Live Odisha Tv

ତାଜା ଖବର

ତାଜା ଖବର

ଆମେରିକା ଗସ୍ତରେ ଯିବେ ଏସ୍. ଜୟଶଙ୍କର

ଆମେରିକା ଗସ୍ତରେ ଯିବେ ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍. ଜୟଶଙ୍କର। ବିଭିନ୍ନ ପ୍ରସଙ୍ଗରେ ଦ୍ୱିପାକ୍ଷିକ ଆଲୋଚନା ପାଇଁ ଡିସେମ୍ବର ୨୪ରୁ ୨୯ ପର୍ଯ୍ୟନ୍ତ ଆମେରିକା ଗସ୍ତରେ ଯିବେ ବିଦେଶ ମନ୍ତ୍ରୀ। ରାଷ୍ଟ୍ରପତି ନିର୍ବାଚନରେ ଡୋନାଲ୍ଡ ଟ୍ରମ୍ପ ଶାସନକୁ ଫେରିବା ପରେ ଏହା କୌଣସି ଭାରତୀୟ ମନ୍ତ୍ରୀଙ୍କ ପ୍ରଥମ ଆମେରିକା ଗସ୍ତ। ଜୟଶଙ୍କରଙ୍କ ଏହି ଗସ୍ତରେ ଉଭୟ ଦେଶ ମଧ୍ୟରେ ଦ୍ୱିପାକ୍ଷିକ ସମ୍ପର୍କ ଏବଂ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ଆଞ୍ଚଳିକ ଓ ବୈଶ୍ୱିକ ପ୍ରସଙ୍ଗ ଉପରେ ଆଲୋଚନା ହେବ। ଟ୍ରମ୍ପଙ୍କ

Read More »
ତାଜା ଖବର

ପ୍ରଖ୍ୟାତ ଫିଲ୍ମ ମେକର ଶ୍ୟାମ ବେନେଗଲଙ୍କ ଦେହାନ୍ତ

ଆଉ ନାହାନ୍ତି ପ୍ରଖ୍ୟାତ ଫିଲ୍ମ ନିର୍ଦ୍ଦେଶକ, ଚିତ୍ରନାଟ୍ୟ ଲେଖକ ଓ ବୃତ୍ତଚିତ୍ର ନିର୍ମାତା ଶ୍ୟାମ ବେନେଗଲ। ଆଜି ସନ୍ଧ୍ୟା ୬.୩୦ରେ ସେ ଶେଷନିଃଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୯୦ ବର୍ଷ ବୟସ ହୋଇଥିଲା। ବେନେଗଲ ଦୀର୍ଘଦିନ ହେଲା କିଡ୍‌ନୀ ଜନିତ ରୋଗରେ ପୀଡ଼ିତ ଥିଲେ। ଏଥିପାଇଁ ତାଙ୍କର ଚିକିତ୍ସା ମଧ୍ୟ ଚାଲିଥିଲା। ଆଜି ମୁମ୍ବାଇର ଏକ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ସେ ପରପାରିକୁ ଚାଲି ଯାଇଥିବା ତାଙ୍କ ଝିଅ ପିଆ ବେନେଗଲ ସୂଚନା ଦେଇଛନ୍ତି। ଦି

Read More »
ତାଜା ଖବର

ରୁବେନଙ୍କ ଉପରେ ବର୍ଷିଲେ ଅରୁଣ-ଅତନୁ

ବରିଷ୍ଠ ସାମ୍ବାଦିକ ରୁବେନ୍ ବାନାର୍ଜୀଙ୍କ ପୁସ୍ତକର ସଂଶୋଧିତ ସଂସ୍କରଣକୁ ନେଇ ଆଜି ତୀବ୍ର ପ୍ରତିକ୍ରିୟାଶୀଳ ହୋଇଛି ବିଜେଡି । ଦୁଇଦିନ  ପରେ ବିଜେଡିର ଦୁଇ ବରିଷ୍ଠ ପ୍ରଭାବଶାଳୀ ନେତା ଅରୁଣ ସାହୁ ଓ ଅତନୁ ସବ୍ୟସାଚୀ ନାୟକ ଭିନ୍ନ ଭିନ୍ନ ଭାବେ ଗଣମାଧ୍ୟମ ସମ୍ମୁଖକୁ ଆସି ରୁବେନଙ୍କ ଉପରେ ବର୍ଷିଛନ୍ତି । ରୁବେନଙ୍କୁ ନୀତି ନୈତିକତାର ପାଠ ପଢ଼ାଇବା ସହ ନବୀନଙ୍କୁ ନଭେଟି କିଭଳି ଏପରି ‘ଗପ’ଲେଖିଛନ୍ତି ବୋଲି ଏହି ନେତାମାନେ ପ୍ରଶ୍ନ କରିବା ସହ ରୁବେନଙ୍କ

Read More »
ତାଜା ଖବର

୨୩ରେ କିଟ୍ ନହ୍ନିପରୀ ଗ୍ରାଣ୍ଡ ଫିନାଲେ

ଭୁବନେଶ୍ୱର : କିଟ୍ ନହ୍ନିପରୀ ଲିଟିଲ୍ ମିସ୍ ଇଣ୍ଡିଆର ୨୪ତମ ସଂସ୍କରଣର ଗ୍ରାଣ୍ଡ ଫିନାଲେ ଡିସେମ୍ବର ୨୩ ତାରିଖରେ ଅନୁଷ୍ଠିତ ହେବ । ଏଥିରେ ବିଭିନ୍ନ ଆଞ୍ଚଳିକ ଅଡିସନ୍‌ରୁ ମନୋନୀତ ହୋଇଥିବା ୨୬ ରାଜ୍ୟର ୪ହଜାର ପ୍ରତିଯୋଗୀଙ୍କ ମଧ୍ୟରୁ ୨୫ଜଣ ଶ୍ରେଷ୍ଠ ପ୍ରତିଯୋଗୀ ଅଂଶଗ୍ରହଣ କରିବେ । ସେମାନଙ୍କ ମଧ୍ୟରୁ ଚୂଡ଼ାନ୍ତ ପର୍ଯ୍ୟାୟରେ ବିଭିନ୍ନ ବିଭାଗରୁ ୧୦ଜଣଙ୍କୁ ମନୋନୀତ କରାଯିବା ସହ ଶ୍ରେଷ୍ଠ ୩ଜଣଙ୍କୁ କିଟ୍‍ ନହ୍ନିପରୀ ଟାଇଟଲ୍‍, ପ୍ରଥମ ରନର୍ସଅପ୍‍ ଓ ଦ୍ୱିତୀୟ ରନର୍ସ ଅପ୍‍

Read More »
ତାଜା ଖବର

ଆସନ୍ତା ବର୍ଷରୁ ଲାଗୁ ହେବ ଗୋପବନ୍ଧୁ ଜନ ଆରୋଗ୍ୟ ଏବଂ ଆୟୁଷ୍ମାନ ଭାରତ ଯୋଜନା

ଭୁବନେଶ୍ୱର: ଓଡ଼ିଶାରେ ଲାଗୁ ହେବ ଗୋପବନ୍ଧୁ ଜନ ଆରୋଗ୍ୟ ଏବଂ ଆୟୁଷ୍ମାନ ଭାରତ ଯୋଜନା । ଭାରତ ସରକାରଙ୍କ ସହିତ ଆଲୋଚନା ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଁଚିଛି । ଖୁବ ଶୀଘ୍ର ଏନେଇ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦିଆଯିବ ବୋଲି କହିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ । ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସୂଚନା ମୁତାବକ, ଗୋପବନ୍ଧୁ ଜନ ଆରୋଗ୍ୟ ଏବଂ ଆୟୁଷ୍ମାନ ଭାରତ ଯୋଜନା ପାଇଁ ୩୫୦୦ କୋଟି ଟଙ୍କାର ବଜେଟ୍ ବ୍ୟବସ୍ଥା କରିଛନ୍ତି ରାଜ୍ୟ ସରକାର । ପ୍ରଥମ

Read More »
ତାଜା ଖବର

ପୁଣି ଖୋଲିଲା ମୁଖ୍ୟମନ୍ତ୍ରୀ ଅଭିଯୋଗ ପ୍ରକୋଷ୍ଠ

ଭୁବନେଶ୍ୱର: ଦୁଃଖୀରଙ୍କୀଙ୍କ ଦୁଃଖ ଶୁଣିଛନ୍ତି ଲୋକଙ୍କ ସରକାର ମୋହନ ସରକାର । କିଛି ଦିନ ପାଇଁ ବନ୍ଦ ଥିବା ମୁଖ୍ୟମନ୍ତ୍ରୀ ଅଭିଯୋଗ ପ୍ରକୋଷ୍ଠ ଆଜି ପୁଣି ଥରେ ଖୋଲିଛି । ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସମେତ ଅନ୍ୟ ମନ୍ତ୍ରୀମାନେ ଲୋକଙ୍କ ଅଭିଯୋଗ ଶୁଣିବା ସହିତ ସମସ୍ୟାର ସମାଧାନ କରିବାକୁ ପ୍ରତିଶ୍ରୁତି ଦେଇଛନ୍ତି । ମୋହନ ସରକାର ଦାୟିତ୍ୱ ନେବା ପରେ ଏହା ହେଉଛି ପଞ୍ଚମ ଜନ ଶୁଣାଣି । ବିଧାନସଭାର ଶୀତକାଳୀନ ଅଧିବେଶନ ପାଇଁ ଜନ ଅଭିଯୋଗ

Read More »
ତାଜା ଖବର

୧୪୮ ଜଣ ସରପଞ୍ଚ, ପୂର୍ବତନ ସରପଞ୍ଚ ବିଜେପିରେ ସାମିଲ

ଭୁବନେଶ୍ୱର: ଦିନକୁ ଦିନ ବୃଦ୍ଧି ପାଉଛି ରାଜ୍ୟ ବିଜେପିର ଶକ୍ତି । ଆଜି ବିଜେପିରେ ସାମିଲ ହୋଇଛନ୍ତି ଶତାଧିକ ସରପଞ୍ଚ ଓ ସମିତି ସଭ୍ୟଙ୍କ ସହିତ ନାଏବ ସରପଞ୍ଚ । ରାଜ୍ୟ କାର୍ଯ୍ୟାଳୟରେ ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି । ୧୪୮ ଜଣ ସରପଞ୍ଚ, ପୂର୍ବତନ ସରପଞ୍ଚ ଏବଂ ବିଜେଡି ଓ କଂଗ୍ରେସ କର୍ମୀ ବିଜେପିରେ ଯୋଗ ଦେଇଛନ୍ତି । ସେହିପରି ବିଜେଡ଼ି ଛାଡ଼ି ବିଜେପିରେ ବିଧିବଦ୍ଧଭାବେ ଯୋଗ ଦେଇଛନ୍ତି ଜୟପୁର

Read More »
ତାଜା ଖବର

ଆସନ୍ତାକାଲିଠୁ ଆରମ୍ଭ ହେବ ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି କାମ

ଆସନ୍ତାକାଲିଠୁ ଆରମ୍ଭ ହେବାକୁ ଯାଉଛି ବହୁ ପ୍ରତୀକ୍ଷିତ ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି କାମ। ଦୈନିକ ୫ ଘଣ୍ଟା ଧରି ମରାମତି କାମ ହେବାକୁ ଥିବାରୁ ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ଶ୍ରୀଜିଉଙ୍କ ଶୃଙ୍ଖଳିତ ନୀତି ନିର୍ଘଣ୍ଟ ଉପରେ ବିଶେଷ ଗୁରୁତ୍ୱ ଦିଆଯାଇଛି। ସେପ୍ଟେମ୍ବର ୨୧ ଓ ୨୨ ତାରିଖରେ NGRI ଓ ASI ପକ୍ଷରୁ ହୋଇଥିବା ଜିପିଆର୍‌ ସର୍ଭେ ରିପୋର୍ଟ ଆଧାରରେ ଓ ରାଜ୍ୟ ସରକାରଙ୍କ ଏସଓପି ଭିତ୍ତିରେ ହେବ ମରାମତି କାମ।

Read More »
ତାଜା ଖବର

ଭାବବିହ୍ୱଳ ହେଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଯେଉଁଠି ଦିନେ ଜନ୍ମ ହୋଇଥିଲେ, ସେହି ଭିଟାମାଟିରେ ପାଦଦେଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଦିନେ ଯେଉଁଠି ଅ, ଆ’ ଶିଖିଥିଲେ ସେଇଠି ପିଲାଙ୍କ ସହ ଭାବବିନିମୟ କଲେ। ନାଚିଲେ, ଭାବବିହ୍ୱଳ ମଧ୍ୟ ହେଲେ। ରାଷ୍ଟ୍ରପତି ହେବା ପରେ ପ୍ରଥମ ଥର ପାଇଁ ନିଜ ଜନ୍ମମାଟି ତଥା ପୈତୃକ ଗାଁ ଉପରବେଡ଼ା ଯାଇଥିଲେ। ରାଷ୍ଟ୍ରପତି ବନିଥିବା ଗାଁ ଝିଅଙ୍କୁ ପାଖରେ ପାଇ ଉପରବେଡ଼ାବାସୀ ତ କୃତ୍ୟ କୃତ୍ୟ ହେଲେ। ରାଷ୍ଟ୍ରପତିଙ୍କୁ ପ୍ରଥମରୁ ପଞ୍ଚମ ଯାଏଁ ପାଠ ପଢ଼ାଇଥିବା ଗୁରୁ

Read More »
ତାଜା ଖବର

ବିଧାନସଭାରେ ‘ପୋଲାଭରମ’ଝଡ଼

ବିଧାନସଭାରେ ଆଜି ‘ପୋଲାଭରମ ପ୍ରକଳ୍ପ’କୁ ନେଇ ବିରୋଧୀ ଓ ଶାସକ ସଭ୍ୟ ମୁହାଁମୁହିଁ ହୋଇଛନ୍ତି । ବିରୋଧୀ କଂଗ୍ରେସ ସହ ସ୍ୱର ମିଳାଇ ବିଜେଡି ଆଜି ଗୃହରେ ପୋଲାଭରମ ପ୍ରକଳ୍ପ ପ୍ରସଙ୍ଗରେ ମୁଲତବୀ ଆଲୋଚନା ଦାବି କରି ଗୃହରେ ହଟ୍ଟଗୋଳ କରିବାରୁ ପ୍ରଥମାର୍ଦ୍ଧରେ ଗୃହ କାର୍ଯ୍ୟ ବାଧାପ୍ରାପ୍ତ ହୋଇଛି । ପୋଲାଭରମ ପ୍ରକଳ୍ପକୁ ନେଇ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ମୁହଁ ଖୋଲିବା ପରେ ଶାସକ ବିଜେଡି ତୀବ୍ର ପ୍ରତିକ୍ରିୟାଶୀଳ ହୋଇଛି । ବିଜେପି ନେତା

Read More »