ମନୋରଞ୍ଜନ

ତାଜା ଖବର

ଓଡ଼ିଶାର ଦିଲିଶା ବେହେରା କିଟ୍ ନହ୍ନିପରୀ ୨୦୨୪

ଭୁବନେଶ୍ୱର : ଓଡ଼ିଶାର ଦିଲିଶା ବେହେରା କିଟ୍ ନହ୍ନିପରୀ ଲିଟିଲ୍ ମିସ୍ ଇଣ୍ଡିଆ ୨୦୨୪ ଟାଇଟଲ୍ ହାସଲ୍ କରିଛନ୍ତି । କିଟ୍ ଫିଲ୍ମ ଆଣ୍ଡ ଫେସନ ସ୍କୁଲ୍‍ ପକ୍ଷରୁ ଆୟୋଜିତ ‘କିଟ୍ ନହ୍ନିପରୀ ଲିଟିଲ୍ ମିସ୍ ଇଣ୍ଡିଆ’ ୨୦୨୪ର ଫାଇନାଲ୍ ତଥା ମେଗା ରାଉଣ୍ଡ ସୋମବାର ଶେଷ ହୋଇଛି । ଫାଇନାଲ୍ ରାଉଣ୍ଡରେ ସମଗ୍ର ଦେଶରୁ ୯ଜଣ ଫାଇନାଲିଷ୍ଟଙ୍କୁ ପଛରେ ପକାଇ ଦିଲିଶା ନହ୍ନିପରୀ ମୁକୁଟ ସହ ୩ଲକ୍ଷ ଟଙ୍କାର ନଗଦ ଅର୍ଥରାଶି ପୁରସ୍କାର ଲାଭ କରିଛନ୍ତି

Read More »
ତାଜା ଖବର

ପ୍ରଖ୍ୟାତ ଫିଲ୍ମ ମେକର ଶ୍ୟାମ ବେନେଗଲଙ୍କ ଦେହାନ୍ତ

ଆଉ ନାହାନ୍ତି ପ୍ରଖ୍ୟାତ ଫିଲ୍ମ ନିର୍ଦ୍ଦେଶକ, ଚିତ୍ରନାଟ୍ୟ ଲେଖକ ଓ ବୃତ୍ତଚିତ୍ର ନିର୍ମାତା ଶ୍ୟାମ ବେନେଗଲ। ଆଜି ସନ୍ଧ୍ୟା ୬.୩୦ରେ ସେ ଶେଷନିଃଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୯୦ ବର୍ଷ ବୟସ ହୋଇଥିଲା। ବେନେଗଲ ଦୀର୍ଘଦିନ ହେଲା କିଡ୍‌ନୀ ଜନିତ ରୋଗରେ ପୀଡ଼ିତ ଥିଲେ। ଏଥିପାଇଁ ତାଙ୍କର ଚିକିତ୍ସା ମଧ୍ୟ ଚାଲିଥିଲା। ଆଜି ମୁମ୍ବାଇର ଏକ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ସେ ପରପାରିକୁ ଚାଲି ଯାଇଥିବା ତାଙ୍କ ଝିଅ ପିଆ ବେନେଗଲ ସୂଚନା ଦେଇଛନ୍ତି। ଦି

Read More »
ତାଜା ଖବର

୨୩ରେ କିଟ୍ ନହ୍ନିପରୀ ଗ୍ରାଣ୍ଡ ଫିନାଲେ

ଭୁବନେଶ୍ୱର : କିଟ୍ ନହ୍ନିପରୀ ଲିଟିଲ୍ ମିସ୍ ଇଣ୍ଡିଆର ୨୪ତମ ସଂସ୍କରଣର ଗ୍ରାଣ୍ଡ ଫିନାଲେ ଡିସେମ୍ବର ୨୩ ତାରିଖରେ ଅନୁଷ୍ଠିତ ହେବ । ଏଥିରେ ବିଭିନ୍ନ ଆଞ୍ଚଳିକ ଅଡିସନ୍‌ରୁ ମନୋନୀତ ହୋଇଥିବା ୨୬ ରାଜ୍ୟର ୪ହଜାର ପ୍ରତିଯୋଗୀଙ୍କ ମଧ୍ୟରୁ ୨୫ଜଣ ଶ୍ରେଷ୍ଠ ପ୍ରତିଯୋଗୀ ଅଂଶଗ୍ରହଣ କରିବେ । ସେମାନଙ୍କ ମଧ୍ୟରୁ ଚୂଡ଼ାନ୍ତ ପର୍ଯ୍ୟାୟରେ ବିଭିନ୍ନ ବିଭାଗରୁ ୧୦ଜଣଙ୍କୁ ମନୋନୀତ କରାଯିବା ସହ ଶ୍ରେଷ୍ଠ ୩ଜଣଙ୍କୁ କିଟ୍‍ ନହ୍ନିପରୀ ଟାଇଟଲ୍‍, ପ୍ରଥମ ରନର୍ସଅପ୍‍ ଓ ଦ୍ୱିତୀୟ ରନର୍ସ ଅପ୍‍

Read More »
ଦେଶ ବିଦେଶ

କିଟରେ ୫ମ କଳିଙ୍ଗ ଆନ୍ତର୍ଜାତିକ ଚଳଚ୍ଚିତ୍ର ମହୋତ୍ସବ ଉଦ୍‍ଯାପିତ

ଭୁବନେଶ୍ୱର : କିଟ୍‍ ବିଶ୍ୱବିଦ୍ୟାଳୟରେ ୧୩ ତାରିଖରୁ ଚାଲିଥିବା ୫ମ କଳିଙ୍ଗ ଆନ୍ତର୍ଜାତିକ ଚଳଚ୍ଚିତ୍ର ମହୋତ୍ସବ ରବିବାର ଉଦ୍‍ଯାପିତ ହୋଇଯାଇଛି । ଉଦ୍‍ଯାପନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ବଲିଉଡ୍‍ ଅଭିନେତା ଅମିତ ଶିଆଲ୍‍ ସିନେମା ଓ ସଂସ୍କୃତିର ବିକାଶର କିଟ୍‍ର ଭୂମିକାକୁ ପ୍ରଶଂସା କରିଥିଲେ । ସେ କହିଲେ ଭାରତର ପରମ୍ପରା ଓ ସଂସ୍କୃତି ସମୃଦ୍ଧ । ଆମ ଦେଶର ବିଭିନ୍ନ ଅଞ୍ଚଳରେ ଭିନ୍ନ ଭିନ୍ନ ଭାଷା, ସଂସ୍କୃତି ଓ ପରମ୍ପରା ରହିଛି । ଏସବୁ

Read More »
ଦେଶ ବିଦେଶ

କିଟରେ ୫ମ କଳିଙ୍ଗ ଆନ୍ତର୍ଜାତିକ ଚଳଚ୍ଚିତ୍ର ମହୋତ୍ସବ ଉଦ୍‍ଘାଟିତ

ଭୁବନେଶ୍ୱର : କିଟ୍‍ ବିଶ୍ୱବିଦ୍ୟାଳୟରେ ୫ମ କଳିଙ୍ଗ ଆନ୍ତର୍ଜାତିକ ଚଳଚ୍ଚିତ୍ର ମହୋତ୍ସବ ଶୁକ୍ରବାର ଉଦ୍‍ଘାଟିତ ହୋଇଯାଇଛି । ୧୫ ତାରିଖ ପର୍ଯ୍ୟନ୍ତ ୩ ଦିନ ଧରି ଚାଲିବାକୁ ଥିବା ଏହି ମହୋତ୍ସବର ଉଦ୍‍ଘାଟନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଓଡ଼ିଶା ସରକାରଙ୍କ ଉଚ୍ଚଶିକ୍ଷା, କ୍ରୀଡ଼ା ଓ ଯୁବସେବା, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଯୋଗଦେଇ କହିଲେ ଏହି ଆନ୍ତର୍ଜାତିକ ଚଳଚ୍ଚିତ୍ର ମହୋତ୍ସବ ଓଡ଼ିଶାର ସିନେ ଜଗତ ଓ କଳାକାର ଜଗତକୁ ପ୍ରେରଣା ଯୋଗାଇବ ।

Read More »
ତାଜା ଖବର

କିସ୍‍ ଓ କିଟରେ ବଲିଉଡ୍‍ ଅଭିନେତା ଉତ୍କର୍ଷ ଶର୍ମା

ଭୁବନେଶ୍ୱର : ବଲିଉଡ୍‍ ଅଭିନେତା ଉତ୍କର୍ଷ ଶର୍ମା ଆଜି କିଟ୍‍ ଓ କିସ୍‍ ପରିଦର୍ଶନ କରି ଫେରିଯାଇଛନ୍ତି । କିସ୍‍ର ୪୦ ହଜାର ପିଲାଙ୍କ ମଧ୍ୟରେ ତାଙ୍କ ଅଭିନୀତ ଚଳଚ୍ଚିତ୍ର ‘ବନବାସ’ର ପ୍ରଚାର ପାଇଁ ସେ ମୁମ୍ବାଇର କିସ୍‍ ଆସିଥିଲେ । ଡିସେମ୍ବର ୨୦ରେ ମୁକ୍ତିଲାଭ କରିବ ‘ବନବାସ’ । ଉତ୍କର୍ଷଙ୍କ ପିତା ତଥା ବିଶିଷ୍ଟ ବଲିଉଡ୍‍ ନିର୍ଦ୍ଦେଶକ ଓ ନିର୍ମାତା ଅନୀଲ ଶର୍ମା କିସ୍‍ ଓ ଏହାର ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କ ବିଷୟରେ ଶୁଣିଥିଲେ ।

Read More »
ଦେଶ ବିଦେଶ

କିଟ୍‍ ଇଣ୍ଟରନ୍ୟାସ୍‍ନାଲ୍‍ ସ୍କୁଲର ୧୦ମ ଶିଶୁ ସାହିତ୍ୟ ମହୋତ୍ସବ ଉଦ୍‍ଘାଟିତ

ଭୁବନେଶ୍ୱର : କିଟ୍‍ ଇଣ୍ଟରନ୍ୟାସ୍‍ନାଲ୍‍ ସ୍କୁଲ୍‍ରେ ୧୦ମ ଶିଶୁ ସାହିତ୍ୟ ମହୋତ୍ସବ ଉଦ୍‍ଘାଟିତ ହୋଇଯାଇଛି । ଏଥିରେ ବିଶିଷ୍ଟ ଅଭିନେତ୍ରୀ ତଥା ଲେଖିକା ସୋହା ଅଲ୍ଲୀ ଖାଁ, ଲେଖିକା ପ୍ରୀତି ସେନୋୟ, କିଟ୍‍ ଓ କିସ୍‍ ସଭାପତି ଶାଶ୍ୱତୀ ବଳ, କିଟ୍‍ ଇଣ୍ଟରନ୍ୟାସ୍‍ନାଲ୍‍ ସ୍କୁଲ୍‍ ଚେୟାରପର୍ସନ ଡ. ମୋନାଲିସା ବଳ, ଅଧ୍ୟକ୍ଷ ଡ. ସଞ୍ଜୟ ସୁଆର ଯୋଗଦେଇ ଥିବା ବେଳେ ଆଭାସୀରେ ବିଶିଷ୍ଟ ଶିଶୁ ସାହିତ୍ୟିକ ରସ୍କିନ୍‍ ବଣ୍ଡ ଓ ଅଭିନେତା ବିକ୍ରାନ୍ତ ମାସେ ଯୋଗଦେଇ ଛାତ୍ରଛାତ୍ରୀଙ୍କୁ

Read More »
ଜୀବନଚର୍ଯ୍ୟା

କିଟ୍‍ ଫେସନ୍‍ ସ୍କୁଲ୍‍ ଛାତ୍ରୀ ତ୍ରିଷ୍ଣା ରାୟଙ୍କୁ ମିସ୍‍ ଟିନ୍‍ ୟୁନିଭର୍‍ସ ମୁକୁଟ

ଭୁବନେଶ୍ୱର : ଦକ୍ଷିଣ ଆଫ୍ରିକାରେ ଅନୁଷ୍ଠିତ ମିସ୍‍ ଟିନ୍‍ ୟୁନିଭର୍ସ ୨୦୨୪ ସୁନ୍ଦରୀ ପ୍ରତିଯୋଗିତାରେ କିଟ୍‍ ବିଶ୍ୱବିଦ୍ୟାଳୟ ଫେସନ୍‍ ସ୍କୁଲ୍‍ ଛାତ୍ରୀ ତ୍ରିଷ୍ଣା ରାୟ ବିଜୟୀ ହୋଇ ମିସ୍‍ ଟିନ୍‍ ୟୁନିଭର୍ସ ୨୦୨୪ ଟାଇଟଲ୍‍ ହାସଲ କରିଛନ୍ତି ।  କିଟ୍‍ ଫେସନ୍‍ ଟେକ୍ନୋଲୋଜି ସ୍କୁଲ୍‍ର ଛାତ୍ରୀ ତ୍ରିଷ୍ଣା ଏହି ଟାଇଟଲ୍‍ ହାସଲ କରି କିଟ୍‍ ତଥା ଓଡ଼ିଶା ଓ ଭାରତକୁ ଗୌରବ ଆଣି ଦେଇଛନ୍ତି। ନଭେମ୍ବର ୧ରୁ ୯ତାରିଖ ପର୍ଯ୍ୟନ୍ତ ଏହି ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ଏହି

Read More »