ତାଜା ଖବର

ଅପରାଧ

ଲାଞ୍ଚ ନେଇ ଆଇଆଇସି ଗିରଫ

ଜଣେ ଲାଇସେନ୍ସପ୍ରାପ୍ତ ମଦ ଦୋକାନୀଙ୍କଠାରୁ ୪୦ ହଜାର ଟଙ୍କା ଲାଞ୍ଚ ନେଲା ବେଳେ ରବିବାର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି କଟକ ସ୍ଥିତ ସିଆରଆରଆଇ ପୁଲିସ ଥାନାର ଆଇଆଇସି ବିଜୟ କୁମାର ବାରିକ। ସୁରୁଖୁରୁରେ ବେପାର କରିବା ପାଇଁ ଉକ୍ତ ମଦ ଦୋକାନୀଙ୍କଠାରୁ ଲାଞ୍ଚ ନେଉଥିଲେ ଆଇଆଇସି ବିଜୟ କୁମାର ବାରିକ। ସେ ଭୁବନେଶ୍ୱରର ରାଜମହଲ ଛକରେ ଲାଞ୍ଚ ଅର୍ଥ ଗ୍ରହଣ କରୁଥିବା ବେଳେ ଭିଜିଲାନ୍ସ ଅଧିକାରୀମାନେ ଚଢ଼ାଉ କରି ତାଙ୍କୁ ଧରିଥିଲେ। ତାଙ୍କଠାରୁ ସମସ୍ତ ଲାଞ୍ଚ ଅର୍ଥ

Read More »
ତାଜା ଖବର

ବିଜେଡି ଅଛି ଓ ଶହେ ବର୍ଷ ରହିବ : ନବୀନ

ଭୁବନେଶ୍ୱର: ଆଜି ଶଙ୍ଖ ଭବନରେ ୨୯ତମ ବିଜେଡି ପ୍ରତିଷ୍ଠା ଦିବସକୁ ବେଶ ଧୁମଧାମରେ ପାଳନ କରାଯାଇଛି। ଏହି ଅବସରରେ ସଭାପତି ନବୀନ ପଟ୍ଟନାୟକ ଉତ୍ସବରେ ସାମିଲ ହୋଇ ଦଳୀୟ କର୍ମୀ ଓ ନେତାଙ୍କୁ ଉଦବୋଧନ ଦେଇଛନ୍ତି। ଦୀର୍ଘ ଦିନ ହେବା ବିଜେଡିକୁ ନେଇ ଯେଉଁ ଚର୍ଚ୍ଚା ଚାଲିଛି ତାହା ଉପରେ ବକ୍ତବ୍ୟ ରଖିଛନ୍ତି ସଭାପତି। ପ୍ରତିଷ୍ଠା ଦିବସରେ ନବୀନ ପଟ୍ଟନାୟକ ବିରୋଧୀଙ୍କୁ କଡ଼ା କାଉଣ୍ଟର କରି କହିଛନ୍ତି କିଛି ଦଳ ବିଜେଡି ବିରୋଧରେ ଅପପ୍ରଚାର କରୁଛନ୍ତି। ବିଜେଡି ଭାଙ୍ଗିଯିବ

Read More »
ତାଜା ଖବର

ନବବର୍ଷ ପାଇଁ ପୁରୀରେ ସୁରକ୍ଷା କଡାକଡି 

ଇଂରାଜୀ ନବବର୍ଷ ପାଇଁ ଆଉ ଦିନ କେଇଟା ବାକି ରହିଥିବା ବେଳେ ପୁରୀରେ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରିଛି ପୋଲିସ। ନୂଆ ବର୍ଷରେ ପୁରୀରେ ଲକ୍ଷାଧିକ ଭକ୍ତଙ୍କ ଭିଡ ଶ୍ରୀକ୍ଷେତ୍ରରେ ଦେଖିବାକୁ ମିଳିଥାଏ । ଏଥର ମଧ୍ୟ ଭକ୍ତଙ୍କ ସଂଖ୍ୟା ବଢିପାରେ ବୋଲି ଆକଳନ କରାଯାଉଛି । ସେଥିପାଇଁ ସମସ୍ତ ଦିଗରୁ ପ୍ରସ୍ତୁତି କରିଛି ପୋଲିସ ଏବଂ ଶ୍ରୀମନ୍ଦିର ପ୍ରଶାସନ । ଯେଉଁଥିପାଇଁ ଆଜି ପୁରୀ ଜିଲ୍ଲାର ବରିଷ୍ଠ ପୋଲିସ ଅଧିକାରୀଙ୍କ ସହିତ ସମୀକ୍ଷା ବୈଠକ କରିଥିଲେ

Read More »
କ୍ରୀଡା

ବିରାଟ କୋହଲିଙ୍କ ବିଶ୍ୱ ରେକର୍ଡ

କ୍ରିକେଟର “ବାଦଶାହା” ବିରାଟ କୋହଲି ପୁଣି ଥରେ ଇତିହାସ ରଚିଛନ୍ତି। ସେ ବିଜୟ ହଜାରେ ଟ୍ରଫିରେ ଗୁଜରାଟ ବିପକ୍ଷରେ ୭୭ ରନର ଏକ ଚମତ୍କାର ଇନିଂସ ଖେଳିଥିଲେ। ଏହି ଇନିଂସ ସହିତ ସେ ଏକ ପ୍ରମୁଖ ବିଶ୍ୱ ରେକର୍ଡ ସୃଷ୍ଟି କରିଛନ୍ତି। ଏହି ରେକର୍ଡ ପୂର୍ବରୁ କିମ୍ବଦନ୍ତୀ ଅଷ୍ଟ୍ରେଲିୟ ବ୍ୟାଟସମ୍ୟାନ ମାଇକେଲ ବେଭାନଙ୍କ ନାମରେ ଥିଲା, କିନ୍ତୁ ଏବେ ବିରାଟ କୋହଲିଙ୍କ ନାମରେ ନାମିତ ହୋଇଛି। ଗୁଜରାଟ ବିପକ୍ଷରେ ତାଙ୍କ ଇନିଂସ ପାଇଁ, ବିରାଟ କୋହଲି ଲିଷ୍ଟ

Read More »
ତାଜା ଖବର

ପରଲୋକରେ ପୂର୍ବତନ ବିଧାୟିକା ସଞ୍ଚିତା ମହାନ୍ତି

ଭୁବନେଶ୍ୱର: ପରଲୋକରେ ବରିଷ୍ଠ ବିଜେପି ନେତ୍ରୀ ତଥା କୋରେଇ ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟିକା ସଞ୍ଚିତା ମହାନ୍ତି। ଆଜି ସକାଳେ ସେ ଅସୁସ୍ଥତା ଅନୁଭବ କରିଥିଲେ। ଏହାପରେ ତାଙ୍କୁ ଡାକ୍ତରଖାନାକୁ ନିଆଯାଇଥିଲା। ଭୁବନେଶ୍ବରର ଏକ ଘରୋଇ ଡାକ୍ତରଖାନାରେ ସେ ଶେଷ ନିଶ୍ବାସ ତ୍ୟାଗ କରିଛନ୍ତି। ଅନେକ ଦିନ ଧରି ସେ ଅସୁସ୍ଥ ରହି ଚିକିତ୍ସିତ ହେଉଥିଲେ। ସେ ୨୦୦୪ରୁ ୨୦୦୯ ଯାଏ କୋରେଇ ନିର୍ବାଚନ ମଣ୍ଡଳୀରୁ ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ତାଙ୍କ ବିୟୋଗରେ ବହୁ ବିଜେପି ନେତା ଗଭୀର‌ ଶୋକ

Read More »
ତାଜା ଖବର

ଓଡିଶା ଆସୁଛନ୍ତି ଜ୍ଞାନେଶ କୁମାର

ନୂଆଦିଲ୍ଲୀ : ଆସନ୍ତାକାଲି ଶନିବାର ଓଡିଶା ଆସୁଛନ୍ତି ଭାରତର ନିର୍ବାଚନ କମିଶନର । ତିନି ଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି ଇସିଆଇ ଜ୍ଞାନେଶ କୁମାର । ଆସନ୍ତାକାଲି ଓଡ଼ିଶାରେ ପହଞ୍ଚି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କରିବେ । ମହାପ୍ରଭୁଙ୍କ ଦର୍ଶନ ପରେ ଇସିଆଇ କୋଣାର୍କ ଯିବେ । ୨୮ତାରିଖରେ ରଘୁରାଜପୁର, ଧଉଳି, ଖଣ୍ଡଗିରି, ଉଦୟଗିରି, ମୁକ୍ତେଶ୍ୱର ମନ୍ଦିର ବୁଲିବେ । ୨୯ରେ ଓୟୁଏଟିରେ ବୁଥସ୍ତରୀୟ ଅଧିକାରୀଙ୍କୁ ଇସିଆଇ ସମ୍ବୋଧନ କରିବେ । ଜ୍ଞାନେଶ କୁମାର ୧୯୮୮ ବ୍ୟାଚର

Read More »
ତାଜା ଖବର

କର୍ଣ୍ଣାଟକର ସମୃଦ୍ଧି ତ୍ରିପାଠୀ କିଟ୍ ନହ୍ନିପରୀ ୨୦୨୫

ଭୁବନେଶ୍ୱର : କର୍ଣ୍ଣାଟକର ସମୃଦ୍ଧି ତ୍ରିପାଠୀ କିଟ୍ ନହ୍ନିପରୀ ଲିଟିଲ୍ ମିସ୍ ଇଣ୍ଡିଆ ୨୦୨୫ ଟାଇଟଲ୍ ହାସଲ୍ କରିଛନ୍ତି। କିଟ୍ ଫିଲ୍ମ ଆଣ୍ଡ ଫେସନ ସ୍କୁଲ୍‍ ପକ୍ଷରୁ ଆୟୋଜିତ ‘କିଟ୍ ନହ୍ନିପରୀ ଲିଟିଲ୍ ମିସ୍ ଇଣ୍ଡିଆ’ ୨୦୨୫ର ଫାଇନାଲ୍ ତଥା ମେଗା ରାଉଣ୍ଡ ମଙ୍ଗଳବାର ଶେଷ ହୋଇଛି । ଫାଇନାଲ୍ ରାଉଣ୍ଡରେ ସମଗ୍ର ଦେଶରୁ ୯ଜଣ ଫାଇନାଲିଷ୍ଟଙ୍କୁ ପଛରେ ପକାଇ ସମୃଦ୍ଧି ନହ୍ନିପରୀ ମୁକୁଟ ସହ ୧୦ଲକ୍ଷ ଟଙ୍କାର ନଗଦ ଅର୍ଥରାଶି ପୁରସ୍କାର ଲାଭ କରିଛନ୍ତି ।

Read More »
ଅପରାଧ

ଯୁବରାଜ ସିଂହଙ୍କର ସମ୍ପତ୍ତି ଜବତ

ବେଆଇନ ବେଟିଂ ଆପ୍ ମାମଲାରେ ଇଡିର କାର୍ଯ୍ୟାନୁଷ୍ଠାନ ସ୍ୱରୂପ ବଡ଼ ବଡ଼ ଫିଲ୍ମ ଷ୍ଟାର ଏବଂ ପୂର୍ବତନ କ୍ରିକେଟରଙ୍କ କୋଟି କୋଟି ଟଙ୍କାର ସମ୍ପତ୍ତି ଜବତ କରାଯାଇଛି। ଯେଉଁମାନଙ୍କର ସମ୍ପତ୍ତି ଜବତ କରାଯାଇଛି, ସେମାନଙ୍କ ମଧ୍ୟରେ ଅଛନ୍ତି ଅଭିନେତ୍ରୀ ଉର୍ବଶୀ ରୱତେଲା, ଅଭିନେତା ସୋନୁ ସୁଦ, ମିମି ଚକ୍ରବର୍ତ୍ତୀ, ପୂର୍ବତନ ଭାରତୀୟ କ୍ରିକେଟର ଯୁବରାଜ ସିଂହ, ରବିନ ଉଥପ୍ପା, ଅଙ୍କୁଶ ହଜାରା ଏବଂ ନେହା ଶର୍ମା। ଏମାନଙ୍କ ନାମ ବେଆଇନ ବେଟିଂ ଆପ୍ ପ୍ରଚାରରେ ଜଡିତ ରହିଛି।

Read More »
ତାଜା ଖବର

ଲୋକସଭା ଶୀତକାଳୀନ ଅଧିବେଶନ ସ୍ଥଗିତ 

ସଂସଦର ଶୀତକାଳୀନ ଅଧିବେଶନ ଆଜି, ଶୁକ୍ରବାର, ଡିସେମ୍ବର ୧୯ରେ ଅନିର୍ଦ୍ଦିଷ୍ଟ କାଳ ପାଇଁ ସ୍ଥଗିତ ରଖିଛନ୍ତି ଲୋକସଭା ଅଧ୍ୟକ୍ଷ। ରାଜ୍ୟସଭା ଏବଂ ଲୋକସଭା ଉଭୟକୁ ଅନିର୍ଦ୍ଦିଷ୍ଟ ସମୟ ପାଇଁ ସ୍ଥଗିତ ରଖାଯାଇଛି। ପରବର୍ତ୍ତୀ ଅଧିବେଶନ ୨୦୨୬ରେ ବଜେଟ ଅଧିବେଶନ ସହିତ ଆରମ୍ଭ ହେବ। ପ୍ରବଳ ହଟ୍ଟଗୋଳ ସତ୍ତ୍ୱେ, ରାଜ୍ୟସଭା ଏବଂ ଲୋକସଭା ଉଭୟରେ ଆଲୋଚନା ଜୋରଦାର ହୋଇଥିଲା। ଲୋକସଭା ବାଚସ୍ପତି ଓମ୍ ବିର୍ଲା ୧୮ତମ ଲୋକସଭାର ଶୀତକାଳୀନ ଅଧିବେଶନ ସମାପ୍ତ ହୋଇଥିବା ଘୋଷଣା କରି ଏହାକୁ ସଫଳ ବୋଲି

Read More »
କ୍ରୀଡା

ଟି-୨୦ ବିଶ୍ୱକପ୍ ପାଇଁ ହେବ ଟିମ୍ ଇଣ୍ଡିଆ ଘୋଷଣା

ନୂଆଦିଲ୍ଲୀ: ଆସନ୍ତା ବର୍ଷ ଭାରତ ଓ ଶ୍ରୀଲଙ୍କାର ମିଳିତ ଆୟୋଜନରେ ଖେଳାଯିବ ଟି-୨୦ ବିଶ୍ୱକପ୍ ୨୦୨୬ । ବିଶ୍ୱକପ୍ ପାଇଁ ଭାରତୀୟ ଦଳ କେବେ ଘୋଷଣା କରାଯିବ ତାକୁ ନେଇ ଆସିଛି ବଡ ଅପଡେଟ୍ । ଭାରତୀୟ କ୍ରିକେଟ୍ କଂଟ୍ରୋଲ ବୋର୍ଡ(ବିସିସିଆଇ) ପ୍ରେସ ରିଲିଜ୍ ଜାରି କରି ଜଣାଇଛି ଯେ, ଟି-୨୦ ବିଶ୍ୱକପ୍ ଏବଂ ନ୍ୟୁଜିଲାଣ୍ଡ ବିପକ୍ଷ ଟି-୨୦ ସିରିଜ୍ ପାଇଁ ଡିସେମ୍ବର ୨୦ ତାରିଖରେ ଦଳ ଘୋଷଣା କରାଯିବ । ଅପରାହ୍ନ ୧ଟା ୩୦ର ଏହା

Read More »