
କଳିଙ୍ଗ ଗ୍ଲୋବାଲ୍ ଫଟୋଗ୍ରାଫି ଫେଷ୍ଟିଭାଲ୍ ଉଦ୍ଘାଟିତ
ଭୁବନେଶ୍ୱର : ବିଶ୍ୱ ଫଟୋଗ୍ରାଫି ଦିବସ ଅବସରରେ କିଟ୍ ସ୍କୁଲ୍ ଅଫ୍ ଫିଲ୍ମ ଆଣ୍ଡ ମିଡିଆ ସାଇନ୍ସ ପକ୍ଷରୁ କଳିଙ୍ଗ ଗ୍ଲୋବାଲ୍ ଫଟୋଗ୍ରାଫି ଫେଷ୍ଟିଭାଲ୍ ୨୦୨୬ ଆଜି ଉଦ୍ଘାଟିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ରାଜ୍ୟ ମତ୍ସ୍ୟ ଓ ପଶୁସମ୍ପଦ ବିକାଶ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ଛାତ୍ରଛାତ୍ରୀ ଓ ଯୁବ ଫଟୋଗ୍ରାଫରମାନଙ୍କୁ ପ୍ରେରଣାଦାୟୀ ବାର୍ତ୍ତା ଦେଇଥିଲେ । ଏହି ଅବସରରେ ସେ କହିଲେ, ଫଟୋଗ୍ରାଫି କେବଳ ଏକ କଳା ନୁହେଁ, ବରଂ ସମୟ










