ଜୀବନଚର୍ଯ୍ୟା

ଜୀବନଚର୍ଯ୍ୟା

କିଟ୍‍ ଫେସନ୍‍ ସ୍କୁଲ୍‍ ଛାତ୍ରୀ ତ୍ରିଷ୍ଣା ରାୟଙ୍କୁ ମିସ୍‍ ଟିନ୍‍ ୟୁନିଭର୍‍ସ ମୁକୁଟ

ଭୁବନେଶ୍ୱର : ଦକ୍ଷିଣ ଆଫ୍ରିକାରେ ଅନୁଷ୍ଠିତ ମିସ୍‍ ଟିନ୍‍ ୟୁନିଭର୍ସ ୨୦୨୪ ସୁନ୍ଦରୀ ପ୍ରତିଯୋଗିତାରେ କିଟ୍‍ ବିଶ୍ୱବିଦ୍ୟାଳୟ ଫେସନ୍‍ ସ୍କୁଲ୍‍ ଛାତ୍ରୀ ତ୍ରିଷ୍ଣା ରାୟ ବିଜୟୀ ହୋଇ ମିସ୍‍ ଟିନ୍‍ ୟୁନିଭର୍ସ ୨୦୨୪ ଟାଇଟଲ୍‍ ହାସଲ କରିଛନ୍ତି ।  କିଟ୍‍ ଫେସନ୍‍ ଟେକ୍ନୋଲୋଜି ସ୍କୁଲ୍‍ର ଛାତ୍ରୀ ତ୍ରିଷ୍ଣା ଏହି ଟାଇଟଲ୍‍ ହାସଲ କରି କିଟ୍‍ ତଥା ଓଡ଼ିଶା ଓ ଭାରତକୁ ଗୌରବ ଆଣି ଦେଇଛନ୍ତି। ନଭେମ୍ବର ୧ରୁ ୯ତାରିଖ ପର୍ଯ୍ୟନ୍ତ ଏହି ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ଏହି

Read More »
ଜୀବନଚର୍ଯ୍ୟା

କିମ୍‍ସ ଜରିଆରେ ଅଙ୍ଗଦାନ କଲେ ମନୋଜ

ଭୁବନେଶ୍ୱର : ଅଙ୍ଗଦାନ କରି ମହାନ କାର୍ଯ୍ୟ କରିଛନ୍ତି ମନୋଜଙ୍କ ପରିବାର ଲୋକେ। ଫଳରେ ୩ଜଣଙ୍କ ଜୀବନ ବଞ୍ଚାଇ ମନୋଜ ସେମାନଙ୍କଠାରେ ସ୍ମୃତି ହୋଇ ରହିବେ। ୪ ଦିନ ତଳେ ପଟିଆ ଅଞ୍ଚଳରେ ମର୍ମନ୍ତୁଦ ବାଇକ୍‍ ଦୁର୍ଘଟଣାର ସମ୍ମୁଖୀନ ହୋଇଥିଲେ କେନ୍ଦ୍ରାପଡ଼ା ଜିଲ୍ଲା ଅରିପଦା ଅଞ୍ଚଳର ୨୩ ବର୍ଷ ବୟସ୍କ ମନୋଜ ସାହୁ। ସଙ୍କଟାପନ୍ନ ଅବସ୍ଥାରେ ସ୍ଥାନୀୟ ଲୋକେ ତାଙ୍କୁ କିମ୍‍ସକୁ ନେଇ ଆସିଥିଲେ। ପରେ ମନୋଜଙ୍କ ବାପା କୈଳାସ ଓ ଅନ୍ୟ ପରିବାର ଲୋକେ ମଧ୍ୟ

Read More »