ରାଜ୍ୟ

ମନୋରଞ୍ଜନ

ଘାଏ ଦେଖତ କଳାପଟା ଅନୁଷ୍ଠାନର ବାର୍ଷିକୋତ୍ସବ

ନୂଆଁ ବର୍ଷରେ ହୋମ ଯଜ୍ଞ, ବହି ଉନ୍ମୋଚନ ଓ ସାହିତ୍ୟ ସଭା । ବରଗଡ ଜିଲ୍ଲା ଗାଇସିଲେଟ ଠାରେ “ଘାଏ ଦେଖତ କଳାପଟା”ର ବାର୍ଷିକୋତ୍ସବ ନୂଆଁ ବର୍ଷ ଗୁରୁବାର ଦିନ ସମାରୋହରେ ଅନୁଷ୍ଠିତ ହୋଇଯାଇଛି । ସ୍ଥାନୀୟ ସାହୁ କଲ୍ୟାଣ ମଣ୍ଡପ କଲଙ୍ଗାପାଲି ଠାରେ ସକାଳେ ବୈଦିକ ଯଜ୍ଞ ଅନୁଷ୍ଠିତ ହୋଇଥିଲା । ଏହାପରେ କଳାପଟା ସାହିତ୍ୟ ସଂସଦର ସଭାପତି ନିରଞ୍ଜନ ପଣ୍ଡାଙ୍କ ପୌରୋହିତ୍ୟରେ ଆୟୋଜିତ ପ୍ରଥମ ଅଧିବେସନରେ ବ୍ୟଙ୍ଗ କବି ମନୋରଞ୍ଜନ ସାହୁ ମୁଖ୍ୟ ଅତିଥି

Read More »
ବ୍ୟକ୍ତିତ୍ଵ

ନିଆରା ଭାବେ ନୂଆବର୍ଷ ପାଳିଲେ ସମାଜ ସେବୀ

ନୂଆବର୍ଷରେ ସମସ୍ତେ ନିଜ ନିଜର ଯୋଜନା ପ୍ରସ୍ତୁତ କରିଛନ୍ତି । କିଏ ନିଜ ବିଜନେସ ବଢ଼ାଇବ, କିଏ ନିଜ ସମ୍ପତି ବଢ଼ାଇବ, କିଏ ଘରର ଉଚ୍ଚତା ବଢ଼ାଇବ ଆଉ କିଏ ବ୍ୟାଙ୍କ ବ୍ୟାଲେନ୍ସ ବଢ଼ାଇବ । କିଏ ଭୋଜି ଭାତରେ ମଶଗୁଲ ଥିବା ବେଳେ ସେ କିନ୍ତୁ ନିଷ୍ପତି ନେଇଛନ୍ତି ନିଜ ସେବାର ପରିସର ବଢ଼ାଇବା ପାଇଁ । କେବଳ ପଦ୍ମପୁର ନୁହେଁ ପୁରା ବରଗଡ଼ ଜିଲ୍ଲାରେ ଗରିବ ନିରାଶ୍ରୟ ଲୋକଙ୍କ ପାଇଁ ସହଯୋଗର ହାତ ବଢାଇବେ

Read More »
ଜୀବନଚର୍ଯ୍ୟା

ନୂତନ ବର୍ଷ: ଆଶା ଓ ଦାୟିତ୍ୱର ନୂଆ ଆରମ୍ଭ

ନୂତନ ବର୍ଷ ମାନେ କେବଳ ସମୟର ପରିବର୍ତ୍ତନ ନୁହେଁ; ଏହା ହେଉଛି ଧର୍ମ, କର୍ମ ଓ ଭକ୍ତିର ପଥରେ ଆତ୍ମଶୁଦ୍ଧିର ଏକ ନୂଆ ଡାକ। ଶାସ୍ତ୍ର କୁହେ— “କାଲଃ କର୍ମାଣି ଭୂତାନାଂ” ଅର୍ଥାତ୍ ସମୟ ସମସ୍ତ ପ୍ରାଣୀଙ୍କ କର୍ମକୁ ପରୀକ୍ଷା କରେ। ନୂତନ ବର୍ଷ ସେହି ସମୟର ଏକ ପବିତ୍ର ସନ୍ଧିକ୍ଷଣ, ଯେଉଁଠାରେ ମନୁଷ୍ୟ ନିଜ କର୍ମକୁ ପୁନଃବିଚାର କରିପାରେ। ଭଗବଦ୍‌ଗୀତାରେ ଶ୍ରୀକୃଷ୍ଣ କହିଛନ୍ତି— “ଉଦ୍ଧରେଦାତ୍ମନାତ୍ମାନଂ ନାତ୍ମାନମବସାଦୟେତ୍” ମଣିଷ ନିଜ ଆତ୍ମା ଦ୍ୱାରା ନିଜକୁ ଉନ୍ନତ କରୁ,

Read More »
ରାଜ୍ୟ

ବୀରେନ୍ଦ୍ର କୁମାର ମହାବିଦ୍ୟାଳୟରେ ବାର୍ଷିକ ଉତ୍ସବ

ବରଗଡ଼ ଜିଲ୍ଲା ଗାଇସିଲେଟ ବ୍ଳକ ଅନ୍ତର୍ଗତ କଠଉମାଲ ସ୍ଥିତ ବିରେନ୍ଦ୍ର କୁମାର ଯୁକ୍ତ ୩ ମହାବିଦ୍ୟାଳୟରେ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇ ଯାଇଛି । ପଦ୍ମପୁର ଅଞ୍ଚଳ କଲେଜର ପ୍ରାକ୍ତନ ଅଧ୍ୟକ୍ଷ ଶ୍ରୀଯୁକ୍ତ ଭୁବନ୍ଦେ ସାହୁଙ୍କ ସଭାପତିତ୍ବରେ ଅନୁଷ୍ଠିତ ବାର୍ଷିକ ଉତ୍ସବରେ ମୁଖ୍ୟ ଅତିଥି ଭାବରେ ବିଜେପୁର ବିଧାୟକ ସନତ ଗଡତିଆ, ମୁଖ୍ୟ ବକ୍ତା ଭାବରେ ପଞ୍ଚାୟତସମିତି ମହାବିଦ୍ୟାଳୟର ଅଧ୍ୟକ୍ଷ ଡ. ଜୟକେତନ ତ୍ରୀପାଠୀ ଏବଂ ସମ୍ମାନିତ ଅତିଥି ଭାବରେ ବିଡ଼ିଓ ଲକ୍ଷ୍ମଣ ମାଝି,ସରପଞ୍ଚ ଶେଷଦେବ ପଧାନ,ଚାଷୀ

Read More »
ରାଜ୍ୟ

ଗାଇସିଲେଟ ଶିଶୁ ବିଦ୍ୟାମନ୍ଦିର ରଜତ ଜୟନ୍ତୀ ଉତ୍ସବ

ବରଗଡ଼ ଜିଲ୍ଲା ଗାଇସିଲେଟ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରର ରଜତ ଜୟନ୍ତୀ ୨୦/୧୨/୨୫ ରୁ ୨୨/୧୨/୨୫ ପୌଷ ଅମାବାସ୍ୟା ରୁ ପୌଷ ଶୁକ୍ଲ ଦ୍ଵିତୀୟା ୩ ଦିନ ଧରି ଅନୁଷ୍ଠିତ ହୋଇଯାଇଛି । ପ୍ରଥମ ଦିବସରେ ସକାଳ ୯ଟା ରେ ଶିଶୁ ମନ୍ଦିରରୁ କଳସ ଯାତ୍ରା ବାହାରି ଯୋଶୀ ବନ୍ଧ ଠାରୁ ପବିତ୍ର ଜଳ ଆଣି ଗ୍ରାମ ପରିକ୍ରମା କରି ବିଦ୍ୟାମନ୍ଦିରରେ ପହଞ୍ଚିଥିଲେ l ଏହି କାର୍ଯ୍ୟକ୍ରମରେ ୩୦୦ରୁ ଉର୍ଦ୍ଧ ମହିଳା ଯୋଗ ଦେଇଥିବା ବେଳେ ପରେ ନୂଆପାଲି

Read More »
ରାଜ୍ୟ

ଶରଧାପାଲି ଠାରେ ବନ୍ଧୁମିଳନ ଓ ରକ୍ତଦାନ ଶିବିର

ବରଗଡ଼ ଜିଲ୍ଲା ଗାଇସିଲେଟ ବ୍ଲକ ଶରଧାପାଲି ନୋଡାଲ ଉଚ୍ଚ ବିଦ୍ୟାଳୟ ଠାରେ ଶରଧାପାଲି ଉଚ୍ଚ ବିଦ୍ୟାଳୟର ୨୦୦୪ ମେଟ୍ରିକ୍ ଵ୍ୟାଚର ଛାତ୍ରଛାତ୍ରୀମାନଙ୍କର ଏକ ବନ୍ଧୁମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଉକିଲ ପାଣ୍ଡେଙ୍କ ସଭାପତିତ୍ୱରେ ଏକ ସଭା ଅନୁଷ୍ଠିତ ହୋଇଥିଲା ଏଥିରେ ମୁଖ୍ୟ ଅତିଥି ଭାବରେ ପ୍ରାକ୍ତନ ପ୍ରଧାନ ଶିକ୍ଷକ ବସନ୍ତ କୁମାର ସାହୁ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବରେ ଅବସରପ୍ରାପ୍ତ ଶିକ୍ଷକ ସୁରେନ୍ଦ୍ର ପଣ୍ଡା,ସୂର୍ଯ୍ୟନାରାୟଣ ସାହୁ,ନିରଞ୍ଜନ ପଣ୍ଡା,ମହାବୀର

Read More »
ରାଜ୍ୟ

ପଞ୍ଚାୟତ ସମିତି ମହାବିଦ୍ୟାଳୟର ବାର୍ଷିକ ଉତ୍ସବ ଅନୁଷ୍ଠିତ

ବରଗଡ଼ ଜିଲ୍ଲା ଗାଇସିଲେଟ ପଞ୍ଚାୟତ ସମିତି ମହାବିଦ୍ୟାଳୟର ୪୨ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇ ଯାଇଛି । ମହାବିଦ୍ୟାଳୟର ଅଧକ୍ଷ ଡ.ଜୟକେତନ ତ୍ରିପାଠୀଙ୍କ ସଭାପତିତ୍ବରେ ଅନୁଷ୍ଠିତ ବାର୍ଷିକ ଉତ୍ସବରେ ମୁଖ୍ୟ ଅତିଥି ଭାବରେ ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବରେ ବିଜେପୁର ବିଧାୟକ ସନତ ଗଡତିଆ,ବ୍ଲକ ଅଧ୍ୟକ୍ଷ ପ୍ରଣୟ କୁମାର ସାହୁ,ଅମ୍ବିକା ପ୍ରସାଦ ତ୍ରିବେଦୀ,ମୁଖ୍ୟ ବକ୍ତା ଭାବରେ ବ୍ୟଙ୍ଗ କବି ମନୋରଞ୍ଜନ ସାହୁ ହୋଇଥିବା ବେଳେ ଗାଇସିଲେଟ ଅଞ୍ଚଳର ବହୁ

Read More »
ତାଜା ଖବର

ବିଜେଡି ଅଛି ଓ ଶହେ ବର୍ଷ ରହିବ : ନବୀନ

ଭୁବନେଶ୍ୱର: ଆଜି ଶଙ୍ଖ ଭବନରେ ୨୯ତମ ବିଜେଡି ପ୍ରତିଷ୍ଠା ଦିବସକୁ ବେଶ ଧୁମଧାମରେ ପାଳନ କରାଯାଇଛି। ଏହି ଅବସରରେ ସଭାପତି ନବୀନ ପଟ୍ଟନାୟକ ଉତ୍ସବରେ ସାମିଲ ହୋଇ ଦଳୀୟ କର୍ମୀ ଓ ନେତାଙ୍କୁ ଉଦବୋଧନ ଦେଇଛନ୍ତି। ଦୀର୍ଘ ଦିନ ହେବା ବିଜେଡିକୁ ନେଇ ଯେଉଁ ଚର୍ଚ୍ଚା ଚାଲିଛି ତାହା ଉପରେ ବକ୍ତବ୍ୟ ରଖିଛନ୍ତି ସଭାପତି। ପ୍ରତିଷ୍ଠା ଦିବସରେ ନବୀନ ପଟ୍ଟନାୟକ ବିରୋଧୀଙ୍କୁ କଡ଼ା କାଉଣ୍ଟର କରି କହିଛନ୍ତି କିଛି ଦଳ ବିଜେଡି ବିରୋଧରେ ଅପପ୍ରଚାର କରୁଛନ୍ତି। ବିଜେଡି ଭାଙ୍ଗିଯିବ

Read More »
ତାଜା ଖବର

ନବବର୍ଷ ପାଇଁ ପୁରୀରେ ସୁରକ୍ଷା କଡାକଡି 

ଇଂରାଜୀ ନବବର୍ଷ ପାଇଁ ଆଉ ଦିନ କେଇଟା ବାକି ରହିଥିବା ବେଳେ ପୁରୀରେ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରିଛି ପୋଲିସ। ନୂଆ ବର୍ଷରେ ପୁରୀରେ ଲକ୍ଷାଧିକ ଭକ୍ତଙ୍କ ଭିଡ ଶ୍ରୀକ୍ଷେତ୍ରରେ ଦେଖିବାକୁ ମିଳିଥାଏ । ଏଥର ମଧ୍ୟ ଭକ୍ତଙ୍କ ସଂଖ୍ୟା ବଢିପାରେ ବୋଲି ଆକଳନ କରାଯାଉଛି । ସେଥିପାଇଁ ସମସ୍ତ ଦିଗରୁ ପ୍ରସ୍ତୁତି କରିଛି ପୋଲିସ ଏବଂ ଶ୍ରୀମନ୍ଦିର ପ୍ରଶାସନ । ଯେଉଁଥିପାଇଁ ଆଜି ପୁରୀ ଜିଲ୍ଲାର ବରିଷ୍ଠ ପୋଲିସ ଅଧିକାରୀଙ୍କ ସହିତ ସମୀକ୍ଷା ବୈଠକ କରିଥିଲେ

Read More »
ତାଜା ଖବର

ପରଲୋକରେ ପୂର୍ବତନ ବିଧାୟିକା ସଞ୍ଚିତା ମହାନ୍ତି

ଭୁବନେଶ୍ୱର: ପରଲୋକରେ ବରିଷ୍ଠ ବିଜେପି ନେତ୍ରୀ ତଥା କୋରେଇ ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟିକା ସଞ୍ଚିତା ମହାନ୍ତି। ଆଜି ସକାଳେ ସେ ଅସୁସ୍ଥତା ଅନୁଭବ କରିଥିଲେ। ଏହାପରେ ତାଙ୍କୁ ଡାକ୍ତରଖାନାକୁ ନିଆଯାଇଥିଲା। ଭୁବନେଶ୍ବରର ଏକ ଘରୋଇ ଡାକ୍ତରଖାନାରେ ସେ ଶେଷ ନିଶ୍ବାସ ତ୍ୟାଗ କରିଛନ୍ତି। ଅନେକ ଦିନ ଧରି ସେ ଅସୁସ୍ଥ ରହି ଚିକିତ୍ସିତ ହେଉଥିଲେ। ସେ ୨୦୦୪ରୁ ୨୦୦୯ ଯାଏ କୋରେଇ ନିର୍ବାଚନ ମଣ୍ଡଳୀରୁ ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ତାଙ୍କ ବିୟୋଗରେ ବହୁ ବିଜେପି ନେତା ଗଭୀର‌ ଶୋକ

Read More »