ଦେଶ ବିଦେଶ

ଦେଶ ବିଦେଶ

କିସ୍ ରେ କେନ୍ଦ୍ରାଞ୍ଚଳ କୁଳପତି ସମ୍ମିଳନୀ ଉଦ୍‍ଯାପିତ

ଭୁବନେଶ୍ୱର : କିଟ୍‍ ବିଶ୍ୱବିଦ୍ୟାଳୟ ପକ୍ଷରୁ ଭାରତୀୟ ବିଶ୍ୱବିଦ୍ୟାଳୟ ସଂଘ (ଏଆଇୟୁ) ସହଯୋଗରେ ଭାରତର କେନ୍ଦ୍ରାଞ୍ଚଳ କୁଳପତି ସମ୍ମିଳନୀ  କିସ୍‍ ବିଶ୍ୱବିଦ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି । ଏହି ସମ୍ମିଳନୀରେ ଉଚ୍ଚତର ଶିକ୍ଷାର ଜଗତିକରଣ ନେଇ ବ୍ୟାପକ ଆଲୋଚନା କରାଯାଇଥିଲା। ସମ୍ମିଳନୀରେ ବହୁ ଚିନ୍ତାନାୟକ, ଶିକ୍ଷାବିତ୍‍ ଓ ନୀତି ନିର୍ଦ୍ଧାରକ ଯୋଗଦେଇ ଜଗତିକରଣ ଓ ଆନ୍ତର୍ଜାତିକରଣ ବିଷୟବସ୍ତୁ ଉପରେ ନିଜର ମତାମତ ରଖିଥିଲେ । କାର୍ଯ୍ୟକ୍ରମରେ ଯୋଗଦେଇ ଏଆଇୟୁର ସଭାପତି ବିଜୟ କୁମାର ପାଠକ ଉଚ୍ଚତର ଶିକ୍ଷା କ୍ଷେତ୍ରରେ ସମାନୁପାତିକ

Read More »
ଦେଶ ବିଦେଶ

କିଟରେ ଇଣ୍ଡିଆ ଟ୍ରେକ୍‍ର ୨୧ ଜଣିଆ ପ୍ରତିନିଧିମଣ୍ଡଳ

ଭୁବନେଶ୍ୱର : ଇଣ୍ଡିଆ ଟ୍ରେକ୍‍ ନିମନ୍ତ୍ରଣ କାର୍ଯ୍ୟକ୍ରମରେ ୨୩ ତାରିଖରୁ ମାର୍ଚ୍ଚ ୧ ତାରିଖ ପର୍ଯ୍ୟନ୍ତ ୭ ଦିନିଆ କିଟ୍‍ ଓ କିସ୍‍ ପରିଦର୍ଶନରେ ଆସିଥିବା ହାର୍ଭାର୍ଡ ବିଶ୍ୱବିଦ୍ୟାଳୟର ୨୧ ଜଣିଆ ପ୍ରତିନିଧିମଣ୍ଡଳ କିଟ୍‍ ଓ କିସ୍‍ ପରିଦର୍ଶନରେ ଅଛନ୍ତି । ଓଡ଼ିଶାର କଳା, ସଂସ୍କୃତି, ଐତିହ୍ୟ, ସାମାଜିକ-ଅର୍ଥନୈତିକ ସ୍ଥିତି ବିଷୟରେ ଜାଣିବା ଓ ଜ୍ଞାନର ଆଦାନ ପ୍ରଦାନ କରିବା ହେଉଛି ଏହି କାର୍ଯ୍ୟକ୍ରମର ମୁଖ୍ୟ ଉଦ୍ଦେଶ୍ୟ । କିଟ୍‍ ଓ କିସ୍‍ ବୁଲିବା ସହ ସେମାନେ

Read More »
ଦେଶ ବିଦେଶ

କିଟରେ ନାନୋମେଡିସିନର ଅନ୍ତର୍ଜାତୀୟ ସମ୍ମିଳନୀ

କିଟ ବିଶ୍ୱବିଦ୍ୟାଳୟରେ ନାନୋମେଡିସିନର ସଦ୍ୟତମ ବିକାଶ ଉପରେ ଏକ ଅନ୍ତର୍ଜାତୀୟ ସମ୍ମିଳନୀ ଅନୁଷ୍ଠିତ ହୋଇ ଯାଇଛି। ଏହି ସମ୍ମିଳନୀରେ ବହୁ ଗବେଷକ, ଛାତ୍ର, ଚିକିତ୍ସା ବୃତ୍ତିଧାରୀ, ସାମାଜିକ ବୈଜ୍ଞାନିକ ଏବଂ ଷ୍ଟାର୍ଟଅପ୍ ସମେତ ୫୦୦ରୁ ଅଧିକ ପ୍ରତିନିଧି ଏଥିରେ ଯୋଗ ଦେଇଥିଲେ। ଆମେରିକା, ସ୍ୱିଜରଲ୍ୟାଣ୍ଡ, ସ୍ପେନ୍, ଭାରତ, ଜର୍ମାନୀ, ଆର୍ଜେଣ୍ଟିନା, ଫ୍ରାନ୍ସ, ଆୟର୍ଲାଣ୍ଡ ଏବଂ ଅଷ୍ଟ୍ରେଲିଆର ବିଶିଷ୍ଟ ବକ୍ତାମାନେ ନାନୋଟେକ୍ନୋଲୋଜି-ଆଧାରିତ ଡାଇଗ୍ନୋଷ୍ଟିକ୍ସ, ଇମେଜିଂ ଏବଂ ଥେରାପୁଟିକ୍ସରେ ସଦ୍ୟତମ ବିକାଶ ବିଷୟରେ ଆଲୋକପାତ କରିଥିଲେ। ପ୍ରେସିସିନ୍ ନାନୋମେଡିସିନ୍ ଜର୍ନାଲ୍

Read More »
ଦେଶ ବିଦେଶ

କିଟରେ ଡ୍ୟାମ୍ ସୁରକ୍ଷା ଉପରେ ଅନ୍ତର୍ଜାତୀୟ କର୍ମଶାଳା

ଭୁବନେଶ୍ୱର : ଡ୍ୟାମ୍ ସୁରକ୍ଷା ଓ ପରିଚାଳନା ଉପରେ କିଟ୍ ବିଶ୍ୱବିଦ୍ୟାଳୟରେ ଅନ୍ତର୍ଜାତୀୟ କର୍ମଶାଳା ଆଇଡବ୍ଲୁଡିଏସ୍‍-୨୦୨୫ ଶୁକ୍ରବାର ଉଦଘାଟିତ ହୋଇଯାଇଛି। ଏହା ହେଉଛି ଆଇଡବ୍ଲୁଡିଏସର ଦ୍ୱିତୀୟ ଅନ୍ତର୍ଜାତୀୟ କର୍ମଶାଳା। ଏଥିରେ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ପୂର୍ବତନ ମୁଖ୍ୟ ଶାସନ ସଚିବ ପି.କେ. ଜେନା ଓଡ଼ିଶା ଭଳି ପ୍ରାକୃତିକ ବିପର୍ଯ୍ୟୟ ପ୍ରବଣ ରାଜ୍ୟରେ ବିପର୍ଯ୍ୟୟର ମୁକାବିଲା ପାଇଁ ସର୍ବାଧିକ ପ୍ରସ୍ତୁତିର ଆବଶ୍ୟକତା ଉପରେ ଗୁରୁତ୍ୱାରୋପ କରିଥିଲେ। ନିଜ ପ୍ରଶାସନିକ ଅଭିଜ୍ଞତାରୁ ଉଲ୍ଲେଖ କରି ସେ କହିଲେ ନଦୀବନ୍ଧର

Read More »
ଦେଶ ବିଦେଶ

ପ୍ରକୃତିଙ୍କ ନାମରେ ମେଧାବୃତ୍ତି ଘୋଷଣା

ଭୁବନେଶ୍ୱର : କିଟ୍‍ ଛାତ୍ରୀ ପ୍ରକୃତିଙ୍କ ମୃତଦେହ ତାଙ୍କ ବାପା ଓ ମାମୁଙ୍କୁ ହସ୍ତାନ୍ତର ପ୍ରକ୍ରିୟା କାର୍ଯ୍ୟ ଶେଷ ହେବା ପରେ କିଟ୍‍ ଓ କିସ୍‍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ସେମାନଙ୍କ ସହ ସାକ୍ଷାତ କରିଥିଲେ। ପ୍ରକୃତିଙ୍କ ଅକାଳ ମୃତ୍ୟୁରେ ଶ୍ରୀ ସାମନ୍ତ ଗଭୀର ଦୁଃଖ ପ୍ରକାଶ କରିବା ସହ ସେମାନଙ୍କୁ ସାନ୍ତ୍ୱନା ଦେଇଥିଲେ। ଏହି ଅବସରରେ ପ୍ରକୃତିଙ୍କ ସ୍ମୃତି ଉଦ୍ଦେଶ୍ୟରେ ତାଙ୍କ ନାମରେ ଏକ ମେଧାବୃତ୍ତି ପ୍ରଦାନ କରାଯିବ ବୋଲି ଶ୍ରୀ ସାମନ୍ତ ଘୋଷଣା କରିଥିଲେ

Read More »
କ୍ରୀଡା

କିଟ୍‍କୁ ସ୍ପୋର୍ଟଷ୍ଟାର ଏସେସ୍‍ ପୁରସ୍କାର ୨୦୨୫

ଭୁବନେଶ୍ୱର : କ୍ରୀଡ଼ା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ସକାଶେ କିଟ୍‍ ବିଶ୍ୱବିଦ୍ୟାଳୟକୁ ସମ୍ମାନଜନକ ସ୍ପୋର୍ଟଷ୍ଟାର ଏସେସ୍‍ ପୁରସ୍କାର ୨୦୨୫ ପ୍ରଦାନ କରାଯାଇଛି । କ୍ରୀଡ଼ା ଓ କ୍ରୀଡ଼ାବିତ୍‍ଙ୍କୁ ପ୍ରୋତ୍ସାହନ ଯୋଗାଇ ଦେଇଆସୁଥିବା ଦେଶର ଏକମାତ୍ର ବିଶ୍ୱବିଦ୍ୟାଳୟ ଭାବେ କିଟ୍‍କୁ ଏହି ପୁରସ୍କାର ପ୍ରଦାନ କରାଯାଇଛି । ଶୁକ୍ରବାର ମୁମ୍ବାଇଠାରେ ‘ସ୍ପୋର୍ଟଷ୍ଟାର’ ପକ୍ଷରୁ ଆୟୋଜିତ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ କିଟ୍‍କୁ ଏହି ପୁରସ୍କାର ପ୍ରଦାନ କରାଯାଇଛି । କିଟ୍‍ ଓ କିସ୍‍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ବ୍ୟକ୍ତିଗତ ଭାବେ ଉପସ୍ଥିତ

Read More »
ଦେଶ ବିଦେଶ

ଦଶମ ଓ ଦ୍ଵାଦଶରେ କିସରୁ ରେକର୍ଡ ସଂଖ୍ୟକ ପରୀକ୍ଷାର୍ଥୀ

ଭୁବନେଶ୍ୱର : ଚଳିତ ବର୍ଷ ମାଧ୍ୟମିକ ଶିକ୍ଷା ବୋର୍ଡ ଦ୍ୱାରା ପରିଚାଳିତ ଦଶମ ଶ୍ରେଣୀ ଓ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ +୨ ପରୀକ୍ଷାରେ କିସ୍‍ ରୁ ରେକର୍ଡ଼ ସଂଖ୍ୟକ ଛାତ୍ରଛାତ୍ରୀ ପରୀକ୍ଷା ଦେବେ । କିସର୍‍ ୨୦୦୦ ଛାତ୍ରଛାତ୍ରୀ ଦଶମ ଶ୍ରେଣୀ ପରୀକ୍ଷା ଦେଉଥିବା ବେଳେ ୧୯୦୦ ଛାତ୍ରଛାତ୍ରୀ +୨ ପରୀକ୍ଷା ଦେବେ । ଉଭୟ ଦଶମ ଓ +୨ ପରୀକ୍ଷା ଦେବାକୁ ଯାଉଥିବା ଛାତ୍ରଛାତ୍ରୀମାନଙ୍କ ମଧ୍ୟରୁ ୬୦% ହେଉଛନ୍ତି ଛାତ୍ରୀ ।

Read More »
ତାଜା ଖବର

ମୁଖ୍ୟମନ୍ତ୍ରୀଙ୍କ ଇସ୍ତଫା ପରେ ମଣିପୁର ରାଜନୀତି ସରଗରମ

ଇମ୍ଫାଲ : ମଣିପୁର ମୁଖ୍ୟମନ୍ତ୍ରୀ ଏନ୍ ବିରେନ୍ ସିଂହ ରବିବାର ଇସ୍ତଫା ଦେବା ପରେ ସେଠାକାର ରାଜନୀତି ସରଗରମ ରହିଛି । ପରବର୍ତ୍ତୀ ରଣନୀତି ନିର୍ଦ୍ଧାରଣ କରିବା ପାଇଁ ବିଜେପି ରାଜ୍ୟ ପ୍ରଭାରୀ ସମ୍ବିତ ପାତ୍ର ଇମ୍ଫାଲରେ ପହଞ୍ଚିବାର ଦିନକ ପରେ ଏହା ଘଟିଛି। ଏଠାରେ ସେ ସୋମବାର ଏକ ହୋଟେଲରେ କିଛି ବିଜେପି ବିଧାୟକଙ୍କ ସହ ରୁଦ୍ଧଦ୍ୱାର ବୈଠକ କରିଥିଲେ ବୋଲି ଦଳୀୟ ସୂତ୍ରରୁ  ସୂଚନା ମିଳିଛି। ମିଳିଥିବା ସୂଚନା ଅନୁଯାୟୀ ସମ୍ବିତ ପାତ୍ର ଏନ୍.

Read More »
କ୍ରୀଡା

ବିଶ୍ୱରେ ଲଜ୍ଜିତ ହେଲା ଓଡ଼ିଶା

ବାରବାଟୀ ଷ୍ଟାଡ଼ିୟମରେ ଭାରତ-ଇଂଲଣ୍ଡ ଦିନିକିଆ କ୍ରିକେଟ୍ ମ୍ୟାଚବେଳେ ଅଧଘଣ୍ଟା ଧରି ପଡ଼ିଆ ଅନ୍ଧାର ରହିଲା । ସମଗ୍ର ବିଶ୍ୱ ମ୍ୟାଚର ସିଧାପ୍ରସାରଣ ଦେଖୁଥିବାବେଳେ ଏଭଳି ଅଭାବନୀୟ ଘଟଣା ଓଡ଼ିଶା ସରକାର ଓ ଓଡ଼ିଶା କ୍ରିକେଟ୍ ଆସୋସିଏସନର ପରିଚାଳନାଗତ ତ୍ରୁଟିକୁ ପଦାରେ ପକାଇଛି ।  ଏହି ଘଟଣା ଓଡ଼ିଶାକୁ ସାରା ବିଶ୍ୱରେ ନିନ୍ଦିତ କରିଛି ତଥାପି ରାଜ୍ୟ ସରକାର ଏହାକୁ ଗୁରୁତ୍ୱର ସହ ନେଇ ନିଜଆଡ଼ୁ ଉଚ୍ଚସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦେବା ପରିବର୍ତ୍ତେ ଓଡ଼ିଶା କ୍ରିକେଟ୍ ଆସେସିଏସ(ଓସିଏ) ସମ୍ପାଦକଙ୍କୁ

Read More »
ଜୀବନଚର୍ଯ୍ୟା

କିମ୍‍ସରେ ଜାତୀୟ ଫୋନୋ ସର୍ଜନ ସମ୍ମିଳନୀ ଉଦ୍‍ଘାଟିତ

ଭୁବନେଶ୍ୱର : ଆସୋସିଏସନ୍‍ ଅଫ୍‍ ଫୋନୋ ସର୍ଜନ୍ସ ଅଫ୍‍ ଇଣ୍ଡିଆ (ଏପିଏସ୍‍ଆଇ)ର ୨୦ତମ ଜାତୀୟ ଫୋନୋ ସର୍ଜନ ସମ୍ମିଳନୀ ‘ଫୋନୋକନ୍‍-୨୦୨୫’ ଶୁକ୍ରବାର କିମ୍‍ସରେ ଉଦ୍‍ଘାଟିତ ହୋଇଯାଇଛି । ୩ଦିନ ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି ସମ୍ମିଳନୀରେ ଦେଶର ବିଭିନ୍ନ ସ୍ଥାନରୁ ୪ଶହରୁ ଊର୍ଦ୍ଧ୍ୱ ସ୍ୱର ବିଶେଷଜ୍ଞ, ସର୍ଜନ, ସ୍ପିଚ୍‍ ଥେରାପିଷ୍ଟ ଯୋଗ ଦେଇଛନ୍ତି । ଏ ନେଇ ଆଜି ଅନୁଷ୍ଠିତ ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ପ୍ରଦାନ କରି ଏପିଏସ୍‍ଆଇର ସଭାପତି ତଥା କିମ୍‍ସ କର୍ଣ୍ଣ, ନାସା ଓ ଗଳା ବିଭାଗ ମୁଖ୍ୟ

Read More »