ରାଜ୍ୟ

ତାଜା ଖବର

ଓଡ଼ିଶାରେ ୩୪ ହଜାର କୋଟି ନିବେଶ କରିବ ହିଣ୍ଡାଲ୍‌କୋ

ଓଡ଼ିଶାରେ ଶିଳ୍ପାୟନ ପାଇଁ ଆଗ୍ରହ ଦେଖାଇଲା ଆଦିତ୍ୟ ବିର୍ଲା ଗ୍ରୁପ୍। ୩୪ ହଜାର କୋଟି ନିବେଶ କରିବ ହିଣ୍ଡାଲ୍ କୋ। ମୁମ୍ବାଇରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଭେଟି ଜଣାଇଲେ ବିର୍ଲା ଗ୍ରୁପ ଅଧ୍ୟକ୍ଷ ଓ ହିଣ୍ଡାଲ୍‌କୋ ପରିଚାଳନା ନିର୍ଦ୍ଦେଶକ।ହିଣ୍ଡାଲ୍ କୋ ଓଡ଼ିଶାରେ ଆଉ ୩୪ ହଜାର କୋଟି ପୁଞ୍ଜି ନିବେଶ କରିବାକୁ ଆଶାୟୀ ଥିବା ଜଣାଇଛି। ଓଡ଼ିଶାର ଅର୍ଥନୈତିକ ବିକାଶ ଓ ନିଯୁକ୍ତି ସୃଷ୍ଟିରେ ସାମିଲ୍ ହେବାକୁ ପ୍ରତିଶ୍ରୁତି ଦେଇଛି ଏହି କଂପାନୀ। ରାୟଗଡ଼ା, ସମ୍ବଲପୁର, ହୀରାକୁଦରେ

Read More »
ତାଜା ଖବର

ଓଏଏସ୍‌ ରେଜଲ୍ଟ-୨୦୨୨: ୬୮୩ ଜଣ କୃତକାର୍ଯ୍ୟ

ଭୁବନେଶ୍ବର: ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍‌ସି) ପକ୍ଷରୁ ପରିଚାଳିତ ବହୁ ପ୍ରତିକ୍ଷୀତ ଓଡ଼ିଶା ପ୍ରଶାସନିକ ସେବା (ଓଏଏସ୍‌) ପରୀକ୍ଷା-୨୦୨୨ର ଫଳ ଶନିବାର ପ୍ରକାଶ ପାଇଛି। ଏହି ପରୀକ୍ଷାରେ ୬୮୩ ଜଣ କୃତକାର୍ଯ୍ୟ ହୋଇଛନ୍ତି। ଶୀର୍ଷ ୧୦ ନମ୍ବରରେ ୫ ଜଣ ମହିଳା ଓ ୫ ଜଣ ପୁରୁଷ ଅଛନ୍ତି। ରାଜ୍ୟର ଶୀର୍ଷସ୍ତରର ପରୀକ୍ଷାରେ ଶ୍ବେତାଶ୍ରୀ ମହାପାତ୍ର ପ୍ରଥମ ସ୍ଥାନ ଅଧିକାର କରିଛନ୍ତି। ଓଡ଼ିଶା ପ୍ରଶାସନିକ ସେବା ପରୀକ୍ଷା-୨୦୨୨ରେ ପ୍ରଥମ ସ୍ଥାନ ହାସଲ କରିଥିବା ଶ୍ବେତାଶ୍ରୀ ମହାପାତ୍ର ପ୍ରଥମ

Read More »
ତାଜା ଖବର

ଘୂର୍ଣ୍ଣିବଳୟ ସୃଷ୍ଟି, ୨୩ରୁ ପ୍ରବଳ ବର୍ଷା ସମ୍ଭାବନା

କେନ୍ଦ୍ରୀୟ ଆଣ୍ଡାମାନ ସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ। ଏହା ପ୍ରଭାବରେ ଆସନ୍ତା ୨୨ ତାରିଖ ବେଳକୁ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ। କ୍ରମେ ଏହା ଉତ୍ତର ପଶ୍ଚିମ ଦିଗରେ ଗତି କରି ଆହୁରି ତୀବ୍ର ବା ଘନୀଭୂତ ହେବ। ଏହାର ପ୍ରଭାବରେ ଆସନ୍ତା ୨୩ ତାରିଖରୁ ୩ ଦିନ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ଆସନ୍ତା ୨୩, ୨୪ ଓ ୨୫

Read More »
ଦେଶ ବିଦେଶ

OSSSC ପରୀକ୍ଷାର ତଜର୍ମା କରୁଛନ୍ତି ସରକାର

ଓଡ଼ିଶା ଅଧସ୍ତନ କର୍ମଚାରୀ ଚୟନ ଆୟୋଗ(ଓଏସଏସଏସସି)ଙ୍କ ଦ୍ୱାରା କମ୍ପ୍ୟୁଟର ଆଧାରିତ ନିଯୁକ୍ତି ପରୀକ୍ଷା-୨୦୨୪ରେ ଅନିୟମିତତାର ଅଭିଯୋଗ ଆସିବା ପରେ ରାଜ୍ୟ ସରକାର ଏହାକୁ ଗୁରୁତ୍ୱର ସହ ବିଚାରକୁ ନେଇଛନ୍ତି। ସମସ୍ତ ଅନିୟମିତତା ଅଭିଯୋଗକୁ ସରକାରଙ୍କ ଉଚ୍ଚସ୍ତରୀୟ ଅଧିକାରୀମାନଙ୍କ ଦ୍ୱାରା ତଜର୍ମା କରାଯାଉଛି। ଖୁବଶୀଘ୍ର ସରକାର ଏନେଇ ଉଚିତ୍ ନିଷ୍ପତ୍ତି ନେବେ ବୋଲି ଆଜି ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ପ୍ରେସ୍ ରିଲିଜରେ ସୂଚନା ଦିଆଯାଇଛି । ସୂଚନା ଅନୁସାରେ ପରୀକ୍ଷାର ପବିତ୍ରତା ସହ ସାଲିସ୍ ହୋଇଥିବା

Read More »
ଅପରାଧ

ଫେକ୍ କଲ୍ ସେଣ୍ଟର୍ ମାମଲା, କୋଲକାତା ଯିବ ତଦନ୍ତକାରୀ ଟିମ୍

ଭୁବନେଶ୍ୱର: ରାଜ୍ୟ ରାଜଧାନୀରେ ଆପାର୍ଟମେଣ୍ଟରେ କଲ ସେଣ୍ଟର ଠାବ ମାମଲାରେ ୬ ଜଣ ଅଭିଯୁକ୍ତଙ୍କୁ ୫ ଦିନିଆ ରିମାଣ୍ଡରେ ନେବାକୁ କମିଶନରେଟ୍ ପୁଲିସ ଆବେଦନ କରିଛି । ସମସ୍ତ ଅଭିଯୁକ୍ତ ପଶ୍ଚିମବଙ୍ଗର ଅଟନ୍ତି । ଅଧିକ ତଦନ୍ତ ପାଇଁ ପୁଲିସ ଟିମ୍ କୋଲକାତା ଗସ୍ତ କରିବେ ବୋଲି ଭୁବନେଶ୍ୱର ଡେପୁଟି ପୁଲିସ କମିଶନର ପିନାକ ମିଶ୍ର ସୂଚନା ଦେଇଛନ୍ତି । ଡିସିପି ପିନାକ ମିଶ୍ରଙ୍କ ସୂଚନା ମୁତାବକ, ସାଇବର ଠକେଇ ମାମଲାରେ ସାଇଣ୍ଟିଫିକ୍‌ ଓ ଟେକ୍ନିକାଲ ଅଫିସରଙ୍କୁ

Read More »
ଜୀବନଚର୍ଯ୍ୟା

କିମ୍‍ସ ଜରିଆରେ ଅଙ୍ଗଦାନ କଲେ ମନୋଜ

ଭୁବନେଶ୍ୱର : ଅଙ୍ଗଦାନ କରି ମହାନ କାର୍ଯ୍ୟ କରିଛନ୍ତି ମନୋଜଙ୍କ ପରିବାର ଲୋକେ। ଫଳରେ ୩ଜଣଙ୍କ ଜୀବନ ବଞ୍ଚାଇ ମନୋଜ ସେମାନଙ୍କଠାରେ ସ୍ମୃତି ହୋଇ ରହିବେ। ୪ ଦିନ ତଳେ ପଟିଆ ଅଞ୍ଚଳରେ ମର୍ମନ୍ତୁଦ ବାଇକ୍‍ ଦୁର୍ଘଟଣାର ସମ୍ମୁଖୀନ ହୋଇଥିଲେ କେନ୍ଦ୍ରାପଡ଼ା ଜିଲ୍ଲା ଅରିପଦା ଅଞ୍ଚଳର ୨୩ ବର୍ଷ ବୟସ୍କ ମନୋଜ ସାହୁ। ସଙ୍କଟାପନ୍ନ ଅବସ୍ଥାରେ ସ୍ଥାନୀୟ ଲୋକେ ତାଙ୍କୁ କିମ୍‍ସକୁ ନେଇ ଆସିଥିଲେ। ପରେ ମନୋଜଙ୍କ ବାପା କୈଳାସ ଓ ଅନ୍ୟ ପରିବାର ଲୋକେ ମଧ୍ୟ

Read More »
ରାଜ୍ୟ

ଶ୍ରୀବାଣୀକ୍ଷେତ୍ରରେ ଘୋଷଯାତ୍ରା

ଭୁବନେଶ୍ୱର : ପ୍ରତିବର୍ଷ ପରି କିସ୍ ଶ୍ରୀବାଣୀ କ୍ଷେତ୍ରରେ ବିଶ୍ୱ ପ୍ରସିଦ୍ଧ ଘୋଷଯାତ୍ରା ମହାସମାରୋହରେ ସଂପନ୍ନ ହୋଇଯାଇଛି। ଆଜି ପୂର୍ବାହ୍ନରେ ମଙ୍ଗଳ ଆରତି, ମଇଲମ, ତଡ଼ପଲାଗି, ରୋଷ ହୋମ, ଅବକାଶ, ସୂର୍ଯ୍ୟପୂଜା ଓ ରଥ ପ୍ରତିଷ୍ଠା ଆଦି ନୀତିକାନ୍ତି ନିର୍ଦ୍ଧାରିତ ନୀତି ନିର୍ଘଣ୍ଟ ଅନୁସାରେ ସଂପନ୍ନ ହେବା ପରେ କିଟ୍‍ ମନ୍ଦିର ଟ୍ରଷ୍ଟ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କ ଦ୍ୱାରା ଅପରାହ୍ନ ୪ଟାରେ ଛେରା ପହଁରା ନୀତି ସଂପନ୍ନ ହୋଇଥିଲା। ଅପରାହ୍ନ ୪ଟା ୩୦ମିନିଟ୍‍ରେ ଭକ୍ତମାନେ ପ୍ରଭୁ ବଳଭଦ୍ର,

Read More »
ରାଜ୍ୟ

କିଟ୍‍ ଇଣ୍ଟରନ୍ୟାସନାଲ ସ୍କୁଲ୍‍ର ୧୮ତମ ପ୍ରତିଷ୍ଠା ଦିବସ ପାଳିତ

ଭୁବନେଶ୍ୱର : କିଟ୍‍ ଇଣ୍ଟରନ୍ୟାସନାଲ୍‍ ସ୍କୁଲ୍‍ର ୧୮ତମ ପ୍ରତିଷ୍ଠା ଦିବସ ଆଜି ପାଳିତ ହୋଇଯାଇଛି । ଏହି ଅବସରରେ ଆୟୋଜିତ ଉତ୍ସବରେ ଯୋଗଦେଇ କିଟ୍‍ ଓ କିସ୍‍ର ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ଛାତ୍ରଛାତ୍ରୀମାନଙ୍କୁ ସମାଜରେ ଜଣେ ଜଣେ ଭଲ ମଣିଷ ହେବା ପାଇଁ ପରାମର୍ଶ ଦେଇଥିଲେ । ଆଜିର ସମାଜରେ ପିଲାମାନେ ନିଜକୁ ଜଣେ ଭଲ ଛାତ୍ର ଛାତ୍ରୀଭାବେ ଗଢି ତୋଳିବା ସହ ନିଜକୁ ଜଣେ ଜଣେ ଭଲ ମଣିଷଭାବେ ଗଢି ତୋଳବା ଆବଶ୍ୟକ ବୋଲି ସେ

Read More »
ରାଜ୍ୟ

କାଦମ୍ବିନୀର ରୌପ୍ୟ ଜୟନ୍ତୀ

ଭୁବନେଶ୍ୱର : ଭାରତୀୟ ଶାସ୍ତ୍ରୀୟ ଭାଷା ମଧ୍ୟରେ ଓଡ଼ିଆ ଭାଷାର ଏକ ସମୃଦ୍ଧ ଇତିହାସ ରହିଛି ବୋଲି ରାଜ୍ୟପାଳ ରଘୁବର ଦାସ କହିଛନ୍ତି । ଆଜି ସର୍ବଜନାଦୃତ ମାସିକ ଓଡ଼ିଆ ପତ୍ରିକା କାଦମ୍ବିନୀର ରୌପ୍ୟ ଜୟନ୍ତୀ ସମାରୋହର ଉଦ୍‍ଘାଟକ ତଥା ମୁଖ୍ୟ ଅତିଥି ଭାବେ ଯୋଗଦେଇ ଶ୍ରୀ ଦାସ ଏହା କହିଛନ୍ତି । ସେ କହିଲେ, ଓଡ଼ିଆ ଭାଷା ହେଉଛି ସାଂସ୍କୃତିକ ଅଭିବ୍ୟକ୍ତି ଓ ଭାବନାର ଅପୂର୍ବ ଭଣ୍ଡାର । କାଦମ୍ବିନୀ ବରିଷ୍ଠ ଲେଖକଙ୍କୁ ସମ୍ମାନ ଦେବା

Read More »