ରାଜ୍ୟ

ଦେଶ ବିଦେଶ

ଟାଇମ୍‍ସ ହାୟର ଏଜୁକେସନ୍ ଇମ୍ପାକ୍ଟ ରାଙ୍କିଙ୍ଗ ୨୦୨୫, ଭାରତରେ ୫ମ ସ୍ଥାନରେ କିଟ୍ ବିଶ୍ୱବିଦ୍ୟାଳୟ  

ଭୁବନେଶ୍ୱର : ଟାଇମ୍‍ସ ହାୟର ଏଜୁକେସନ (ଟିଏଚଇ) ଏକ ସର୍ଜନାତ୍ମକ ପଦ୍ଧତିରେ ପ୍ରତ୍ୟେକ ବିଶ୍ୱବିଦ୍ୟାଳୟର ସାମାଜିକ ପ୍ରଭାବ କଣ ଅଛି ତାର ମୂଲ୍ୟାଙ୍କନ କରି ରାଙ୍କ ପ୍ରଦାନ କରିଥାଏ। ଏହି ପରିପ୍ରେକ୍ଷୀରେ ବିଶ୍ୱର ଯେଉଁ ବିଶ୍ୱବିଦ୍ୟାଳୟଗୁଡିକ ସାମାଜିକ ପ୍ରଭାବ ଉପରେ କାର୍ଯ୍ୟ କରନ୍ତି ସେହି ଅନୁଷ୍ଠାନଗୁଡିକ ଏଥିରେ ଅଂଶଗ୍ରହଣ କରନ୍ତି। କିଟ୍ ଏହି ରାଙ୍କିଙ୍ଗରେ ପ୍ରତିବର୍ଷ ଅଂଶଗ୍ରହଣ କରିଥାଏ । ଏଥିରେ ଉନ୍ନତ ପ୍ରଦର୍ଶନ କରି ପ୍ରତିବର୍ଷ କିଟ୍‌ର ସ୍ଥାନ ଉପରକୁ ଉଠିଥାଏ। ଚଳିତବର୍ଷ ମଧ୍ୟ କିଟ୍ ଟାଇମ୍‍ସ

Read More »
ଦେଶ ବିଦେଶ

କ୍ୟୁଏସ ବିଶ୍ୱ ବିଶ୍ୱବିଦ୍ୟାଳୟ ରାଙ୍କିଙ୍ଗ ୨୦୨୬, ଓଡ଼ିଶାରେ ଶୀର୍ଷରେ କିଟ୍

ଭୁବନେଶ୍ୱର : କ୍ୟୁଏସ ବିଶ୍ୱ ବିଶ୍ୱବିଦ୍ୟାଳୟ ରାଙ୍କିଙ୍ଗ ୨୦୨୬ ଆଜି ପ୍ରକାଶ ପାଇଥିବାବେଳେ ଏଥିରେ କିଟ୍ ବିଶ୍ୱବିଦ୍ୟାଳୟ ଓଡ଼ିଶାରେ ଘରୋଇ ବିଶ୍ୱବିଦ୍ୟାଳୟ ମଧ୍ୟରେ ଶ୍ରେଷ୍ଠ ସ୍ଥାନରେ ରହିଛି। ଏହା ସହିତ ସମଗ୍ର ଭାରତରେ କିଟ୍ ବିଶ୍ୱବିଦ୍ୟାଳୟ ଉଲ୍ଲେଖନୀୟ ପ୍ରଦର୍ଶନ କରିଥିବା ବେଳେ ଦକ୍ଷିଣ ଏସିଆରେ ୫୫ତମ ସ୍ଥାନ ହାସଲ କରିଛି। ସମଗ୍ର ଭାରତରେ ଘରୋଇ ବିଶ୍ୱବିଦ୍ୟାଳୟ ମଧ୍ୟରେ କିଟ୍ ୯ମ ସ୍ଥାନରେ ରହିଛି। କିଟ୍ ବିଶ୍ୱବିଦ୍ୟାଳୟ ପ୍ରଥମ ଥର ପାଇଁ କ୍ୟୁଏସ ବିଶ୍ୱ ବିଶ୍ୱବିଦ୍ୟାଳୟ ରାଙ୍କିଂରେ ଅଂଶଗ୍ରହଣ

Read More »
ଦେଶ ବିଦେଶ

ତାଇୱାନ୍‍ ବିଶ୍ୱବିଦ୍ୟାଳୟରୁ ଅଚ୍ୟୁତ ସାମନ୍ତଙ୍କୁ ୬୮ତମ ଡକ୍ଟରେଟ୍‍

ଭୁବନେଶ୍ୱର : ଶିକ୍ଷାବିତ୍‌, ସମାଜସେବୀ ତଥା କିଟ୍ ଓ କିସ୍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କୁ ତାଇୱାନ୍‍ର ଚାଓୟାଙ୍ଗ ୟୁନିଭରସିଟି ଅଫ୍‍ ଟେକ୍ନୋଲୋଜି (ସିୱାଇୟୁଟି)ରୁ ସମ୍ମାନସୂଚକ ଡକ୍ଟରେଟ୍‍ ଡିଗ୍ରୀ ପ୍ରଦାନ କରାଯାଇଛି। ଶନିବାର ଅନୁଷ୍ଠିତ ବିଶ୍ୱବିଦ୍ୟାଳୟ ସମାବର୍ତ୍ତନ ସମାରୋହରେ ଆନୁଷ୍ଠାନିକ ଭାବରେ ଶ୍ରୀ ସମନ୍ତଙ୍କୁ ଏହି ସମ୍ମାନ ପ୍ରଦାନ କରାଯାଇଥିଲା । ଏହା ହେଉଛି ଶ୍ରୀ ସାମନ୍ତଙ୍କ ୬୮ ତମ ସମ୍ମାନସୂଚକ ଡକ୍ଟରେଟ୍। ଶିକ୍ଷା ଜରିଆରେ ସମାଜର ବିକାଶ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ନିମନ୍ତେ ଶ୍ରୀ ସାମନ୍ତଙ୍କୁ ଏହି ସମ୍ମାନ ପ୍ରଦାନ

Read More »
ରାଜ୍ୟ

କିମ୍‍ସରେ ପ୍ରଥମ ଆଲୋଜେନିକ୍ ଅସ୍ଥି ମଜ୍ଜା ସଫଳ ପ୍ରତିରୋପଣ

ଭୁବନେଶ୍ୱର : କିମସରେ ହେମୋଫାଗୋସାଇଟିକ୍  ଲିମ୍ଫୋହିଷ୍ଟିଓସାଇଟୋସିସ୍‍ ରୋଗରେ ପୀଡ଼ିତ ଜଣେ ୧୭ ବର୍ଷୀୟା ରୋଗୀଙ୍କଠାରେ ଏକ ବିରଳ ଆଲୋଜେନିକ୍ ଅସ୍ଥି ମଜ୍ଜା ପ୍ରତିରୋପଣ ସଫଳତାର ସହ କରାଯାଇଛି। ଏହା ଏକ ବିରଳ ବଂଶାନୁକ୍ରମିକ ରକ୍ତ ଜନିତ ରୋଗ। ବହୁ ପରୀକ୍ଷା ପରେ କିମ୍‍ସର ବିଶେଷଜ୍ଞମାନେ ଏହା ଏକ ବଂଶାନୁକ୍ରମିକ ରକ୍ତ ଜନିତ ହେମୋଫାଗୋସାଇଟିକ୍ ଲିମ୍ଫୋହିଷ୍ଟିଓସାଇଟୋସିସ୍ ରୋଗ ବୋଲି ଜାଣି ପାରିଥିଲେ। ଏହାର ଉପଶମ ପାଇଁ ଅସ୍ଥି ମଜ୍ଜା ପ୍ରତିରୋପଣ ପାଇଁ ଡାକ୍ତରମାନେ ପରାମର୍ଶ ଦେଇଥିଲେ। ପରେ କିମ୍‍ସ ବିଷେଜ୍ଞମାନେ

Read More »
ଦେଶ ବିଦେଶ

ଭାରତୀୟ ନୌସେନା ଓ ତଟରକ୍ଷୀ ସହ କିଟ୍‌ର ବୁଝାମଣାପତ୍ର ସ୍ୱାକ୍ଷରିତ

ଭୁବନେଶ୍ୱର : ଶିକ୍ଷାଗତ ସଶକ୍ତିକରଣ ଏବଂ ଅନ୍ତର୍ଭୁକ୍ତିମୂଳକ ରାଷ୍ଟ୍ର ନିର୍ମାଣ ଦିଗରେ ଏକ ପଦକ୍ଷେପ ସ୍ୱରୂପ, କିଟ୍ ବିଶ୍ୱବିଦ୍ୟାଳୟ, ଭାରତୀୟ ନୌସେନା ଓ ଭାରତୀୟ ତଟରକ୍ଷୀ ମଧ୍ୟରେ ଦୁଇଟି ଅଲଗା ବୁଝାମଣାପତ୍ର ସ୍ୱାକ୍ଷରିତ ହୋଇଯାଇଛି। ଏହି ବୁଝାମଣାପତ୍ରରେ କିଟ୍ ବିଶ୍ୱବିଦ୍ୟାଳୟ ପକ୍ଷରୁ କୁଳପତି ପ୍ରଫେସର ଶରଣଜିତ ସିଂହ ଏବଂ ନୌସେନା ସ୍ତ୍ରୀ କଲ୍ୟାଣ ସଂଘର ସଭାପତି ଶଶି ତ୍ରିପାଠି ଏବଂ ନୌସେନା ଶିକ୍ଷା ଅଧିକାରୀ କମୋଡୋର ଏସଏମ ଉରୁଜ ଆଥାର ସ୍ୱାକ୍ଷର କରିଛନ୍ତି। ଏହା ବୁଝାମଣାପତ୍ର ଅନୁସାରେ କିଟ୍‍ ବିଶ୍ୱବିଦ୍ୟାଳୟରେ

Read More »
ଦେଶ ବିଦେଶ

ହିମାଳୟାନ ବିଶ୍ୱବିଦ୍ୟାଳୟ ପକ୍ଷରୁ ଅଚ୍ୟୁତ ସାମନ୍ତଙ୍କୁ ୬୭ତମ ଡକ୍ଟରେଟ୍ ଡିଗ୍ରୀ

ଭୁବନେଶ୍ୱର : ଶିକ୍ଷାବିତ୍‌, ସମାଜସେବୀ ତଥା କିଟ୍ ଓ କିସ୍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କୁ ଅରୁଣାଚଳ ପ୍ରଦେଶର ଇଟାନଗରସ୍ଥିତ ହିମାଳୟାନ ବିଶ୍ୱବିଦ୍ୟାଳୟ ପକ୍ଷରୁ ସମ୍ମାନସୂଚକ ଡକ୍ଟରେଟ୍ ଡିଗ୍ରୀ ପ୍ରଦାନ କରାଯାଇଛି । ଆଜି ଅନୁଷ୍ଠିତ ବିଶ୍ୱବିଦ୍ୟାଳୟ ସମାବର୍ତ୍ତନ ସମାରୋହରେ ଆନୁଷ୍ଠାନିକ ଭାବରେ ଶ୍ରୀ ସମନ୍ତଙ୍କୁ ଏହି ସମ୍ମାନ ପ୍ରଦାନ କରାଯାଇଥିଲା । ଏହା ହେଉଛି ଶ୍ରୀ ସାମନ୍ତଙ୍କ ୬୭ ତମ ସମ୍ମାନସୂଚକ ଡକ୍ଟରେଟ୍ । ଶିକ୍ଷା ଜରିଆରେ ସମାଜର ବିକାଶ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ନିମନ୍ତେ ଶ୍ରୀ ସାମନ୍ତଙ୍କୁ

Read More »
ଦେଶ ବିଦେଶ

ଅଚ୍ୟୁତ ସାମନ୍ତଙ୍କୁ ୬୬ତମ ସମ୍ମାନସୂଚକ ଡକ୍ଟରେଟ୍

ଶିକ୍ଷାବିତ୍, ସମାଜସେବୀ ତଥା କିଟ୍ ଓ କିସ୍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କୁ ରାଜସ୍ଥାନ ଜୟପୁରସ୍ଥିତ ଆପେକ୍ସ ବିଶ୍ୱବିଦ୍ୟାଳୟ ପକ୍ଷରୁ ସମ୍ମାନସୂଚକ ଡକ୍ଟରେଟ୍ ଡିଗ୍ରୀ ପ୍ରଦାନ କରାଯାଇଛି। ରାଜସ୍ଥାନ ରାଜ୍ୟପାଳ ହରିଭାଉ କିଶନରାଓ ବାଗଡେ ଶ୍ରୀ ସାମନ୍ତଙ୍କୁ ଏହି ସମ୍ମାନ ଆନୁଷ୍ଠାନିକ ଭାବରେ ପ୍ରଦାନ କରିଥିଲେ। ଏହା ହେଉଛି ଅଚ୍ୟୁତ ସାମନ୍ତଙ୍କ ୬୬ତମ ସମ୍ମାନଜନକ ଡକ୍ଟରେଟ୍। ଶିକ୍ଷା ଜରିଆରେ ସମାଜର ବିକାଶ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ସକାଶେ ଶ୍ରୀ ସାମନ୍ତଙ୍କୁ ଏହି ସମ୍ମାନ ପ୍ରଦାନ କରାଯାଇଛି। ଏହି ଅବସରରେ ନିରଞ୍ଜନ ଆଖଡାର ଆଚାର୍ଯ୍ୟ ମହାମଣ୍ଡଳଶ୍ୱର ସ୍ୱାମୀ କୈଳାସନନ୍ଦ ଗିରିଙ୍କୁ ମଧ୍ୟ ଆପେକ୍ସ ବିଶ୍ୱବିଦ୍ୟାଳୟ ପକ୍ଷରୁ ସମ୍ମାନସୂଚକ ଡକ୍ଟରେଟ୍ ଡିଗ୍ରୀ ପ୍ରଦାନ କରାଯାଇଥିଲା। କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ, ଆପେକ୍ସ ବିଶ୍ୱବିଦ୍ୟାଳୟର

Read More »
ରାଜ୍ୟ

ଯୁକ୍ତ ୨ରେ କିସ୍‍ର ଉତ୍ସାହଜନକ ସଫଳତା

ଭୁବନେଶ୍ୱର : ଚଳିତ ବର୍ଷ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ +୨ ପରୀକ୍ଷା ଫଳ ବୁଧବାର ପ୍ରକାଶ ପାଇଛି। ଏଥିରେ କିସ୍‍ର ଛାତ୍ରଛାତ୍ରୀମାନେ ଅଭୂତପୂର୍ବ ସଫଳତା ହାସଲ କରିଛନ୍ତି । ରାଜ୍ୟରେ କଳା, ବିଜ୍ଞାନ ଓ ବାଣିଜ୍ୟରେ ପାସ ହାର ଯଥାକ୍ରମେ ୮୦.୫୧, ୮୭.୪୯ ଓ ୮୩.୦୩ ଥିବା ବେଳେ କିସ୍‍ର ପାସ୍‍ ହାର ଉତ୍ସାହଜନକ ରହିଛି । ଚଳିତବର୍ଷ ମଧ୍ୟ କିସ୍‌ର ଛାତ୍ରୀମାନେ ଛାତ୍ରଙ୍କ ଅପେକ୍ଷା ଭଲ ପ୍ରଦର୍ଶନ କରିଛନ୍ତି। କିସ୍‌ରେ କଳା, ବିଜ୍ଞାନ ଓ ବାଣିଜ୍ୟରେ

Read More »
ଜୀବନଚର୍ଯ୍ୟା

ବିଶ୍ୱ ପାଳନ କଲା ୧୨ତମ ଆର୍ଟ ଅଫ୍‍ ଗିଭିଂ ଦିବସ

ଭୁବନେଶ୍ୱର : ସମଗ୍ର ବିଶ୍ୱରେ ପାଳିତ ହୋଇଛି ଅନ୍ତର୍ଜାତୀୟ ‘ଆର୍ଟ ଅଫ୍‍ ଗିଭିଂ’ ଦିବସ । ଓଡ଼ିଶାର ସମସ୍ତ ଜିଲ୍ଲା ସମେତ ୩୫ଟି ସହର, ଭାରତର ବିଭିନ୍ନ ସହର ସହ ବିଶ୍ୱର ପ୍ରାୟ ୧୨୦ଟି ଦେଶର ୩୫୦ଟି ସ୍ଥାନରେ ୧୨ତମ ଅନ୍ତର୍ଜାତୀୟ ଆର୍ଟ ଅଫ୍‍ ଗିଭିଂ ଦିବସ ପାଳିତ ହୋଇଛି । ଭାରତର ୨୯ଟି ରାଜ୍ୟ, ୪ଟି କେନ୍ଦ୍ରଶାସିତ ଅଞ୍ଚଳର ୩୫ଶହ ସ୍ଥାନରେ ଏବଂ ୨ଶହ ସହର ସମେତ ଓଡ଼ିଶାର ୩୦ଟି ଜିଲ୍ଲା, ୩୫ଟି ପ୍ରମୁଖ ସହର,

Read More »
ଦେଶ ବିଦେଶ

କର୍ଣ୍ଣ-ନାସା-ଗଳା ଅସ୍ତ୍ରୋପଚାର ପାଇଁ କିମସରେ ଅତ୍ୟାଧୁନିକ ମେସିନ୍‍

ଭୁବନେଶ୍ୱର : କର୍ଣ୍ଣ-ନାସା-ଗଳା ଓ କର୍କଟ ରୋଗର ଉନ୍ନତ ଅସ୍ତ୍ରୋପଚାର ପାଇଁ କଳିଙ୍ଗ ଇନଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍ସେସ୍ (କିମ୍‍ସ)ରେ ଏକ ଅତ୍ୟାଧୁନିକ ସିଓଟୁ ( CO2) ମେସିନ୍‍ ଉଦ୍‍ଘାଟିତ ହୋଇଯାଇଛି । କିଟ୍‍, କିସ୍‍ ଓ କିମ୍‍ସ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ଏହି ମେସିନ୍‍କୁ ଉଦ୍‍ଘାଟନ କରି କହିଛନ୍ତି । ଏହା କର୍ଣ୍ଣ-ନାସା-ଗଳା ଓ କର୍କଟ ରୋଗର ଉନ୍ନତ ଅସ୍ତ୍ରୋପଚାର କ୍ଷେତ୍ରରେ ଏହା ଏକ ମାଇଲ୍‍ ଖୁଣ୍ଟ ହେବ। ଏହା ଦ୍ୱାରା ଓଡ଼ିଶା ତଥା ପଡ଼ୋଶୀ ରାଜ୍ୟର ଲୋକମାନେ

Read More »