ଦେଶ ବିଦେଶ

ଦେଶ ବିଦେଶ

କିଟ୍‌ର ୨୨ତମ ବାର୍ଷିକ ସମାବର୍ତ୍ତନ ଉଦ୍‌ଯାପିତ

ଭୁବନେଶ୍ୱର : ବୈଷୟିକ ଜ୍ଞାନର ବଶବର୍ତ୍ତୀ ନହୋଇ ଏହା ଉପରେ ଦକ୍ଷତା ହାସଲ କରିବା ପାଇଁ ନାଗାଲାଣ୍ଡ ରାଜ୍ୟପାଳ ନନ୍ଦ କିଶୋର ଯାଦବ କହିଛନ୍ତି । କିଟ୍ ବିଶ୍ୱବିଦ୍ୟାଳୟର ୨୨ତମ ବାର୍ଷିକ ସମାବର୍ତ୍ତନ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଶ୍ରୀ ଯାଦବ ଛାତ୍ରଛାତ୍ରୀଙ୍କୁ ଏହି ପରାମର୍ଶ ଦେଇଛନ୍ତି । ତିନିଦିନ ଧରି ଚାଲିଥିବା କିଟ୍‍ ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ସମାରୋହ ସୋମବାର ଉଦ୍‌ଯାପିତ ହୋଇଯାଇଛି । ସମାବର୍ତ୍ତନରେ ଯୋଗଦେଇଥିବା ଅତିଥିମାନେ ସ୍ନାତକ ଛାତ୍ରଛାତ୍ରୀଙ୍କୁ ଉପଲବ୍ଧ ସୁଯୋଗକୁ ଆପଣାଇବା,

Read More »
ଦେଶ ବିଦେଶ

ବିଶିଷ୍ଟ ବ୍ୟକ୍ତିଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ

ଭୁବନେଶ୍ୱର : ନାଗାଲାଣ୍ଡ ରାଜ୍ୟପାଳ ନନ୍ଦ କିଶୋର ଯାଦବଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ଆଜି କିଟ୍ ଓ କିସ୍ ପରିଦର୍ଶନ କରି ଛାତ୍ରଛାତ୍ରୀଙ୍କ ସହ ଦୀର୍ଘ ସମୟ ଅତିବାହିତ କରିଥିଲେ। ଏହି ଅବସରରେ କିସରେ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ୟ ନିମନ୍ତେ ୭ଜଣ ବିଶିଷ୍ଟ ବ୍ୟକ୍ତିଙ୍କୁ ‘କିଟ୍‍- କିସ୍‍ ଇଜ୍‍ ୱାନ୍‍’ (କିଓ) ଜୀବନବ୍ୟାପୀ  ସାଧନା ସମ୍ମାନ ପ୍ରଦାନ କରାଯାଇଥିଲା।ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ନାଗାଲାଣ୍ଡ ରାଜ୍ୟପାଳ ଶ୍ରୀ

Read More »
ଦେଶ ବିଦେଶ

କିଟ୍‍ ଭାରତର ୪ର୍ଥ ଓ ପୂର୍ବ ଭାରତର ସର୍ବଶ୍ରେଷ୍ଠ ବିଶ୍ୱବିଦ୍ୟାଳୟ

ଭୁବନେଶ୍ୱର : ଟାଇମ୍‍ସ ହାୟର ଏଜୁକେସନ ବିଶ୍ୱ ବିଶ୍ୱବିଦ୍ୟାଳୟ ରାଙ୍କିଙ୍ଗ -୨୦୨୭ରେ କିଟ୍‍ ବିଶ୍ୱବିବ୍ୟାଳୟ ପୁଣିଥରେ ତା’ର ଉତ୍କର୍ଷତା ପ୍ରତିପାଦନ କରି ଭାରତର ସମସ୍ତ ଘରୋଇ ଓ ସରକାରୀ ବିଶ୍ୱବିଦ୍ୟାଳୟ ମଧ୍ୟରେ ୪ର୍ଥ ଶ୍ରେଷ୍ଠ ବିଶ୍ୱବିଦ୍ୟାଳୟ ହେବାର ଗୌରବ ଅର୍ଜ୍ଜନ କରିଥିବା ବେଳେ ପୂର୍ବ ଭାରତର ସର୍ବଶ୍ରେଷ୍ଠ ବିଶ୍ୱବିଦ୍ୟାଳୟର ମାନ୍ୟତା ପାଇଛି। ଟାଇମ୍‍ସ ହାୟର ଏଜୁକେସନ- ୨୦୨୭ ରାଙ୍କିଙ୍ଗରେ କିଟ୍‍ ବିଶ୍ୱବିଦ୍ୟାଳୟ ସମଗ୍ର ବିଶ୍ୱରେ ଉଲ୍ଳେଖନୀୟ ଭାବେ ୫୦୧+ ରାଙ୍କରେ ଅଛି। ଏହି ରାଙ୍କିଙ୍ଗରେ କିଟ୍‍ର ନିରନ୍ତର

Read More »
ଦେଶ ବିଦେଶ

ଅଚ୍ୟୁତ ସାମନ୍ତଙ୍କୁ ଏକାଧିକ ଅନ୍ତର୍ଜାତୀୟ ସମ୍ମାନ

ଭୁବନେଶ୍ୱର : ଶିକ୍ଷାବିତ୍‌, ସମାଜସେବୀ ତଥା କିଟ୍‌, କିସ୍ ଓ କିମସ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କୁ ଏକାଧିକ ଅନ୍ତର୍ଜାତୀୟ ସମ୍ମାନ ପ୍ରଦାନ କରାଯାଇଛି। ଶ୍ରୀ ସାମନ୍ତଙ୍କ ରୋମାନିଆ ଗସ୍ତ ଅବସରରେ ତାଙ୍କୁ ମିଲିଶାଉଟି ସହରର ସମ୍ମାନସୂଚକ ନାଗରିକତା, ବାର୍ଲାଡ୍ ସହରର ‘କି ଟୁ ଦି ସିଟି’ ଏବଂ ସିମାନ ଚାମ୍ପିୟନସ ଆୱାର୍ଡସ ୨୦୨୬ରେ ‘ଲିଡର ଅଫ୍ ଦି ଇୟର’ ସମ୍ମାନ ପ୍ରଦାନ କରାଯାଇଛି। ଶିକ୍ଷା ଓ ସମାଜସେବା କ୍ଷେତ୍ରରେ ଜୀବନ ବ୍ୟାପୀ କାର୍ଯ୍ୟ ପାଇଁ ଶ୍ରୀ ସମନ୍ତଙ୍କୁ

Read More »
ଦେଶ ବିଦେଶ

କିଟ୍‍ ଓ କିସ୍‍ ପକ୍ଷରୁ ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନ ପାଳନ

ଭୁବନେଶ୍ୱର : କିସ୍‍ ଓ କିଟ୍‍ ପକ୍ଷରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ୭୬ତମ ଜନ୍ମଦିନ ପାଳିତ ହୋଇଯାଇଛି। ଓଡ଼ିଶା ସରକାରଙ୍କ ତରଫରୁ ଆୟୋଜିତ ବିଶାଳ ରକ୍ତଦାନ ଶିବିରରେ କିଟ୍‍ ଓ କିସ୍‍ର ୩ହଜାର ପିଲା ଯୋଗଦେଇ ସ୍ୱେଚ୍ଛାକୃତ ରକ୍ତଦାନ କରିଥିଲେ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି କାର୍ଯ୍ୟକ୍ରମରେ ଯୋଗଦେଇ କିସ୍‍ ପିଲାଙ୍କ ସହ ଅଲୋଚନା କରିବା ସହ ସେମାନଙ୍କୁ ଉତ୍ସାହିତ କରିଥିଲେ। ଏହାପରେ କିସ୍‍ ପରିସରରେ କିସର ୪୦ ହଜାର ଛାତ୍ରଛାତ୍ରୀ କେକ୍‍ କାଟି ପ୍ରଧାନମନ୍ତ୍ରୀଙ୍କୁ

Read More »
ଦେଶ ବିଦେଶ

ଅମ୍ବାନୀ ପରିବାର ଗଣେଶ ପୂଜାରେ ଅଚ୍ୟୁତ ସାମନ୍ତ

ଭୁବନେଶ୍ୱର : ମହାରାଷ୍ଟ୍ର ବିଶେଷ କରି ମୁମ୍ବାଇରେ ଗଣପତିଙ୍କ ପୂଜା ବଡ଼ ଧୁମ୍‍ଧାମରେ ଆୟୋଜନ କରାଯାଇଥାଏ। ବିଶେଷକରି ଅମ୍ବାନୀ ପରିବାର ପକ୍ଷରୁ ଏହା ବହୁତ ବଡ଼ ଆକାରରେ ପାଳନ କରାଯାଇଥାଏ। ପ୍ରତିବର୍ଷ ଭଳି ଏଥର ମଧ୍ୟ ଅମ୍ବାନୀ ପରିବାର ପକ୍ଷରୁ ଗଣେଶ ପୂଜାର ବିରାଟ ଆୟୋଜନ କରାଯାଇଥିଲା। ଓଡ଼ିଶାରୁ ଏହି ସମାରୋହରେ ଯୋଗଦେବା ପାଇଁ ଶିକ୍ଷାବିତ୍‍, ସମାଜସେବୀ ତଥା କିଟ୍‍ ଓ କିସ୍‍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କୁ ନୀତା ଅମ୍ବାନୀ ନିମନ୍ତ୍ରଣ କରିଥିଲେ। ନିମନ୍ତ୍ରଣ ରକ୍ଷାକରି ଗତକାଲି

Read More »
ଦେଶ ବିଦେଶ

କିଟ୍‍ ରେ ଇଂଲିଶ ଆକସେସ୍‍ ସ୍କଲରାସିପ ଆରମ୍ଭ

ଭୁବନେଶ୍ୱର : ଆମେରିକାର ହାଇଦ୍ରାବାଦସ୍ଥିତ କନସୁଲେଟ୍ ଜେନେରାଲ୍ ଏବଂ କିଟ୍‍ ବିଶ୍ୱବିଦ୍ୟାଳୟ ମିଳିତ ସହଯୋଗରେ କିଟ୍‍ ରେ ପଢୁଥିବା ବିଜ୍ଞାନ, ପ୍ରଯୁକ୍ତି, ଇଞ୍ଜିନିୟରିଂ ଓ ଗଣିତ ବା (ଷ୍ଟେମ୍‍) ଛାତ୍ରଛାତ୍ରୀଙ୍କ ପାଇଁ ଇଂଲିଶ ଆକସେସ ସ୍କଲରାସିପ କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଛି। ଆମେରିକା ମିଶନ୍ ଇଣ୍ଡିଆର ରିଜିଓନାଲ୍‍ ଇଂଲିଶ ଲାଙ୍ଗୁଏଜ ଅଫିସ୍‍ (ରେଲୋ) ସହଯୋଗରେ ଏହି କାର୍ଯ୍ୟକ୍ରମ ବୁଧବାର କିଟ୍‍ ରେ ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରେ ହାଇଦ୍ରାବାଦସ୍ଥିତ ଆମେରିକୀୟ କନସୁଲେଟ୍‍ର କନସୁଲ୍ ଜେନେରାଲ୍ ଲାରା ୱିଲିୟମ୍ସଙ୍କ ସମେତ

Read More »
ଦେଶ ବିଦେଶ

ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ

ଭୁବନେଶ୍ୱର : ବିଶିଷ୍ଟ ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରା ମଙ୍ଗଳବାର କିଟ୍‍ ଓ କିସ୍‍ ପରିଦର୍ଶନ କରି ଫେରିଯାଇଛନ୍ତି। ସେ କିଟ୍‍ର ସମସ୍ତ କ୍ୟାମ୍ପସ ବୁଲିବା ସହ ଓ କିସ୍‍ର ସମସ୍ତ ୟୁନିଟ୍‍  ପରିଦର୍ଶନ କରିଥିଲେ। କିସ୍‍ ପରିଦର୍ଶନ କରି ସେ ଆଶ୍ଚର୍ଯ୍ୟ ହେବା ସହ ଖୁସି ବ୍ୟକ୍ତ କରିଥିଲେ। ଏହି ଅବସରରେ କିସ୍‍ ଛାତ୍ରୀଙ୍କୁ ଆର୍ଶୀବଚନ ପ୍ରଦାନ କରି ସେ କହିଲେ ସେ ଶିକ୍ଷା କ୍ଷେତ୍ରରେ ବହୁଦିନ ଧରି କାର୍ଯ୍ୟ କରିଆସୁଛନ୍ତି। ମାତ୍ର ମଧ୍ୟ ଶିକ୍ଷାବିତ୍‍

Read More »
ଦେଶ ବିଦେଶ

କିଟ୍ ଓ କିସ୍ ପରିଦର୍ଶନ କଲେ ଜାତୀୟ ମହିଳା କମିଶନ ଅଧ୍ୟକ୍ଷା

ଭୁବନେଶ୍ୱର : ଜାତୀୟ ମହିଳା କମିଶନ ଅଧ୍ୟକ୍ଷା ବିଜୟା ରାହଟକର ଗୁରୁବାର କିଟ୍ ଓ କିସ୍ ପରିଦର୍ଶନ କରି ଏହି ଅନୁଷ୍ଠାନଗୁଡ଼ିକୁ ଅବିଶ୍ୱସନୀୟ ବୋଲି ବର୍ଣ୍ଣନା କରିଛନ୍ତି। ସେ କିଟର ବିଭିନ୍ନ ପରିସର ଏବଂ କିସ୍‌ର ସମସ୍ତ ୟୁନିଟ୍ ପରିଦର୍ଶନ କରିଥିଲେ। କିସ୍‌ର ଶୃଙ୍ଖଳିତ ପରିଚାଳନା ଏବଂ ଛାତ୍ରଛାତ୍ରୀଙ୍କ ପାଇଁ ଉପଲବ୍ଧ ସୁବିଧା ତାଙ୍କୁ ଗଭୀର ଭାବେ ପ୍ରଭାବିତ କରିଥିବା ସେ କହିଥିଲେ। କିସ୍ ଛାତ୍ରୀଙ୍କୁ ସମ୍ବୋଧିତ କରି ଶ୍ରୀମତୀ ରାହଟକର ସେମାନଙ୍କୁ ବଡ଼ ସ୍ୱପ୍ନ ଦେଖିବା, ଦେଶର

Read More »
ଦେଶ ବିଦେଶ

କଳିଙ୍ଗ ଗ୍ଲୋବାଲ୍ ଫଟୋଗ୍ରାଫି ଫେଷ୍ଟିଭାଲ୍ ଉଦ୍‍ଘାଟିତ

ଭୁବନେଶ୍ୱର : ବିଶ୍ୱ ଫଟୋଗ୍ରାଫି ଦିବସ ଅବସରରେ କିଟ୍ ସ୍କୁଲ୍ ଅଫ୍ ଫିଲ୍ମ ଆଣ୍ଡ ମିଡିଆ ସାଇନ୍ସ ପକ୍ଷରୁ କଳିଙ୍ଗ ଗ୍ଲୋବାଲ୍ ଫଟୋଗ୍ରାଫି ଫେଷ୍ଟିଭାଲ୍ ୨୦୨୬ ଆଜି ଉଦ୍‍ଘାଟିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ରାଜ୍ୟ ମତ୍ସ୍ୟ ଓ ପଶୁସମ୍ପଦ ବିକାଶ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ଛାତ୍ରଛାତ୍ରୀ ଓ ଯୁବ ଫଟୋଗ୍ରାଫରମାନଙ୍କୁ ପ୍ରେରଣାଦାୟୀ ବାର୍ତ୍ତା ଦେଇଥିଲେ । ଏହି ଅବସରରେ ସେ କହିଲେ, ଫଟୋଗ୍ରାଫି କେବଳ ଏକ କଳା ନୁହେଁ, ବରଂ ସମୟ

Read More »