ତାଜା ଖବର

ତାଜା ଖବର

ଅମାନିଆ ଅଫିସରଙ୍କୁ ଶିଷ୍ଟାଚାର ଛାଟ

ସରକାରୀ ଅଫିସରେ ବସି ନିର୍ବାଚିତ ବିଧାୟକ ଓ ସାଂସଦମାନଙ୍କୁ ହେୟଜ୍ଞାନ କରିବା ଏଣିକି ଅମାନିଆ ସରକାରୀ ବାବୁମାନଙ୍କୁ ମହଙ୍ଗା ପଡ଼ିବ । ସଂସଦୀୟ କମିଟିର କଡ଼ା ଚେତାବନୀ ପରେ କେନ୍ଦ୍ର ସରକାର ଚଳିତମାସ ୧୨ ତାରିଖରେ ନୂଆ ନିର୍ଦ୍ଦେଶନାମା ଜାରି କରିଛନ୍ତି । ଯାହାକି ପ୍ରଶାସନିକ ମହଲରେ କମ୍ପନ ସୃଷ୍ଟି କରିଛି । ବିଧାୟକ ଓ ସାଂସଦମାନଙ୍କୁ ସମ୍ମାନ ଦେବା ପାଇଁ ଉଦ୍ଦିଷ୍ଟ ପ୍ରୋଟେକଲକୁ ଉଲ୍ଲଘଂନ କଲେ ଅବା ନିଜର ବଦଳି-ପଦୋନ୍ନତି ଅବା ବ୍ୟକ୍ତିଗତ ସ୍ୱାର୍ଥ ପାଇଁ

Read More »
କ୍ରୀଡା

ବିଶ୍ୱ କପରୁ ବାଦ୍ ପଡ଼ିବ ବାଂଲାଦେଶ !

ନୂଆଦିଲ୍ଲୀ : ଅନ୍ତର୍ଜାତୀୟ କ୍ରିକେଟ୍ ପରିଷଦ ବାଂଲାଦେଶ କ୍ରିକେଟ୍ ବୋର୍ଡକୁ ଚରମବାଣୀ ଶୁଣାଇ ଦେଇଛି । ଯଦି ବାଂଲାଦେଶ ଦଳ ଭାରତ ଆସିବାକୁ ରାଜି ନହୁଅନ୍ତି ତେବେ ଆଗାମୀ ଟି-ଟ୍ୱେଣ୍ଟି ବିଶ୍ୱ କପରୁ ବାଦ୍ ପଡ଼ିବା ସୁନିଶ୍ଚିତ । ବୁଧବାର ଅନୁଷ୍ଠିତ ଆଇସିସି ବୋର୍ଡ ବୈଠକରେ ବାଂଲାଦେଶକୁ ୨୪ ଘଣ୍ଟାର ସମୟ ଦିଆଯାଇଛି । ଆଇସିସିର ବୈଠକରେ ବାଂଲାଦେଶର ଅଂଶ ଗ୍ରହଣ ଉପରେ ଦୀର୍ଘ ଆଲୋଚନା ହୋଇଛି । ବୋର୍ଡ ଅଧିକାଂଶ ଦେଶ ବାଂଲାଦେଶର ଦାବି ବିପକ୍ଷରେ

Read More »
ତାଜା ଖବର

ଅରବିନ୍ଦଙ୍କ ନିଲମ୍ବନକୁ ନେଇ ମୁହଁ ଖୋଲିଲେ ନବୀନ

ପାଟକୁରା ବିଧାୟକ ଅରବିନ୍ଦ ମହାପାତ୍ରଙ୍କ ନିଲମ୍ବନକୁ ନେଇ ମୁହଁ ଖୋଲିଛନ୍ତି ନବୀନ ପଟ୍ଟନାୟକ। ଅରବିନ୍ଦଙ୍କୁ କାହିଁକି ନିଲମ୍ବନ କଲେ ସେ ସମ୍ପର୍କରେ ପ୍ରତିକ୍ରିୟା ରଖିଛନ୍ତି ବିଜେଡି ସୁପ୍ରିମୋ। ନବୀନ କହିଛନ୍ତି, ପାଟକୁରା ବାସୀଙ୍କ ପାଇଁ କାମ କରିବାକୁ ଜଣଙ୍କୁ ବିଶ୍ୱାସ କରି ଟିକେଟ୍ ଦେଇଥିଲି। ହେଲେ ପାଟକୁରାବାସୀ ହଇରାଣ ହରକତ ହେଉଥିବା ଜାଣିବାକୁ ପାଇଲି। ଯିଏ ଦଳରେ ରହି ଆପଣଙ୍କୁ ହଇରାଣ କରିବ, ମୁଁ ତାକୁ ଦଳରୁ କାଢ଼ିଦିଏ। କିଛି ଦିନ ପୂର୍ବେ ଦଳ ବିରୋଧୀ କାର୍ଯ୍ୟ କରିଥିବା

Read More »
ତାଜା ଖବର

କିମ୍‍ସରେ ବର୍ଷକ ଶିଶୁର ବିରଳ ଅସ୍ତ୍ରୋପଚାର

ଭୁବନେଶ୍ୱର : କଳିଙ୍ଗ ଇନଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନସେସ୍ (କିମସ)ରେ ଜଣେ ଏକ ବର୍ଷ ବୟସର ଶିଶୁଠାରେ ଜଟିଳ ଓ ବିରଳ ଅସ୍ତ୍ରୋପଚାର ସଫଳ ହୋଇଛି। ଶିଶୁଟିର ମୁଣ୍ଡର ଆକାର ଅସ୍ୱାଭାବିକ ରହିଥିବା ବେଳେ ଆଖି ଫୁଲିବା ଓ ବୃଦ୍ଧି ବିଳମ୍ବ ହେଉଥିଲା ଏପରି ଅବସ୍ଥାରେ ଶିଶୁଟିକୁ ପରିବାର ଲୋକେ କିମ୍‍ସ ଡାକ୍ତରଙ୍କ ସହ ପରାମର୍ଶ କରିଥିଲେ। ପରୀକ୍ଷା ପରେ ଶିଶୁଟି କ୍ରୁଜନ୍ ସିଣ୍ଡ୍ରୋମ୍‌ରେ ପୀଡିତ ଓ ଖପୁରୀ ଭିତରେ ବିପଜ୍ଜନକ ଭାବରେ ଉଚ୍ଚ ଚାପ ଥିବା

Read More »
କ୍ରୀଡା

୧୪ରୁ କିଟ୍ ରେ ଚେସ୍‍ ମହାକୁମ୍ଭ

ଭୁବନେଶ୍ୱର : ଜାନୁଆରୀ ୧୪ ରୁ ୧୬ ତାରିଖ ପର୍ଯ୍ୟନ୍ତ କିଟ୍‍ ରେ ଅନୁଷ୍ଠିତ ହେବାକୁ ଯାଉଛି ସାମାଜିକ ଏବଂ ଶିକ୍ଷାଗତ ଚେସ୍ (ସୋସିଆଲ୍‍ ଆଣ୍ଡ ଏଜୁକେସନାଲ୍‍ ଚେସ୍‍) ଉପରେ ଅନ୍ତର୍ଜାତୀୟ ସମ୍ମିଳନୀ। ଭାରତରେ କିଟ୍‍ ରେ ପ୍ରଥମ ଥର ଲାଗି ଚେସ୍‍ର ଏଭଳି ମହାକୁମ୍ଭ ଅନୁଷ୍ଠିତ ହେବାକୁ ଯାଉଛି। ଅନ୍ତର୍ଜାତୀୟ ଚେସ୍‍ ସଂଘ (ଏଫ୍‍ଆଇଡିଇ) ଓ ଭାରତୀୟ ଚେସ୍‍ ସଂଘ (ଏଆଇସିଏଫ୍‍)ର ମିଳିତ ଆନୁକୂଲ୍ୟରେ ଅନୁଷ୍ଠିତ ହେଉଥିବା ଚେସ୍‍ର ଏହି ମହାକୁମ୍ଭରେ ଏଫ୍‍ଆଇଡିଇର ସଭାପତି ତଥା ଋଷ୍‍ର

Read More »
ତାଜା ଖବର

କିଟ୍‍ ବିଦେଶୀ ଛାତ୍ରଛାତ୍ରୀଙ୍କ ପସନ୍ଦଯୋଗ୍ୟ ବିଶ୍ୱବିଦ୍ୟାଳୟ

ଭୁବନେଶ୍ୱର : ଉଚ୍ଚଶିକ୍ଷା ପାଇଁ ଓଡ଼ିଶା ବିଦେଶୀ ଛାତ୍ରଛାତ୍ରୀଙ୍କର ଏକ ପସନ୍ଦଯୋଗ୍ୟ ହବ୍‍ ରେ ପରିଣତ ହୋଇଛି। ଓଡ଼ିଶାର ବିଭିନ୍ନ ବିଶ୍ୱବିଦ୍ୟାଳୟ ଓ ବୃତ୍ତିଗତ ପ୍ରତିଷ୍ଠାନଗୁଡ଼ିକରେ ବିଦେଶୀ ଶିକ୍ଷାର୍ଥୀଙ୍କ ସଂଖ୍ୟା କ୍ରମାଗତ ବୃଦ୍ଧି ପାଉଛି ବୋଲି ନିକଟରେ ନିତି ଆୟୋଗର ରିପୋର୍ଟ ପ୍ରକାଶ ପାଇଛି। ଭାରତରେ ଉଚ୍ଚଶିକ୍ଷାର ଅନ୍ତର୍ଜାତୀୟକରଣ ଉପରେ ନିତି ଆୟୋଗର ରିପୋର୍ଟ ଅନୁସାରେ ୨୦୨୧-୨୨ ଶିକ୍ଷାବର୍ଷରେ ଓଡ଼ିଶାକୁ ସର୍ବାଧିକ ବିଦେଶୀ ଛାତ୍ରଛାତ୍ରୀ ଶିକ୍ଷାଲାଭ ପାଇଁ ଆସିଛନ୍ତି। ନିତି ଆୟୋଗ ରିପୋର୍ଟରେ ଭାରତର କେଉଁ ରାଜ୍ୟରେ କେତେ ପିଲା ପଢୁଥିଲେ

Read More »
କ୍ରୀଡା

ଅଚ୍ୟୁତ ସାମନ୍ତ ଭାରତୀୟ ଭଲିବଲ୍‍ ସଂଘର ମୁଖ୍ୟ ପୃଷ୍ଠପୋଷକ

ଭୁବନେଶ୍ୱର : ବାରାଣସୀରେ ୭୨ତମ ବରିଷ୍ଠ ଜାତୀୟ ଭଲିବଲ୍ ଚାମ୍ପିଅନସିପ୍ ୨୦୨୬କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗତକାଲି ଉଦ୍‍ଘାଟନ କରିଥିଲେ। ଏହି ଅବସରରେ ସୋମବାର ଭାରତୀୟ ଭଲିବଲ୍‍ ସଂଘ (ଭିଏଫ୍‍ଆଇ)ର ବାର୍ଷିକ ସାଧାରଣ ପରିଷଦ ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ଦେଶର ସବୁ ରାଜ୍ୟରେ ଥିବା ଭଳିବଲ୍‍ ସଂଘର ସଭାପତି, ସମ୍ପାଦକ ଓ ଅନ୍ୟାନ ସଦସ୍ୟମାନେ ଉପସ୍ଥିତ ଥିଲେ। ଏଥିରେ ସର୍ବସମ୍ମତି କ୍ରମେ କିଟ୍‍ ଓ କିସ୍‍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ଭିଏଫ୍‍ ଆଇର ମୁଖ୍ୟ ପୃଷ୍ଠପୋଷକ ମନୋନୀତ

Read More »
ତାଜା ଖବର

୯ରୁ କିମସରେ ଏଏପିଆଇ ଗ୍ଲୋବାଲ୍ ହେଲଥକେୟାର ସମିଟ୍

ଭୁବନେଶ୍ୱର : ଆମେରିକାନ ଆସୋସିଏସନ ଅଫ ଇଣ୍ଡିଆନ ଅରିଜିନ (ଭାରତୀୟ ବଂଶୋଦ୍ଭବ ଚିକିତ୍ସକ ସଂଘ- ଏଏପିଆଇ) ପକ୍ଷରୁ କଳିଙ୍ଗ ଇନଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‍ସେସ୍ (କିମସ)ରେ ଗ୍ଲୋବାଲ୍ ହେଲଥ୍‍କେୟାର ସମିଟ୍ ୨୦୨୬ ଆୟୋଜିତ ହେଉଛି। ଜାନୁଆରୀ ୯ ରୁ ୧୧ ପର୍ଯ୍ୟନ୍ତ ଅନୁଷ୍ଠିତ ହେବାକୁ ଥିବା ଏହି ସମ୍ମିଳନୀରେ ଭାରତ ଓ ଆମେରିକାର ବହୁ ପ୍ରଖ୍ୟାତ ଡାକ୍ତର, ଗବେଷକ, ସ୍ୱାସ୍ଥ୍ୟ ବିଶେଷଜ୍ଞ, ନବସର୍ଜନାକାରୀମାନେ ଏକତ୍ରିତ ହେବେ। ଏ ନେଇ ଏଏପିଆଇ ଗ୍ଲୋବାଲ୍ ହେଲଥକେୟାର ସମିଟ୍‌ର ଅଧ୍ୟକ୍ଷ ତଥା ଏଏପିଆଇ ସଭାପତି ଡା ଅମିତ ଚକ୍ରବର୍ତ୍ତୀ

Read More »
ଅପରାଧ

ଲାଞ୍ଚ ନେଇ ଆଇଆଇସି ଗିରଫ

ଜଣେ ଲାଇସେନ୍ସପ୍ରାପ୍ତ ମଦ ଦୋକାନୀଙ୍କଠାରୁ ୪୦ ହଜାର ଟଙ୍କା ଲାଞ୍ଚ ନେଲା ବେଳେ ରବିବାର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି କଟକ ସ୍ଥିତ ସିଆରଆରଆଇ ପୁଲିସ ଥାନାର ଆଇଆଇସି ବିଜୟ କୁମାର ବାରିକ। ସୁରୁଖୁରୁରେ ବେପାର କରିବା ପାଇଁ ଉକ୍ତ ମଦ ଦୋକାନୀଙ୍କଠାରୁ ଲାଞ୍ଚ ନେଉଥିଲେ ଆଇଆଇସି ବିଜୟ କୁମାର ବାରିକ। ସେ ଭୁବନେଶ୍ୱରର ରାଜମହଲ ଛକରେ ଲାଞ୍ଚ ଅର୍ଥ ଗ୍ରହଣ କରୁଥିବା ବେଳେ ଭିଜିଲାନ୍ସ ଅଧିକାରୀମାନେ ଚଢ଼ାଉ କରି ତାଙ୍କୁ ଧରିଥିଲେ। ତାଙ୍କଠାରୁ ସମସ୍ତ ଲାଞ୍ଚ ଅର୍ଥ

Read More »
ତାଜା ଖବର

ବିଜେଡି ଅଛି ଓ ଶହେ ବର୍ଷ ରହିବ : ନବୀନ

ଭୁବନେଶ୍ୱର: ଆଜି ଶଙ୍ଖ ଭବନରେ ୨୯ତମ ବିଜେଡି ପ୍ରତିଷ୍ଠା ଦିବସକୁ ବେଶ ଧୁମଧାମରେ ପାଳନ କରାଯାଇଛି। ଏହି ଅବସରରେ ସଭାପତି ନବୀନ ପଟ୍ଟନାୟକ ଉତ୍ସବରେ ସାମିଲ ହୋଇ ଦଳୀୟ କର୍ମୀ ଓ ନେତାଙ୍କୁ ଉଦବୋଧନ ଦେଇଛନ୍ତି। ଦୀର୍ଘ ଦିନ ହେବା ବିଜେଡିକୁ ନେଇ ଯେଉଁ ଚର୍ଚ୍ଚା ଚାଲିଛି ତାହା ଉପରେ ବକ୍ତବ୍ୟ ରଖିଛନ୍ତି ସଭାପତି। ପ୍ରତିଷ୍ଠା ଦିବସରେ ନବୀନ ପଟ୍ଟନାୟକ ବିରୋଧୀଙ୍କୁ କଡ଼ା କାଉଣ୍ଟର କରି କହିଛନ୍ତି କିଛି ଦଳ ବିଜେଡି ବିରୋଧରେ ଅପପ୍ରଚାର କରୁଛନ୍ତି। ବିଜେଡି ଭାଙ୍ଗିଯିବ

Read More »