ଦେଶ ବିଦେଶ

ତାଜା ଖବର

ଆସନ୍ତା ବର୍ଷରୁ ଲାଗୁ ହେବ ଗୋପବନ୍ଧୁ ଜନ ଆରୋଗ୍ୟ ଏବଂ ଆୟୁଷ୍ମାନ ଭାରତ ଯୋଜନା

ଭୁବନେଶ୍ୱର: ଓଡ଼ିଶାରେ ଲାଗୁ ହେବ ଗୋପବନ୍ଧୁ ଜନ ଆରୋଗ୍ୟ ଏବଂ ଆୟୁଷ୍ମାନ ଭାରତ ଯୋଜନା । ଭାରତ ସରକାରଙ୍କ ସହିତ ଆଲୋଚନା ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଁଚିଛି । ଖୁବ ଶୀଘ୍ର ଏନେଇ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦିଆଯିବ ବୋଲି କହିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ । ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସୂଚନା ମୁତାବକ, ଗୋପବନ୍ଧୁ ଜନ ଆରୋଗ୍ୟ ଏବଂ ଆୟୁଷ୍ମାନ ଭାରତ ଯୋଜନା ପାଇଁ ୩୫୦୦ କୋଟି ଟଙ୍କାର ବଜେଟ୍ ବ୍ୟବସ୍ଥା କରିଛନ୍ତି ରାଜ୍ୟ ସରକାର । ପ୍ରଥମ

Read More »
ତାଜା ଖବର

ପୁଣି ଖୋଲିଲା ମୁଖ୍ୟମନ୍ତ୍ରୀ ଅଭିଯୋଗ ପ୍ରକୋଷ୍ଠ

ଭୁବନେଶ୍ୱର: ଦୁଃଖୀରଙ୍କୀଙ୍କ ଦୁଃଖ ଶୁଣିଛନ୍ତି ଲୋକଙ୍କ ସରକାର ମୋହନ ସରକାର । କିଛି ଦିନ ପାଇଁ ବନ୍ଦ ଥିବା ମୁଖ୍ୟମନ୍ତ୍ରୀ ଅଭିଯୋଗ ପ୍ରକୋଷ୍ଠ ଆଜି ପୁଣି ଥରେ ଖୋଲିଛି । ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସମେତ ଅନ୍ୟ ମନ୍ତ୍ରୀମାନେ ଲୋକଙ୍କ ଅଭିଯୋଗ ଶୁଣିବା ସହିତ ସମସ୍ୟାର ସମାଧାନ କରିବାକୁ ପ୍ରତିଶ୍ରୁତି ଦେଇଛନ୍ତି । ମୋହନ ସରକାର ଦାୟିତ୍ୱ ନେବା ପରେ ଏହା ହେଉଛି ପଞ୍ଚମ ଜନ ଶୁଣାଣି । ବିଧାନସଭାର ଶୀତକାଳୀନ ଅଧିବେଶନ ପାଇଁ ଜନ ଅଭିଯୋଗ

Read More »
ତାଜା ଖବର

୧୪୮ ଜଣ ସରପଞ୍ଚ, ପୂର୍ବତନ ସରପଞ୍ଚ ବିଜେପିରେ ସାମିଲ

ଭୁବନେଶ୍ୱର: ଦିନକୁ ଦିନ ବୃଦ୍ଧି ପାଉଛି ରାଜ୍ୟ ବିଜେପିର ଶକ୍ତି । ଆଜି ବିଜେପିରେ ସାମିଲ ହୋଇଛନ୍ତି ଶତାଧିକ ସରପଞ୍ଚ ଓ ସମିତି ସଭ୍ୟଙ୍କ ସହିତ ନାଏବ ସରପଞ୍ଚ । ରାଜ୍ୟ କାର୍ଯ୍ୟାଳୟରେ ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି । ୧୪୮ ଜଣ ସରପଞ୍ଚ, ପୂର୍ବତନ ସରପଞ୍ଚ ଏବଂ ବିଜେଡି ଓ କଂଗ୍ରେସ କର୍ମୀ ବିଜେପିରେ ଯୋଗ ଦେଇଛନ୍ତି । ସେହିପରି ବିଜେଡ଼ି ଛାଡ଼ି ବିଜେପିରେ ବିଧିବଦ୍ଧଭାବେ ଯୋଗ ଦେଇଛନ୍ତି ଜୟପୁର

Read More »
ତାଜା ଖବର

ଆସନ୍ତାକାଲିଠୁ ଆରମ୍ଭ ହେବ ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି କାମ

ଆସନ୍ତାକାଲିଠୁ ଆରମ୍ଭ ହେବାକୁ ଯାଉଛି ବହୁ ପ୍ରତୀକ୍ଷିତ ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି କାମ। ଦୈନିକ ୫ ଘଣ୍ଟା ଧରି ମରାମତି କାମ ହେବାକୁ ଥିବାରୁ ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ଶ୍ରୀଜିଉଙ୍କ ଶୃଙ୍ଖଳିତ ନୀତି ନିର୍ଘଣ୍ଟ ଉପରେ ବିଶେଷ ଗୁରୁତ୍ୱ ଦିଆଯାଇଛି। ସେପ୍ଟେମ୍ବର ୨୧ ଓ ୨୨ ତାରିଖରେ NGRI ଓ ASI ପକ୍ଷରୁ ହୋଇଥିବା ଜିପିଆର୍‌ ସର୍ଭେ ରିପୋର୍ଟ ଆଧାରରେ ଓ ରାଜ୍ୟ ସରକାରଙ୍କ ଏସଓପି ଭିତ୍ତିରେ ହେବ ମରାମତି କାମ।

Read More »
ଦେଶ ବିଦେଶ

କିଟ୍‍ ଇଣ୍ଟରନ୍ୟାସ୍‍ନାଲ୍‍ ସ୍କୁଲ୍‍ ସେନ୍‍ ଗ୍ଲୋବ୍‍ର ୧୦ମ ପ୍ରତିଷ୍ଠା ଦିବସ

ଭୁବନେଶ୍ୱର : କିଟ୍‍ ଇଣ୍ଟରନ୍ୟାସ୍‍ନାଲ୍‍ ସ୍କୁଲ୍‍ ସେନ୍‍ ଗ୍ଲୋବ୍‍ର ୧୦ମ ପ୍ରତିଷ୍ଠା ଦିବସ ସୋମବାର ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଓଡ଼ିଶା ବିଧାନସଭା ବାଚସ୍ପତି ସୁରମା ପାଢ଼ୀ କହିଲେ ସ୍ୱତନ୍ତ୍ର ଶିଶୁମାନେ ମଧ୍ୟ ଭଗବାନଙ୍କ ଅମୃତ ସନ୍ତାନ । ଏଭଳି ପିଲାଙ୍କ ବିଷୟରେ ଚିନ୍ତା କରିବା ଓ ସେମାନଙ୍କୁ ମାର୍ଗଦର୍ଶନ କରିବା ହେଉଛି ଗୁରୁ ଦାୟିତ୍ୱ । କିଟ୍‍ ଇଣ୍ଟରନ୍ୟାସ୍‍ନାଲ୍‍ ସ୍କୁଲ୍‍ ସେନ୍‍ ଗ୍ଲୋବ୍‍ ଏ ଦିଗରେ ବ୍ୟାପକ ପଦକ୍ଷେପ ନେଇଥିବାରୁ

Read More »
ଦେଶ ବିଦେଶ

କିଟରେ ୫ମ କଳିଙ୍ଗ ଆନ୍ତର୍ଜାତିକ ଚଳଚ୍ଚିତ୍ର ମହୋତ୍ସବ ଉଦ୍‍ଯାପିତ

ଭୁବନେଶ୍ୱର : କିଟ୍‍ ବିଶ୍ୱବିଦ୍ୟାଳୟରେ ୧୩ ତାରିଖରୁ ଚାଲିଥିବା ୫ମ କଳିଙ୍ଗ ଆନ୍ତର୍ଜାତିକ ଚଳଚ୍ଚିତ୍ର ମହୋତ୍ସବ ରବିବାର ଉଦ୍‍ଯାପିତ ହୋଇଯାଇଛି । ଉଦ୍‍ଯାପନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ବଲିଉଡ୍‍ ଅଭିନେତା ଅମିତ ଶିଆଲ୍‍ ସିନେମା ଓ ସଂସ୍କୃତିର ବିକାଶର କିଟ୍‍ର ଭୂମିକାକୁ ପ୍ରଶଂସା କରିଥିଲେ । ସେ କହିଲେ ଭାରତର ପରମ୍ପରା ଓ ସଂସ୍କୃତି ସମୃଦ୍ଧ । ଆମ ଦେଶର ବିଭିନ୍ନ ଅଞ୍ଚଳରେ ଭିନ୍ନ ଭିନ୍ନ ଭାଷା, ସଂସ୍କୃତି ଓ ପରମ୍ପରା ରହିଛି । ଏସବୁ

Read More »
ଦେଶ ବିଦେଶ

କିଟରେ ୫ମ କଳିଙ୍ଗ ଆନ୍ତର୍ଜାତିକ ଚଳଚ୍ଚିତ୍ର ମହୋତ୍ସବ ଉଦ୍‍ଘାଟିତ

ଭୁବନେଶ୍ୱର : କିଟ୍‍ ବିଶ୍ୱବିଦ୍ୟାଳୟରେ ୫ମ କଳିଙ୍ଗ ଆନ୍ତର୍ଜାତିକ ଚଳଚ୍ଚିତ୍ର ମହୋତ୍ସବ ଶୁକ୍ରବାର ଉଦ୍‍ଘାଟିତ ହୋଇଯାଇଛି । ୧୫ ତାରିଖ ପର୍ଯ୍ୟନ୍ତ ୩ ଦିନ ଧରି ଚାଲିବାକୁ ଥିବା ଏହି ମହୋତ୍ସବର ଉଦ୍‍ଘାଟନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଓଡ଼ିଶା ସରକାରଙ୍କ ଉଚ୍ଚଶିକ୍ଷା, କ୍ରୀଡ଼ା ଓ ଯୁବସେବା, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଯୋଗଦେଇ କହିଲେ ଏହି ଆନ୍ତର୍ଜାତିକ ଚଳଚ୍ଚିତ୍ର ମହୋତ୍ସବ ଓଡ଼ିଶାର ସିନେ ଜଗତ ଓ କଳାକାର ଜଗତକୁ ପ୍ରେରଣା ଯୋଗାଇବ ।

Read More »
ଦେଶ ବିଦେଶ

ଅଚ୍ୟୁତ ସାମନ୍ତଙ୍କୁ ୬୨ତମ ସମ୍ମାନସୂଚକ ଡକ୍ଟରେଟ୍‍

ଭୁବନେଶ୍ୱର : ଶିକ୍ଷାବିତ୍‍, ସମାଜସେବୀ ତଥା କିଟ୍‍ ଓ କିସ୍‍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କୁ ରାଜସ୍ଥାନର ପୂର୍ଣ୍ଣିମା ବିଶ୍ୱବିଦ୍ୟାଳୟ ପକ୍ଷରୁ ସମ୍ମାନସୂଚକ ଡକ୍ଟରେଟ୍‍ ପ୍ରଦାନ କରାଯାଇଛି । ଶନିବାର ରାଜସ୍ଥାନସ୍ଥିତ ପୂର୍ଣ୍ଣିମା ବିଶ୍ୱବିଦ୍ୟାଳୟର ୧୧ତମ ସମାବର୍ତ୍ତନ ସମାରୋହ ଅବସରରେ ଶ୍ରୀ ସାମନ୍ତଙ୍କୁ ଏହି ସମ୍ମାନ ପ୍ରଦାନ କରାଯାଇଛି । ଏହା ହେଉଛି ଅଚ୍ୟୁତ ସାମନ୍ତଙ୍କ ୬୨ତମ ସମ୍ମାନସୂଚକ ଡକ୍ଟରେଟ୍‍ । ଶିକ୍ଷା ଜରିଆରେ ସମାଜର ବିକାଶ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ସକାଶେ ଶ୍ରୀ ସାମନ୍ତଙ୍କୁ ଏହି ସମ୍ମାନ

Read More »
ତାଜା ଖବର

ଭାବବିହ୍ୱଳ ହେଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଯେଉଁଠି ଦିନେ ଜନ୍ମ ହୋଇଥିଲେ, ସେହି ଭିଟାମାଟିରେ ପାଦଦେଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଦିନେ ଯେଉଁଠି ଅ, ଆ’ ଶିଖିଥିଲେ ସେଇଠି ପିଲାଙ୍କ ସହ ଭାବବିନିମୟ କଲେ। ନାଚିଲେ, ଭାବବିହ୍ୱଳ ମଧ୍ୟ ହେଲେ। ରାଷ୍ଟ୍ରପତି ହେବା ପରେ ପ୍ରଥମ ଥର ପାଇଁ ନିଜ ଜନ୍ମମାଟି ତଥା ପୈତୃକ ଗାଁ ଉପରବେଡ଼ା ଯାଇଥିଲେ। ରାଷ୍ଟ୍ରପତି ବନିଥିବା ଗାଁ ଝିଅଙ୍କୁ ପାଖରେ ପାଇ ଉପରବେଡ଼ାବାସୀ ତ କୃତ୍ୟ କୃତ୍ୟ ହେଲେ। ରାଷ୍ଟ୍ରପତିଙ୍କୁ ପ୍ରଥମରୁ ପଞ୍ଚମ ଯାଏଁ ପାଠ ପଢ଼ାଇଥିବା ଗୁରୁ

Read More »
ତାଜା ଖବର

ବିଧାନସଭାରେ ‘ପୋଲାଭରମ’ଝଡ଼

ବିଧାନସଭାରେ ଆଜି ‘ପୋଲାଭରମ ପ୍ରକଳ୍ପ’କୁ ନେଇ ବିରୋଧୀ ଓ ଶାସକ ସଭ୍ୟ ମୁହାଁମୁହିଁ ହୋଇଛନ୍ତି । ବିରୋଧୀ କଂଗ୍ରେସ ସହ ସ୍ୱର ମିଳାଇ ବିଜେଡି ଆଜି ଗୃହରେ ପୋଲାଭରମ ପ୍ରକଳ୍ପ ପ୍ରସଙ୍ଗରେ ମୁଲତବୀ ଆଲୋଚନା ଦାବି କରି ଗୃହରେ ହଟ୍ଟଗୋଳ କରିବାରୁ ପ୍ରଥମାର୍ଦ୍ଧରେ ଗୃହ କାର୍ଯ୍ୟ ବାଧାପ୍ରାପ୍ତ ହୋଇଛି । ପୋଲାଭରମ ପ୍ରକଳ୍ପକୁ ନେଇ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ମୁହଁ ଖୋଲିବା ପରେ ଶାସକ ବିଜେଡି ତୀବ୍ର ପ୍ରତିକ୍ରିୟାଶୀଳ ହୋଇଛି । ବିଜେପି ନେତା

Read More »