ଦେଶ ବିଦେଶ

ଦେଶ ବିଦେଶ

କିଟ୍ ଓ କିସ୍‌ରେ ସାଧାରଣତନ୍ତ୍ର ଦିବସ ପାଳିତ

ଭୁବନେଶ୍ୱର : କିଟ୍ ଓ କିସ୍ ବିଶ୍ୱବିଦ୍ୟାଳୟରେ ୭୭ତମ ସାଧାରଣତନ୍ତ୍ର ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ଚଳିତ ବର୍ଷ ସାଧାରଣତନ୍ତ୍ର ଦିବସରେ ଶ୍ରୀଲଙ୍କା ସାଂସଦ ନାମଲ ରାଜପକ୍ଷ ସୋମବାର ମୁଖ୍ୟ ଅତିଥି ଭାବରେ ଯୋଗ ଦେଇଥିଲେ। ଛାତ୍ରଛାତ୍ରୀଙ୍କ ପରେଡ ଅଭିବାଦନ ଗ୍ରହଣ କରି କିଟ୍ ଓ କିସ୍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ କହିଲେ, ପ୍ରତିବର୍ଷ କିଟ୍ ଓ କିସ୍‌ରେ ସାଧାରଣତନ୍ତ୍ର ଦିବସ ଅତି ଆଡ଼ମ୍ବରରେ ପାଳିତ ହୋଇଥାଏ। ପ୍ରତିବର୍ଷ ବିଦେଶରୁ ଜଣେ ଗଣ୍ୟମାନ୍ୟ ବ୍ୟକ୍ତି ଏହି କାର୍ଯ୍ୟକ୍ରମରେ ଅତିଥି

Read More »
କ୍ରୀଡା

ମିନି ମାରାଥନରେ ଶାଢ଼ି ପିନ୍ଧି ଦୌଡ଼ିଲେ ମହିଳା

ଭୁବନେଶ୍ୱର : ‘ସମସ୍ତଙ୍କ ପାଇଁ ଶିକ୍ଷା’ ବାର୍ତ୍ତା ନେଇ ପ୍ରତିବର୍ଷ ଜାନୁଆରୀ ମାସର ଶେଷ ରବିବାର କିଟ୍ ଓ କିସ୍ ପକ୍ଷରୁ ମିନି ମାରାଥନ୍‌ର ଆୟୋଜନ କରାଯାଇଥାଏ । ଚଳିତ ବର୍ଷ ମଧ୍ୟ ଆଜି ଓଡ଼ିଶାର ସମସ୍ତ ଜିଲ୍ଲା ଏବଂ ଭାରତର ମେଟ୍ରୋ ସହରଗୁଡ଼ିକରେ ଏହି ମିନି ମାରାଥନର ଆୟୋଜିତ ହୋଇଯାଇଛି । ‘ସମସ୍ତଙ୍କ ପାଇଁ ଶିକ୍ଷା’ ଲକ୍ଷ୍ୟ ନେଇ ସାଧାରଣରେ ସଚେତନତା ସୃଷ୍ଟି ଉଦ୍ଦେଶ୍ୟରେ କିଟ୍‌, କିସ୍ ଓ କିମ୍‌ସ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ୨୦୧୬

Read More »
ଦେଶ ବିଦେଶ

କିସରେ ନିତି ଆୟୋଗ ଉପାଧ୍ୟକ୍ଷ ସୁମନ ବେରୀ

ଭୁବନେଶ୍ୱର : ସ୍ଥାୟୀ ବିକାଶ ଲକ୍ଷ୍ୟ ଓ କିସ୍‍: ପରିବର୍ତ୍ତନକାରୀ ଶିକ୍ଷା, ସ୍ୱେଚ୍ଛାସେବା ଓ ସମାଜ କୈନ୍ଦ୍ରିକ ପଦକ୍ଷେପ ମାଧ୍ୟମରେ ଭାରତର ସ୍ଥାୟୀ ବିକାଶ ଲକ୍ଷ୍ୟ କାର୍ଯ୍ୟକ୍ରମକୁ ଆଗକୁ ବଢ଼ାଇବା ଶୀର୍ଷକ ଉପରେ କିସ୍‍ ରେ ଶନିବାର ଦିନିକିଆ ଜାତୀୟ ଆଲୋଚନଚକ୍ର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ନିତି ଆୟୋଗ ଉପାଧ୍ୟକ୍ଷ ସୁମନ ବେରି ବିକଶିତ ଭାରତ ପରିପ୍ରେକ୍ଷୀରେ ଜାତିସଂଘର ସ୍ଥାୟୀ ବିକାଶ ଲକ୍ଷ୍ୟର ପ୍ରାସଙ୍ଗିକତା ଉପରେ ଆଲୋକପାତ କରିଥିଲେ। ସ୍ଥାନୀୟ ସମସ୍ୟାକୁ ଦୃଷ୍ଟିରେ ରଖି ସ୍ଥାୟୀ

Read More »
ଜୀବନଚର୍ଯ୍ୟା

କିମସରେ ଭାରତର ପ୍ରଥମ ୟୁଥ୍‍ ୱେଲନେସ୍‍ କ୍ଲିନିକ୍

ଭୁବନେଶ୍ୱର : ଯୁବପିଢ଼ିଙ୍କ ଅଣଦେଖା କରାଯାଉଥିବା ସ୍ୱାସ୍ଥ୍ୟ ଆବଶ୍ୟକତାକୁ ପୂରଣ କରିବା ଦିଗରେ ଏକ ପଦକ୍ଷେପ ସ୍ୱରୂପ, କିମ୍‍ସ ଭୁବନେଶ୍ୱରର ଶିଶୁ ରୋଗ ବିଭାଗରେ ଏକ ଉତ୍ସର୍ଗୀକୃତ ଯୁବ ସୁସ୍ଥତା କ୍ଲିନିକ୍ ‘ତାରୁଣ୍ୟ’ ଉଦଘାଟିତ ହୋଇଯାଇଛି। ଏଥିରେ ୧୦ରୁ ୧୯ ବର୍ଷ ବୟସର କିଶୋରମାନଙ୍କ ସାମଗ୍ରିକ ସୁସ୍ଥତା ଉପରେ ଧ୍ୟାନ ଦିଆଯିବ। କିଶୋରାବସ୍ଥାରେ ମଣିଷ ଶରୀରରେ ଶାରୀରିକ, ହରମୋନ୍‌, ମାନସିକ, ସାମାଜିକ ଓ ଭାବପ୍ରବଣ ଜନିତ ପରିବର୍ତ୍ତନ ପରିଲକ୍ଷିତ ହୋଇଥାଏ। ଏହି ସମୟରେ ଯୁବକଯୁବତୀମାନଙ୍କୁ ବିଶେଷ ଭାବରେ ଦୁର୍ବଳ କରିଥାଏ ତଥା ସେମାନଙ୍କ ସ୍ୱାସ୍ଥ୍ୟ ଚିନ୍ତାକୁ

Read More »
ତାଜା ଖବର

ଅମାନିଆ ଅଫିସରଙ୍କୁ ଶିଷ୍ଟାଚାର ଛାଟ

ସରକାରୀ ଅଫିସରେ ବସି ନିର୍ବାଚିତ ବିଧାୟକ ଓ ସାଂସଦମାନଙ୍କୁ ହେୟଜ୍ଞାନ କରିବା ଏଣିକି ଅମାନିଆ ସରକାରୀ ବାବୁମାନଙ୍କୁ ମହଙ୍ଗା ପଡ଼ିବ । ସଂସଦୀୟ କମିଟିର କଡ଼ା ଚେତାବନୀ ପରେ କେନ୍ଦ୍ର ସରକାର ଚଳିତମାସ ୧୨ ତାରିଖରେ ନୂଆ ନିର୍ଦ୍ଦେଶନାମା ଜାରି କରିଛନ୍ତି । ଯାହାକି ପ୍ରଶାସନିକ ମହଲରେ କମ୍ପନ ସୃଷ୍ଟି କରିଛି । ବିଧାୟକ ଓ ସାଂସଦମାନଙ୍କୁ ସମ୍ମାନ ଦେବା ପାଇଁ ଉଦ୍ଦିଷ୍ଟ ପ୍ରୋଟେକଲକୁ ଉଲ୍ଲଘଂନ କଲେ ଅବା ନିଜର ବଦଳି-ପଦୋନ୍ନତି ଅବା ବ୍ୟକ୍ତିଗତ ସ୍ୱାର୍ଥ ପାଇଁ

Read More »
କ୍ରୀଡା

ବିଶ୍ୱ କପରୁ ବାଦ୍ ପଡ଼ିବ ବାଂଲାଦେଶ !

ନୂଆଦିଲ୍ଲୀ : ଅନ୍ତର୍ଜାତୀୟ କ୍ରିକେଟ୍ ପରିଷଦ ବାଂଲାଦେଶ କ୍ରିକେଟ୍ ବୋର୍ଡକୁ ଚରମବାଣୀ ଶୁଣାଇ ଦେଇଛି । ଯଦି ବାଂଲାଦେଶ ଦଳ ଭାରତ ଆସିବାକୁ ରାଜି ନହୁଅନ୍ତି ତେବେ ଆଗାମୀ ଟି-ଟ୍ୱେଣ୍ଟି ବିଶ୍ୱ କପରୁ ବାଦ୍ ପଡ଼ିବା ସୁନିଶ୍ଚିତ । ବୁଧବାର ଅନୁଷ୍ଠିତ ଆଇସିସି ବୋର୍ଡ ବୈଠକରେ ବାଂଲାଦେଶକୁ ୨୪ ଘଣ୍ଟାର ସମୟ ଦିଆଯାଇଛି । ଆଇସିସିର ବୈଠକରେ ବାଂଲାଦେଶର ଅଂଶ ଗ୍ରହଣ ଉପରେ ଦୀର୍ଘ ଆଲୋଚନା ହୋଇଛି । ବୋର୍ଡ ଅଧିକାଂଶ ଦେଶ ବାଂଲାଦେଶର ଦାବି ବିପକ୍ଷରେ

Read More »
ତାଜା ଖବର

କିମ୍‍ସରେ ବର୍ଷକ ଶିଶୁର ବିରଳ ଅସ୍ତ୍ରୋପଚାର

ଭୁବନେଶ୍ୱର : କଳିଙ୍ଗ ଇନଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନସେସ୍ (କିମସ)ରେ ଜଣେ ଏକ ବର୍ଷ ବୟସର ଶିଶୁଠାରେ ଜଟିଳ ଓ ବିରଳ ଅସ୍ତ୍ରୋପଚାର ସଫଳ ହୋଇଛି। ଶିଶୁଟିର ମୁଣ୍ଡର ଆକାର ଅସ୍ୱାଭାବିକ ରହିଥିବା ବେଳେ ଆଖି ଫୁଲିବା ଓ ବୃଦ୍ଧି ବିଳମ୍ବ ହେଉଥିଲା ଏପରି ଅବସ୍ଥାରେ ଶିଶୁଟିକୁ ପରିବାର ଲୋକେ କିମ୍‍ସ ଡାକ୍ତରଙ୍କ ସହ ପରାମର୍ଶ କରିଥିଲେ। ପରୀକ୍ଷା ପରେ ଶିଶୁଟି କ୍ରୁଜନ୍ ସିଣ୍ଡ୍ରୋମ୍‌ରେ ପୀଡିତ ଓ ଖପୁରୀ ଭିତରେ ବିପଜ୍ଜନକ ଭାବରେ ଉଚ୍ଚ ଚାପ ଥିବା

Read More »
କ୍ରୀଡା

କିଟ୍‍ ରେ ଚେସ୍‍ ମହାକୁମ୍ଭ ଉଦ୍‍ଯାପିତ

ଭୁବନେଶ୍ୱର : ଜାନୁଆରୀ ୧୪ ଓ ୧୫ତାରିଖ ଦୁଇ ଦିନ ଧରି କିଟ୍‍ ରେ ଚାଲିଥିବା ସାମାଜିକ ଏବଂ ଶିକ୍ଷାଗତ ଚେସ୍ (ସୋସିଆଲ୍ ଆଣ୍ଡ ଏଜୁକେସନାଲ୍ ଚେସ୍‌) ଉପରେ ଅନ୍ତର୍ଜାତୀୟ ସମ୍ମିଳନୀ ଗୁରୁବାର ଉଦ୍‍ଯାପିତ ହୋଇଯାଇଛି। ଏହାକୁ ଅନ୍ତର୍ଜାତୀୟ ଚେସ୍‍ ଫେଡେରେସନ୍‍ (ଏଫ୍‌ଆଇଡିଇ)ର ଉପସଭାପତି ତଥା ଭାରତୀୟ ଗ୍ରାଣ୍ଡ ମାଷ୍ଟର ବିଶ୍ୱନାଥନ୍ ଆନନ୍ଦ ଗତକାଲି ଉଦ୍‍ଘାଟନ କରିଥିଲେ। ଆଜି ଉଦ୍‍ଯାପନୀ ଉତ୍ସବରେ ଯୋଗଦେଇ ଫିଡେ ସଭାପତି ଆର୍କାଡି ଭୋର୍କୋଭିଚ୍ ନିୟମିତ ଅଭ୍ୟାସ ଓ ଶୃଙ୍ଖଳା ଉପରେ ଗୁରୁତ୍ୱାରୋପ କରିଥିଲେ। ସେ

Read More »
ଜୀବନଚର୍ଯ୍ୟା

ମକର ସଂକ୍ରାନ୍ତି : ଆଶା ଆଲୋକ ଓ ସମୃଦ୍ଧିର ପର୍ବ

ମକର ସଂକ୍ରାନ୍ତି ହିନ୍ଦୁ ପଞ୍ଜିକା ଅନୁସାରେ ଏକ ଗୁରୁତ୍ୱପୂର୍ଣ୍ଣ ପର୍ବ। ଏହି ଦିନ ସୂର୍ଯ୍ୟ ଧନୁ ରାଶି ଛାଡ଼ି ମକର ରାଶିକୁ ପ୍ରବେଶ କରନ୍ତି। ଏହା ସହିତ ଉତ୍ତରାୟଣ ଆରମ୍ଭ ହୁଏ, ଯାହାକୁ ଶୁଭ ସମୟ ଭାବେ ଗଣାଯାଏ। ପ୍ରାକୃତିକ ଭାବେ ଏହି ଦିନ ଅନ୍ଧକାରରୁ ଆଲୋକ ପ୍ରତି, ନିରାଶାରୁ ଆଶା ପ୍ରତି ଯାତ୍ରାର ପ୍ରତୀକ। ପୁରାଣ କଥାନୁସାରେ ଏହି ସମୟ ଧର୍ମ, ଜ୍ଞାନ ଓ ସାତ୍ତ୍ୱିକ ଶକ୍ତିର ପ୍ରାବଳ୍ୟ ବଢ଼ାଏ। ଏହି କାରଣରୁ ମକର ସଂକ୍ରାନ୍ତି

Read More »
କ୍ରୀଡା

୧୪ରୁ କିଟ୍ ରେ ଚେସ୍‍ ମହାକୁମ୍ଭ

ଭୁବନେଶ୍ୱର : ଜାନୁଆରୀ ୧୪ ରୁ ୧୬ ତାରିଖ ପର୍ଯ୍ୟନ୍ତ କିଟ୍‍ ରେ ଅନୁଷ୍ଠିତ ହେବାକୁ ଯାଉଛି ସାମାଜିକ ଏବଂ ଶିକ୍ଷାଗତ ଚେସ୍ (ସୋସିଆଲ୍‍ ଆଣ୍ଡ ଏଜୁକେସନାଲ୍‍ ଚେସ୍‍) ଉପରେ ଅନ୍ତର୍ଜାତୀୟ ସମ୍ମିଳନୀ। ଭାରତରେ କିଟ୍‍ ରେ ପ୍ରଥମ ଥର ଲାଗି ଚେସ୍‍ର ଏଭଳି ମହାକୁମ୍ଭ ଅନୁଷ୍ଠିତ ହେବାକୁ ଯାଉଛି। ଅନ୍ତର୍ଜାତୀୟ ଚେସ୍‍ ସଂଘ (ଏଫ୍‍ଆଇଡିଇ) ଓ ଭାରତୀୟ ଚେସ୍‍ ସଂଘ (ଏଆଇସିଏଫ୍‍)ର ମିଳିତ ଆନୁକୂଲ୍ୟରେ ଅନୁଷ୍ଠିତ ହେଉଥିବା ଚେସ୍‍ର ଏହି ମହାକୁମ୍ଭରେ ଏଫ୍‍ଆଇଡିଇର ସଭାପତି ତଥା ଋଷ୍‍ର

Read More »