ରାଜ୍ୟ

ରାଜନୀତି

ନୂତନ ଭୋଟଦାନ କେନ୍ଦ୍ର ପାଇଁ ଦାବୀ ପତ୍ର

ସ୍ବାଧୀନତାର ସାତ ଦଶକ ପରେ ବି ଗ୍ରାମବାସୀଙ୍କୁ ମିଳିନାହିଁ ଭୋଟଦାନ କେନ୍ଦ୍ର । ନିଜ ଗାଁ ରେ ଭୋଟ ଦେବା ସୁଯୋଗରୁ ବଞ୍ଚିତ ଅଛନ୍ତି ବରଗଡ଼ ଜିଲ୍ଲା ଗାଇସିଲେଟ ବ୍ଲକ କଟାବାହାଲ ଗ୍ରାମପଞ୍ଚାୟତ ଅନ୍ତର୍ଗତ କେନ୍ଦୁମାଲ ଗ୍ରାମବାସୀ । ଭାରତ ସ୍ୱାଧୀନ ହେବା ଠାରୁ ନିଜ ଗାଁ ରେ ଭୋଟ ନ ଦେଇ ଏଠାକାର ଭୋଟର ପ୍ରାୟ ୬ କି.ମି ଦୂର ପରମାନନ୍ଦପୁର ଗ୍ରାମକୁ ଯାଇଥାନ୍ତି ଭୋଟ ଦେବା ପାଇଁ । ବାର୍ଧ୍ୟକ୍ୟ ଅବସ୍ଥାରେ ଏତେ ଦୂରକୁ

Read More »
ଜୀବନଚର୍ଯ୍ୟା

ମକର ସଂକ୍ରାନ୍ତି : ଆଶା ଆଲୋକ ଓ ସମୃଦ୍ଧିର ପର୍ବ

ମକର ସଂକ୍ରାନ୍ତି ହିନ୍ଦୁ ପଞ୍ଜିକା ଅନୁସାରେ ଏକ ଗୁରୁତ୍ୱପୂର୍ଣ୍ଣ ପର୍ବ। ଏହି ଦିନ ସୂର୍ଯ୍ୟ ଧନୁ ରାଶି ଛାଡ଼ି ମକର ରାଶିକୁ ପ୍ରବେଶ କରନ୍ତି। ଏହା ସହିତ ଉତ୍ତରାୟଣ ଆରମ୍ଭ ହୁଏ, ଯାହାକୁ ଶୁଭ ସମୟ ଭାବେ ଗଣାଯାଏ। ପ୍ରାକୃତିକ ଭାବେ ଏହି ଦିନ ଅନ୍ଧକାରରୁ ଆଲୋକ ପ୍ରତି, ନିରାଶାରୁ ଆଶା ପ୍ରତି ଯାତ୍ରାର ପ୍ରତୀକ। ପୁରାଣ କଥାନୁସାରେ ଏହି ସମୟ ଧର୍ମ, ଜ୍ଞାନ ଓ ସାତ୍ତ୍ୱିକ ଶକ୍ତିର ପ୍ରାବଳ୍ୟ ବଢ଼ାଏ। ଏହି କାରଣରୁ ମକର ସଂକ୍ରାନ୍ତି

Read More »
କ୍ରୀଡା

୧୪ରୁ କିଟ୍ ରେ ଚେସ୍‍ ମହାକୁମ୍ଭ

ଭୁବନେଶ୍ୱର : ଜାନୁଆରୀ ୧୪ ରୁ ୧୬ ତାରିଖ ପର୍ଯ୍ୟନ୍ତ କିଟ୍‍ ରେ ଅନୁଷ୍ଠିତ ହେବାକୁ ଯାଉଛି ସାମାଜିକ ଏବଂ ଶିକ୍ଷାଗତ ଚେସ୍ (ସୋସିଆଲ୍‍ ଆଣ୍ଡ ଏଜୁକେସନାଲ୍‍ ଚେସ୍‍) ଉପରେ ଅନ୍ତର୍ଜାତୀୟ ସମ୍ମିଳନୀ। ଭାରତରେ କିଟ୍‍ ରେ ପ୍ରଥମ ଥର ଲାଗି ଚେସ୍‍ର ଏଭଳି ମହାକୁମ୍ଭ ଅନୁଷ୍ଠିତ ହେବାକୁ ଯାଉଛି। ଅନ୍ତର୍ଜାତୀୟ ଚେସ୍‍ ସଂଘ (ଏଫ୍‍ଆଇଡିଇ) ଓ ଭାରତୀୟ ଚେସ୍‍ ସଂଘ (ଏଆଇସିଏଫ୍‍)ର ମିଳିତ ଆନୁକୂଲ୍ୟରେ ଅନୁଷ୍ଠିତ ହେଉଥିବା ଚେସ୍‍ର ଏହି ମହାକୁମ୍ଭରେ ଏଫ୍‍ଆଇଡିଇର ସଭାପତି ତଥା ଋଷ୍‍ର

Read More »
ଦେଶ ବିଦେଶ

କିମସରେ ଏଏପିଆଇ ଗ୍ଲୋବାଲ୍ ହେଲଥକେୟାର ସମିଟ୍

ଭୁବନେଶ୍ୱର : ଆମେରିକାନ ଆସୋସିଏସନ ଅଫ ଇଣ୍ଡିଆନ ଅରିଜିନ (ଭାରତୀୟ ବଂଶୋଦ୍ଭବ ଚିକିତ୍ସକ ସଂଘ- ଏଏପିଆଇ) ପକ୍ଷରୁ କିମ୍‍ସରେ ୧୯ତମ ଗ୍ଲୋବାଲ୍ ହେଲଥ୍‍କେୟାର ସମିଟ୍ ୨୦୨୬ ଶନିବାର ଉଦ୍‍ଘାଟିତ ହୋଇଯାଇଛି। ଜାନୁଆରୀ ୯ରୁ ୧୧ ତାରିଖ ପର୍ଯ୍ୟନ୍ତ ହେବାକୁ ଥିବା ଏହି ସମ୍ମିଳନୀରେ ଭାରତ ଓ ଆମେରିକାର ୧୧୦ରୁ ଊର୍ଦ୍ଧ୍ୱ ପ୍ରଖ୍ୟାତ ଡାକ୍ତର, ଗବେଷକ, ସ୍ୱାସ୍ଥ୍ୟ ବିଶେଷଜ୍ଞ, ନବସର୍ଜନାକାରୀମାନେ ଯୋଗ ଦେଇଛନ୍ତି। ପ୍ରଥମ ଥର ପାଇଁ ଓଡ଼ିଶାର କିମ୍‍ସରେ ଏଭଳି ସମ୍ମିଳନୀ ଆୟୋଜିତ ହୋଇଛି। ଉଦ୍‍ଘାଟନୀ କାର୍ଯ୍ୟକ୍ରମରେ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେ

Read More »
କ୍ରୀଡା

ଅଚ୍ୟୁତ ସାମନ୍ତ ଭାରତୀୟ ଭଲିବଲ୍‍ ସଂଘର ମୁଖ୍ୟ ପୃଷ୍ଠପୋଷକ

ଭୁବନେଶ୍ୱର : ବାରାଣସୀରେ ୭୨ତମ ବରିଷ୍ଠ ଜାତୀୟ ଭଲିବଲ୍ ଚାମ୍ପିଅନସିପ୍ ୨୦୨୬କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗତକାଲି ଉଦ୍‍ଘାଟନ କରିଥିଲେ। ଏହି ଅବସରରେ ସୋମବାର ଭାରତୀୟ ଭଲିବଲ୍‍ ସଂଘ (ଭିଏଫ୍‍ଆଇ)ର ବାର୍ଷିକ ସାଧାରଣ ପରିଷଦ ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ଦେଶର ସବୁ ରାଜ୍ୟରେ ଥିବା ଭଳିବଲ୍‍ ସଂଘର ସଭାପତି, ସମ୍ପାଦକ ଓ ଅନ୍ୟାନ ସଦସ୍ୟମାନେ ଉପସ୍ଥିତ ଥିଲେ। ଏଥିରେ ସର୍ବସମ୍ମତି କ୍ରମେ କିଟ୍‍ ଓ କିସ୍‍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ଭିଏଫ୍‍ ଆଇର ମୁଖ୍ୟ ପୃଷ୍ଠପୋଷକ ମନୋନୀତ

Read More »
ତାଜା ଖବର

୯ରୁ କିମସରେ ଏଏପିଆଇ ଗ୍ଲୋବାଲ୍ ହେଲଥକେୟାର ସମିଟ୍

ଭୁବନେଶ୍ୱର : ଆମେରିକାନ ଆସୋସିଏସନ ଅଫ ଇଣ୍ଡିଆନ ଅରିଜିନ (ଭାରତୀୟ ବଂଶୋଦ୍ଭବ ଚିକିତ୍ସକ ସଂଘ- ଏଏପିଆଇ) ପକ୍ଷରୁ କଳିଙ୍ଗ ଇନଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‍ସେସ୍ (କିମସ)ରେ ଗ୍ଲୋବାଲ୍ ହେଲଥ୍‍କେୟାର ସମିଟ୍ ୨୦୨୬ ଆୟୋଜିତ ହେଉଛି। ଜାନୁଆରୀ ୯ ରୁ ୧୧ ପର୍ଯ୍ୟନ୍ତ ଅନୁଷ୍ଠିତ ହେବାକୁ ଥିବା ଏହି ସମ୍ମିଳନୀରେ ଭାରତ ଓ ଆମେରିକାର ବହୁ ପ୍ରଖ୍ୟାତ ଡାକ୍ତର, ଗବେଷକ, ସ୍ୱାସ୍ଥ୍ୟ ବିଶେଷଜ୍ଞ, ନବସର୍ଜନାକାରୀମାନେ ଏକତ୍ରିତ ହେବେ। ଏ ନେଇ ଏଏପିଆଇ ଗ୍ଲୋବାଲ୍ ହେଲଥକେୟାର ସମିଟ୍‌ର ଅଧ୍ୟକ୍ଷ ତଥା ଏଏପିଆଇ ସଭାପତି ଡା ଅମିତ ଚକ୍ରବର୍ତ୍ତୀ

Read More »
ଦେଶ ବିଦେଶ

ଅଚ୍ୟୁତ ସାମନ୍ତଙ୍କୁ ଜେଇସିଆର୍‍ସି ବିଶ୍ୱବିଦ୍ୟାଳୟରୁ ସମ୍ମାନସୂଚକ ଡକ୍ଟରେଟ୍

ଭୁବନେଶ୍ୱର : ଶିକ୍ଷାବିତ୍‌, ସମାଜସେବୀ ତଥା କିଟ୍ ଓ କିସ୍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କୁ ରାଜସ୍ଥାନର ଜୟପୁରରେ ଥିବା ଜେଇସିଆର୍‍ସି ବିଶ୍ୱବିଦ୍ୟାଳୟରୁ ସମ୍ମାନସୂଚକ ଡକ୍ଟରେଟ୍‍ ପ୍ରଦାନ କରାଯାଇଛି। ଜେଇସିଆର୍‍ସି ବିଶ୍ୱବିଦ୍ୟାଳୟର ୯ମ ସମାବର୍ତ୍ତନ ଉତ୍ସବ ଅବସରରେ ଆଜି ଶ୍ରୀ ସାମନ୍ତଙ୍କୁ ଏହି ସମ୍ମାନ ପ୍ରଦାନ କରାଯାଇଛି। ଏହା ହେଉଛି ଶ୍ରୀ ସାମନ୍ତଙ୍କ ୭୦ ତମ ସମ୍ମାନସୂଚକ ଡକ୍ଟରେଟ୍। ଶିକ୍ଷା ଜରିଆରେ ସମାଜର ବିକାଶ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ନିମନ୍ତେ ଶ୍ରୀ ସାମନ୍ତଙ୍କୁ ଏହି ସମ୍ମାନ ପ୍ରଦାନ କରାଯାଇଛି ।

Read More »
ଅପରାଧ

ଲାଞ୍ଚ ନେଇ ଆଇଆଇସି ଗିରଫ

ଜଣେ ଲାଇସେନ୍ସପ୍ରାପ୍ତ ମଦ ଦୋକାନୀଙ୍କଠାରୁ ୪୦ ହଜାର ଟଙ୍କା ଲାଞ୍ଚ ନେଲା ବେଳେ ରବିବାର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି କଟକ ସ୍ଥିତ ସିଆରଆରଆଇ ପୁଲିସ ଥାନାର ଆଇଆଇସି ବିଜୟ କୁମାର ବାରିକ। ସୁରୁଖୁରୁରେ ବେପାର କରିବା ପାଇଁ ଉକ୍ତ ମଦ ଦୋକାନୀଙ୍କଠାରୁ ଲାଞ୍ଚ ନେଉଥିଲେ ଆଇଆଇସି ବିଜୟ କୁମାର ବାରିକ। ସେ ଭୁବନେଶ୍ୱରର ରାଜମହଲ ଛକରେ ଲାଞ୍ଚ ଅର୍ଥ ଗ୍ରହଣ କରୁଥିବା ବେଳେ ଭିଜିଲାନ୍ସ ଅଧିକାରୀମାନେ ଚଢ଼ାଉ କରି ତାଙ୍କୁ ଧରିଥିଲେ। ତାଙ୍କଠାରୁ ସମସ୍ତ ଲାଞ୍ଚ ଅର୍ଥ

Read More »
ପର୍ଯ୍ୟଟନ

ମଲକେନ ଡ୍ୟାମର ଭାଗ୍ୟ ବଦଳିବ କେବେ ?

ବରଗଡ଼ ଜିଲ୍ଲା ସଦର ମହକୁମା ଠାରୁ ପ୍ରାୟ ୮୦ କି.ମି, ପଦମପୁର ଉପଖଣ୍ଡ ଠାରୁ ପ୍ରାୟ ୨୦ କି. ମି ଓ ଗାଇସିଲେଟ ବ୍ଲକ ହେଡକ୍ୱାଟର୍ସ ଠାରୁ ମାତ୍ର ୧୫ କି. ମି. ଦୂରରେ କଟାବାହାଲ ଠାରେ ରହିଛି ପ୍ରାକୃତିକ ସୌନ୍ଦର୍ଯ୍ୟରେ ଭରପୂର ମଲକେନ ଡ୍ୟାମ ।ଏହି ଡ୍ୟାମର ମନୋରମ ଦୃଶ୍ୟ ଦେଖିବାକୁ ଲାଗୁଛି ପର୍ଯ୍ୟଟକଙ୍କ ଭିଡ଼ । ଗୁଡ଼ିଡୁଙ୍ଗୁରି ଓ ବତଲାବାହାଲି ଦୁଇଟି ପାହାଡ଼ର ସବୁଜ ବଳୟ ଭିତରେ ନିର୍ମାଣ ହୋଇଛି ବନ୍ଧ । କାଚକେନ୍ଦୁ

Read More »
ଦେଶ ବିଦେଶ

ସେବା ଓ ସମର୍ପଣର ଅନନ୍ୟ ନାମ : ଡକ୍ଟର ରାମଚନ୍ଦାନୀ

ବୁର୍ଲାର ବୀର ସୁରେନ୍ଦ୍ର ସାଏ ମେଡିକାଲ କଲେଜର ମେଡିସିନ ବିଭାଗର ସହକାରୀ ପ୍ରଫେସର ଡକ୍ଟର ଶଙ୍କର ରାମଚନ୍ଦାନୀ ସେବା ଏବଂ ସମର୍ପଣର ଅନ୍ୟ ଏକ ନାମ। ତାଙ୍କ କର୍ମ ହିଁ ତାଙ୍କ କାହାଣୀ କରୁଣା ଏବଂ ସହାନୁଭୂତିର ପ୍ରମାଣ। ୧୯୮୦ ମସିହାରେ ଏକ ଗରିବ ପରିବାରରେ ଜନ୍ମଗ୍ରହଣ କରିଥିବା ଶଙ୍କରଙ୍କ ପ୍ରାରମ୍ଭିକ ଜୀବନ କଷ୍ଟରେ କଟିଥିଲା । ତାଙ୍କ ପିତା ବ୍ରହ୍ମାନନ୍ଦ ରାମଚନ୍ଦାନୀ ତାଙ୍କ ପୁଅକୁ ଜଣେ ଭଲ ଡାକ୍ତର କରିବାକୁ ସ୍ୱପ୍ନ ଦେଖିଥିଲେ। କିନ୍ତୁ, ଭାଗ୍ୟର

Read More »