ଦେଶ ବିଦେଶ

ତାଜା ଖବର

ଗ୍ରାଣ୍ଡ୍ ଭିଟାରା ଫେରାଇ ନେବ ମାରୁତି କମ୍ପାନୀ

ନୂଆଦିଲ୍ଲୀ: ମାରୁତି କମ୍ପାନୀ ନୂତନ କରି ଲଞ୍ଚ କରିଥିବା ଗ୍ରାଣ୍ଡ୍ ଭିଟାରା କାରକୁ ଗ୍ରାହକଙ୍କଠାରୁ ଫେରସ୍ତ କରାଇନେବ । ମାର୍କେଟରେ ବିକ୍ରି ହୋଇଥିବା ୩୯, ୦୦୦ କାର୍ ଫେରାଇ ନେବାକୁ କମ୍ପାନୀ କହିଛି । ସଦ୍ୟତମ ବଜାରକୁ ଆସିଥିବା ଏହି କାରରେ ଏକ ଯାନ୍ତ୍ରିକ ତ୍ରୁଟି ରହିଥିବାରୁ ମାରୁତି କମ୍ପାନୀ ପକ୍ଷରୁ ଏହି ବଡ଼ ନିଷ୍ପତ୍ତି ନିଆଯାଇଛି । ଯାନ୍ତ୍ରିକ ତ୍ରୁଟିର ସମାଧାନ କରିବା ପରେ ପୁଃନଶ୍ଚ ଗ୍ରାହକଙ୍କୁ ସେମାନଙ୍କ କାର୍ ହସ୍ତାନ୍ତର କରାଯିବ । ମାରୁତି

Read More »
ଦେଶ ବିଦେଶ

କିଟ୍ ଡେଣ୍ଟାଲ କଲେଜକୁ ଚରକ ଜାତୀୟ ପୁରସ୍କାର

ଭୁବନେଶ୍ୱର : କ୍ଲିନିକାଲ୍ ଉତ୍କର୍ଷତା ନିମନ୍ତେ ଇଣ୍ଡିଆନ୍ ଡେଣ୍ଟାଲ ଆସୋସିଏସନ (ଆଇଡ଼ିଏ) ପକ୍ଷରୁ କଳିଙ୍ଗ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଡେଣ୍ଟାଲ ସାଇନସେସ୍‌ (କିଡ଼ସ୍‌)କୁ ଜାତୀୟ ଚରକ ପୁରସ୍କାର ପ୍ରଦାନ କରାଯାଇଛି। ଆଇଡ଼ିଏ ପକ୍ଷରୁ ଗତ ୮ତାରିଖ ମୁମ୍ବାଇରେ ଅନୁଷ୍ଠିତ ଏକ ଉତ୍ସବରେ କିଡ଼ସ୍‌କୁ ଏହି ପୁରସ୍କାର ପ୍ରଦାନ କରାଯାଇଥିଲା। କିଡ଼ସ୍ ନିର୍ଦ୍ଦେଶକ ଡା. ଯୁଗଜ୍ୟୋତି ପାଠୀ ଏହି ପୁରସ୍କାର ଗ୍ରହଣ କରିଥିଲେ। ଏହି ପୁରସ୍କାର ପ୍ରଦାନ ଉତ୍ସବରେ ଚିଲିର କନ୍‌ସଲ୍ ଜେନେରାଲ ଗୁସ୍ତଫୋ ଗନ୍‌ଜେଲ୍‌ଜେ, ତାଇୱାଲ୍ ଏକ୍‌ସଟର୍ନାଲ୍ ଟ୍ରେଡ୍ ଡେଭେଲପମେଣ୍ଟ କାଉନ୍‌ସିଲ୍‌ର ଆଲେକ୍‌ସ ଚେନ୍‌, ଆଇଡିଏର ସଭାପତି

Read More »
ଦେଶ ବିଦେଶ

ସ୍ୱପ୍ନ ଦେଖ, ନମ୍ର ରୁହ, ସଫଳତା ପାଅ: ଏସ୍‌.ଏନ୍‌.ସୁବ୍ରମଣ୍ୟମ୍‌

ଭୁବନେଶ୍ୱର : ସ୍ୱପ୍ନ ଦେଖ, ନମ୍ର ରୁହ ଓ ନିଜର ୩୫ ବର୍ଷ ବୟସ ହେବା ପୂର୍ବରୁ କିଛି ସଫଳତା ହାସଲ କରି ଦେଖାଅ ବୋଲି ଛାତ୍ରଛାତ୍ରୀଙ୍କୁ ପରାମର୍ଶ ଦେଇ କହିଛନ୍ତି କର୍ପୋରେଟ୍ ଇଣ୍ଡିଆର ଅନ୍ୟତମ ପ୍ରମୁଖ ବ୍ୟକ୍ତି, ଲାର୍ସନ୍ ଆଣ୍ଡ୍ ଟୁବ୍ରୋ (ଏଲଆଣ୍ଡଟି) ଅଧ୍ୟକ୍ଷ ଓ ପରିଚାଳନା ନିର୍ଦ୍ଦେଶକ ଏସ୍‌. ଏନ୍‌. ସୁବ୍ରମଣ୍ୟମ୍। କିଟ୍‍ ମ୍ୟାନେଜମେଣ୍ଟ ସ୍କୁଲ୍‍ ଦ୍ୱାରା ଆୟୋଜିତ ‘ଶିଳ୍ପ ସିମ୍ପୋଜିମ୍ ୫.୦’ରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଶ୍ରୀ ସୁବ୍ରମଣ୍ୟମ୍ ସବୁଜ ହାଇଡ୍ରୋଜେନ୍ ବିପ୍ଳବ, କୃତ୍ରିମ ବୁଦ୍ଧିମତ୍ତା

Read More »
ଦେଶ ବିଦେଶ

କେନ୍ଦ୍ରମନ୍ତ୍ରୀ ରାମଦାସ ଅଠୱାଲେଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ

ଭୁବନେଶ୍ୱର : ଭାରତ ସରକାରଙ୍କ ସାମାଜିକ ନ୍ୟାୟ ଓ ସଶକ୍ତିକରଣ ରାଷ୍ଟ୍ରମନ୍ତ୍ରୀ ଡ. ରାମଦାସ ଅଠୱାଲେ ଆଜି ଦିନିକିଆ ଓଡ଼ିଶା ଗସ୍ତରେ ଆସି କିଟ୍‍ ଓ କିସ୍‍ ପରିଦର୍ଶନ କରିଛନ୍ତି। କିଟ୍‍ର ସମସ୍ତ କ୍ୟାମ୍ପସ୍‍ ଓ କିସ୍‍ର ବିଭିନ୍ନ ବିଭାଗ ବୁଲି ଦେଖିବା ପରେ ସେ କିସ୍‍ର ୪୦ ହଜାର ଛାତ୍ରଛାତ୍ରୀଙ୍କୁ ସମ୍ବୋଧିତ କରିଥିଲେ। ଡ. ଅଠୱାଲେ ଛାତ୍ରଛାତ୍ରୀଙ୍କୁ ସମ୍ବୋଧନ କରି କହିଲେ, ତୁମମାନଙ୍କୁ ଅଚ୍ୟୁତ ସାମନ୍ତ ପାଠ ପଢ଼ିବା ପାଇଁ ଯେଉଁ ସୁଯୋଗ ଦେଇଛନ୍ତି, ତାର ସଦୁପଯୋଗ କର। ପାଠ ପଢ଼ି

Read More »
ଦେଶ ବିଦେଶ

କ୍ୟୁଏସ ଏସିଆ ୟୁନିଭର୍‍ସିଟି ରାଙ୍କିଙ୍ଗ ୨୦୨୬: ଓଡ଼ିଶାରେ ଶୀର୍ଷରେ କିଟ୍

ଭୁବନେଶ୍ୱର : କ୍ୟୁଏସ ଏସିଆ ବିଶ୍ୱବିଦ୍ୟାଳୟ ରାଙ୍କିଙ୍ଗ ୨୦୨୬ ପ୍ରକାଶ ପାଇଥିବାବେଳେ ଏଥିରେ କିଟ୍ ବିଶ୍ୱବିଦ୍ୟାଳୟ ଓଡ଼ିଶାରେ ଘରୋଇ ଓ ସରକାରୀ ବିଶ୍ୱବିଦ୍ୟାଳୟ ମଧ୍ୟରେ ଶ୍ରେଷ୍ଠ ସ୍ଥାନରେ ରହିଛି। ଏହା ସହିତ ସମଗ୍ର ଭାରତରେ କିଟ୍ ବିଶ୍ୱବିଦ୍ୟାଳୟ ଉଲ୍ଲେଖନୀୟ ପ୍ରଦର୍ଶନ କରିଥିବା ବେଳେ ଏସିଆରେ ୨୯୪ ତମ ସ୍ଥାନ ହାସଲ କରି ବହୁ ଲବ୍‍ଧ ପ୍ରତିଷ୍ଠିତ ବିଶ୍ୱବିଦ୍ୟାଳୟର ସମକକ୍ଷ ହୋଇପାରିଛି। ସମଗ୍ର ଭାରତରେ ଘରୋଇ ବିଶ୍ୱବିଦ୍ୟାଳୟ ମଧ୍ୟରେ କିଟ୍ ସମ୍ମାନଜନକ ସ୍ଥାନରେ ରହିଛି। ସୂଚନାଯୋଗ୍ୟ, ପ୍ରତିବର୍ଷ ବିଶ୍ୱର ବିଭିନ୍ନ ବିଶ୍ୱବିଦ୍ୟାଳୟକୁ ନେଇ କ୍ୟୁଏସ୍‍

Read More »
କ୍ରୀଡା

ଚେସ୍‌ର ପ୍ରସାର ନେଇ କିଟ୍ ଓ ଫିଡେ ମଧ୍ୟରେ ବୁଝାମଣା

ଭୁବନେଶ୍ୱର : ଭାରତରେ ଚେସ୍‌ର ପ୍ରସାର ନିମନ୍ତେ କିଟ୍‌, ଭାରତୀୟ ଚେସ୍ ସଂଘ (ଏଆଇସିଏଫ୍‌) ଓ ଅନ୍ତର୍ଜାତୀୟ ଚେସ୍ ସଂଘ (ଫିଡେ) ମଧ୍ୟରେ ଆଜି ଗୋଆଠାରେ ଏକ ବୁଝାମଣାପତ୍ର ସ୍ୱାକ୍ଷରିତ ହୋଇଯାଇଛି । ଭାରତରେ ବିଦ୍ୟାଳୟସ୍ତରରୁ ଚେସ୍‌ର ପ୍ରସାର ଲକ୍ଷ୍ୟରେ ଏହି ବୁଝାମଣା ପତ୍ର ସ୍ୱାକ୍ଷରିତ ହୋଇଛି । ଏହା ଫଳରେ ଶିକ୍ଷା ସହ ଚେସ୍‌ର ମଧ୍ୟ ପ୍ରଚାର ପ୍ରସାର ହୋଇପାରିବ । ଫିଡେ ସଭାପତି ଆର୍କାଡ଼ି ଭର୍କୋଭିଚ୍‌, ଫିଡେ ମ୍ୟାନେଜମେଣ୍ଟ ବୋର୍ଡ ଉପାଧ୍ୟକ୍ଷ ଜିଏମ୍ ଦାନା

Read More »
କ୍ରୀଡା

କିଟରେ ଗ୍ଲୋବାଲ୍‍ ୟୁନିଭର୍‍ସିଟି ଫେୟାର

ଭୁବନେଶ୍ୱର : କିଟ ବିଶ୍ୱବିଦ୍ୟାଳୟରେ ଷ୍ଟଡି ଆବ୍ରୋଡ-ଗ୍ଲୋବାଲ୍ ୟୁନିଭରସିଟି ଫେୟାରର ତୃତୀୟ ସଂସ୍କରଣ ଶୁକ୍ରବାର ଉଦ୍‍ଘାଟିତ ହୋଇଯାଇଛି । ଏଥିରେ ବିଶ୍ୱର ୫୦ଟି ବିଶ୍ୱବିଦ୍ୟାଳୟର ପ୍ରତିନିଧିମାନେ ଅଂଶଗ୍ରହଣ କରିଥିଲେ। କିଟ୍‍ ଓ କିସ୍‍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କ ଦ୍ୱାରା ଉଦ୍‍ଘାଟିତ ଏହି ତିନି ଦିନିଆ କାର୍ଯ୍ୟକ୍ରମ ଛାତ୍ରଛାତ୍ରୀମାନଙ୍କୁ ଅଗ୍ରଣୀ ବିଶ୍ୱ ପ୍ରତିଷ୍ଠାନରେ ଛାତ୍ରବୃତ୍ତି, ଇଣ୍ଟର୍ନସିପ୍ ଏବଂ ଉଚ୍ଚଶିକ୍ଷା ସମ୍ଭାବନା ଅନୁସନ୍ଧାନ କରିବାର ସୁଯୋଗ ପ୍ରଦାନ କରିଥିଲା।  ଏହି ଅବସରରେ ଶ୍ରୀ ସାମନ୍ତ କହିଲେ, ଏହା ବିଶ୍ୱାୟନର ଯୁଗ। ଯେତେବେଳେ ବିକାଶ

Read More »
ଦେଶ ବିଦେଶ

କିମସରେ ଅତି ବିରଳ ସ୍ନାୟୁ ରୋଗର ସଫଳ ଚିକିତ୍ସା

ଭୁବନେଶ୍ୱର : କିମସ ଡାକ୍ତରମାନେ ନୋଡୋପାଥି ଓ ପାରାନୋଡୋପାଥି ଭଳି ନୂତନ ଆବିଷ୍କୃତ ଅତି ବିରଳ ସ୍ନାୟୁ ରୋଗରେ ସଫଳ ଚିକିତ୍ସା କରି ଉଦାହରଣ ସୃଷ୍ଟି କରିଛନ୍ତି। ଜଣେ ୩୪ ବର୍ଷୀୟ ମହିଳା ପକ୍ଷାଘାତଗ୍ରସ୍ତ ରୋଗରେ ଆକ୍ରାନ୍ତ ହୋଇ ମୁଣ୍ଡ ବ୍ୟତୀତ ଶରୀରର ଅନ୍ୟ କୌଣସି ଅଂଶ କାମ କରୁନଥିଲା। ଗୁରୁତର ଅବସ୍ଥା ସତ୍ତ୍ୱେ ସେ ସଂପୂର୍ଣ୍ଣ ସଚେତନ ଥିଲେ। କିମ୍‍ସରେ ଭର୍ତ୍ତି ହେବା ପରେ ସ୍ନାୟୁରୋଗ ବିଭାଗ ମୁଖ୍ୟ ଡା ସନ୍ତୋଷ ଦାଶ ତାଙ୍କ ରୋଗ

Read More »
ଅପରାଧ

IRCTC ଦୁର୍ନୀତି ମାମଲାରେ ଲାଲୁଙ୍କୁ ଝଟକା

ପାଟନା: ବିହାର ବିଧାନସଭା ନିର୍ବାଚନ ପୂର୍ବରୁ, ପୂର୍ବତନ ମୁଖ୍ୟମନ୍ତ୍ରୀ ଲାଲୁ ପ୍ରସାଦ ଯାଦବ ଏବଂ ତାଙ୍କ ପରିବାରକୁ କୋର୍ଟରୁ ଏକ ବଡ଼ ଝଟକା ଲାଗିଛି। ଦିଲ୍ଲୀର ଏକ କୋର୍ଟ ଆଇଆରସିଟିସି ମାମଲାରେ ଲାଲୁ ପରିବାର ବିରୁଦ୍ଧରେ ଠକେଇ ଏବଂ ଷଡ଼ଯନ୍ତ୍ରର ଅଭିଯୋଗ ଫଇସଲା କରିଛି। ଦିଲ୍ଲୀର ରାଉଜ ଆଭେନ୍ୟୁ କୋର୍ଟ RJD ସୁପ୍ରିମୋ ଲାଲୁ ପ୍ରସାଦ ଯାଦବ ଏବଂ ବିହାରର ବିରୋଧୀ ଦଳ ନେତା ତେଜସ୍ବୀ ଯାଦବଙ୍କ ସମେତ ସମସ୍ତ ଅଭିଯୁକ୍ତଙ୍କ ବିରୋଧରେ ଚାର୍ଜ ଫ୍ରେମ କରିଛି। ଅର୍ଥାତ୍‌

Read More »
ଦେଶ ବିଦେଶ

କିଟ୍‍ ଭାରତର ୫ମ ଶ୍ରେଷ୍ଠ ବିଶ୍ୱବିଦ୍ୟାଳୟ

ଭୁବନେଶ୍ୱର : ପ୍ରତିବର୍ଷ ପରି ଚଳିତବର୍ଷ ମଧ୍ୟ ଟାଇମ୍‍ସ ହାଇଅର ଏଜୁକେସନ୍‍ ବିଶ୍ୱ ବିଶ୍ୱବିଦ୍ୟାଳୟ ରାଙ୍କିଙ୍ଗ ପ୍ରକାଶ ପାଇଛି। ଚଳିତବର୍ଷ କିଟ୍‍ ବିଶ୍ୱବିଦ୍ୟାଳୟ ଏହି ରାଙ୍କିଙ୍ଗରେ ବିଶ୍ୱ ତଥା ସର୍ବଭାରତୀୟସ୍ତରରେ ତାର ସ୍ଥାନରେ ଉନ୍ନତି ଆଣିଛି। ଗୁରୁବାର ଟାଇମ୍‍ସ ହାଇଅର ଏଜୁକେସନ୍‍ ବିଶ୍ୱ ବିଶ୍ୱବିଦ୍ୟାଳୟ ରାଙ୍କିଙ୍ଗ- ୨୦୨୬ ପ୍ରକାଶିତ ହୋଇଥିବା ବେଳେ ଏଥିରେ କିଟ୍‍ ଅତ୍ୟଧିକ ଭଲ ପ୍ରଦର୍ଶନ କରିଛି। ବିଶ୍ୱର ୨୧୯୧ ବିଶ୍ୱବିଦ୍ୟାଳୟ ମଧ୍ୟରେ କିଟ୍‍ ୫୦୧ କୋହର୍ଟ ମଧ୍ୟ ରହିଛି। ସେହିପରି କିଟ୍‍ ବିଶ୍ୱବିଦ୍ୟାଳୟ  ଦେଶର ୧୨୮ଟି

Read More »