ରାଜ୍ୟ

ଦେଶ ବିଦେଶ

ଅମ୍ବାନୀ ପରିବାର ଗଣେଶ ପୂଜାରେ ଅଚ୍ୟୁତ ସାମନ୍ତ

ଭୁବନେଶ୍ୱର : ମହାରାଷ୍ଟ୍ର ବିଶେଷ କରି ମୁମ୍ବାଇରେ ଗଣପତିଙ୍କ ପୂଜା ବଡ଼ ଧୁମ୍‍ଧାମରେ ଆୟୋଜନ କରାଯାଇଥାଏ। ବିଶେଷକରି ଅମ୍ବାନୀ ପରିବାର ପକ୍ଷରୁ ଏହା ବହୁତ ବଡ଼ ଆକାରରେ ପାଳନ କରାଯାଇଥାଏ। ପ୍ରତିବର୍ଷ ଭଳି ଏଥର ମଧ୍ୟ ଅମ୍ବାନୀ ପରିବାର ପକ୍ଷରୁ ଗଣେଶ ପୂଜାର ବିରାଟ ଆୟୋଜନ କରାଯାଇଥିଲା। ଓଡ଼ିଶାରୁ ଏହି ସମାରୋହରେ ଯୋଗଦେବା ପାଇଁ ଶିକ୍ଷାବିତ୍‍, ସମାଜସେବୀ ତଥା କିଟ୍‍ ଓ କିସ୍‍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କୁ ନୀତା ଅମ୍ବାନୀ ନିମନ୍ତ୍ରଣ କରିଥିଲେ। ନିମନ୍ତ୍ରଣ ରକ୍ଷାକରି ଗତକାଲି

Read More »
ଦେଶ ବିଦେଶ

କିଟ୍‍ ରେ ଇଂଲିଶ ଆକସେସ୍‍ ସ୍କଲରାସିପ ଆରମ୍ଭ

ଭୁବନେଶ୍ୱର : ଆମେରିକାର ହାଇଦ୍ରାବାଦସ୍ଥିତ କନସୁଲେଟ୍ ଜେନେରାଲ୍ ଏବଂ କିଟ୍‍ ବିଶ୍ୱବିଦ୍ୟାଳୟ ମିଳିତ ସହଯୋଗରେ କିଟ୍‍ ରେ ପଢୁଥିବା ବିଜ୍ଞାନ, ପ୍ରଯୁକ୍ତି, ଇଞ୍ଜିନିୟରିଂ ଓ ଗଣିତ ବା (ଷ୍ଟେମ୍‍) ଛାତ୍ରଛାତ୍ରୀଙ୍କ ପାଇଁ ଇଂଲିଶ ଆକସେସ ସ୍କଲରାସିପ କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଛି। ଆମେରିକା ମିଶନ୍ ଇଣ୍ଡିଆର ରିଜିଓନାଲ୍‍ ଇଂଲିଶ ଲାଙ୍ଗୁଏଜ ଅଫିସ୍‍ (ରେଲୋ) ସହଯୋଗରେ ଏହି କାର୍ଯ୍ୟକ୍ରମ ବୁଧବାର କିଟ୍‍ ରେ ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରେ ହାଇଦ୍ରାବାଦସ୍ଥିତ ଆମେରିକୀୟ କନସୁଲେଟ୍‍ର କନସୁଲ୍ ଜେନେରାଲ୍ ଲାରା ୱିଲିୟମ୍ସଙ୍କ ସମେତ

Read More »
ଦେଶ ବିଦେଶ

ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ

ଭୁବନେଶ୍ୱର : ବିଶିଷ୍ଟ ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରା ମଙ୍ଗଳବାର କିଟ୍‍ ଓ କିସ୍‍ ପରିଦର୍ଶନ କରି ଫେରିଯାଇଛନ୍ତି। ସେ କିଟ୍‍ର ସମସ୍ତ କ୍ୟାମ୍ପସ ବୁଲିବା ସହ ଓ କିସ୍‍ର ସମସ୍ତ ୟୁନିଟ୍‍  ପରିଦର୍ଶନ କରିଥିଲେ। କିସ୍‍ ପରିଦର୍ଶନ କରି ସେ ଆଶ୍ଚର୍ଯ୍ୟ ହେବା ସହ ଖୁସି ବ୍ୟକ୍ତ କରିଥିଲେ। ଏହି ଅବସରରେ କିସ୍‍ ଛାତ୍ରୀଙ୍କୁ ଆର୍ଶୀବଚନ ପ୍ରଦାନ କରି ସେ କହିଲେ ସେ ଶିକ୍ଷା କ୍ଷେତ୍ରରେ ବହୁଦିନ ଧରି କାର୍ଯ୍ୟ କରିଆସୁଛନ୍ତି। ମାତ୍ର ମଧ୍ୟ ଶିକ୍ଷାବିତ୍‍

Read More »
ଦେଶ ବିଦେଶ

କିଟ୍ ଓ କିସ୍ ପରିଦର୍ଶନ କଲେ ଜାତୀୟ ମହିଳା କମିଶନ ଅଧ୍ୟକ୍ଷା

ଭୁବନେଶ୍ୱର : ଜାତୀୟ ମହିଳା କମିଶନ ଅଧ୍ୟକ୍ଷା ବିଜୟା ରାହଟକର ଗୁରୁବାର କିଟ୍ ଓ କିସ୍ ପରିଦର୍ଶନ କରି ଏହି ଅନୁଷ୍ଠାନଗୁଡ଼ିକୁ ଅବିଶ୍ୱସନୀୟ ବୋଲି ବର୍ଣ୍ଣନା କରିଛନ୍ତି। ସେ କିଟର ବିଭିନ୍ନ ପରିସର ଏବଂ କିସ୍‌ର ସମସ୍ତ ୟୁନିଟ୍ ପରିଦର୍ଶନ କରିଥିଲେ। କିସ୍‌ର ଶୃଙ୍ଖଳିତ ପରିଚାଳନା ଏବଂ ଛାତ୍ରଛାତ୍ରୀଙ୍କ ପାଇଁ ଉପଲବ୍ଧ ସୁବିଧା ତାଙ୍କୁ ଗଭୀର ଭାବେ ପ୍ରଭାବିତ କରିଥିବା ସେ କହିଥିଲେ। କିସ୍ ଛାତ୍ରୀଙ୍କୁ ସମ୍ବୋଧିତ କରି ଶ୍ରୀମତୀ ରାହଟକର ସେମାନଙ୍କୁ ବଡ଼ ସ୍ୱପ୍ନ ଦେଖିବା, ଦେଶର

Read More »
ରାଜ୍ୟ

କିମସରେ ନୂଆ ଜୀବନ ପାଇଲେ ଯୁବକ

ଭୁବନେଶ୍ୱର : ଭଦ୍ରକର ଜଣେ ୨୧ ବର୍ଷୀୟ ଅନାଥ ଯୁବକଙ୍କ ଜୀବନ ବଞ୍ଚାଇବାରେ କିମସ ଭୁବନେଶ୍ୱରର ଡାକ୍ତରମାନେ ସଫଳ ହୋଇଛନ୍ତି। ବେକରେ ବଢ଼ୁଥିବା ଏକ ବିଶାଳ ଫୁଲା ଯୋଗୁଁ ରୋଗୀଙ୍କ ଶ୍ୱାସକ୍ରିୟା ଓ ଖାଦ୍ୟପାନୀୟ ଗିଳିବାରେ ଗୁରୁତର ସମସ୍ୟା ଦେଖାଦେଇଥିଲା। କିମ୍‍ସରେ ଜଟିଳ ଜରୁରୀକାଳୀନ ଅସ୍ତ୍ରୋପଚାର ମାଧ୍ୟମରେ ତାଙ୍କୁ ସୁସ୍ଥ କରାଯାଇଛି। ଅଗଷ୍ଟ ୧୫ରେ ତାଙ୍କ ଅବସ୍ଥା ଗୁରୁତର ହେବାରୁ ଜଣେ ବନ୍ଧୁ ତାଙ୍କୁ କିମସକୁ ଆଣିଥିଲେ। କାର୍ଡିଆକ୍ ସର୍ଜରୀ ବିଭାଗର ପ୍ରଫେସର ତଥା ବିଭାଗୀୟ ମୁଖ୍ୟ

Read More »
ରାଜ୍ୟ

ଶିଶୁ ଖାଦ୍ୟନଳୀରୁ ବାହାରିଲା ଧାତବ ପିନ୍‍

ଭୁବନେଶ୍ୱର : ୧୦ ମାସର ଶିଶୁ ଅସାବଧାନତା ଭାବେ ଗିଳି ଦେଇଥିଲା ଧାତବ ପିନ୍‍। କିମ୍‍ସ ଡାକ୍ତରଙ୍କ ଅକ୍ଳାନ୍ତ ପରିଶ୍ରମ ପରେ  ଶିଶୁଟି ମୃତ୍ୟୁ ମୁହଁରୁ ବଞ୍ଚିଯାଇଛି । ରାଉରକେଲାର ୧୦ ମାସର ଶିଶୁ ଏକ ଧାତବ ପିନ୍‍ ଗିଳି ଦେଇଥିଲା। ପିନ୍‍ଟି ଶିଶୁର ଖାଦ୍ୟନଳୀରେ ଅଟକି ରହିଥିଲା। ଶିଶୁଟି ବାରମ୍ବାର ବାନ୍ତି କରିବାରୁ ତାକୁ ତାର ପରିବାର ଲୋକେ ବିଭିନ୍ନ ଡାକ୍ତରଖାନାରେ ଦେଖାଇଥିଲେ। ବାନ୍ତିର କାରଣ ଜଣାନପଡ଼ିବାରୁ ତାକୁ ୧୮ତାରିଖରେ ସେମାନେ କିମ୍‍ସରେ ଭର୍ତ୍ତି କରିଥିଲେ।

Read More »
ରାଜ୍ୟ

କିଟ୍‍ ଓ କିସ୍ ରେ ସ୍ୱାଧୀନତା ଦିବସ ପାଳିତ

ଭୁବନେଶ୍ୱର : କିଟ୍‌, କିସ୍‌, କିମ୍‌ସ, କିଟ୍ ପବ୍ଲିକ୍ ସ୍କୁଲ୍ ଓ କିଟ୍ ଇଣ୍ଟରନ୍ୟାସ୍‌ନାଲ୍ ସ୍କୁଲ୍‌ରେ ୮୦ତମ ସ୍ୱାଧୀନତା ଦିବସ ଶନିବାର ମହାସମାରୋହରେ ପାଳିତ ହୋଇଯାଇଛି । କିସ୍ ପରିସରରେ ଆୟୋଜିତ ସ୍ୱାଧୀନତା ଦିବସ ପାଳନ କାର୍ଯ୍ୟକ୍ରମରେ ବିଶିଷ୍ଟ କନ୍ନଡ ସାମ୍ବାଦିକ ତଥା କନ୍ନଡ ଦୈନିକ ବିଶ୍ୱବାଣୀର ମୁଖ୍ୟ ସଂପାଦକ ବିଶ୍ୱେଶ୍ୱର ଭଟ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପତାକା ଉତ୍ତୋଳନ କରିବା ସହ ଛାତ୍ରଛାତ୍ରୀଙ୍କୁ ସମ୍ବୋଧିତ କରିଥିଲେ । ସେ କହିଲେ, ଏବେ ଆମକୁ ଦାରିଦ୍ର୍ୟ, ନିରକ୍ଷରତାରୁ ମୁକ୍ତି ଏବଂ ଶିକ୍ଷା ମାଧ୍ୟମରେ ସ୍ୱାଧୀନତା

Read More »
ଦେଶ ବିଦେଶ

ଓଡ଼ିଶାରୁ ଫେରିଲେ ଇଣ୍ଡିଆ ଟ୍ରେକ୍‍ ପ୍ରତିନିଧି ମଣ୍ଡଳ

ଭୁବନେଶ୍ୱର : ଅଚ୍ୟୁତ ସାମନ୍ତ ଇଣ୍ଡିଆ ଇନିସିଏଟିଭ୍ କ୍ୟୁନି କ୍ରେଷ୍ଟ ଇନଷ୍ଟିଚ୍ୟୁଟ’ (ଏଏସଆଇଆଇସିସିଆଇ) ମାଧ୍ୟମରେ ଆମେରିକାର ସିଟି ୟୁନିଭରସିଟି ଅଫ୍‍ ନ୍ୟୁୟର୍କ (କ୍ୟୁନି ବିଶ୍ୱବିଦ୍ୟାଳୟ)ରୁ ୩୮ ଜଣିଆ ପ୍ରତିନିଧିମଣ୍ଡଳ ଇତି ମଧ୍ୟରେ କିଟ୍‍ ଓ କିସ୍‍ ପରିଦର୍ଶନ ପରେ ମଧୁର ସ୍ମୃତି ନେଇ ଫେରିଯାଇଛନ୍ତି। ସେଥିମଧ୍ୟରୁ ୧୦ଜଣ ବିଶିଷ୍ଟ ପ୍ରଫେସର ହୋଇଥିବା ବେଳେ ୨୮ଜଣ ବିଭିନ୍ନ ବିଶ୍ୱବିଦ୍ୟାଳୟର ଛାତ୍ରଛାତ୍ରୀ ଏହି ପ୍ରତିନିଧିମଣ୍ଡଳରେ ସାମିଲ ହୋଇଥିଲେ। ଦୀର୍ଘ ୧୫ ଦିନ ରହଣି ମଧ୍ୟରେ ସେମାନେ ଏଠାରେ କିଟ୍‍ ଓ କିସ୍‍

Read More »
ଦେଶ ବିଦେଶ

କିମସରେ ନେଫ୍ରୋଲୋଜି ସମ୍ମିଳନୀ ଆୟୋଜିତ

ଭୁବନେଶ୍ୱର : କିଡ୍‌ନୀ ଚିକିତ୍ସା କ୍ଷେତ୍ରରେ ନୂଆ ଉପଲବ୍ଧି, ଗବେଷଣା ଓ ଆଧୁନିକ ଚିକିତ୍ସା ପଦ୍ଧତି ନେଇ ଆଲୋଚନା ପାଇଁ ଭୁବନେଶ୍ୱର କିମସ ନେଫ୍ରୋଲୋଜି ବିଭାଗ ପକ୍ଷରୁ ତୃତୀୟ ବାର୍ଷିକ ନେଫ୍ରୋଲୋଜି ସମ୍ମିଳନୀ କେଏନସି ୩.୦ ଆୟୋଜିତ ହୋଇଛି। ଏହି ସମ୍ମିଳନୀରେ ଦେଶର ବିଭିନ୍ନ ପ୍ରମୁଖ ଅନୁଷ୍ଠାନରୁ ବିଶିଷ୍ଟ ବିଶେଷଜ୍ଞ, ଅଧ୍ୟାପକ, ଗବେଷକ ଓ ଛାତ୍ରଛାତ୍ରୀ ଯୋଗଦେଇ କିଡ୍‌ନୀ ଚିକିତ୍ସା କ୍ଷେତ୍ରର ସାମ୍ପ୍ରତିକ ଅଗ୍ରଗତି ଉପରେ ବିସ୍ତୃତ ଆଲୋଚନା କରିଥିଲେ। ଆଡଭାନସେସ ଇନ ନେଫ୍ରୋଲୋଜି  ଆଣ୍ଡ କିଡ୍‌ନୀ କେୟାର’ ଶୀର୍ଷକ ବିଷୟବସ୍ତୁ ଉପରେ ଆୟୋଜିତ ଏହି ସମ୍ମିଳନୀରେ ନେଫ୍ରୋଲୋଜି କ୍ଷେତ୍ରରେ ଉଦୀୟମାନ ନୂତନ ପ୍ରଯୁକ୍ତି, ଚିକିତ୍ସା ପଦ୍ଧତି ଓ ଆଧୁନିକ ଉଦ୍ଭାବନ

Read More »

୧୩ତମ କିଟ୍ ଇଣ୍ଟରନ୍ୟାସନାଲ ସ୍କୁଲ୍ ଛାୟା ଜାତିସଂଘ ଉଦ୍‍ଘାଟିତ

ଭୁବନେଶ୍ୱର : କିଟ୍ ଇଣ୍ଟରନ୍ୟାସନାଲ ସ୍କୁଲ୍‍ ଛାୟା ଜାତିସଂଘର ୧୩ତମ ସଂସ୍କରଣ ଶନିବାର ଉଦ୍‍ଘାଟିତ ହୋଇଯାଇଛି । ଉଦ୍‍ଘାଟନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପ୍ରାକ୍ତନ ରାଷ୍ଟ୍ରଦୂତ ତଥା ନୂଆଦିଲ୍ଲୀ ମନୋହର ପାରିକର ପ୍ରତିରକ୍ଷା ଅଧ୍ୟୟନ ଏବଂ ଆନାଲିସିସ୍ ପ୍ରତିଷ୍ଠାନର ମହାନିର୍ଦ୍ଦେଶକ ସୁଜନ ଚିନୟ ଛାତ୍ରଛାତ୍ରୀମାନେ କଠିନ ପରିଶ୍ରମ ଓ ଦଳଗତ ଭାବେ କାର୍ଯ୍ୟ କରିବା ପାଇଁ ପରାମର୍ଶ ଦେଇଥିଲେ । କିଟ୍‍ ଓ କିସ୍‍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କ ଉଦାହରଣ ଦେଇ ସେ କହିଲେ, ଭୁବନେଶ୍ୱରକୁ

Read More »