ଦେଶ ବିଦେଶ

ଦେଶ ବିଦେଶ

ଶ୍ରୀବାଣୀ କ୍ଷେତ୍ରରେ ଘୋଷଯାତ୍ରା

ଭୁବନେଶ୍ୱର : ପ୍ରତିବର୍ଷ ପରି କିସ୍ ଶ୍ରୀବାଣୀ କ୍ଷେତ୍ରରେ ବିଶ୍ୱ ପ୍ରସିଦ୍ଧ ଘୋଷଯାତ୍ରା ମହାସମାରୋହରେ ସଂପନ୍ନ ହୋଇଯାଇଛି। ଆଜି ପୂର୍ବାହ୍ନରେ ମଙ୍ଗଳ ଆରତି, ମଇଲମ, ତଡ଼ପଲାଗି, ରୋଷ ହୋମ, ଅବକାଶ, ସୂର୍ଯ୍ୟପୂଜା ଓ ରଥ ପ୍ରତିଷ୍ଠା ଆଦି ନୀତିକାନ୍ତି ନିର୍ଦ୍ଧାରିତ ନୀତି ନିର୍ଘଣ୍ଟ ଅନୁସାରେ ସଂପନ୍ନ ହେବା ପରେ କିଟ୍‍ ମନ୍ଦିର ଟ୍ରଷ୍ଟ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କ ଦ୍ୱାରା ଅପରାହ୍ନ ୩ଟାରେ ଛେରା ପହଁରା ନୀତି ସଂପନ୍ନ ହୋଇଥିଲା। ଅପରାହ୍ନ ୪ଟା ସମୟରେ ଭକ୍ତମାନେ ପ୍ରଭୁ ବଳଭଦ୍ର, ଦେବୀ ସୁଭଦ୍ରା ଓ ମହାପ୍ରଭୁ ଜଗନ୍ନାଥଙ୍କ ରଥକୁ

Read More »
ଦେଶ ବିଦେଶ

ଟାଇମ୍‍ସ ହାୟର ଏଜୁକେସନ୍ ଇମ୍ପାକ୍ଟ ରାଙ୍କିଙ୍ଗ ୨୦୨୫, ଭାରତରେ ୫ମ ସ୍ଥାନରେ କିଟ୍ ବିଶ୍ୱବିଦ୍ୟାଳୟ  

ଭୁବନେଶ୍ୱର : ଟାଇମ୍‍ସ ହାୟର ଏଜୁକେସନ (ଟିଏଚଇ) ଏକ ସର୍ଜନାତ୍ମକ ପଦ୍ଧତିରେ ପ୍ରତ୍ୟେକ ବିଶ୍ୱବିଦ୍ୟାଳୟର ସାମାଜିକ ପ୍ରଭାବ କଣ ଅଛି ତାର ମୂଲ୍ୟାଙ୍କନ କରି ରାଙ୍କ ପ୍ରଦାନ କରିଥାଏ। ଏହି ପରିପ୍ରେକ୍ଷୀରେ ବିଶ୍ୱର ଯେଉଁ ବିଶ୍ୱବିଦ୍ୟାଳୟଗୁଡିକ ସାମାଜିକ ପ୍ରଭାବ ଉପରେ କାର୍ଯ୍ୟ କରନ୍ତି ସେହି ଅନୁଷ୍ଠାନଗୁଡିକ ଏଥିରେ ଅଂଶଗ୍ରହଣ କରନ୍ତି। କିଟ୍ ଏହି ରାଙ୍କିଙ୍ଗରେ ପ୍ରତିବର୍ଷ ଅଂଶଗ୍ରହଣ କରିଥାଏ । ଏଥିରେ ଉନ୍ନତ ପ୍ରଦର୍ଶନ କରି ପ୍ରତିବର୍ଷ କିଟ୍‌ର ସ୍ଥାନ ଉପରକୁ ଉଠିଥାଏ। ଚଳିତବର୍ଷ ମଧ୍ୟ କିଟ୍ ଟାଇମ୍‍ସ

Read More »
ଦେଶ ବିଦେଶ

କ୍ୟୁଏସ ବିଶ୍ୱ ବିଶ୍ୱବିଦ୍ୟାଳୟ ରାଙ୍କିଙ୍ଗ ୨୦୨୬, ଓଡ଼ିଶାରେ ଶୀର୍ଷରେ କିଟ୍

ଭୁବନେଶ୍ୱର : କ୍ୟୁଏସ ବିଶ୍ୱ ବିଶ୍ୱବିଦ୍ୟାଳୟ ରାଙ୍କିଙ୍ଗ ୨୦୨୬ ଆଜି ପ୍ରକାଶ ପାଇଥିବାବେଳେ ଏଥିରେ କିଟ୍ ବିଶ୍ୱବିଦ୍ୟାଳୟ ଓଡ଼ିଶାରେ ଘରୋଇ ବିଶ୍ୱବିଦ୍ୟାଳୟ ମଧ୍ୟରେ ଶ୍ରେଷ୍ଠ ସ୍ଥାନରେ ରହିଛି। ଏହା ସହିତ ସମଗ୍ର ଭାରତରେ କିଟ୍ ବିଶ୍ୱବିଦ୍ୟାଳୟ ଉଲ୍ଲେଖନୀୟ ପ୍ରଦର୍ଶନ କରିଥିବା ବେଳେ ଦକ୍ଷିଣ ଏସିଆରେ ୫୫ତମ ସ୍ଥାନ ହାସଲ କରିଛି। ସମଗ୍ର ଭାରତରେ ଘରୋଇ ବିଶ୍ୱବିଦ୍ୟାଳୟ ମଧ୍ୟରେ କିଟ୍ ୯ମ ସ୍ଥାନରେ ରହିଛି। କିଟ୍ ବିଶ୍ୱବିଦ୍ୟାଳୟ ପ୍ରଥମ ଥର ପାଇଁ କ୍ୟୁଏସ ବିଶ୍ୱ ବିଶ୍ୱବିଦ୍ୟାଳୟ ରାଙ୍କିଂରେ ଅଂଶଗ୍ରହଣ

Read More »
ଦେଶ ବିଦେଶ

ତାଇୱାନ୍‍ ବିଶ୍ୱବିଦ୍ୟାଳୟରୁ ଅଚ୍ୟୁତ ସାମନ୍ତଙ୍କୁ ୬୮ତମ ଡକ୍ଟରେଟ୍‍

ଭୁବନେଶ୍ୱର : ଶିକ୍ଷାବିତ୍‌, ସମାଜସେବୀ ତଥା କିଟ୍ ଓ କିସ୍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କୁ ତାଇୱାନ୍‍ର ଚାଓୟାଙ୍ଗ ୟୁନିଭରସିଟି ଅଫ୍‍ ଟେକ୍ନୋଲୋଜି (ସିୱାଇୟୁଟି)ରୁ ସମ୍ମାନସୂଚକ ଡକ୍ଟରେଟ୍‍ ଡିଗ୍ରୀ ପ୍ରଦାନ କରାଯାଇଛି। ଶନିବାର ଅନୁଷ୍ଠିତ ବିଶ୍ୱବିଦ୍ୟାଳୟ ସମାବର୍ତ୍ତନ ସମାରୋହରେ ଆନୁଷ୍ଠାନିକ ଭାବରେ ଶ୍ରୀ ସମନ୍ତଙ୍କୁ ଏହି ସମ୍ମାନ ପ୍ରଦାନ କରାଯାଇଥିଲା । ଏହା ହେଉଛି ଶ୍ରୀ ସାମନ୍ତଙ୍କ ୬୮ ତମ ସମ୍ମାନସୂଚକ ଡକ୍ଟରେଟ୍। ଶିକ୍ଷା ଜରିଆରେ ସମାଜର ବିକାଶ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ନିମନ୍ତେ ଶ୍ରୀ ସାମନ୍ତଙ୍କୁ ଏହି ସମ୍ମାନ ପ୍ରଦାନ

Read More »
ଦେଶ ବିଦେଶ

ଭାରତୀୟ ନୌସେନା ଓ ତଟରକ୍ଷୀ ସହ କିଟ୍‌ର ବୁଝାମଣାପତ୍ର ସ୍ୱାକ୍ଷରିତ

ଭୁବନେଶ୍ୱର : ଶିକ୍ଷାଗତ ସଶକ୍ତିକରଣ ଏବଂ ଅନ୍ତର୍ଭୁକ୍ତିମୂଳକ ରାଷ୍ଟ୍ର ନିର୍ମାଣ ଦିଗରେ ଏକ ପଦକ୍ଷେପ ସ୍ୱରୂପ, କିଟ୍ ବିଶ୍ୱବିଦ୍ୟାଳୟ, ଭାରତୀୟ ନୌସେନା ଓ ଭାରତୀୟ ତଟରକ୍ଷୀ ମଧ୍ୟରେ ଦୁଇଟି ଅଲଗା ବୁଝାମଣାପତ୍ର ସ୍ୱାକ୍ଷରିତ ହୋଇଯାଇଛି। ଏହି ବୁଝାମଣାପତ୍ରରେ କିଟ୍ ବିଶ୍ୱବିଦ୍ୟାଳୟ ପକ୍ଷରୁ କୁଳପତି ପ୍ରଫେସର ଶରଣଜିତ ସିଂହ ଏବଂ ନୌସେନା ସ୍ତ୍ରୀ କଲ୍ୟାଣ ସଂଘର ସଭାପତି ଶଶି ତ୍ରିପାଠି ଏବଂ ନୌସେନା ଶିକ୍ଷା ଅଧିକାରୀ କମୋଡୋର ଏସଏମ ଉରୁଜ ଆଥାର ସ୍ୱାକ୍ଷର କରିଛନ୍ତି। ଏହା ବୁଝାମଣାପତ୍ର ଅନୁସାରେ କିଟ୍‍ ବିଶ୍ୱବିଦ୍ୟାଳୟରେ

Read More »
ଦେଶ ବିଦେଶ

ହିମାଳୟାନ ବିଶ୍ୱବିଦ୍ୟାଳୟ ପକ୍ଷରୁ ଅଚ୍ୟୁତ ସାମନ୍ତଙ୍କୁ ୬୭ତମ ଡକ୍ଟରେଟ୍ ଡିଗ୍ରୀ

ଭୁବନେଶ୍ୱର : ଶିକ୍ଷାବିତ୍‌, ସମାଜସେବୀ ତଥା କିଟ୍ ଓ କିସ୍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କୁ ଅରୁଣାଚଳ ପ୍ରଦେଶର ଇଟାନଗରସ୍ଥିତ ହିମାଳୟାନ ବିଶ୍ୱବିଦ୍ୟାଳୟ ପକ୍ଷରୁ ସମ୍ମାନସୂଚକ ଡକ୍ଟରେଟ୍ ଡିଗ୍ରୀ ପ୍ରଦାନ କରାଯାଇଛି । ଆଜି ଅନୁଷ୍ଠିତ ବିଶ୍ୱବିଦ୍ୟାଳୟ ସମାବର୍ତ୍ତନ ସମାରୋହରେ ଆନୁଷ୍ଠାନିକ ଭାବରେ ଶ୍ରୀ ସମନ୍ତଙ୍କୁ ଏହି ସମ୍ମାନ ପ୍ରଦାନ କରାଯାଇଥିଲା । ଏହା ହେଉଛି ଶ୍ରୀ ସାମନ୍ତଙ୍କ ୬୭ ତମ ସମ୍ମାନସୂଚକ ଡକ୍ଟରେଟ୍ । ଶିକ୍ଷା ଜରିଆରେ ସମାଜର ବିକାଶ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ନିମନ୍ତେ ଶ୍ରୀ ସାମନ୍ତଙ୍କୁ

Read More »
ଦେଶ ବିଦେଶ

ଅଚ୍ୟୁତ ସାମନ୍ତଙ୍କୁ ୬୬ତମ ସମ୍ମାନସୂଚକ ଡକ୍ଟରେଟ୍

ଶିକ୍ଷାବିତ୍, ସମାଜସେବୀ ତଥା କିଟ୍ ଓ କିସ୍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କୁ ରାଜସ୍ଥାନ ଜୟପୁରସ୍ଥିତ ଆପେକ୍ସ ବିଶ୍ୱବିଦ୍ୟାଳୟ ପକ୍ଷରୁ ସମ୍ମାନସୂଚକ ଡକ୍ଟରେଟ୍ ଡିଗ୍ରୀ ପ୍ରଦାନ କରାଯାଇଛି। ରାଜସ୍ଥାନ ରାଜ୍ୟପାଳ ହରିଭାଉ କିଶନରାଓ ବାଗଡେ ଶ୍ରୀ ସାମନ୍ତଙ୍କୁ ଏହି ସମ୍ମାନ ଆନୁଷ୍ଠାନିକ ଭାବରେ ପ୍ରଦାନ କରିଥିଲେ। ଏହା ହେଉଛି ଅଚ୍ୟୁତ ସାମନ୍ତଙ୍କ ୬୬ତମ ସମ୍ମାନଜନକ ଡକ୍ଟରେଟ୍। ଶିକ୍ଷା ଜରିଆରେ ସମାଜର ବିକାଶ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ସକାଶେ ଶ୍ରୀ ସାମନ୍ତଙ୍କୁ ଏହି ସମ୍ମାନ ପ୍ରଦାନ କରାଯାଇଛି। ଏହି ଅବସରରେ ନିରଞ୍ଜନ ଆଖଡାର ଆଚାର୍ଯ୍ୟ ମହାମଣ୍ଡଳଶ୍ୱର ସ୍ୱାମୀ କୈଳାସନନ୍ଦ ଗିରିଙ୍କୁ ମଧ୍ୟ ଆପେକ୍ସ ବିଶ୍ୱବିଦ୍ୟାଳୟ ପକ୍ଷରୁ ସମ୍ମାନସୂଚକ ଡକ୍ଟରେଟ୍ ଡିଗ୍ରୀ ପ୍ରଦାନ କରାଯାଇଥିଲା। କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ, ଆପେକ୍ସ ବିଶ୍ୱବିଦ୍ୟାଳୟର

Read More »
ଜୀବନଚର୍ଯ୍ୟା

ବିଶ୍ୱ ପାଳନ କଲା ୧୨ତମ ଆର୍ଟ ଅଫ୍‍ ଗିଭିଂ ଦିବସ

ଭୁବନେଶ୍ୱର : ସମଗ୍ର ବିଶ୍ୱରେ ପାଳିତ ହୋଇଛି ଅନ୍ତର୍ଜାତୀୟ ‘ଆର୍ଟ ଅଫ୍‍ ଗିଭିଂ’ ଦିବସ । ଓଡ଼ିଶାର ସମସ୍ତ ଜିଲ୍ଲା ସମେତ ୩୫ଟି ସହର, ଭାରତର ବିଭିନ୍ନ ସହର ସହ ବିଶ୍ୱର ପ୍ରାୟ ୧୨୦ଟି ଦେଶର ୩୫୦ଟି ସ୍ଥାନରେ ୧୨ତମ ଅନ୍ତର୍ଜାତୀୟ ଆର୍ଟ ଅଫ୍‍ ଗିଭିଂ ଦିବସ ପାଳିତ ହୋଇଛି । ଭାରତର ୨୯ଟି ରାଜ୍ୟ, ୪ଟି କେନ୍ଦ୍ରଶାସିତ ଅଞ୍ଚଳର ୩୫ଶହ ସ୍ଥାନରେ ଏବଂ ୨ଶହ ସହର ସମେତ ଓଡ଼ିଶାର ୩୦ଟି ଜିଲ୍ଲା, ୩୫ଟି ପ୍ରମୁଖ ସହର,

Read More »
ଦେଶ ବିଦେଶ

କର୍ଣ୍ଣ-ନାସା-ଗଳା ଅସ୍ତ୍ରୋପଚାର ପାଇଁ କିମସରେ ଅତ୍ୟାଧୁନିକ ମେସିନ୍‍

ଭୁବନେଶ୍ୱର : କର୍ଣ୍ଣ-ନାସା-ଗଳା ଓ କର୍କଟ ରୋଗର ଉନ୍ନତ ଅସ୍ତ୍ରୋପଚାର ପାଇଁ କଳିଙ୍ଗ ଇନଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍ସେସ୍ (କିମ୍‍ସ)ରେ ଏକ ଅତ୍ୟାଧୁନିକ ସିଓଟୁ ( CO2) ମେସିନ୍‍ ଉଦ୍‍ଘାଟିତ ହୋଇଯାଇଛି । କିଟ୍‍, କିସ୍‍ ଓ କିମ୍‍ସ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ଏହି ମେସିନ୍‍କୁ ଉଦ୍‍ଘାଟନ କରି କହିଛନ୍ତି । ଏହା କର୍ଣ୍ଣ-ନାସା-ଗଳା ଓ କର୍କଟ ରୋଗର ଉନ୍ନତ ଅସ୍ତ୍ରୋପଚାର କ୍ଷେତ୍ରରେ ଏହା ଏକ ମାଇଲ୍‍ ଖୁଣ୍ଟ ହେବ। ଏହା ଦ୍ୱାରା ଓଡ଼ିଶା ତଥା ପଡ଼ୋଶୀ ରାଜ୍ୟର ଲୋକମାନେ

Read More »
କ୍ରୀଡା

ପାକିସ୍ତାନକୁ ଏକଘରକିଆ କରିବ ବିସିସିଆଇ !

ନିକଟରେ ଭାରତ ଓ ପାକିସ୍ତାନ ମଧ୍ୟରେ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଦୀର୍ଘ ସମୟଧରି ଦୁଇ ଦେଶ ମଧ୍ୟରେ ଥିବା କ୍ରିକେଟ ସମ୍ପର୍କରେ ପଡ଼ିବା ସ୍ପଷ୍ଟ ହୋଇଛି। ଦୀର୍ଘ ବର୍ଷ ହେଲାଣି ଭାରତ ଓ ପାକିସ୍ତାନ ମଧ୍ୟରେ ଦୁଇ ପାକ୍ଷିକ ସିରିଜ ହେଉନାହିଁ। ଦୁଇ ଦେଶ କେବଳ ଏସିଆ କିମ୍ବା ଆଇସିସି ତରଫରୁ ଆୟୋଜିତ ଟୁର୍ଣ୍ଣାମେଣ୍ଟରେ ପରସ୍ପରକୁ ଭେଟୁଛନ୍ତି। କିନ୍ତୁ ପହଲଗାମ ନରସଂହାର ଓ ଭାରତର ଅପରେସନ୍ଦ ସିନ୍ଦୂର ପରେ ପାକିସ୍ତାନ ସହ ସୃଷ୍ଟି ହୋଇଥିବା

Read More »