ଦେଶ ବିଦେଶ

ଦେଶ ବିଦେଶ

କିଟରେ ‘ବ୍ରିକ୍‍ସ ଯୁବ ପରିଷଦ ଉଦ୍ୟୋଗିକତା ପ୍ରାକ୍‌-ପରାମର୍ଶ’ କାର୍ଯ୍ୟକ୍ରମ

ଭୁବନେଶ୍ୱର : ଯୁବ ଉଦ୍ୟୋଗୀଙ୍କୁ ସଶକ୍ତ କରିବା ନେଇ କିଟରେ ‘ବ୍ରିକ୍‍ସ ଯୁବ ପରିଷଦ ଉଦ୍ୟୋଗିକତା ପ୍ରାକ୍‌-ପରାମର୍ଶ‘ କାର୍ଯ୍ୟକ୍ରମ ମଙ୍ଗଳବାର କିଟରେ ଅନୁଷ୍ଠିତ ହୋଇଯାଇଛି । କେନ୍ଦ୍ର ସରକାରଙ୍କ ଯୁବ ବ୍ୟାପାର ମନ୍ତ୍ରାଳୟ, ଗ୍ଲୋବାଲ୍‍ କାଉଣ୍ଟର ଟେରୋରିଜିମ୍‍ କାଉନ୍‍ସିଲ୍‍ (ଜିସିଟିସି), କିଟ୍‍ ଟିବିଆଇ ଓ କିଟ୍‍ ବିଶ୍ୱବିଦ୍ୟାଳୟ ମିଳିତ ଆନୁକୂଲ୍ୟରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମକୁ ଓଡ଼ିଶା ବିଧାନସଭା ବାଚସ୍ପତି ସୁରମା ପାଢ଼ୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉଦ୍‍ଘାଟନ କରିଥିଲେ । ଶ୍ରୀମତୀ ପାଢ଼ୀ କହିଲେ, ଶିଳ୍ପର ବିକାଶ ବିନା କୌଣସି ରାଜ୍ୟ

Read More »
ଦେଶ ବିଦେଶ

କିଟ୍ ଓ କିସ୍‌ରେ ୭୬ତମ ସାଧାରଣତନ୍ତ୍ର ଦିବସ ପାଳିତ

ଭୁବନେଶ୍ୱର : କିଟ୍ ଓ କିସ୍ ବିଶ୍ୱବିଦ୍ୟାଳୟରେ ୭୬ତମ ସାଧାରଣତନ୍ତ୍ର ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ଚଳିତ ବର୍ଷ ସାଧାରଣତନ୍ତ୍ର ଦିବସରେ ଅନ୍ତର୍ଜାତୀୟ ଭଲିବଲ ସଂଘ (ଏଫଆଇଭିବି)ର ସଭାପତି ଫାବିଓ ଆଜେଭେଦୋ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇଥିଲେ। ଛାତ୍ରଛାତ୍ରୀଙ୍କ ପରେଡ ଅଭିବାଦନ ଗ୍ରହଣ କରି କିଟ୍ ଓ କିସ୍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ କହିଲେ, ପ୍ରତିବର୍ଷ କିଟ୍ ଓ କିସ୍‌ରେ ସାଧାରଣତନ୍ତ୍ର ଦିବସ ଅତି ଆଡ଼ମ୍ବରରେ ପାଳିତ ହୋଇଥାଏ। ପ୍ରତିବର୍ଷ ବିଦେଶରୁ ଜଣେ ଗଣ୍ୟମାନ୍ୟ ବ୍ୟକ୍ତି ଏହି କାର୍ଯ୍ୟକ୍ରମରେ

Read More »
ତାଜା ଖବର

୨୩ ଜିଲ୍ଲା ସଭାପତିଙ୍କ ନାଁ ଘୋଷଣା କଲା ବିଜେପି

ରାଜ୍ୟରେ କ୍ଷମତାସୀନ ବିଜେପି ନିଜର ସାଂଗଠନିକ ନିର୍ବାଚନ ପ୍ରକ୍ରିୟାକୁ ଚୂଡ଼ାନ୍ତ ରୂପ ଦେଇଛି । ଶନିବାର ୨୩ଟି ସାଂଗଠନିକ ଜିଲ୍ଲାର ସଭାପତିଙ୍କ ନାଁ ଘୋଷଣା କରିଛି । ବାକି ୧୪ଟି ସାଂଗଠନିକ ଜିଲ୍ଲାର ସଭାପତିଙ୍କ ନାଁକୁ ନେଇ ଅଙ୍କ ଛିଡ଼ୁନଥିବାବେଳେ ଆସନ୍ତା ସପ୍ତାହରେ ରାଜ୍ୟ ସଭାପତିଙ୍କ ନାଁ ଘୋଷଣା ହେବାର ସମ୍ଭାବନା ରହିଛି । ରାଜ୍ୟ ସଭାପତିଙ୍କ ନିଜ ଜିଲ୍ଲା ଭଦ୍ରକ ସମେତ ଗୁରୁତ୍ୱପୂର୍ଣ୍ଣ ଭୁବନେଶ୍ୱର, ଖୋର୍ଦ୍ଧା, ସମ୍ବଲପୁର ଓ ଅନୁଗୁଳ ଭଳି ସାଂଗଠନିକ ଜିଲ୍ଲାର ସଭାପତିଙ୍କ

Read More »
ତାଜା ଖବର

ମୋହନ ସରକାରଙ୍କ ବଡ଼ ଗେମ୍ ପ୍ଲାନ୍

ପିଏମଆବାସ ଯୋଜନାରେ ଯୋଗ୍ୟ ଲୋକଙ୍କୁ ‘ଘର’ ଆବଂଟନ ମାଧ୍ୟମରେ ବିଜେପି ନିଜର ଭୋଟବ୍ୟାଙ୍କକୁ ଗ୍ରାମାଂଚଳରେ ସୁଦୃଢ଼ କରିବାର ରଣନୀତି ପ୍ରସ୍ତୁତ କରିଥିବା ଜଣାପଡ଼ିଛି । ନିର୍ଭରଯୋଗ୍ୟ ସୂତ୍ର ଅନୁସାରେ, ଗତ ବୁଧବାର ରାଜ୍ୟ ବିଜେପି କାର୍ଯ୍ୟାଳୟରେ ସଂଗଠନ ଓ ସରକାର ମଧ୍ୟରେ ସମନ୍ୱୟ ରକ୍ଷା ପାଇଁ ରାଜ୍ୟ ପ୍ରଭାରୀ ବିଜୟପାଲ ସିଂ ତୋମାରଙ୍କ ଉପସ୍ଥିତିରେ ବସିଥିବା ଉଚ୍ଚସ୍ତରୀୟ ବୈଠକରେ ଏଭଳି ରଣନୀତି ଉପରେ ମୋହର ବାଜିଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ‘ସମସ୍ତଙ୍କୁ ପକ୍କାଘର’ ଯୋଜନାକୁ ସାକାର

Read More »
କ୍ରୀଡା

କିଟ୍ ଓ କିସ୍ ପକ୍ଷରୁ ମିନି ମାରାଥନ

ଭୁବନେଶ୍ୱର : କିଟ୍ ଓ କିସ୍ ପକ୍ଷରୁ ପ୍ରତିବର୍ଷ ଓଡ଼ିଶାର ସମସ୍ତ ଜିଲ୍ଲା ତଥା ଭାରତର ବିଭିନ୍ନ ସହରରେ ‘ସମସ୍ତଙ୍କ ପାଇଁ ଶିକ୍ଷା’ ଲକ୍ଷ୍ୟରେ ମିନି ମାରାଥନ ଆୟୋଜନ କରାଯାଇଥାଏ । ଚଳିତ ବର୍ଷ ଓଡ଼ିଶାର ୩୭ଟି ସ୍ଥାନ ଓ ଭାରତର ୬୫ରୁ ଅଧିକ ସ୍ଥାନରେ ଏହି ମିନି ମାରାଥନ ଆୟୋଜନ କରାଯାଇଥିଲା। ଏହାର ଏକ ଅଂଶ ବିଶେଷ ଭୁବନେଶ୍ୱରରେ ନିଆରା ଢଙ୍ଗରେ ‘ପାଟାଥନ’ ଆୟୋଜନ କରାଯାଇଥିଲା। ସକାଳ ୭ଟାରୁ ୮ଟା ପର୍ଯ୍ୟନ୍ତ ଚାଲିଥିବା ଏହି ପାଟାଥନର ଦ୍ୱିତୀୟ ସଂସ୍କରଣରେ

Read More »
ଦେଶ ବିଦେଶ

କିଟରେ ବ୍ଲୁ ଇକୋନୋମି ଉପରେ ଅନ୍ତର୍ଜାତୀୟ ସମ୍ମିଳନୀ

ଭୁବନେଶ୍ୱର : ‘ଏମ୍‍ପାୱାରିଂ ସଷ୍ଟେନେବଲ୍‍ ଗ୍ରୋଥ ଥ୍ରୁ ମେରାଇନ୍‍ ଇକୋସିଷ୍ଟମ୍‍’ ବିଷୟବସ୍ତୁକୁ ନେଇ କିଟ୍‍ ବିଶ୍ୱବିଦ୍ୟାଳୟରେ ଅନ୍ତର୍ଜାତୀୟ ସମ୍ମିଳନୀ ‘ବ୍ଲୁ ଇକୋନୋମି’ ଗୁରୁବାର ଉଦ୍‍ଘାଟିତ ହୋଇଯାଇଛି। ଭାରତର ସରକାରଙ୍କ ପ୍ରମୁଖ ବିଜ୍ଞାନ ପରାମର୍ଶଦାତା କାର୍ଯ୍ୟାଳୟ, ଇନ୍‍ଷ୍ଟିଚ୍ୟୁଟ୍‍ ଅଫ୍‍ ଲାଇଫ୍‍ ସାଇନ୍‍ସେସ୍‍, ଆଇଆଇଟି ରୋପର, ବାୟୋଟେକ୍ନୋଲୋଜି ରିସର୍ଚ୍ଚ ଆଣ୍ଡ ଇନୋଭେସନ୍‍ କାଉନ୍‍ସିଲ୍‍, ବିଜ୍ଞାନ ଭାରତୀ, କିଟ୍‍ ବିଶ୍ୱବିଦ୍ୟାଳୟ, କିଟ୍‍ ସ୍କୁଲ୍‍ ଅଫ୍‍ ବାୟୋଟେକ୍ନୋଲୋଜି, ଭୁବନେଶ୍ୱର ସିଟି ନଲେଜ୍‍ ଇନୋଭେସନ୍‍ କ୍ଲଷ୍ଟର ଫାଉଣ୍ଡେସନ୍‍ (ବିସିକେଆଇସି)ର ମିଳିତ ଆନୁକୂଲ୍ୟରେ ୨୩ ଓ ୨୪ ତାରିଖ ଦୁଇ ଦିନ ବ୍ୟାପୀ ଅନୁଷ୍ଠିତ ହେବାକୁ ଥିବା

Read More »
କ୍ରୀଡା

କିସ୍‍ର ୩ ବିଶ୍ୱ ବିଜୟୀଙ୍କୁ ଅଭିନନ୍ଦନ ଜଣାଇଲେ ଅଚ୍ୟୁତ ସାମନ୍ତ

ଭୁବନେଶ୍ୱର : ପାରମ୍ପରିକ କ୍ରୀଡ଼ା ଖୋଖୋରେ କିସ୍‍ ବିଶ୍ୱବିଦ୍ୟାଳୟର ୩ ଖେଳାଳି ପାବନି ଶବର, ଶୁଭଶ୍ରୀ ସିଂହ ଓ ମାଗାଇ ମାଝି ଇତିହାସ ରଚିଛନ୍ତି । ନୂଆଦିଲ୍ଲୀ ଇନ୍ଦିରା ଗାନ୍ଧୀ ଇନ୍‌ଡୋର ଷ୍ଟାଡିୟମ୍‌ରେ ଆୟୋଜିତ ପ୍ରଥମ ଖୋ ଖୋ ବିଶ୍ୱକପରେ ଉଭୟ ପୁରୁଷ ଓ ମହିଳାରେ ଆୟୋଜକ ଭାରତ ବିଜେତା ହୋଇଛି । ଏଥିରେ ପୁରୁଷ ବର୍ଗରେ କିସ୍‍ ଛାତ୍ର ପାବନି ଶବର ସାମିଲ ହୋଇଥିବା ବେଳେ ମହିଳା ଦଳରେ ଶୁଭଶ୍ରୀ ସିଂହ ଓ ମାଗାଇ ମାଝି ସାମିଲ

Read More »
ତାଜା ଖବର

୩୧ରୁ ସଂସଦର ବଜେଟ ଅଧିବେଶନ ଆରମ୍ଭ

ନୂଆଦିଲ୍ଲୀ:ଆସନ୍ତା ୩୧ରୁ ସଂସଦରେ ଆରମ୍ଭ ହେବ ବଜେଟ ଅଧିବେଶନ। କେନ୍ଦ୍ର ସରକାରଙ୍କ ତୃତୀୟ କାର୍ଯ୍ୟକାଳର ଦ୍ବିତୀୟ ସମ୍ପୂର୍ଣ୍ଣ ବଜେଟ ହେବ। ପ୍ରଥମ ଦିନରେ ଲୋକ ସଭା ଓ ରାଜ୍ୟ ସଭାର ମିଳିତ ଅଧିବେଶନକୁ ସମ୍ବୋଧିତ କରିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏହାପରେ ଅର୍ଥନୈତିକ ସର୍ଭେ ରିପୋର୍ଟ ଉପସ୍ଥାପନ କରାଯିବ। ଏହାର ଦିନକ ପରେ ଫେବୃଆରୀ ୧ରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଅଷ୍ଟମଥର ପାଇଁ ବଜେଟ ଉପସ୍ଥାପନ କରିବେ। ଦ୍ୱିତୀୟ ସମ୍ପୂର୍ଣ୍ଣ ବଜେଟ ଆଗତ ପରେ ରାଷ୍ଟ୍ରପତିଙ୍କ ଅଭିଭାଷଣକୁ ନେଇ

Read More »
ଦେଶ ବିଦେଶ

ବର୍ଷକୁ ଏକାଧିକ ଥର ଖୋଲିବ ରାଜଭବନ ଉଦ୍ୟାନ

ଭୁବନେଶ୍ୱର: ଏଣିକି ସାଧାରଣ ଲୋକଙ୍କ ପାଇଁ ବର୍ଷକୁ ଏକାଧିକ ଥର ଖୋଲିବ ରାଜଭବନର ଉଦ୍ୟାନ । ରାଜଭବନରେ ଜନ ସମାଗମ ଲୋକଙ୍କ ନିକଟତର ହେବାର ଏକ ମାଧ୍ୟମ ବୋଲି କହିଛନ୍ତି ରାଜ୍ୟପାଳ ଡ. ହରିବାବୁ କୁମ୍ଭମପତି । ଏଥିସହ ରାଜଭବନର ଉଦ୍ୟାନ ଲୋକଙ୍କ ପାଇଁ ଏକାଧିକ ଥର ଖୋଲିବା ଉପରେ ସେ ଗୁରୁତ୍ୱାରୋପ କରିଛନ୍ତି । ଚଳିତବର୍ଷ ଜାନୁୟାରୀ ୧୩ ତାରିଖରୁ ୨୨ ତାରିଖ ଯାଏଁ ରାଜଭବନର ଉଦ୍ୟାନ ଜନ ସାଧାରଣଙ୍କ ପରିଦର୍ଶନ ପାଇଁ ଖୋଲାଯାଇଛି । ଗତ

Read More »
ତାଜା ଖବର

ସୋମବାର ଟ୍ରମ୍ପଙ୍କ ଶପଥ ସମାରୋହ

ଜାନୁଆରି ୨୦ ଅର୍ଥାତ ସୋମବାର ଦ୍ବିତୀୟ ଥର ପାଇଁ ଆମେରିକାର ୪୭ତମ ରାଷ୍ଟ୍ରପତି ଭାବେ ଶପଥ ନେବେ ଡୋନାଲ୍‌ଡ ଟ୍ରମ୍ପ । ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଜଷ୍ଟିସ୍ ଜନ୍ ଜି. ରୋବର୍ଟସ୍ ଜୁନିଅର୍ ଟ୍ରମ୍ପଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇବେ । ଟ୍ରମ୍ପଙ୍କ ଶପଥ ସମାରୋହରେ ବିଶ୍ବର ବହୁ ରାଷ୍ଟ୍ରମୁଖ୍ୟ ଏବଂ ପ୍ରତିନିଧି ସାମିଲ ହେଉଛନ୍ତି । ୬୦ରୁ ଅଧିକ ଦେଶକୁ ଏଥିପାଇଁ ନିମନ୍ତ୍ରଣ କରାଯାଇଛି । ଯେଉଁମାନଙ୍କ ମଧ୍ୟରେ ଅଛନ୍ତି ଚୀନ ରାଷ୍ଟ୍ରପତି

Read More »