ଦେଶ ବିଦେଶ

ତାଜା ଖବର

୧୬ରେ ଉଦ୍‌ଯାପିତ ହେବ ବୌଦ୍ଧ ସମ୍ମିଳଳୀ

ବିଶ୍ୱ ଶାନ୍ତି ପାଇଁ ଚାଲିଛି ପ୍ରାର୍ଥନା ଓ ମନ୍ତ୍ର ପାଠ। ବୌଦ୍ଧ ଧର୍ମାବଲମ୍ବୀ ଓ ସନ୍ନ୍ୟାସୀଙ୍କ ପ୍ରାର୍ଥନାରେ କମ୍ପୁଛି ବୌଦ୍ଧ ପର୍ଯ୍ୟଟନ ସ୍ଥଳୀ ଉଦୟଗିରି ଓ ରତ୍ନଗିରି। ସ୍ନେହ, ପ୍ରେମ ଶ୍ରଦ୍ଧାର‌ ବାର୍ତ୍ତା ସହ ବିଶ୍ୱ ଶାନ୍ତି ପାଇଁ ବୁଦ୍ଧଙ୍କ ନିକଟରେ ଚାଲିଛି ପ୍ରାର୍ଥନା। ଗୌତମ ବୁଦ୍ଧଙ୍କ ପ୍ରତି ଆକୃଷ୍ଟ ହୋଇ ଏକାଠୀ ହେଲେ ୧୭‌ଟି ଦେଶର ପ୍ରାୟ ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ ଓ ସନ୍ନ୍ୟାସୀ। ଓଡ଼ିଶାରେ ବୌଦ୍ଧଙ୍କ କୀର୍ତ୍ତିରାଜ, ଐତିହ୍ୟ ଦେଖି ସେମାନେ ବିମୋହିତ ହୋଇଛନ୍ତି।

Read More »
ଦେଶ ବିଦେଶ

ଫେରିଲେ ଇଣ୍ଡିଆ ଟ୍ରେକର ପ୍ରତିନିଧିମଣ୍ଡଳ

ଭୁବନେଶ୍ୱର : ଇଣ୍ଡିଆ ଟ୍ରେକ୍‍ ନିମନ୍ତ୍ରଣ କାର୍ଯ୍ୟକ୍ରମରେ ୫ ତାରିଖରୁ ୭ ଦିନିଆ କିଟ୍‍ ଓ କିସ୍‍ ପରିଦର୍ଶନରେ ଆସିଥିବା ହାର୍ଭାର୍ଡ ଓ ମାସାଚ୍ୟୁସେଟ୍‍ସ ଇନଷ୍ଟିଚ୍ୟୁଟ୍‍ ଅଫ୍‍ ଟେକ୍ନୋଲୋଜି (ଏମ୍‍ଆଇଟି)ର ୪୦ ଜଣିଆ ପ୍ରତିନିଧିମଣ୍ଡଳ ରବିବାର ସମସ୍ତ କାର୍ଯ୍ୟକ୍ରମ ସାରି ଫେରି ଯାଇଛନ୍ତି । କିଟ୍‍ ଓ କିସ୍‍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ସେମାନଙ୍କୁ ଏକ ସ୍ୱତନ୍ତ୍ର ଉତ୍ସବରେ ସମ୍ବର୍ଦ୍ଧିତ କରିବା ସହ ପ୍ରମାଣପତ୍ର ପ୍ରଦାନ କରିଥିଲେ। କିଟ୍‍ ଓ କିସ୍‍ ପରିଦର୍ଶନରେ ଆସି କିଟ୍‍ର ବିଭିନ୍ନ

Read More »
ଦେଶ ବିଦେଶ

କିଟ୍‍ ଇଣ୍ଟରନ୍ୟାସନାଲ୍‍ ସ୍କୁଲ୍‍ର ୧୮ତମ ବାର୍ଷିକ ଉତ୍ସବ

ଭୁବନେଶ୍ୱର : କିଟ୍‍ ଇଣ୍ଟରନ୍ୟାସନାଲ୍‍ ସ୍କୁଲ୍‍ର ୧୮ତମ ବାର୍ଷିକ ଉତ୍ସବ ଶନିବାର ଅନୁଷ୍ଠିତ ହୋଇଯାଇଛି ।  କିଟ୍‍ ଓ କିସ୍‍ ସଭାପତି ଶାଶ୍ୱତୀ ବଳ କାର୍ଯ୍ୟକ୍ରମର ଉଦ୍‍ଘାଟନ କରିଥିବା ବେଳେ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ। ଏହି ଅବସରରେ ଶ୍ରୀ ସାମନ୍ତ ଛାତ୍ରଛାତ୍ରୀ ତଥା ଅଭିଭାବକଙ୍କୁ ଅଭିଭାଷଣ ପ୍ରଦାନ କରି କହିଲେ, କିଟ୍‍ ଇଣ୍ଟରନ୍ୟାସ୍‍ନାଲ୍‍ ସ୍କୁଲରେ ପିଲାମାନଙ୍କୁ ଆନୁଷ୍ଠାନିକ ଶିକ୍ଷା ସହ ସେମାନଙ୍କ ସାମଗ୍ରିକ ବିକାଶ ଉପରେ ବିଶେଷ ଧ୍ୟାନ ଦିଆଯାଇଥାଏ ।

Read More »
ତାଜା ଖବର

ହସ୍ପିଟାଲରେ ହାସ୍ୟ ଅଭିନେତା ଟିକୁ ତଲସାନିଆ

ମୁମ୍ବାଇ : ଟେଲିଭିଜନ୍ ଏବଂ ବଲିଉଡ୍ ଦୁନିଆର ନାମୀଦାମୀ କଳାକାର ତଥା ବରିଷ୍ଠ ହାସ୍ୟ ଅଭିନେତା ଟିକୁ ତଲସାନିଆଙ୍କ ସ୍ୱାସ୍ଥ୍ୟ ଅବସ୍ଥା ବିଗିଡ଼ିଛି । ଛାତିରେ ଯନ୍ତ୍ରଣା ଅନୁଭବ କରିବା ପରେ ତାଙ୍କୁ ମୁମ୍ବାଇର ଏକ ଘରୋଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ତାଙ୍କୁ ହୃଦ ଘାତ ଆସିଥିବା ପ୍ରାଥମିକ ଚିକିତ୍ସାରୁ ଜଣାପଡ଼ିଛି । ୭୦ ବର୍ଷୀୟ ଟିକୁ ତଲସାନିଆ ହଠାତ୍ ଛାତିରେ ଯନ୍ତ୍ରଣା ଅନୁଭବ କରିଥିଲେ । ପରିବାର ଲୋକେ ତୁରନ୍ତ ତାଙ୍କୁ ମେଡ଼ିକାଲରେ ଭର୍ତ୍ତି

Read More »
ତାଜା ଖବର

ଦିଲ୍ଲୀ ନିର୍ବାଚନ ଲାଗି ବିଜେପିର ୨ୟ ତାଲିକା ଜାରି

ନୂଆଦିଲ୍ଲୀ : ଦିଲ୍ଲୀ ବିଧାନସଭା ନିର୍ବାଚନ ୨୦୨୫ ପାଇଁ ଭାରତୀୟ ଜନତା ପାର୍ଟି (ବିଜେପି) ୨୯ ଜଣ ପ୍ରାର୍ଥୀଙ୍କ ନାମ ସହ ଦ୍ୱିତୀୟ ତାଲିକା ଜାରି କରିଛି। ଏଥିରେ କପିଲ ମିଶ୍ରଙ୍କୁ କରାୱଲ ନଗରରୁ ଟିକେଟ ଦିଆଯାଇଛି । ଅନ୍ୟ ପ୍ରାର୍ଥୀମାନେ ହେଲେ ନରେଲାରୁ ରାଜ କରଣ ଖତ୍ରୀ, ତିମାରପୁରରୁ ସୂର୍ଯ୍ୟ ପ୍ରକାଶ ଖତ୍ରୀ, ମୁଣ୍ଡକାରୁ ଗଜେନ୍ଦ୍ର ଦାରାଳ ଓ କିରାରିରୁ ବଜରଙ୍ଗ ଶୁକ୍ଳା। ସୁଲତାନପୁର ମାଜରାରୁ କରମ ସିଂହ କର୍ମା, ଶକୁର ବସ୍ତି ଆସନରୁ କରମେଲ

Read More »
ଅପରାଧ

ଖୋଲିବ ଠକ ଦମ୍ପତ୍ତି ହଂସିତା ଓ ଅନୀଲଙ୍କ ରାଜ୍

ରାଜଧାନୀରୁ ଗିରଫ ହାଇପ୍ରୋଫାଇଲ ଠକ ଦମ୍ପତି ହଂସିତା ଓ ଅନୀଲ ମହାନ୍ତିଙ୍କ ପାଇଁ ଅଡୁଆ ବଢ଼ିଲା । କାରଣ ଏମାନଙ୍କ ବେଆଇନ ଆର୍ଥିକ କାରବାରର ପେଡ଼ି ଖୋଲିବାକୁ ଅଣ୍ଟା ଭିଡ଼ିଲା ଇଡି । କମିଶନରେଟ୍ ପୋଲିସଠାରୁ ସଂଗ୍ରହ କଲା ତଥ୍ୟ । ସେପଟେ ହଂସିତା-ଅନୀଲ କେମିତି ଠକେଇ କରୁଥିଲେ, ତାର ଗନ୍ଧ ବାରିଛି ତଦନ୍ତକାରୀ ଟିମ୍‌ । କେମିତି ଲୁଟୁଥିଲେ ଠକ ଦମ୍ପତି ହଂସିତା ଓ ଅନୀଲ ? କଣ ଥିଲା ଠକିବାର ତରିକା ? ମଧ୍ୟସ୍ଥତା

Read More »
କ୍ରୀଡା

ଇଂଲଣ୍ଡ ବିପକ୍ଷ ଟି-୨୦ ସିରିଜ ପାଇଁ ଫେରିଲେ ସାମି

ମୁମ୍ବାଇ : ଜାନୁଆରୀ ୨୨ରୁ ଇଂଲଣ୍ଡ ବିପକ୍ଷ ଟି-୨୦ ଶୃଙ୍ଖଳା ପାଇଁ ଭାରତ ଦଳ ଘୋଷଣା କରିଛି। ସୂର୍ଯ୍ୟକୁମାର ଯାଦବଙ୍କ ନେତୃତ୍ୱରେ ଟିମ୍ ଇଣ୍ଡିଆ ଖେଳିବ। ଅଭିଜ୍ଞ ବୋଲର ମହମ୍ମଦ ସାମି ଦଳକୁ ଫେରିଛନ୍ତି। ସଞ୍ଜୁ ସାମସନ, ଅଭିଷେକ ଶର୍ମା, ତିଲକ ବର୍ମା ଓ ବରୁଣ ଚକ୍ରବର୍ତ୍ତୀଙ୍କୁ ମଧ୍ୟ ଟିମ୍ ଇଣ୍ଡିଆରେ ସ୍ଥାନ ମିଳିଛି। ଅକ୍ଷର ପଟେଲଙ୍କୁ ଉପଅଧିନାୟକ କରାଯାଇଛି। ହର୍ଷିତ ରାଣା ଏବଂ ଅର୍ଶଦୀପ ସିଂହ ମଧ୍ୟ ଟିମ୍ ଇଣ୍ଡିଆର ସଦସ୍ୟ ଅଛନ୍ତି। ଭାରତ ଓ

Read More »
ତାଜା ଖବର

ଗୋଟିଏ ଦିନ ବଢିଲା ପୁଷ୍ପ ପ୍ରଦର୍ଶନୀ

ଭୁବନେଶ୍ବର: ରାଜଧାନୀ ଭୁବନେଶ୍ୱରର ଏକାମ୍ର କାନନସ୍ଥିତ ଆଞ୍ଚଳିକ ଉଦ୍ଭିଦ ସମ୍ପଦ କେନ୍ଦ୍ରରେ ଆୟୋଜିତ ବାର୍ଷିକ ପୁଷ୍ପ ପଦର୍ଶନୀ ଆଜି ସରିବ ନାହିଁ। ରାଜ୍ୟ ସରକାର ଏହି ପ୍ରଦର୍ଶନୀକୁ ଆହୁରି ଗୋଟିଏ ଦିନ ବଢ଼ାଇ ଦେଇଛନ୍ତି। ଏଠାକୁ ଆସୁଥିବା ଦର୍ଶକଙ୍କ ଚାହିଦାକୁ ଗୁରୁତ୍ବ ଦେଇ ସରକାର ଏହି ପ୍ରଦର୍ଶନୀକୁ ଜାନୁଆରି ୧୨ (ରବିବାର) ପର୍ଯ୍ୟନ୍ତ ବଢ଼ାଇ ଦେଇଛନ୍ତି। ବର୍ଦ୍ଧିତ ସମୟ ନେଇ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶରାମ ସିଂ ଖୁଣ୍ଟିଆ ଗଣମାଧ୍ୟମକୁ ଏହି ସୂଚନା ଦେଇଛନ୍ତି। ମନ୍ତ୍ରୀ

Read More »
ଜୀବନଚର୍ଯ୍ୟା

କିମସରେ ପ୍ରଥମ ଅସ୍ଥି ମଜ୍ଜା ସଫଳ ପ୍ରତିରୋପଣ

ଭୁବନେଶ୍ୱର : କିମସରେ ପ୍ରଥର ଥର ଲାଗି ସଫଳ ଅସ୍ଥି ମଜ୍ଜା ପ୍ରତିରୋପଣ (ବିଏମଟି) କରି ଓଡ଼ିଶାର ଉନ୍ନତ କର୍କଟ ଚିକିତ୍ସାରେ ଏକ ମାଇଲଖୁଣ୍ଟ ସ୍ଥାପନ କରିଛି। ଏହା ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ। ନୟାଗଡ଼ ଜିଲ୍ଲାରୁ କିମସରେ ଚିକିତ୍ସା ପାଇଁ ଆସିଥିବା ଜଣେ ରୋଗୀଙ୍କଠାରେ ସଫଳତାର ସହ ଅସ୍ଥି ମଜ୍ଜା ପ୍ରତିରୋପଣ କରାଯାଇଛି। ରୋଗୀ ଜଣକ ଏକାଧିକ ପ୍ରକାରର ମାଇଲୋମା ଭଳି ଏକ ପ୍ରକାର ରକ୍ତ କର୍କଟ ରୋଗରେ ଆକ୍ରାନ୍ତ ହୋଇଥିଲେ। ପ୍ରତିରୋପଣ ପରେ ରୋଗୀ ସଂପୂର୍ଣ୍ଣ

Read More »
ତାଜା ଖବର

ଫେବ୍ରୁଆରୀ ୫ରେ ଦିଲ୍ଲୀ ବିଧାନସଭା ନିର୍ବାଚନ

ନୂଆଦିଲ୍ଲୀ : ସରିଲା ଅପେକ୍ଷା, ଦିଲ୍ଲୀ ନିର୍ବାଚନ ପାଇଁ ଘୋଷଣା ହେଲା ତାରିଖ ।  ଫେବ୍ରୁଆରୀ ୫ ତାରିଖରେ ହେବ ଦିଲ୍ଲୀ ବିଧାନସଭା ନିର୍ବାଚନ । ଫେବ୍ରୁଆରୀ ୮ରେ ରହିଛି ଭୋଟ୍ ଗଣତି ।  ଏନେଇ ସାମ୍ବାଦିକ ସମ୍ମିଳନୀ କରି ତାରିଖ ଘୋଷଣା କଲେ ମୁଖ୍ୟ ନିର୍ବାଚନ କମିଶନର ରାଜୀବ କୁମାର । ଫେବ୍ରୁଆରୀ ୨୩ରେ ସରୁଛି ଦିଲ୍ଲୀ ବିଧାନସଭା କାର୍ଯ୍ୟକାଳ । ନୂଆବର୍ଷ ପରେ ପ୍ରଥମ ଥର ପାଇଁ ରାଜଧାନୀ ଦିଲ୍ଲୀରେ ହେବ ମତଦାନ ।

Read More »