
ମଲକେନ ଡ୍ୟାମର ଭାଗ୍ୟ ବଦଳିବ କେବେ ?
ବରଗଡ଼ ଜିଲ୍ଲା ସଦର ମହକୁମା ଠାରୁ ପ୍ରାୟ ୮୦ କି.ମି, ପଦମପୁର ଉପଖଣ୍ଡ ଠାରୁ ପ୍ରାୟ ୨୦ କି. ମି ଓ ଗାଇସିଲେଟ ବ୍ଲକ ହେଡକ୍ୱାଟର୍ସ ଠାରୁ ମାତ୍ର ୧୫ କି. ମି. ଦୂରରେ କଟାବାହାଲ ଠାରେ ରହିଛି ପ୍ରାକୃତିକ ସୌନ୍ଦର୍ଯ୍ୟରେ ଭରପୂର ମଲକେନ ଡ୍ୟାମ ।ଏହି ଡ୍ୟାମର ମନୋରମ ଦୃଶ୍ୟ ଦେଖିବାକୁ ଲାଗୁଛି ପର୍ଯ୍ୟଟକଙ୍କ ଭିଡ଼ । ଗୁଡ଼ିଡୁଙ୍ଗୁରି ଓ ବତଲାବାହାଲି ଦୁଇଟି ପାହାଡ଼ର ସବୁଜ ବଳୟ ଭିତରେ ନିର୍ମାଣ ହୋଇଛି ବନ୍ଧ । କାଚକେନ୍ଦୁ







