କ୍ରୀଡା

କ୍ରୀଡା

ଆସନ୍ତାକାଲି ଓଡିଶାକୁ ଆସୁଛନ୍ତି ପୁରୁଷ ହକି ଟିମ୍

ଆସନ୍ତାକାଲି ଓଡିଶା ଆସୁଛନ୍ତି ହକି ଟିମ୍ । ୧୨ଟା ୩୦ ମିନିଟ ସମୟରେ ଭୁବନେଶ୍ୱରରେ ପହଞ୍ଚିବେ ପ୍ୟାରିସ ଅଲମ୍ପିକରେ ବ୍ରୋଞ୍ଜ ପଦକ ବିଜେତା ଭାରତୀୟ ପୁରୁଷ ହକି ଟିମ୍ । ଏୟାରପୋର୍ଟରେ ପହଞ୍ଚିବା ପରେ ତାଙ୍କୁ ଭବ୍ୟ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯିବ। ପରବର୍ତ୍ତୀ ସମୟରେ ଅପରାହ୍ନରେ ମୁଖ୍ୟମନ୍ତ୍ରୀ ଏବଂ ଅନ୍ୟ ବ୍ୟକ୍ତିବିଶେଷଙ୍କ ଉପସ୍ଥିତିରେ ସେମାନଙ୍କୁ ସମ୍ବର୍ଦ୍ଧନା ସହ ରାଜ୍ୟ ସରକାର ଘୋଷଣା କରିଥିବା ପୁରସ୍କାର ରାଶି ପ୍ରଦାନ କରାଯିବ। ଅନ୍ୟପଟେ ଟି -୨୦ ବିଶ୍ୱକପ ବିଜୟ ପରେ

Read More »
କ୍ରୀଡା

ନୂଆ ନାୟିକାକୁ ନେଇ ଚର୍ଚ୍ଚାରେ ହାର୍ଦ୍ଦିକ

ପୁଣି ଚର୍ଚ୍ଚାରେ ଟିମ୍ ଇଣ୍ଡିଆର ଷ୍ଟାର ହାର୍ଦ୍ଦିକ ପାଣ୍ଡ୍ୟା । ଡିଭର୍ସକୁ ନେଇ ଯେତିକି ଚର୍ଚ୍ଚାରେ ଥିଲେ ଏବେ ସେତିକି ନୂଆ ନାୟିକାକୁ ନେଇ ଚର୍ଚ୍ଚାରେ । କ୍ରିକେଟ ଟିମରେ ଅଲରାଉଣ୍ଡ ଭାବେ ପରିଚିତ । ନିକଟରେ ତାଙ୍କ ବିବାହ ବିଚ୍ଛେଦକୁ ନେଇ ଚର୍ଚ୍ଚା ଥମିନଥିବା ବେଳେ ଏବେ ସେ ଆଉ ଜଣଙ୍କ ପ୍ରେମରେ ପଡ଼ିଯାଇଥିବା ନେଇ ଚର୍ଚ୍ଚା ହେଉଛି । ବ୍ରିଟିଶର ଜଣେ ଗାୟିକାଙ୍କ ପ୍ରେମରେ ପାଣ୍ତ୍ୟା ପଡ଼ିଯାଇଥିବା ଶୁଣିବାକୁ ମିଳିଛି। ସୋସିଆଲ ମିଡିଆରେ ଭାଇରାଲ

Read More »
କ୍ରୀଡା

ପାରା ଅଲିମ୍ପିଆନ ପ୍ରମୋଦ ଭଗତ ସସ୍‌ପେଣ୍ଡ

ପ୍ୟାରିସ ପାରା ଅଲିମ୍ପିକ୍ସ ପୂର୍ବରୁ ଭାରତକୁ ଲାଗିଲା ଶକ୍ତ ଧକ୍କା। ଡୋପ୍ ଟେଷ୍ଟରେ ଧରା ପଡ଼ି ୧୮ ମାସ ପାଇଁ ସସ୍‌ପେଣ୍ଡ ହେଲେ ପାରା ଅଲିମ୍ପିଆନ୍ ପ୍ରମୋଦ ଭଗତ। ଅନ୍ତର୍ଜାତୀୟ ପାରା ଅଲିମ୍ପିଆନ୍ ତଥା ବ୍ୟାଡମିଣ୍ଟନ ଖେଳାଳି ପ୍ରମୋଦ ଭଗତଙ୍କୁ ୧୮ ମାସ ପାଇଁ ସସପେଣ୍ଡ କରିଛି ବିଶ୍ୱ ବ୍ୟାଡମିଣ୍ଟନ ଫେଡେରେସନ। ଡୋପିଂ ନିରୋଧୀ ନିୟମ ଉଲ୍ଲଂଘନ ଅଭିଯୋଗରେ ତାଙ୍କୁ ସସପେଣ୍ଡ କରାଯାଇଛି। ଫଳରେ ଚଳିତବର୍ଷ ପ୍ୟାରିସ୍ ପାରା ଅଲିମ୍ପିକ୍ସରେ ଆଉ ଭାଗ ନେଇପାରିବେନି ପ୍ରମୋଦ ଭଗତ।

Read More »
କ୍ରୀଡା

ମନୁଙ୍କ ଉପରେ ହେଉଛି ଟଙ୍କାର ବର୍ଷା

ପ୍ୟାରିସ୍ ଅଲିମ୍ପିକ୍ସ ୨୦୨୪ରେ ଭାରତୀୟ ସୁଟର ମନୁ ଭାକର ଦେଶ ପାଇଁ ପ୍ରଥମ ପଦକ ଜିତିଛନ୍ତି। ସେ ପ୍ୟାରିସ୍ ଅଲିମ୍ପିକ୍ସରୁ ବ୍ରୋଞ୍ଜ ପଦକ ଧରି ଦେଶକୁ ଫେରିଛନ୍ତି। ପ୍ୟାରିସ୍ ଅଲିମ୍ପିକ୍ସରେ ଭାରତ ଏପର୍ଯ୍ୟନ୍ତ ତିନୋଟି ପଦକ ଜିତିଛି। ଏହି ତିନୋଟି ପଦକ ସୁଟିଂରୁ ହିଁ ମିଳିଛି। ଦେଶକୁ ମନୁ ଭାକର ଫେରିବା ପରେ କ୍ରୀଡାମନ୍ତ୍ରୀ ମନସୁଖ ମାଣ୍ଡଭିଆ ତାଙ୍କୁ ଭେଟିଥିଲେ। ଏହି ସମୟରେ ସେ ମନୁଙ୍କୁ ପୁରସ୍କାର ରାଶି ବାବଦକୁ ଏକ ଚେକ୍ ମଧ୍ୟ ପ୍ରଦାନ କରିଥିଲେ। ‌ଏନେଇ

Read More »
କ୍ରୀଡା

ଅଲିମ୍ପିକ୍ସରେ ଭାରତୀୟ ଟିମକୁ ବ୍ରୋଞ୍ଜ ପଦକ

ପ୍ୟାରିସ ଅଲିମ୍ପିକ୍ସରେ ଇତିହାସକୁ ଦୋହରାଇଛି ଭାରତୀୟ ହକି ଟିମ। ଦୀର୍ଘ ୫୨ ବର୍ଷ ପରେ ଭାରତ କ୍ରମାଗତ ଦ୍ୱିତୀୟ ଥର ପାଇଁ ଅଲିମ୍ପିକ୍ସରେ ପଦକ ଜିତିବାକୁ ସକ୍ଷମ ହୋଇଛି। ୧୯୬୮ ଓ ୧୯୭୨ ପରେ ଭାରତ ବ୍ରୋଞ୍ଜ ଜିତିଥିଲା। ଏବେ ଟୋକିଓ(୨୦୨୦) ଓ ପ୍ୟାରିସ ଅଲିମ୍ପିକ୍ସରେ ଭାରତୀୟ ଟିମ ବ୍ରୋଞ୍ଜ ପଦକ ଜିତି ଇତିହାସକୁ ଦୋହରାଇଛି। ଆଜି ବ୍ରୋଞ୍ଜ ପଦକ ମ୍ୟାଚ୍‌ରେ ଭାରତୀୟ ହକି ଟିମ ସ୍ପେନକୁ ରୋମାଞ୍ଚକର ଢଙ୍ଗରେ ୨-୧ରେ ହରାଇ ନିଜର ଦମ ଦେଖାଇଛି। ଭାରତ

Read More »
କ୍ରୀଡା

କମାଲ କରିଦେଲେ ଗୋଲ୍ଡେନ ବୟ ନୀରଜ ଚୋପ୍ରା

ପ୍ୟାରିସ ଅଲିମ୍ପିକ୍ସରେ କମାଲ କରିଛନ୍ତି ଗୋଲ୍ଡେନ ବୟ ନୀରଜ ଚୋପ୍ରା। ସେ ପ୍ରଥମ ପ୍ରୟାସରେ ୮୯.୩୪ ମିଟର ଦୂରତାକୁ ଜାଭେଲିନ ଫିଙ୍ଗି ଫାଇନାଲ ଟିକେଟ ହାତେଇଛନ୍ତି। ଏହା ଚଳିତ ସିଜିନରେ ନୀରଜଙ୍କ ଶ୍ରେଷ୍ଠ ପ୍ରଦର୍ଶନ। ଦେଶର ଅନ୍ୟତମ ଷ୍ଟାର କିଶୋର ଜେନା ଯୋଗ୍ୟତା ପର୍ଯ୍ୟାୟର ଗ୍ରୁପ ଏରୁ ନିରାଶଜନକ ଖବର ଦେଇଥିଲେ। ସେ ଫାଇନାଲ ଖେଳିବାରୁ ବଞ୍ଚିତ ହୋଇଛନ୍ତି। ଗ୍ରୁପ ପର୍ଯ୍ୟାୟରେ ଥିବା କିଶୋର କେବଳ ୮୦.୭୩ ମିଟର ଦୂରତାକୁ ଜାଭେଲିନ ଫିଙ୍ଗି ପାରିଥିଲେ। କିନ୍ତୁ ଗ୍ରୁପ ବିରେ

Read More »
କ୍ରୀଡା

କୁସ୍ତି କ୍ୱାର୍ଟର ଫାଇନାଲରେ ବିନେଶ ଫୋଗାଟ

ପ୍ୟାରିସ ଅଲମ୍ପିକରେ ଭାରତୀୟ ଖେଳାଳୀଙ୍କ ପାଇଁ ଆଜି ଦିନଟି ଶୁଭ ରହିଛି । ବିନେଶ ଫୋଗାଟ କୁସ୍ତିରେ କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛନ୍ତି । ୫୦ କିଲୋ କୁସ୍ତି ମ୍ୟାଚରେ ସେ ଅଲିମ୍ପିକ୍ ସ୍ୱର୍ଣ୍ଣ ପଦକ ବିଜେତା ଜାପାନର ୟୁଇ ସୁସାକିଙ୍କୁ ୩-୨ରେ ପରାସ୍ତ କରିଛନ୍ତି । ଏହି ମ୍ୟାଚର ଆରମ୍ଭରୁ ବିନେଶ ୦-୧ରେ ପଛରେ ଥିଲେ । ମାତ୍ର ପରବର୍ତ୍ତୀ ପର‌୍ୟ୍ୟାୟରେ ସେ ଜାପାନର ୟୁଇ ସୁସାକିଙ୍କୁ ଚିତପଟାଙ୍ଗ କରି ଦେଇଥିଲେ । ମ୍ୟାଚକୁ ଜିତି

Read More »
କ୍ରୀଡା

ଇତିହାସ ରଚିଲା ଭାରତୀୟ ପୁରୁଷ ହକି ଟିମ

ଅଲିମ୍ପିକ୍ସରେ ଇତିହାସ ରଚିଲା ଭାରତୀୟ ପୁରୁଷ ହକି ଟିମ। ଦଳ ଆଜି ଶେଷ ଗ୍ରୁପ ପର୍ଯ୍ୟାୟ ମ୍ୟାଚ୍‌ରେ ଶକ୍ତିଶାଳୀ ଅଷ୍ଟ୍ରେଲିଆକୁ ୩-୨ ଗୋଲରେ ହରାଇଛି। ଏଥିସହ ଦୀର୍ଘ ୫୨ ବର୍ଷ ପରେ ଅଲିମ୍ପିକ୍ସରେ ଭାରତୀୟ ହକି ଟିମ ଅଷ୍ଟ୍ରେଲିଆକୁ ହରାଇବାର ସଫଳତା ପାଇଛି। ଭାରତ ୧୯୭୨ ଅଲିମ୍ପିକ୍ସରେ ଶେଷ ଥର ପାଇଁ ଅଷ୍ଟ୍ରେଲିଆକୁ ହକିରେ ହରାଇଥିଲା। ଭାରତ ଯେତେଥର ବି ଅଷ୍ଟ୍ରେଲିଆକୁ ଭେଟିଥିଲା ସବୁବେଳେ ପରାଜିତ ହୋଇଥିଲା କିନ୍ତୁ ଆଜି ହରମନପ୍ରୀତ ସିଂହଙ୍କ କ୍ୟାପ୍ଟେନସିପରେ ଭାରତୀୟ ହକି

Read More »
କ୍ରୀଡା

କ୍ରିକେଟର ଅଂଶୁମାନ ଗାଏକ୍ୱାଡଙ୍କ ପରଲୋକ

ଆଖି ବୁଜିଲେ କିମ୍ବଦନ୍ତି କ୍ରିକେଟର ଅଂଶୁମାନ ଗାଏକ୍ୱାଡ । ୭୧ ବର୍ଷ ବୟସରେ ତାଙ୍କର ପରଲୋକ ହୋଇଛି । ଅନେକ ଦିନ ଧରି ସେ ରକ୍ତ କର୍କଟ ରୋଗରେ ପୀଡିତ ଥିଲେ । ଲଣ୍ଡନର କିଙ୍ଗସ କଲେଜ ହସ୍ପିଟାଲରେ ଚିକିତ୍ସା ପରେ ଗତ ମାସରେ ସେ ଭାରତ ଫେରିଥିଲେ। ଏମିତିକି ତାଙ୍କ ଚିକିତ୍ସା ପାଇଁ ବିସିସିଆଇ ପକ୍ଷରୁ ମଧ୍ୟ ୧ କୋଟି ଟଙ୍କାର ସହାୟତା ପ୍ରଦାନ କରାଯାଇଥିଲା। ୧୯୮୩ ଦିନିକିଆ ବିଶ୍ୱକପ୍ ବିଜୟୀ ଭାରତୀୟ ଦଳର ସଦସ୍ୟ ହେଉଛନ୍ତି

Read More »
କ୍ରୀଡା

ପୁରୁଷ ହକି ଟିମର ବିଜୟ ଧାରା ଜାରି

ପ୍ୟାରିସ ଅଲିମ୍ପିକ୍ସରେ ଭାରତୀୟ ପୁରୁଷ ହକି ଟିମର ବିଜୟ ଧାରା ଜାରି ରହିଛି। ଆଜି ଦଳ ଅପେକ୍ଷାକୃତ ଦୁର୍ବଳ ଆୟର୍ଲ୍ୟାଣ୍ଡକୁ ୨-୦ ଗୋଲରେ ହରାଇଛି। ଦଳ ପକ୍ଷରୁ ଦୁଇଟି ଯାକ ଗୋଲ ଅଧିନାୟକ ହରମନପ୍ରୀତ ସିଂହ ଦେଇଛନ୍ତି। ପ୍ରଥମ ମ୍ୟାଚ୍‌ରେ ଦଳ ନ୍ୟୁଜିଲ୍ୟାଣ୍ଡକୁ ଓ ଦ୍ୱିତୀୟ ମ୍ୟାଚ୍‌ରେ ଆର୍ଜେଣ୍ଟିନା ସହ ସ୍ଥିତି ଡ୍ର ରଖିଥିଲା। ଏବେ ଭାରତ ତା’ର ପରବର୍ତ୍ତୀ ଦୁଇଟି ମୁକାବିଲାରେ ବେଲଜିୟମ ଓ ଅଷ୍ଟ୍ରେଲିଆକୁ ଭେଟିବ। ଆଜିର ମ୍ୟାଚ୍‌ରେ ଭାରତ ଆରମ୍ଭରୁ ହିଁ ଆୟର୍ଲ୍ୟାଣ୍ଡ ଉପରେ

Read More »