ଦେଶ ବିଦେଶ

ଦେଶ ବିଦେଶ

କିଟ୍ ରେ ୧୬ତମ ଜାତୀୟ ମାର୍କେଟିଂ କନକ୍ଲେଭ ଅନୁଷ୍ଠିତ

ଭୁବନେଶ୍ୱର : ସଫଳତାର କୌଣସି ସର୍ଟକଟ୍‍ ନାହିଁ କି କଠିନ ପରିଶ୍ରମର କୌଣସି ବିକଳ୍ପ ନାହିଁ ବୋଲି ବିଶିଷ୍ଟ ଶିଳ୍ପପତି ତଥା ଶ୍ରୀ ସିମେଣ୍ଟର ଅଧ୍ୟକ୍ଷ ହରି ମୋହନ ବାଙ୍ଗୁର ପ୍ରକାଶ କରିଛନ୍ତି। କିଟ୍‍ ମ୍ୟାନେଜମେଣ୍ଟ ସ୍କୁଲ୍‍ ପକ୍ଷରୁ ଶନିବାର ଆୟୋଜିତ ୧୬ତମ ଜାତୀୟ ମାର୍କେଟିଂ କନକ୍ଲେଭରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଶ୍ରୀ ବାଙ୍ଗୁର ଛାତ୍ରଛାତ୍ରୀଙ୍କ ଉଦ୍ଦେଶ୍ୟରେ କହିଲେ, ଯେଉଁମାନେ ନିରନ୍ତର କଠୋର ପରିଶ୍ରମର ଅନୁଶାସନକୁ ଆପଣେଇ ଥାଆନ୍ତି ସେମାନେ ନିଶ୍ଚତ ଭାବେ ସେମାନଙ୍କ କ୍ୟାରିଅରରେ ସଫଳ ହୋଇଥାନ୍ତି।

Read More »
ଦେଶ ବିଦେଶ

କିଟ୍‍-କିସ୍‍ ଓ ୟୁନେସ୍କୋ ଏମଜିଆଇଇପି ମଧ୍ୟରେ ବୁଝାମଣା

ଭୁବନେଶ୍ୱର : ଜାତିସଂଘ ଶତତ ବିକାଶ ଲକ୍ଷ୍ୟ (ଏସଡିଜି) ୪.୭ର ଲକ୍ଷ୍ୟକୁ ଆଗକୁ ବଢାଇବା ପାଇଁ ୟୁନେସ୍କୋ  ମହାତ୍ମା ଗାନ୍ଧୀ ଇନ୍‍ଷ୍ଟିଚ୍ୟୁଟ୍‍ ଅଫ୍‍ ଏଜୁକେସନ୍‍ ଫର ପିସ୍‍ (ଏମଜିଆଇଇପି) ଓ କିଟ୍‍-କିସ୍‍ ମଧ୍ୟରେ ଏକ ସହଯୋଗ ଚୁକ୍ତି ସ୍ୱାକ୍ଷର ହୋଇଯାଇଛି। ଆଜି ନୂଆଦିଲ୍ଲୀଠାରେ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ କିଟ୍‍ ଓ କିସ୍‍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ଓ ୟୁନେସ୍କୋ ଏମଜିଆଇଇପି ନିର୍ଦ୍ଦେଶକ ପ୍ରଫେସର ଓବିଜିଓଫର ଅଗିନମଙ୍କ ଉପସ୍ଥିତିରେ ଏହି ବୁଝାମଣା ସ୍ୱାକ୍ଷର ହୋଇଥିଲା। ଏହି ସହଯୋଗିତା

Read More »
ଦେଶ ବିଦେଶ

କିସ୍‍ ଛାତ୍ରଛାତ୍ରୀ ପାଳିଲେ ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନ

ଭୁବନେଶ୍ୱର : ବିଶ୍ୱର ସର୍ବବୃହତ ଜନଜାତି ବିଦ୍ୟାଳୟ କିସ୍‍ ପରିସରରେ ଭାରତର ଯଶସ୍ୱୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ୭୫ ତମ  ଜନ୍ମଦିନ ମହାସମାରୋହରେ ପାଳିତ ହୋଇଯାଇଛି। ଏଥିରେ କିସ୍‌ର ୪୦ ହଜାର ଛାତ୍ରଛାତ୍ରୀ ଏକାଠି ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନ ପାଳନ କରିଥିଲେ। ପିଲାମାନେ ମୋଦୀଙ୍କ ମୁଖା ପିନ୍ଧି ଜନ୍ମଦିନ ସଙ୍ଗୀତର ତାଳେତାଳେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଜନ୍ମଦିନ ପାଳନ କରିଥିଲେ। ଏହି ଅବସରରେ କିଟ୍ ଓ କିସ୍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ କିଟ୍ ଓ କିସ୍ ତଥା କିମ୍‍ସ ଛାତ୍ରଛାତ୍ରୀଙ୍କ

Read More »
ଦେଶ ବିଦେଶ

କିଟ୍‍ ଇଣ୍ଟରନ୍ୟାସନାଲ ମୁଟ୍ କୋର୍ଟ ପ୍ରତିଯୋଗିତାରେ ବିଜୟୀ ନାଲସାର

ଭୁବନେଶ୍ୱର : ପ୍ରଥମ କିଟ୍‍ ଇଣ୍ଟରନ୍ୟାସନାଲ ମୁଟ୍ କୋର୍ଟ ପ୍ରତିଯୋଗିତା ୨୦୨୫ ରବିବାର ଉଦଯାପିତ ହୋଇଯାଇଛି। ଏଥିରେ ନାଲସାର, ହାଇଦ୍ରାବାଦ ଦଳକୁ ବିଜୟୀ ଘୋଷଣା କରାଯିବା ସହ ୨ ଲକ୍ଷ ଟଙ୍କାର ନଗଦ ଆର୍ଥିକ ପୁରସ୍କାର ପ୍ରଦାନ କରଯାଇଥିଲା। ସେହିପରି ଶାସ୍ତ୍ରା ୟୁନିଭରସିଟି ପ୍ରଥମ ରନର୍ସ-ଅପ୍ ଭାବରେ ୧ ଲକ୍ଷ ଟଙ୍କା ଓ ମଣିପାଲ ଲ ସ୍କୁଲ ଦ୍ୱିତୀୟ ରନର୍ସ-ଅପ୍ ହୋଇ ୭୫ ହଜାର ଟଙ୍କାର ପୁରସ୍କାର ହାସଲ କରିଥିଲା।ଏହି ପ୍ରତିଯୋଗିତାରେ ମୁମ୍ବାଇ ସରକାରୀ ଆଇନ ମହାବିଦ୍ୟାଳୟର ହିମାଂଶୁ ଶ୍ରୀବାସ୍ତବଙ୍କୁ

Read More »
ଦେଶ ବିଦେଶ

କିଟ୍‍ ଇଣ୍ଟରନ୍ୟାସ୍‍ନାଲ୍‍ ମୁଟ୍‍ କୋର୍ଟ ପ୍ରତିଯୋଗିତା ଉଦ୍‍ଘାଟିତ

ଭୁବନେଶ୍ୱର : ଭାରତର ୨୩ତମ ଭାରତୀୟ ବିଧି ଆୟୋଗ ଅଧ୍ୟକ୍ଷ ତଥା ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ୍‍ ଦିନେଶ ମାହେଶ୍ୱରୀଙ୍କ ଦ୍ୱାରା କିଟ୍‍ ଲ ସ୍କୁଲରେ  ପ୍ରଥମ କିଟ୍‍ ଇଣ୍ଟରନ୍ୟାସ୍‍ନାଲ୍‍ ମୁଟ୍ କୋର୍ଟ ପ୍ରତିଯୋଗିତା ୨୦୨୫ ଉଦ୍‍ଘାଟିତ ହୋଇଯାଇଛି। ତିନି ଦିନ ଧରି ଚାଲିବାକୁ ଥିବା ପ୍ରଥମ କିଟ୍‍ ଇଣ୍ଟରନ୍ୟାସ୍‍ନାଲ୍‍ ମୁଟ୍ କୋର୍ଟ ପ୍ରତିଯୋଗିତାରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜଷ୍ଟିସ୍‍ ମାହେଶ୍ୱରୀ କହିଲେ, ଆଇନ୍‍ ଛାତ୍ରଛାତ୍ରୀମାନେ ସର୍ବଦା ସେମାନଙ୍କ ବୃତ୍ତିରେ ଉତ୍କର୍ଷତା ବଜାୟ ରଖିବା ଉଚିତ। ଛାତ୍ରଛାତ୍ରୀଙ୍କ ଉଦ୍ଦେଶ୍ୟରେ

Read More »
ଦେଶ ବିଦେଶ

କିଟ୍ ଇଣ୍ଟରନ୍ୟାସନାଲ ସ୍କୁଲରେ ଗ୍ଲୋବାଲ ୟୁନିଭର୍‍ସିଟି ଫେୟାର

ଭୁବନେଶ୍ୱର : କିଟ୍ ଇଣ୍ଟରନ୍ୟାସନାଲ ସ୍କୁଲ ପକ୍ଷରୁ ‘ଗ୍ଲୋବାଲ ୟୁନିଭର୍‍ସିଟି ଫେୟାର’ର ତୃତୀୟ ସଂସ୍କରଣ ଗୁରୁବାର ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଦେଶ ବିଦେଶରୁ ୭୦ରୁ ଅଧିକ ପ୍ରତିଷ୍ଠିତ ବିଶ୍ୱବିଦ୍ୟାଳୟ ଯୋଗ ଦେଇଥିଲେ।  ଭାରତୀୟ ଛାତ୍ରଛାତ୍ରୀଙ୍କୁ ବିଦେଶରେ ଉଚ୍ଚଶିକ୍ଷା ସମ୍ଭାବନା ସୃଷ୍ଟି କରିବାର ଏକ ଅଭୂତପୂର୍ବ ସୁଯୋଗ ପ୍ରଦାନ କରିଛି ଗ୍ଲୋବାଲ ୟୁନିଭର୍‍ସିଟି ଫେୟାର। ଏହି ଫେୟାରରେ ଭାରତ ସମେତ ଆମେରିକା, ବ୍ରିଟେନ, କାନାଡ଼ା, ଅଷ୍ଟ୍ରେଲିଆ, ନ୍ୟୁଜିଲାଣ୍ଡ, ସ୍ୱିଜରଲ୍ୟାଣ୍ଡ, ଆୟାର୍ଲାଣ୍ଡ, ଦୁବାଇ, ଫିନଲାଣ୍ଡ ଓ ବିଭିନ୍ନ ଦେଶର ବଡ଼ବଡ଼ ଶିକ୍ଷାନୁଷ୍ଠାନ ସାମିଲ ହୋଇଥିଲେ। କିଟ୍‍ ଇଣ୍ଟରନ୍ୟାସନାଲ ସ୍କୁଲ ସମେତ

Read More »
ଦେଶ ବିଦେଶ

ଇଣ୍ଡିଆ ଏଗେନ୍‌ଷ୍ଟ ନେଗେଟିଭିଟିର ଏକାଦଶ ସଂସ୍କରଣ

ଭୁବନେଶ୍ୱର : ଇଣ୍ଡିଆ ଏଗେନ୍‌ଷ୍ଟ ନେଗେଟିଭିଟି (ଆଇଏଏନ୍‍)ର ଏକାଦଶ ସଂସ୍କରଣ ରବିବାର ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଅନୁସୂଚିତ ଜାତି ଏବଂ ଜନଜାତି କଲ୍ୟାଣ ସଂସଦୀୟ କମିଟି ଅଧ୍ୟକ୍ଷ ତଥା ପୂର୍ବତନ କେନ୍ଦ୍ର ରାଷ୍ଟ୍ରମନ୍ତ୍ରୀ ଫଗନ ସିଂହ କୁଲସ୍ତେ, ଭାରତରେ ଅବସ୍ଥାପିତ ରୁଆଣ୍ଡା ଉଚ୍ଚାୟୁକ୍ତ ଜାକଲିନ୍‍ ମୁକାଙ୍ଗିରା, ଓଡ଼ିଶା ଉଚ୍ଚ ନ୍ୟାୟାଳୟର ଅବସରପ୍ରାପ୍ତ ବିଚାରପତି ଜଷ୍ଟିସ୍‍ ଏମ୍‍ ଏମ୍‍ ଦାସ, ଜଷ୍ଟିସ୍‍ ବି ପି ଦାସ, ଓଡ଼ିଶା ମାନବାଧିକାର କମିଶନ ଅଧ୍ୟକ୍ଷ ଜଷ୍ଟିସ୍‍ ଶତ୍ରୁଘ୍ନ ପୂଜାରୀ, ଉଚ୍ଚତମ ନ୍ୟାୟାଳୟର ବରିଷ୍ଠ ଆଇନଜୀବୀ ମାନସ

Read More »

କିଟ୍‍ର ପଦକ ବିଜେତା ଖେଳାଳିଙ୍କୁ ଉଚ୍ଛ୍ୱସିତ ସମ୍ବର୍ଦ୍ଧନା

ଭୁବନେଶ୍ୱର : ଜର୍ମାନୀର ରାଇନ ରୁହର ଠାରେ ଶେଷ ହୋଇଥିବା ବିଶ୍ୱ ବିଶ୍ୱବିଦ୍ୟାଳୟ କ୍ରୀଡ଼ା ୨୦୨୫ରେ ଭାରତର ପ୍ରତିନିଧିତ୍ୱ କରି ବିଭିନ୍ନ ବିଭାଗରେ ପଦକ ହାସଲ କରିଥିବା କିଟ୍‍ ବିଶ୍ୱବିଦ୍ୟାଳୟର ୧୧ଜଣ କ୍ରୀଡ଼ାବିତ୍‍ଙ୍କୁ ଆଜି କିଟ୍‍ ବିଶ୍ୱବିଦ୍ୟାଳୟ ପକ୍ଷରୁ ସମ୍ବର୍ଦ୍ଧିତ କରାଯାଇଛି। ଏହି କ୍ରୀଡ଼ା ପ୍ରତିଯୋଗୀତାରେ ରୌପ୍ୟ ପଦକ ହାସଲ କରିଥିବା ପ୍ରତ୍ୟେକ କ୍ରୀଡ଼ାବିତ୍‍ଙ୍କୁ କିଟ୍‍ ଓ କିସ୍‍ ପକ୍ଷରୁ ୩ ଲକ୍ଷ ଟଙ୍କା ଲେଖାଏଁ ପ୍ରୋତ୍ସାହନ ରାଶି ପ୍ରଦାନ କରାଯାଇଥିବା ବେଳେ କାଂସ୍ୟ ପଦକ ହାସଲ

Read More »
ଦେଶ ବିଦେଶ

କିମ୍‌ସ ଡାକ୍ତର ଏସଏଫଇଏସର ସଦସ୍ୟ ମନୋନୀତ

ବିଶିଷ୍ଟ ଏଣ୍ଡୋକ୍ରାଇନୋଲୋଜିଷ୍ଟ ତଥା କିମ୍‌ସ ଏଣ୍ଡୋକ୍ରାଇନୋଲୋଜି ବିଭାଗୀୟ ମୁଖ୍ୟ ଡା ସମ୍ବିତ ଦାଶ ଦକ୍ଷିଣ ଏସୀୟ ଏଣ୍ଡୋକ୍ରାଇନ୍ ସୋସାଇଟିଜ୍ ଫେଡେରେସନ୍ (ଏସଏଫଇଏସ)ର କାର୍ଯ୍ୟନିର୍ବାହୀ ପରିଷଦ ସଦସ୍ୟ ଭାବରେ ମନୋନୀତ ହୋଇଛନ୍ତି।ଏସଏଫଇଏସ ହେଉଛି ଏସିଆର ସବୁଠାରୁ ବଡ଼ ଏବଂ ସବୁଠାରୁ ସକ୍ରିୟ ଏଣ୍ଡୋକ୍ରାଇନ୍ ସଂସ୍ଥା ମଧ୍ୟରୁ ଗୋଟିଏ, ଯାହା ଭାରତ ସମେତ ଅନେକ ଏସୀୟ ଦେଶର ଏଣ୍ଡୋକ୍ରାଇନ୍ ସଂଘକୁ ନେଇ ଗଠିତ। ଏହି ସଂଘ ସହଯୋଗପୂର୍ଣ୍ଣ ଗବେଷଣା, ରୋଗୀ ସେବାକୁ ଆଗକୁ ବଢାଇବା, ଆଞ୍ଚଳିକ କ୍ଲିନିକାଲ୍ ନିର୍ଦ୍ଦେଶାବଳୀ ବିକଶିତ କରିବା ଏବଂ ଦକ୍ଷିଣ

Read More »
ଦେଶ ବିଦେଶ

ଶ୍ରୀବାଣୀକ୍ଷେତ୍ରକୁ ବାହୁଡ଼ିଲେ ମହାପ୍ରଭୁ

ଭୁବନେଶ୍ୱର : ଦୀର୍ଘ ନବଦିନ ଯାତ୍ରା ସାରି ମହାପ୍ରଭୁ ଜଗନ୍ନାଥ, ବଳଭଦ୍ର ଓ ମାଆ ସୁଭଦ୍ରା ଆଜି ବାହୁଡ଼ାରେ ଶ୍ରୀବାଣୀକ୍ଷେତ୍ରକୁ ବାହୁଡ଼ିଛନ୍ତି । ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା ଆଡ଼ମ୍ବରପୂର୍ଣ୍ଣ ଭାବେ ଶେଷ ହୋଇଛି । ପୂର୍ବାହ୍ନରେ ମଙ୍ଗଳ ଆରତୀ, ମଇଲମ, ତଡ଼ପଲାଗି, ରୋଷ ହୋମ, ଅବକାଶ, ସୂର୍ଯ୍ୟପୂଜା, ରଥପୂଜା ଓ ପହଣ୍ଡି ଆଦି ନୀତିକାନ୍ତି ସଂପନ୍ନ ହେବା ପରେ କିଟ୍‍ ଓ କିସ୍‍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କ ଦ୍ୱାରା ଅପରାହ୍ନ ୩ଟାରେ ଛେରାପହଁରା କାର୍ଯ୍ୟ ସଂପାଦିତ ହୋଇଥିଲା । ଅପରାହ୍ନ ୪ଟାରେ ଭକ୍ତମାନେ ମହାପ୍ରଭୁ ବଳଭଦ୍ର, ମାଆ ସୁଭଦ୍ରା ଓ

Read More »