କ୍ରୀଡା

କ୍ରୀଡା

ଇଂଲଣ୍ଡ ବିପକ୍ଷ ଟି-୨୦ ସିରିଜ ପାଇଁ ଫେରିଲେ ସାମି

ମୁମ୍ବାଇ : ଜାନୁଆରୀ ୨୨ରୁ ଇଂଲଣ୍ଡ ବିପକ୍ଷ ଟି-୨୦ ଶୃଙ୍ଖଳା ପାଇଁ ଭାରତ ଦଳ ଘୋଷଣା କରିଛି। ସୂର୍ଯ୍ୟକୁମାର ଯାଦବଙ୍କ ନେତୃତ୍ୱରେ ଟିମ୍ ଇଣ୍ଡିଆ ଖେଳିବ। ଅଭିଜ୍ଞ ବୋଲର ମହମ୍ମଦ ସାମି ଦଳକୁ ଫେରିଛନ୍ତି। ସଞ୍ଜୁ ସାମସନ, ଅଭିଷେକ ଶର୍ମା, ତିଲକ ବର୍ମା ଓ ବରୁଣ ଚକ୍ରବର୍ତ୍ତୀଙ୍କୁ ମଧ୍ୟ ଟିମ୍ ଇଣ୍ଡିଆରେ ସ୍ଥାନ ମିଳିଛି। ଅକ୍ଷର ପଟେଲଙ୍କୁ ଉପଅଧିନାୟକ କରାଯାଇଛି। ହର୍ଷିତ ରାଣା ଏବଂ ଅର୍ଶଦୀପ ସିଂହ ମଧ୍ୟ ଟିମ୍ ଇଣ୍ଡିଆର ସଦସ୍ୟ ଅଛନ୍ତି। ଭାରତ ଓ

Read More »
କ୍ରୀଡା

କିଟ୍‍ ରେ ମିନତି ମହାପାତ୍ର ସାଇକଲ ଭେଲୋଡ୍ରୋମ୍‍ ଉଦ୍‍ଘାଟିତ

ଭୁବନେଶ୍ୱର : କିଟ୍‍ ରେ ଭାରତର ପ୍ରଥମ ଅନ୍ତର୍ଜାତୀୟସ୍ତରର ସାଇକ୍ଲିଂ ଭେଲୋଡ୍ରୋମ୍‍ ମିନତି ମହାପାତ୍ର ସାଇକ୍ଲିଂ ଭେଲୋଡ୍ରୋମ୍‍ କେନ୍ଦ୍ର କ୍ରୀଡ଼ା ଓ ଯୁବ ବ୍ୟାପାର ତଥା ଶ୍ରମ ଓ ନିଯୁକ୍ତି ମନ୍ତ୍ରୀ ଡ. ମନସୁଖ ମାଣ୍ଡବ୍ୟଙ୍କ ଦ୍ୱାରା ଆଜି ଉଦ୍‍ଘାଟିତ ହୋଇଯାଇଛି । ଭାରତର ପ୍ରଥମ ମହିଳା ସାଇକ୍ଲିଷ୍ଟ, ସାଇକ୍ଲିଂରେ ଓଡ଼ିଶାର ପ୍ରଥମ ଅର୍ଜୁନ ପୁରସ୍କାର ବିଜେତା ସ୍ୱନାମଧନ୍ୟ ସାଇକ୍ଲିଷ୍ଟ ମିନତି ମହାପାତ୍ରଙ୍କ ନାମରେ ଏହି ଭେଲୋଡ୍ରୋମ ନାମିତ କରାଯାଇଛି । ୨୫୦ ମିଟର ବିଶିଷ୍ଟ ଏହି କଂକ୍ରିଟ୍‍ ଭେଲୋଡ୍ରୋମ ଭାରତର

Read More »
କ୍ରୀଡା

୨୦୨୪ର ସର୍ବଶ୍ରେଷ୍ଠ ଟେଷ୍ଟ ଏକାଦଶ ଘୋଷଣା

ଭୁବନେଶ୍ୱର : ୨୦୨୪ର ସର୍ବଶ୍ରେଷ୍ଠ ଟେଷ୍ଟ ଦଳର ଘୋଷଣା ହୋଇଛି । ଦଳରେ ଅଷ୍ଟ୍ରେଲିଆର ଅଧିନାୟକ ପାଟ୍ କମିନ୍ସ ଓ ବିସ୍ଫୋରକ ବ୍ୟାଟର ଟ୍ରେଭିସ ହେଡଙ୍କୁ ସ୍ଥାନ ମିଳିନି । ଭାରତର ତାରକା ଦ୍ରୁତ ବୋଲର ଯଶପ୍ରୀତ ବୁମରାଙ୍କୁ ଟେଷ୍ଟ ଦଳର ଅଧିନାୟକ ନିଯୁକ୍ତ କରାଯାଇଛି । ଏହି ଟିମ୍ କ୍ରିକେଟ୍ ଅଷ୍ଟ୍ରେଲିଆ ଚୟନ କରିଛି । ଉଲ୍ଲେଖନୀୟ ପ୍ରତି ବର୍ଷ ଶେଷ ଆଡକୁ ଅନ୍ତର୍ଜାତୀୟ କ୍ରିକେଟ୍ ପରିଷଦ(ଆଇସିସି) ପ୍ରତିଟି ଫର୍ମାଟ ପାଇଁ ଶ୍ରେଷ୍ଠ ଦଳ ଚୟନ

Read More »
କ୍ରୀଡା

କିଟରେ ଅନ୍ତର୍ଜାତୀୟ ବିଶ୍ୱବିଦ୍ୟାଳୟ ବାଇଲାଟେରାଲ୍‍ କ୍ରିକେଟ ଶୃଙ୍ଖଳା

ଭୁବନେଶ୍ୱର : କିଟ୍‍ କ୍ରିକେଟ୍‍ ଷ୍ଟାଡିୟମରେ ଅନ୍ତର୍ଜାତୀୟ ବିଶ୍ୱବିଦ୍ୟାଳୟ ବାଇଲାଟେରାଲ୍‍ କ୍ରିକେଟ୍‍ ଶୃଙ୍ଖଳା ଆଜି ଉଦ୍‍ଘାଟିତ ହୋଇଯାଇଛି । ଭାରତୀୟ ବିଶ୍ୱବିଦ୍ୟାଳୟ ସଂଘ, କିଟ୍‍ ବିଶ୍ୱବିଦ୍ୟାଳୟ ଓ ଓଡ଼ିଶା କ୍ରିକେଟ ଆସୋସିଏସନ୍‍ ମିଳିତ ଆନୁକୂଲ୍ୟରେ ହେଉଥିବା ଏହି କ୍ରିକେଟ୍‍ ଶୃଙ୍ଖଳାକୁ କିଟ୍‍ ଓ କିସ୍‍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ଉଦ୍‍ଘାଟନ କରିଥିଲେ । ପ୍ରଥମ ଥର ଲାଗି କିଟ୍‍ ବିଶ୍ୱବିଦ୍ୟାଳୟରେ ଏଭଳି ବାଇଲାଟେରାଲ୍‍ କ୍ରିକେଟ୍‍ ଶୃଙ୍ଖଳା ଆୟୋଜିତ ହେଉଥିବା ବେଳେ ଏଥିରେ ଭାରତ ଓ ଅଷ୍ଟ୍ରେଲିଆ ଯୋଗ

Read More »