ଦେଶ ବିଦେଶ

ଦେଶ ବିଦେଶ

୨୨ରେ କିମସ ଜାତୀୟ ସମ୍ମିଳନୀ

ଭୁବନେଶ୍ୱର : ନଭେମ୍ବର ୨୨ ତାରିଖରେ କିମ୍‍ସରେ ପ୍ରମୁଖ ଜାତୀୟ ସ୍ୱାସ୍ଥ୍ୟ ସମ୍ମିଳନୀ, ‘କିମ୍‍ସ ଜାତୀୟ ସମ୍ମିଳନୀ ୨୦୨୫‘ର ଦ୍ୱିତୀୟ ସଂସ୍କରଣ ଆୟୋଜିତ ହେଉଛି। ଏହି ସମ୍ମିଳନୀର ବିଷୟ ବସ୍ତୁ ରହିଛି “ଫ୍ୟୁଚର୍‍ ଅଫ୍‍ ମେଡିକାଲ୍‍ କେୟାର ଆଣ୍ଡ ପ୍ରୋଗ୍ରେସ୍‍’। ଏଥିରେ ଭାରତରେ ସ୍ୱାସ୍ଥ୍ୟସେବା ପ୍ରଦାନର ଭବିଷ୍ୟତ ଦିଗ ଉପରେ ଆଲୋଚନା ପାଇଁ କ୍ଲିନିକାଲ୍ ମେଡିସିନ୍‌, ଜନସ୍ୱାସ୍ଥ୍ୟ, ନୀତି ନିର୍ଦ୍ଧାରଣ, ଚିକିତ୍ସା ପ୍ରଯୁକ୍ତିବିଦ୍ୟା ଏବଂ ସାମାଜିକ ପରିବର୍ତ୍ତନର ପ୍ରମୁଖ ବିଶେଷଜ୍ଞମାନେ ଏକତ୍ରିତ ହେବେ। ଏହା ସହ ଜାତୀୟ ଏବଂ ଅନ୍ତର୍ଜାତୀୟସ୍ତରର ବକ୍ତାମାନେ ସଂପ୍ରତି

Read More »
ଦେଶ ବିଦେଶ

କିଟ୍‍ ଓ ଆପୋଲୋ ଟାୟାର୍ସ ମଧ୍ୟରେ ବୁଝାମଣା

ଭୁବନେଶ୍ୱର, ୧୯ ।୧୧: ଟାୟାର ଟେକ୍ନୋଲୋଜି ପାଠ୍ୟକ୍ରମ ନେଇ କିଟ୍‍ ବିଶ୍ୱବିଦ୍ୟାଳୟ ଓ ଆପୋଲୋ ଟାୟାର୍ସ ମଧ୍ୟରେ ମଙ୍ଗଳବାର ଏକ ବୁଝାମଣା ପତ୍ର ସ୍ୱାକ୍ଷରିତ ହୋଇଯାଇଛି। କିଟ୍‍ ବିଶ୍ୱବିଦ୍ୟାଳୟ ପକ୍ଷରୁ କୁଳପତି ପ୍ରଫେସର ଶରଣଜିତ ସିଂହ ଏଥିରେ ସ୍ୱାକ୍ଷର କରିଥିବା ବେଳେ ଆପୋଲୋ ଟାୟାର୍ସ ପକ୍ଷରୁ ଫିଲ୍‍ଡ ଟେକ୍ନିକାଲ୍‍ ସର୍ଭିସ୍‍ ମୁଖ୍ୟ ଅନୀତ ଚାକୁ ଏହି ବୁଝାମଣାପତ୍ରରେ ସ୍ୱାକ୍ଷର କରିଥିଲେ। ଏଭଳି ବୁଝାମଣା ଭାରତରେ ପ୍ରଥମ ଥର ପାଇଁ କୌଣସି ଶିକ୍ଷାନୁଷ୍ଠାନ ଓ ଶିଳ୍ପ ମଧ୍ୟରେ ଅନୁଷ୍ଠିତ ହୋଇଛି।

Read More »
ଦେଶ ବିଦେଶ

ଜୋନାଥନ ଗ୍ରାନଫ୍‍ଙ୍କୁ କିସ୍‍ ଜୀବନବ୍ୟାପୀ ସାଧନା ପୁରସ୍କାର

ଭୁବନେଶ୍ୱର : ବିଶ୍ୱ ଶାନ୍ତି, ପରମାଣୁ ନିରସ୍ତ୍ରୀକରଣ ଓ ଆଇନର ଶାସନ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ନିମନ୍ତେ ଗ୍ଲୋବାଲ୍‍ ସିକ୍ୟୁରିଟି ଇନ୍‍ଷ୍ଟିଚ୍ୟୁଟ୍‍ର ସଭାପତି ଜୋନାଥନ୍‍ ଗ୍ରାନଫ୍‍ଙ୍କୁ ଶନିବାର କିସ୍‍ ଜୀବନବ୍ୟାପୀ ସାଧନା ପୁରସ୍କାର ପ୍ରଦାନ କରାଯାଇଛି। କିଟ୍‍ ଓ କିସ୍‍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ତାଙ୍କୁ ଏହି ସମ୍ମାନ ପ୍ରଦାନ କରିଥିଲେ। ଗ୍ରାନଫ୍‍ ହେଉଛନ୍ତି ଜଣେ ଅନ୍ତର୍ଜାତୀୟ ଖ୍ୟାତି ସମ୍ପନ୍ନ ଆଇନଜ୍ଞ ଏବଂ ସେ ଦୀର୍ଘ ଦଶନ୍ଧୀ ଧରି ପରମାଣୁ ନିରସ୍ତ୍ରୀକରଣ ସପକ୍ଷରେ ବିଶ୍ୱବ୍ୟାପୀ ଅଭିଯାନ ଚଳାଇ

Read More »
ତାଜା ଖବର

ଗ୍ରାଣ୍ଡ୍ ଭିଟାରା ଫେରାଇ ନେବ ମାରୁତି କମ୍ପାନୀ

ନୂଆଦିଲ୍ଲୀ: ମାରୁତି କମ୍ପାନୀ ନୂତନ କରି ଲଞ୍ଚ କରିଥିବା ଗ୍ରାଣ୍ଡ୍ ଭିଟାରା କାରକୁ ଗ୍ରାହକଙ୍କଠାରୁ ଫେରସ୍ତ କରାଇନେବ । ମାର୍କେଟରେ ବିକ୍ରି ହୋଇଥିବା ୩୯, ୦୦୦ କାର୍ ଫେରାଇ ନେବାକୁ କମ୍ପାନୀ କହିଛି । ସଦ୍ୟତମ ବଜାରକୁ ଆସିଥିବା ଏହି କାରରେ ଏକ ଯାନ୍ତ୍ରିକ ତ୍ରୁଟି ରହିଥିବାରୁ ମାରୁତି କମ୍ପାନୀ ପକ୍ଷରୁ ଏହି ବଡ଼ ନିଷ୍ପତ୍ତି ନିଆଯାଇଛି । ଯାନ୍ତ୍ରିକ ତ୍ରୁଟିର ସମାଧାନ କରିବା ପରେ ପୁଃନଶ୍ଚ ଗ୍ରାହକଙ୍କୁ ସେମାନଙ୍କ କାର୍ ହସ୍ତାନ୍ତର କରାଯିବ । ମାରୁତି

Read More »
ଦେଶ ବିଦେଶ

କିଟ୍ ଡେଣ୍ଟାଲ କଲେଜକୁ ଚରକ ଜାତୀୟ ପୁରସ୍କାର

ଭୁବନେଶ୍ୱର : କ୍ଲିନିକାଲ୍ ଉତ୍କର୍ଷତା ନିମନ୍ତେ ଇଣ୍ଡିଆନ୍ ଡେଣ୍ଟାଲ ଆସୋସିଏସନ (ଆଇଡ଼ିଏ) ପକ୍ଷରୁ କଳିଙ୍ଗ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଡେଣ୍ଟାଲ ସାଇନସେସ୍‌ (କିଡ଼ସ୍‌)କୁ ଜାତୀୟ ଚରକ ପୁରସ୍କାର ପ୍ରଦାନ କରାଯାଇଛି। ଆଇଡ଼ିଏ ପକ୍ଷରୁ ଗତ ୮ତାରିଖ ମୁମ୍ବାଇରେ ଅନୁଷ୍ଠିତ ଏକ ଉତ୍ସବରେ କିଡ଼ସ୍‌କୁ ଏହି ପୁରସ୍କାର ପ୍ରଦାନ କରାଯାଇଥିଲା। କିଡ଼ସ୍ ନିର୍ଦ୍ଦେଶକ ଡା. ଯୁଗଜ୍ୟୋତି ପାଠୀ ଏହି ପୁରସ୍କାର ଗ୍ରହଣ କରିଥିଲେ। ଏହି ପୁରସ୍କାର ପ୍ରଦାନ ଉତ୍ସବରେ ଚିଲିର କନ୍‌ସଲ୍ ଜେନେରାଲ ଗୁସ୍ତଫୋ ଗନ୍‌ଜେଲ୍‌ଜେ, ତାଇୱାଲ୍ ଏକ୍‌ସଟର୍ନାଲ୍ ଟ୍ରେଡ୍ ଡେଭେଲପମେଣ୍ଟ କାଉନ୍‌ସିଲ୍‌ର ଆଲେକ୍‌ସ ଚେନ୍‌, ଆଇଡିଏର ସଭାପତି

Read More »
ଦେଶ ବିଦେଶ

ସ୍ୱପ୍ନ ଦେଖ, ନମ୍ର ରୁହ, ସଫଳତା ପାଅ: ଏସ୍‌.ଏନ୍‌.ସୁବ୍ରମଣ୍ୟମ୍‌

ଭୁବନେଶ୍ୱର : ସ୍ୱପ୍ନ ଦେଖ, ନମ୍ର ରୁହ ଓ ନିଜର ୩୫ ବର୍ଷ ବୟସ ହେବା ପୂର୍ବରୁ କିଛି ସଫଳତା ହାସଲ କରି ଦେଖାଅ ବୋଲି ଛାତ୍ରଛାତ୍ରୀଙ୍କୁ ପରାମର୍ଶ ଦେଇ କହିଛନ୍ତି କର୍ପୋରେଟ୍ ଇଣ୍ଡିଆର ଅନ୍ୟତମ ପ୍ରମୁଖ ବ୍ୟକ୍ତି, ଲାର୍ସନ୍ ଆଣ୍ଡ୍ ଟୁବ୍ରୋ (ଏଲଆଣ୍ଡଟି) ଅଧ୍ୟକ୍ଷ ଓ ପରିଚାଳନା ନିର୍ଦ୍ଦେଶକ ଏସ୍‌. ଏନ୍‌. ସୁବ୍ରମଣ୍ୟମ୍। କିଟ୍‍ ମ୍ୟାନେଜମେଣ୍ଟ ସ୍କୁଲ୍‍ ଦ୍ୱାରା ଆୟୋଜିତ ‘ଶିଳ୍ପ ସିମ୍ପୋଜିମ୍ ୫.୦’ରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଶ୍ରୀ ସୁବ୍ରମଣ୍ୟମ୍ ସବୁଜ ହାଇଡ୍ରୋଜେନ୍ ବିପ୍ଳବ, କୃତ୍ରିମ ବୁଦ୍ଧିମତ୍ତା

Read More »
ଦେଶ ବିଦେଶ

କେନ୍ଦ୍ରମନ୍ତ୍ରୀ ରାମଦାସ ଅଠୱାଲେଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ

ଭୁବନେଶ୍ୱର : ଭାରତ ସରକାରଙ୍କ ସାମାଜିକ ନ୍ୟାୟ ଓ ସଶକ୍ତିକରଣ ରାଷ୍ଟ୍ରମନ୍ତ୍ରୀ ଡ. ରାମଦାସ ଅଠୱାଲେ ଆଜି ଦିନିକିଆ ଓଡ଼ିଶା ଗସ୍ତରେ ଆସି କିଟ୍‍ ଓ କିସ୍‍ ପରିଦର୍ଶନ କରିଛନ୍ତି। କିଟ୍‍ର ସମସ୍ତ କ୍ୟାମ୍ପସ୍‍ ଓ କିସ୍‍ର ବିଭିନ୍ନ ବିଭାଗ ବୁଲି ଦେଖିବା ପରେ ସେ କିସ୍‍ର ୪୦ ହଜାର ଛାତ୍ରଛାତ୍ରୀଙ୍କୁ ସମ୍ବୋଧିତ କରିଥିଲେ। ଡ. ଅଠୱାଲେ ଛାତ୍ରଛାତ୍ରୀଙ୍କୁ ସମ୍ବୋଧନ କରି କହିଲେ, ତୁମମାନଙ୍କୁ ଅଚ୍ୟୁତ ସାମନ୍ତ ପାଠ ପଢ଼ିବା ପାଇଁ ଯେଉଁ ସୁଯୋଗ ଦେଇଛନ୍ତି, ତାର ସଦୁପଯୋଗ କର। ପାଠ ପଢ଼ି

Read More »
ଦେଶ ବିଦେଶ

କ୍ୟୁଏସ ଏସିଆ ୟୁନିଭର୍‍ସିଟି ରାଙ୍କିଙ୍ଗ ୨୦୨୬: ଓଡ଼ିଶାରେ ଶୀର୍ଷରେ କିଟ୍

ଭୁବନେଶ୍ୱର : କ୍ୟୁଏସ ଏସିଆ ବିଶ୍ୱବିଦ୍ୟାଳୟ ରାଙ୍କିଙ୍ଗ ୨୦୨୬ ପ୍ରକାଶ ପାଇଥିବାବେଳେ ଏଥିରେ କିଟ୍ ବିଶ୍ୱବିଦ୍ୟାଳୟ ଓଡ଼ିଶାରେ ଘରୋଇ ଓ ସରକାରୀ ବିଶ୍ୱବିଦ୍ୟାଳୟ ମଧ୍ୟରେ ଶ୍ରେଷ୍ଠ ସ୍ଥାନରେ ରହିଛି। ଏହା ସହିତ ସମଗ୍ର ଭାରତରେ କିଟ୍ ବିଶ୍ୱବିଦ୍ୟାଳୟ ଉଲ୍ଲେଖନୀୟ ପ୍ରଦର୍ଶନ କରିଥିବା ବେଳେ ଏସିଆରେ ୨୯୪ ତମ ସ୍ଥାନ ହାସଲ କରି ବହୁ ଲବ୍‍ଧ ପ୍ରତିଷ୍ଠିତ ବିଶ୍ୱବିଦ୍ୟାଳୟର ସମକକ୍ଷ ହୋଇପାରିଛି। ସମଗ୍ର ଭାରତରେ ଘରୋଇ ବିଶ୍ୱବିଦ୍ୟାଳୟ ମଧ୍ୟରେ କିଟ୍ ସମ୍ମାନଜନକ ସ୍ଥାନରେ ରହିଛି। ସୂଚନାଯୋଗ୍ୟ, ପ୍ରତିବର୍ଷ ବିଶ୍ୱର ବିଭିନ୍ନ ବିଶ୍ୱବିଦ୍ୟାଳୟକୁ ନେଇ କ୍ୟୁଏସ୍‍

Read More »
କ୍ରୀଡା

ଚେସ୍‌ର ପ୍ରସାର ନେଇ କିଟ୍ ଓ ଫିଡେ ମଧ୍ୟରେ ବୁଝାମଣା

ଭୁବନେଶ୍ୱର : ଭାରତରେ ଚେସ୍‌ର ପ୍ରସାର ନିମନ୍ତେ କିଟ୍‌, ଭାରତୀୟ ଚେସ୍ ସଂଘ (ଏଆଇସିଏଫ୍‌) ଓ ଅନ୍ତର୍ଜାତୀୟ ଚେସ୍ ସଂଘ (ଫିଡେ) ମଧ୍ୟରେ ଆଜି ଗୋଆଠାରେ ଏକ ବୁଝାମଣାପତ୍ର ସ୍ୱାକ୍ଷରିତ ହୋଇଯାଇଛି । ଭାରତରେ ବିଦ୍ୟାଳୟସ୍ତରରୁ ଚେସ୍‌ର ପ୍ରସାର ଲକ୍ଷ୍ୟରେ ଏହି ବୁଝାମଣା ପତ୍ର ସ୍ୱାକ୍ଷରିତ ହୋଇଛି । ଏହା ଫଳରେ ଶିକ୍ଷା ସହ ଚେସ୍‌ର ମଧ୍ୟ ପ୍ରଚାର ପ୍ରସାର ହୋଇପାରିବ । ଫିଡେ ସଭାପତି ଆର୍କାଡ଼ି ଭର୍କୋଭିଚ୍‌, ଫିଡେ ମ୍ୟାନେଜମେଣ୍ଟ ବୋର୍ଡ ଉପାଧ୍ୟକ୍ଷ ଜିଏମ୍ ଦାନା

Read More »
କ୍ରୀଡା

କିଟରେ ଗ୍ଲୋବାଲ୍‍ ୟୁନିଭର୍‍ସିଟି ଫେୟାର

ଭୁବନେଶ୍ୱର : କିଟ ବିଶ୍ୱବିଦ୍ୟାଳୟରେ ଷ୍ଟଡି ଆବ୍ରୋଡ-ଗ୍ଲୋବାଲ୍ ୟୁନିଭରସିଟି ଫେୟାରର ତୃତୀୟ ସଂସ୍କରଣ ଶୁକ୍ରବାର ଉଦ୍‍ଘାଟିତ ହୋଇଯାଇଛି । ଏଥିରେ ବିଶ୍ୱର ୫୦ଟି ବିଶ୍ୱବିଦ୍ୟାଳୟର ପ୍ରତିନିଧିମାନେ ଅଂଶଗ୍ରହଣ କରିଥିଲେ। କିଟ୍‍ ଓ କିସ୍‍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କ ଦ୍ୱାରା ଉଦ୍‍ଘାଟିତ ଏହି ତିନି ଦିନିଆ କାର୍ଯ୍ୟକ୍ରମ ଛାତ୍ରଛାତ୍ରୀମାନଙ୍କୁ ଅଗ୍ରଣୀ ବିଶ୍ୱ ପ୍ରତିଷ୍ଠାନରେ ଛାତ୍ରବୃତ୍ତି, ଇଣ୍ଟର୍ନସିପ୍ ଏବଂ ଉଚ୍ଚଶିକ୍ଷା ସମ୍ଭାବନା ଅନୁସନ୍ଧାନ କରିବାର ସୁଯୋଗ ପ୍ରଦାନ କରିଥିଲା।  ଏହି ଅବସରରେ ଶ୍ରୀ ସାମନ୍ତ କହିଲେ, ଏହା ବିଶ୍ୱାୟନର ଯୁଗ। ଯେତେବେଳେ ବିକାଶ

Read More »