Live Odisha Tv

କ୍ରୀଡା

କ୍ରୀଡା

ଆଗୁଆ ଟି-୨୦ ସିରିଜ କବଜା କଲା ଭାରତ

ଟେଷ୍ଟ ଭଳି ବାଂଲାଦେଶ ବିପକ୍ଷ ଟି-୨୦ ସିରିଜକୁ ଆଗୁଆ ୨-୦ରେ କବଜା କରି ଭାରତୀୟ ଟିମ। ଦିଲ୍ଲୀରେ ଖେଳା ଯାଉଥିବା ଦ୍ୱିତୀୟ ଟି-୨୦କୁ ଭାରତୀୟ ଟିମ ଅତି ସହଜରରେ ଜିତି ନେଇଛି। ଭାରତ ୨୨୨ ରନର ଟାର୍ଗେଟ ଦେଇଥିବା ବେଳେ ବାଂଲାଦେଶ ଟିମ ୯ ୱିକେଟରେ କେବଳ ୧୩୫ ରନରେ ଅଟକି ଯାଇଛି। ୮୬ ରନରେ ଦ୍ୱିତୀୟକୁ ଟି-୨୦ ଜିତି ସୂର୍ଯ୍ୟ କୁମାର ଯାଦବଙ୍କ ଭାରତୀୟ ଟିମ ଗୋଟିଏ ମ୍ୟାଚ୍‌ ପୂର୍ବରୁ ସିରିଜ କବଜା କରିନେଇଛି। ଶେଷ ମ୍ୟାଚ୍‌ ଆସନ୍ତା

Read More »
କ୍ରୀଡା

ମହିଳା ଟି-୨୦ ବିଶ୍ୱକପରେ ଭାରତର ବଡ଼ ବିଜୟ

ୟୁଏଇରେ ଚାଲିଥିବା ମହିଳା ଟି-୨୦ ବିଶ୍ୱକପରେ ବଡ଼ ବିଜୟ ହାସଲ କରିଛି ଭାରତୀୟ ଟିମ। ଗ୍ରୁପ ପର୍ଯ୍ୟାୟର ନିଜର ତୃତୀୟ ମ୍ୟାଚ୍‌ରେ ଆଜି ଭାରତୀୟ ଟିମ ଏସିଆର ଚାମ୍ପିୟନ ଶ୍ରୀଲଙ୍କାକୁ ଏକତରଫା ଭାବେ ହରାଇ ଦେଇଛି। ଭାରତ ୧୭୩ ରନର ଟାର୍ଗେଟ ଦେଇଥିବା ବେଳେ ଶ୍ରୀଲଙ୍କା କେବଳ ୯୦ ରନ ହିଁ କରିବାକୁ ସକ୍ଷମ ହୋଇଛି। ଠିକ ବିଶ୍ୱକପ ପୂର୍ବରୁ ଶ୍ରୀଲଙ୍କା ଏସିଆ କପ ଫାଇନାଲରେ ଭାରତୀୟ ମହିଳା ଟିମକୁ ହରାଇ ଥିଲା। ଆଜି ବିଶ୍ୱକପରେ ଭାରତୀୟ

Read More »
କ୍ରୀଡା

ଭଲିବଲରେ ନୂଆ ଗିନିଜ୍‍ ବିଶ୍ୱ ରେକର୍ଡ କଲା କିସ୍‍

ଭୁବନେଶ୍ୱର : ପୁରୁଣା ଗିନିଜ ବିଶ୍ୱ ରେକର୍ଡକୁ ଭାଙ୍ଗିଛି କିସ୍‍ । ନିକଟରେ ଅନୁଷ୍ଠିତ ହୋଇଯାଇଥିବା କିସ୍‍ ଭଲିବଲ୍‍ ମହୋତ୍ସବରେ କିସ୍‍ ଏହି ରେକର୍ଡ ଭାଙ୍ଗିଛି । ଭଲିବଲ୍‍ ମହୋତ୍ସବ ଅବସରରେ ଆୟୋଜିତ ଏକ ବନ୍ଧୁତ୍ୱପୂର୍ଣ୍ଣ ପ୍ରଦର୍ଶନୀ ମ୍ୟାଚ୍‍ରେ ୪୩୦ ଖେଳାଳି ଦୀର୍ଘ ୮ଘଣ୍ଟା ଧରି ଗୋଟିଏ ମ୍ୟାଚ୍‍ ଖେଳି ମୋଟ ୭୩୬-୭୫୬ ପଏଣ୍ଟ ସ୍କୋର ସହ ଏହି ରେକର୍ଡ କରିଛନ୍ତି । କିଟ୍‍, କିସ୍‍ ଓ ଆନ୍ତର୍ଜାତିକ ଭଲିବଲ୍‍ ସଂଘ (ଏଫ୍‍ଆଇଭିବି)ର ମିଳିତ ଉଦ୍ୟମରେ ଏହି ରେକର୍ଡ

Read More »
କ୍ରୀଡା

ନୂଆ ରେକର୍ଡର ଅଧିକାରୀ ହୋଇଛନ୍ତି ଟିମ ଇଣ୍ଡିଆର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା। ସେ ବିରାଟ କୋହଲିଙ୍କ ବିରଳ ରେକର୍ଡକୁ ଅତିକ୍ରମ କରି ଯାଇଛନ୍ତି। ଏବେ ସେ ଛକା ମାରି ଭାରତ ପାଇଁ ମ୍ୟାଚ ଶେଷ କରିଥିବା ଖେଳାଳିଙ୍କ ତାଲିକାର ୧ନଂ ସ୍ଥାନରେ ପହଞ୍ଚି ଯାଇଛନ୍ତି। ପୂର୍ବରୁ ବିରାଟ କୋହଲିଙ୍କ ନାଁରେ ଏହି ରେକର୍ଡ ରହିଥିଲା। କିନ୍ତୁ ବାଂଲାଦେଶ ବିପକ୍ଷ ପ୍ରଥମ ଟି-୨୦ରେ ପାଣ୍ଡ୍ୟା ଛକା ମାରି ମ୍ୟାଚ୍‌ ଶେଷ କରିବା କ୍ଷଣି ତାଙ୍କ ନାଁରେ ନୂଆ ରେକର୍ଡ

Read More »
କ୍ରୀଡା

୪୨୦ ୱିକେଟ ସହ ଅଶ୍ୱିନଙ୍କ ନୂଆ ରେକର୍ଡ

ଟିମ ଇଣ୍ଡିଆର ଭେଟରାନ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ ନୂଆ ରେକର୍ଡ କରିଛନ୍ତି। ସେ ବାଂଲାଦେଶ ବିପକ୍ଷ ଦ୍ୱିତୀୟ ଟେଷ୍ଟର ପ୍ରଥମ ଦିନରେ ଗୋଟିଏ ୱିକେଟ ନେଇଥିଲେ ହେଁ ନୂଆ କୀର୍ତ୍ତିମାନର ଅଧିକାରୀ ହୋଇଛନ୍ତି। ସେ ଏବେ ଏସିଆ ମହାଦେଶରେ ସର୍ବାଧିକ ୱିକେଟ ଦଖଲ କରିଥିବା ଭାରତୀୟ ହୋଇଯାଇଛନ୍ତି। ଶୁକ୍ରବାର ସେ କାନପୁରରେ ବାଂଲାଦେଶର ଅଧିନାୟକ ନଜମୁଲ ହୁସେନ ସାଣ୍ଟୋଙ୍କୁ ଆଉଟ କରି ଏସିଆ ମହାଦେଶରେ ୪୨୦ଟି ୱିକେଟ ନେବାର ରେକର୍ଡ କରିଛନ୍ତି। ୪୨୦ ୱିକେଟ ଦଖଲ କରିବା ପରେ

Read More »
କ୍ରୀଡା

ଦ୍ବିତୀୟ ଟେଷ୍ଟ୍ ଲାଗି ତୟାର ରୋହିତ ବାହିନୀ

ଚେନ୍ନାଇରେ ଖେଳାଯାଇଥିବା ବାଂଲାଦେଶ ବିପକ୍ଷ ପ୍ରଥମ ଟେଷ୍ଟ୍‌କୁ ୨୮୦ ରନ୍‌ରେ ଜିତିବା ପରେ କାନପୁରରେ ୨୭ ତାରିଖ ଠାରୁ ଆୟୋଜିତ ହେବାକୁ ଥିବା ଦ୍ବିତୀୟ ଟେଷ୍ଟ୍ ଲାଗି ତୟାର ହେଉଛନ୍ତି ରୋହିତ ବାହିନୀ। ଶୃଙ୍ଖଳାରେ କ୍ଲିନ୍ ସୁଇପ୍ ବିଜୟ ହାସଲ କରିବା ସହ ଲଗାତାର ତୃତୀୟ ବର୍ଷ ପାଇଁ ବିଶ୍ବ ଟେଷ୍ଟ୍ ଚାମ୍ପିଅନସିପ୍‌ର ଫାଇନାଲ୍ ଖେଳିବା ଦୃଷ୍ଟିରୁ ଟିମ୍ ଇଣ୍ଡିଆ ପାଇଁ ଏହି ମ୍ୟାଚ୍‌ର ମଧ୍ୟ ଢେର ଗୁରୁତ୍ବ ରହିଛି। ଏଥିଲାଗି କିନ୍ତୁ ଭାରତୀୟ କ୍ରିକେଟ୍ ଦଳକୁ

Read More »
କ୍ରୀଡା

ଅଲିମ୍ପିକ୍‍ସ ଓ ପାରାଅଲିମ୍ପିକସରେ ଭାଗ ନେଇଥିବା କିଟ୍‍ର ୧୭ ଖେଳାଳିଙ୍କୁ ସମ୍ବର୍ଦ୍ଧନା

ଭୁବନେଶ୍ୱର : ଚଳିତବର୍ଷ ପ୍ୟାରିସ ଅଲିମ୍ପିକ୍‍ସ ଓ ପରାଅଲିମ୍ପିକ୍‍ସରେ ଅଂଶଗ୍ରହଣ କରିଥିବା କିଟ୍‍ର ୧୭ଜଣ ଖେଳାଳିଙ୍କୁ ଆଜି କିଟ୍‍ ପରିସରରେ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଉଚ୍ଛ୍ୱସିତ ସମ୍ବର୍ଦ୍ଧନା ଦିଆଯାଇଛି। କାର୍ଯ୍ୟକ୍ରମରେ କିଟ୍‍ର ୧୫ ଜଣ ଅଲିମ୍ପିଆନ୍‍ ଓ ୨ଜଣ ପାରାଅଲିମ୍ପିଆନ୍‍ଙ୍କୁ ସମ୍ମାନୀତ କରାଯିବା ସହ ପ୍ରତ୍ୟେକ ଖେଳାଳିଙ୍କୁ ୭ ଲକ୍ଷ ଟଙ୍କାର ଆର୍ଥିକ ପୁରସ୍କାର ରାଶି ପ୍ରଦାନ କରାଯାଇଥିଲା। ଏହି ଅବସରରେ କ୍ରୀଡ଼ାବିତ୍‍ମାନଙ୍କୁ ସମ୍ବର୍ଦ୍ଧିତ କରି କିଟ୍‍ ଓ କିସ୍‍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ କହିଲେ, କିଟ୍‍ ସର୍ବଦା କ୍ରୀଡ଼ା ଓ

Read More »
କ୍ରୀଡା

ଚାମ୍ପିଅନ୍ସ ଟ୍ରଫିରେ ଭାରତ ପାକିସ୍ତାନ ସଂଘର୍ଷ

ବେଜିଂ: ଯେତେବେଳେ ବି ଭାରତ ଏବଂ ପାକିସ୍ଥାନ କ୍ରୀଡା କ୍ଷେତ୍ରରେ ମୁହାଁମୁହିଁ ହୁଅନ୍ତି, ଏହି ମ୍ୟାଚ ଉପରେ ସମଗ୍ର ବିଶ୍ୱର ଆଖି ଥାଏ। ଭାରତ-ପାକିସ୍ତାନ ମ୍ୟାଚ ଦୁନିଆର ସବୁଠୁ ଅଧିକ ଦେଖାଯାଉଥିବା ମ୍ୟାଚ ମଧ୍ୟରୁ ଅନ୍ୟତମ। କାରଣ ଏସବୁ ମ୍ୟାଚରେ ଉତ୍ତେଜନା ଶିଖରରେ ରହିଥାଏ। ଏହି କାରଣରୁ ଉଭୟ ଦେଶର ପ୍ରଶଂସକମାନେ ଉତ୍ସାହର ସହିତ ଏଭଳି ମ୍ୟାଚ ପାଇଁ ଅପେକ୍ଷା କରିଥାନ୍ତି। ପୁଣି ଥରେ ଏହି ସୁଯୋଗ ଆସିଛି ଯେତେବେଳେ ଖେଳ ପଡ଼ିଆରେ ଦୁଇ ଦେଶ ମଧ୍ୟରେ

Read More »
କ୍ରୀଡା

ଏସିଆନ ଚାମ୍ପିୟନ୍ସ ଟ୍ରଫିରେ ଚାଇନାକୁ ପରାସ୍ତ କଲା ଭାରତ

ପୁରୁଷ ଏସିଆନ ଚାମ୍ପିୟନ୍ସ ଟ୍ରଫିର ଅଷ୍ଟମ ସଂସ୍କରଣ ଆଜିଠାରୁ ଚାଇନାର ହୁଲୁନବୁଇରରେ ଆରମ୍ଭ ହୋଇଛି। ପ୍ରଥମ ମ୍ୟାଚ୍‌ରେ ୩-୦ ଗୋଲରେ ଚାଇନାକୁ ପରାସ୍ତ କରିଛି ଡିଫେଣ୍ଡିଂ ଚାମ୍ପିୟନ ଭାରତ। ଭାରତୀୟ ଟିମ୍ ପକ୍ଷରୁ ସୁଖଜୀତ ସିଂହ, ଉତ୍ତମ ସିଂହ ଓ ଅଭିଷେକ ଏହି ତିନୋଟି ଗୋଲ୍ କରିଥିଲେ। ଭାରତ ପାଇଁ ପ୍ରଥମ ଗୋଲ୍ କରିଥିଲେ ସୁଖଜୀତ ସିଂହ। ୧୪ତମ ମିନିଟ୍‌ରେ ସେ ଏହି ଗୋଲ୍ କରିଥିଲେ। ତା’ପରେ ଆଉ ପଛକୁ ଦେଖି ନଥିଲା ଦଳ। ଭାରତ ଦ୍ୱିତୀୟ ଗୋଲ

Read More »
କ୍ରୀଡା

ବାଂଲାଦେଶ ବିପକ୍ଷ ଟେଷ୍ଟ୍ ପାଇଁ ଦଳ ଘୋଷଣା

ବାଂଲାଦେଶ ବିପକ୍ଷ ପ୍ରଥମ ଟେଷ୍ଟ୍ ମ୍ୟାଚ୍ ପାଇଁ ଆଜି ଦଳ ଘୋଷଣା କରିଛି ବିସିସିଆଇ। ଅଧିନାୟକ ରୋହିତ ଶର୍ମାଙ୍କ ନେତୃତ୍ୱରେ ଘୋଷଣା କରାଯାଇଥିବା ୧୬ ଜଣିଆ ଦଳରେ ସ୍ଥାନ ପାଇଛନ୍ତି ୱିକେଟ୍ କିପର ଋଷ ପନ୍ଥ। ଏହା ସହିତ ପ୍ରାୟ ୨ ବର୍ଷ ପରେ ଟେଷ୍ଟକୁ ଫେରିଛନ୍ତି ଋଷଭ। ଶେଷଥର ପାଇଁ ୨୦୨୨ ଡିସେମ୍ବରରେ ସେ ଟେଷ୍ଟ ମ୍ୟାଚ୍ ଖେଳିଥିଲେ। ସେହିପରି କେଏଲ ରାହୁଲ ଟିମ୍‌କୁ ପ୍ରତ୍ୟାବର୍ତ୍ତନ କରିଛନ୍ତି। ସେ କେବଳ ଜଣେ ବ୍ୟାଟର ଭାବେ ପ୍ରତ୍ୟାବର୍ତ୍ତନ

Read More »