଇ ଥିବା ବେଳେ ଆଭାସୀରେ ବିଶିଷ୍ଟ ଶିଶୁ ସାହିତ୍ୟିକ ରସ୍କିନ୍‍ ବଣ୍ଡ ଓ ଅଭିନେତା ବିକ୍ରାନ୍ତ ମାସେ ଯୋଗଦେଇ ଛାତ୍ରଛାତ୍ରୀଙ୍କୁ

Read More »
ଜୀବନଚର୍ଯ୍ୟା

କିଟ୍‍ ଫେସନ୍‍ ସ୍କୁଲ୍‍ ଛାତ୍ରୀ ତ୍ରିଷ୍ଣା ରାୟଙ୍କୁ ମିସ୍‍ ଟିନ୍‍ ୟୁନିଭର୍‍ସ ମୁକୁଟ

ଭୁବନେଶ୍ୱର : ଦକ୍ଷିଣ ଆଫ୍ରିକାରେ ଅନୁଷ୍ଠିତ ମିସ୍‍ ଟିନ୍‍ ୟୁନିଭର୍ସ ୨୦୨୪ ସୁନ୍ଦରୀ ପ୍ରତିଯୋଗିତାରେ କିଟ୍‍ ବିଶ୍ୱବିଦ୍ୟାଳୟ ଫେସନ୍‍ ସ୍କୁଲ୍‍ ଛାତ୍ରୀ ତ୍ରିଷ୍ଣା ରାୟ ବିଜୟୀ ହୋଇ ମିସ୍‍ ଟିନ୍‍ ୟୁନିଭର୍ସ ୨୦୨୪ ଟାଇଟଲ୍‍ ହାସଲ କରିଛନ୍ତି ।  କିଟ୍‍ ଫେସନ୍‍ ଟେକ୍ନୋଲୋଜି ସ୍କୁଲ୍‍ର ଛାତ୍ରୀ ତ୍ରିଷ୍ଣା ଏହି ଟାଇଟଲ୍‍ ହାସଲ କରି କିଟ୍‍ ତଥା ଓଡ଼ିଶା ଓ ଭାରତକୁ ଗୌରବ ଆଣି ଦେଇଛନ୍ତି। ନଭେମ୍ବର ୧ରୁ ୯ତାରିଖ ପର୍ଯ୍ୟନ୍ତ ଏହି ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ଏହି

Read More »