Live Odisha Tv

ରାଜନୀତି

ତାଜା ଖବର

‘ସୁଭଦ୍ରା’ ଯୋଜନା ପାଇଁ ଆଜିଠାରୁ ଆବେଦନ

ବହୁ ପ୍ରତୀକ୍ଷିତ ‘ସୁଭଦ୍ରା’ ଯୋଜନା ପାଇଁ ଆଜିଠାରୁ ଆରମ୍ଭ ହେଲା ଆବେଦନ। ସେଥିପାଇଁ ଅଙ୍ଗନବାଡି କେନ୍ଦ୍ରରେ ଲାଗିଛି ଲମ୍ୱା ଲାଇନ। ଅଙ୍ଗନବାଡି କେନ୍ଦ୍ର ବ୍ୟତୀତ ବ୍ଲକ୍‌ ଅଫିସ୍, ମୋ ସେବା କେନ୍ଦ୍ର ଓ ଜନସେବା କେନ୍ଦ୍ରରେ ଦେଖିବାକୁ ମିଳୁଛି ଅସମ୍ଭାଳ ଭିଡ଼। ଏମିତି କି ଗାଁରେ ଘର ଘର ବୁଲି ଫର୍ମ ବାଣ୍ଟୁଛନ୍ତି ଅଙ୍ଗନବାଡି ଦିଦି। ତା’ସହିତ ଫର୍ମ କେମିତି ପୂରଣ କରିବେ, ଆଉ କେଉଁ କେଉଁ ପ୍ରମାଣପତ୍ର ଦେଇ ଆବେଦନ କରିବେ ସେ ନେଇ ମଧ୍ୟ

Read More »
ତାଜା ଖବର

ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେଲେ ମମତା ମହାନ୍ତ

ରାଜ୍ୟସଭା ସାଂସଦ ଭାବେ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି ବିଜେପି ନେତା ମମତା ମହାନ୍ତ। ଅନ୍ୟତମ ବିଜେପି ନେତା ଜଗନ୍ନାଥ ପ୍ରଧାନ ରାଜ୍ୟସଭା ନିର୍ବାଚନରୁ ଓହରିଯିବା ପରେ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି ମମତା। ରାଜ୍ୟସଭା ନିର୍ବାଚନ ରିଟର୍ଣ୍ଣିଂ ଅଫିସରଙ୍କଠାରୁ ସେ ତାଙ୍କ ସାର୍ଟିଫିକେଟ ଗ୍ରହଣ କରିଛନ୍ତି। କୁଡ଼ୁମୀ ସଂପ୍ରଦାୟର ଜଣେ ଟାଣୁଆ ନେତ୍ରୀ ହେଉଛନ୍ତି ମମତା ମହାନ୍ତ। ୨୦୨୦ ମସିହାରେ ବିଜେଡି ତାଙ୍କୁ ରାଜ୍ୟସଭାକୁ ପଠାଇଥିଲା। ୨୦୨୬ ଏପ୍ରିଲରେ ତାଙ୍କ କାର୍ଯ୍ୟକାଳ ସମାପ୍ତ ହୋଇଥା’ନ୍ତା। ତେବେ କାର୍ଯ୍ୟକାଳ ଶେଷ ହେବାର ୨୧ ମାସ

Read More »
ତାଜା ଖବର

ରାଜ୍ୟସଭାକୁ ୧୨ ସଦସ୍ୟ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ

ସଂସଦର ଉଚ୍ଚ ସଦନ ଅର୍ଥାତ ରାଜ୍ୟସଭାକୁ ଆଜି ୧୨ ଜଣ ସଦସ୍ୟ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ଏହା ମଧ୍ୟରେ ବିଜେପିର ୯ ଜଣ ଓ ଆଉ ୨ ଜଣ ସଦସ୍ୟ ସହଯୋଗୀ ଦଳରୁ ରାଜ୍ୟସଭାର ସାଂସଦ ହୋଇଛନ୍ତି। ୧୧ ରାଜ୍ୟସଭା ଆସନ ହାସଲ କରିବା ପରେ ରାଜ୍ୟସଭାରେ କୌଣସି ବିଲ୍‌ ପାସ୍‌ କରାଇବା ପାଇଁ ଆବଶ୍ୟକ ମ୍ୟାଜିକ ନମ୍ବର ଏବେ ବିଜେପି ନେତୃତ୍ୱାଧୀନ ଏନଡିଏ ପାଖରେ ହୋଇଯାଇଛି।ଆଜି ବିଜେପି ଟିକେଟରୁ ୯ ଜଣ ରାଜ୍ୟସଭାକୁ ନିର୍ଦ୍ୱନ୍ଦ୍ୱରେ ଯିବା

Read More »
ତାଜା ଖବର

ଲଦାଖକୁ ମିଳିବ ନୂତନ ୫ଟି ଜିଲ୍ଲା

ଲଦାଖ: ୨୦୧୯ରେ କେନ୍ଦ୍ର ଶାସିତ ଅଞ୍ଚଳର ମାନ୍ୟତା ପାଇଥିବା ଲଦାଖର ମାନ ଚିତ୍ରରେ ପରିବର୍ତ୍ତନ କରିଛନ୍ତି କେନ୍ଦ୍ର ସରକାର । ଲଦାଖ କେନ୍ଦ୍ର ଶାସିତ ଅଞ୍ଚଳକୁ ନୂଆରୂପ ଦେଇଛନ୍ତି କେନ୍ଦ୍ର ସରକାର । ପୂର୍ବରୁ ମାତ୍ର ଦୁଇଟି ଜିଲ୍ଲାରେ ସୀମିତ ଥିବା ଲଦାଖକୁ ମିଳିବ ନୂତନ ୫ଟି ଜିଲ୍ଲା । ଏ ନେଇ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ ସୂଚନା ଦେଇଛନ୍ତି । ଲଦାଖରେ ପାଞ୍ଚଟି ନୂତନ ଜିଲ୍ଲା ଗଠନ କରିବାକୁ କେନ୍ଦ୍ର ସରକାର ନିଷ୍ପତ୍ତି

Read More »
ଦେଶ ବିଦେଶ

୫ବର୍ଷରେ ମିଳିବ ମୋଟ ୫୦ହଜାର ଟଙ୍କା

ରାଜ୍ୟର ମହିଳାମାନଙ୍କୁ ବର୍ଷକୁ ୧୦ହଜାର ଟଙ୍କା ଲେଖାଏଁ ହାତଖର୍ଚ୍ଚ ରାଜ୍ୟ ସରକାର ଯୋଗାଇଦେବେ । ପ୍ରତିବର୍ଷ ରାକ୍ଷୀ ପୂର୍ଣ୍ଣିମା ଓ ମହିଳା ଦିବସରେ ୨ଟି କିସ୍ତିରେ ଏହି ଟଙ୍କା ମହିଳାଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଯିବ । ସେମାନେ ନିଜ ଇଚ୍ଛାରେ ଏହି ଟଙ୍କା ଖର୍ଚ୍ଚ କରିପାରିବେ । ଆର୍ଥିକ ସ୍ୱଚ୍ଛଳ ବର୍ଗର ମହିଳା, ସରକାରୀ ଚାକିରି କରୁଥିବା ମହିଳା ଓ ଆୟକର ପ୍ରଦାନ କରୁଥିବା ମହିଳାମାନଙ୍କୁ ବାଦ୍ ଦେଇ ରାଜ୍ୟର ୨୧ବର୍ଷରୁ ଅଧିକ ଓ ୬୦ବର୍ଷରୁ କମ୍

Read More »
ତାଜା ଖବର

କିଏ ହେବ ମୋଦିଙ୍କ ଉତ୍ତରାଧିକାରୀ ?

ମୋଦିଙ୍କ ପରେ ପ୍ରଧାନମନ୍ତ୍ରୀ ଆସନରେ କିଏ ବସିବେ ? ବିଜେପିର କିଏ ସେହି ହେଭି ୱେଟ ? ଯିଏ ଗ୍ରହଣ କରିବେ ମୋଦିଙ୍କ ସ୍ଥାନ ? ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିକଟ ନିର୍ବାଚନରେ ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ନିର୍ବାଚିତ ହୋଇଛନ୍ତି । ୭୩ ବର୍ଷ ବୟସରେ କ୍ରମାଗତ ଭାବରେ ତୃତୀୟ ଥର ପାଇଁ ଦେଶର ପ୍ରଧାନମନ୍ତ୍ରୀ ହୋଇ ରେକର୍ଡ ସୃଷ୍ଟି କରିଛନ୍ତି । ତେବେ ୨୦୨୯ ଲୋକସଭା ନିର୍ବାଚନ ସମୟକୁ ତାଙ୍କୁ ୭୮ ବର୍ଷ

Read More »
ତାଜା ଖବର

ସ୍ୱାଧୀନ ଭାବେ ନାମାଙ୍କନ ଭରିଲେ ଜଗନ୍ନାଥ

ଭୁବନେଶ୍ୱର: ବିଜେପିର ରାଜ୍ୟସଭା ପ୍ରାର୍ଥୀ ମମତା ମହାନ୍ତ ଆଜି ବିଧିବଦ୍ଧ ଭାବେ ଭରିଲେ ନାମାଙ୍କନ। ବିଧାନସଭା ଆସି ନିଜର ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି ମମତା ମହାନ୍ତ । ତେବେ ଏହାର ଘଣ୍ଟାକ ପରେ ସ୍ୱାଧୀନ ପ୍ରାର୍ଥୀ ଭାବେ ନାମାଙ୍କନ ଭରିଛନ୍ତି ବିଜେପି ନେତା ଜଗନ୍ନାଥ ପ୍ରଧାନ | ଭୁବନେଶ୍ୱର ମଧ୍ୟ ଆସନରୁ ପ୍ରାର୍ଥୀ ଥିଲେ ଜଗନ୍ନାଥ | ତେବେ ସେ ଚଳିତ ନିର୍ବାଚନରେ ହାରିଯାଇଥିଲେ | ମମତାଙ୍କ ନାମାଙ୍କନରେ ପ୍ରଥମ ପ୍ରସ୍ତାବକ ରହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ

Read More »
ତାଜା ଖବର

ନରେନ୍ଦ୍ର ମୋଦୀଙ୍କୁ ରାକେଶ ଟିକାଏତଙ୍କ ଧମକ

ନୂଆଦିଲ୍ଲୀ: ଭାରତ କିଷା‌ନ ୟୁନିଅନର ଜାତୀୟ ମୁଖପାତ୍ର ରାକେଶ ଟିକାଏତଙ୍କ ଏକ ବିବାଦୀୟ ମନ୍ତବ୍ୟ ଏବେ ସାମ୍ନାକୁ ଆସିଛି। ଯାହା ଦେଶର ରାଜନୀତିରେ ଆଲୋଡ଼ନ ସୃଷ୍ଟି କରିଛି। ସେ ସିଧା ସଳଖ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଧମକ ଭରା ଚେତାବନୀ ଦେଇଛନ୍ତି। ଟିକାଏତ କହିଛନ୍ତି ଯେ ଯଦି ମୋଦୀ ସରକାର ଉପଯୁକ୍ତ ପଦକ୍ଷେପ ନ ନିଅନ୍ତି ତେବେ ବାଂଲାଦେଶ ଭଳି ପରିସ୍ଥିତିର ସମ୍ମୁଖୀନ ହୋଇପାରନ୍ତି। ଏକ ଟିଭି ଚ୍ୟାନେଲରେ ଦେଇଥିବା ଏକ ସାକ୍ଷାତକାରରେ ଟିକାଏତ କହିଥିଲେ, ଆମେ

Read More »
ତାଜା ଖବର

ରାଜ୍ୟସଭା ପାଇଁ ମମତାଙ୍କ ନାମ ଘୋଷଣା

ଅନେକ କଳ୍ପନାଜଳ୍ପନାରେ ପୂର୍ଣ୍ଣଚ୍ଛେଦ ପକାଇ ବିଜେପି ଘୋଷଣା କଲା ରାଜ୍ୟସଭା ପ୍ରାର୍ଥୀ । ରାଜ୍ୟସଭା ପ୍ରାର୍ଥୀ ଭାବେ ମମତାଙ୍କ ନାମ ହେଲା ଘୋଷଣା । ମମତା ମହାନ୍ତ ହେଲେ ବିଜେପିର ରାଜ୍ୟସଭା ପ୍ରାର୍ଥୀ। ଆସନ୍ତାକାଲି ନାମାଙ୍କନ ଦାଖଲର ଶେଷ ତାରିଖ । ମୟୁରଭଞ୍ଜ କୁଡୁମି ସମ୍ପ୍ରଦାୟ ବରିଷ୍ଠ ନେତ୍ରୀ ମମତା । ନିକଟ ଅତୀତରେ ବିଜେଡି ଛାଡି ବିଜେପିରେ ଯୋଗଦାନ କରିଥିଲେ । ରାଜ୍ୟସଭା ସହ ବିଜେଡିରୁ ଇସ୍ତଫା ଦେଇଥିଲେ ସେ । ଆଜି ବିଜେପି ପକ୍ଷରୁ

Read More »
ଅପରାଧ

ବିରୋଧୀଙ୍କ ଟାର୍ଗେଟରେ ମମତା ସରକାର

କୋଲକାତା: କୋଲକାତାରେ ମହିଳା ଡାକ୍ତରଙ୍କ ବଳାତ୍କାର ଓ ହତ୍ୟା ଘଟଣାରେ ପଶ୍ଚିମବଙ୍ଗ ସରକାର ଏବେ ଦେଶବାସୀଙ୍କ ଆକ୍ରୋଶର ଶୀକାର ହୋଇଛନ୍ତି । ମମତା ବାନାର୍ଜୀଙ୍କ ବିରୋଧରେ ଦେଶବ୍ୟାପୀ ଆନ୍ଦୋଳନ କରାଯାଉଛି । କିଏ ରାଜ୍ୟରେ ରାଷ୍ଟ୍ରପତି ଶାସନ ଲାଗୁ କରିବାକୁ ଦାବି କରୁଛି ତ କିଏ ମମତାଙ୍କ ଇସ୍ତଫା ଦାବି କରିଛନ୍ତି । ରାଜନେତାଠାରୁ ଆରମ୍ଭ କରି ଅଭିନେତା, କ୍ରୀଡ଼ା ଜଗତର ବ୍ୟକ୍ତି ବିଶେଷମାନେ ମମତାଙ୍କ କାର୍ଯ୍ୟଶୈଳୀ ଉପରେ ପ୍ରଶ୍ନ ଉଠାଇଛନ୍ତି । ଖୋଦ ତୃଣମୂଳ କଂଗ୍ରେସର

Read More »