
ନାଭିଗୟାରେ ପିଣ୍ଡଦାନ କରିବେ ରାଷ୍ଟ୍ରପତି
ଭୁବନେଶ୍ୱର: ଆଜି ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ୬ ଦିନିଆ ଗସ୍ତରେ ରାଷ୍ଟ୍ରପତି ଓଡିଶା ଆସୁଥିବା ବେଳେ ଆଜି ସନ୍ଧ୍ୟା ୬ଟା ୩୦ରେ ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିବେ। ସେଠାରୁ ସିଧାସଳଖ ଲୋକଭବନ ଯାଇ ରାତ୍ରିଯାପନ କରିବେ । ୩ ତାରିଖ ସକାଳେ ବିଜୁ ପଟ୍ଟନାୟକ ବିମାନବନ୍ଦରରୁ ବାୟୁସେନା ହେଲିକପ୍ଟର ଯୋଗେ ଯାଜପୁର ନୂଆ ପ୍ରଶାସନିକ ଭବନ ଗ୍ରାଉଣ୍ଡ ହେଲିପ୍ୟାଡ୍ରେ ଅବତରଣ କରିବେ । ସେଠାରୁ ମା’ ବିରଜାଙ୍କ ଦର୍ଶନ ପାଇଁ ଯିବେ । ପ୍ରାୟ










