ତାଜା ଖବର

ଅପରାଧ

ଫେକ୍ କଲ୍ ସେଣ୍ଟର୍ ମାମଲା, କୋଲକାତା ଯିବ ତଦନ୍ତକାରୀ ଟିମ୍

ଭୁବନେଶ୍ୱର: ରାଜ୍ୟ ରାଜଧାନୀରେ ଆପାର୍ଟମେଣ୍ଟରେ କଲ ସେଣ୍ଟର ଠାବ ମାମଲାରେ ୬ ଜଣ ଅଭିଯୁକ୍ତଙ୍କୁ ୫ ଦିନିଆ ରିମାଣ୍ଡରେ ନେବାକୁ କମିଶନରେଟ୍ ପୁଲିସ ଆବେଦନ କରିଛି । ସମସ୍ତ ଅଭିଯୁକ୍ତ ପଶ୍ଚିମବଙ୍ଗର ଅଟନ୍ତି । ଅଧିକ ତଦନ୍ତ ପାଇଁ ପୁଲିସ ଟିମ୍ କୋଲକାତା ଗସ୍ତ କରିବେ ବୋଲି ଭୁବନେଶ୍ୱର ଡେପୁଟି ପୁଲିସ କମିଶନର ପିନାକ ମିଶ୍ର ସୂଚନା ଦେଇଛନ୍ତି । ଡିସିପି ପିନାକ ମିଶ୍ରଙ୍କ ସୂଚନା ମୁତାବକ, ସାଇବର ଠକେଇ ମାମଲାରେ ସାଇଣ୍ଟିଫିକ୍‌ ଓ ଟେକ୍ନିକାଲ ଅଫିସରଙ୍କୁ

Read More »
ଜୀବନଚର୍ଯ୍ୟା

କିମ୍‍ସ ଜରିଆରେ ଅଙ୍ଗଦାନ କଲେ ମନୋଜ

ଭୁବନେଶ୍ୱର : ଅଙ୍ଗଦାନ କରି ମହାନ କାର୍ଯ୍ୟ କରିଛନ୍ତି ମନୋଜଙ୍କ ପରିବାର ଲୋକେ। ଫଳରେ ୩ଜଣଙ୍କ ଜୀବନ ବଞ୍ଚାଇ ମନୋଜ ସେମାନଙ୍କଠାରେ ସ୍ମୃତି ହୋଇ ରହିବେ। ୪ ଦିନ ତଳେ ପଟିଆ ଅଞ୍ଚଳରେ ମର୍ମନ୍ତୁଦ ବାଇକ୍‍ ଦୁର୍ଘଟଣାର ସମ୍ମୁଖୀନ ହୋଇଥିଲେ କେନ୍ଦ୍ରାପଡ଼ା ଜିଲ୍ଲା ଅରିପଦା ଅଞ୍ଚଳର ୨୩ ବର୍ଷ ବୟସ୍କ ମନୋଜ ସାହୁ। ସଙ୍କଟାପନ୍ନ ଅବସ୍ଥାରେ ସ୍ଥାନୀୟ ଲୋକେ ତାଙ୍କୁ କିମ୍‍ସକୁ ନେଇ ଆସିଥିଲେ। ପରେ ମନୋଜଙ୍କ ବାପା କୈଳାସ ଓ ଅନ୍ୟ ପରିବାର ଲୋକେ ମଧ୍ୟ

Read More »
ତାଜା ଖବର

ଭୁବନେଶ୍ବର ରାବଣ ପୋଡ଼ିରେ ପ୍ରବଳ ଜନସମାଗମ

ଭୁବନେଶ୍ବର: ଶାରଦୀୟ ଦୁର୍ଗାପୂଜାର ଶେଷ ଦିବସ ବିଜୟା ଦଶମୀ ସଂପନ୍ନ ହୋଇଛି। ଅସତ୍ୟ ଉପରେ ସତ୍ୟର ବିଜୟ ହୋଇଛି। ଭୁବନେଶ୍ବର, କଟକ, ପୁରୀ ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ରାବଣ ପୋଡ଼ି ଆୟୋଜନ ହୋଇଛି। ରାଜଧାନୀର ୧୦ଟି ସ୍ଥାନରେ ଆୟୋଜିତ ରାବଣ ପୋଡ଼ି କାର୍ଯ୍ୟକ୍ରମରେ ଲକ୍ଷାଧିକ ଲୋକଙ୍କ ସମାଗମ ଦେଖିବାକୁ ମିଳିଛି। ଦଶହରା ଅବସରରେ ଶ୍ରଦ୍ଧାଳୁମାନେ ମା’ ଦୁର୍ଗାଙ୍କୁ ଦିନସାରା ପୂଜାର୍ଚ୍ଚନା କରିବା ପରେ ସନ୍ଧ୍ୟାରେ ଦର୍ଶକମାନେ ରାବଣ ପୋଡ଼ିର ମନୋରମ ଦୃଶ୍ୟକୁ ଉପଭୋଗ କରିଛନ୍ତି। ବାଣ

Read More »
ଅପରାଧ

ଗୁଜରାଟରୁ ୫ ହଜାର କୋଟି ଟଙ୍କାର କୋକେନ ଜବତ

ଦିଲ୍ଲୀ ପରେ ଗୁଜରାଟରୁ ଧରା ପଡ଼ିଛି ବିପୁଳ ପରିମାଣର କୋକେନ। ଆଜି ଗୁଜରାଟର ଅଙ୍କଲେଶ୍ୱର ସିଟିରୁ ସ୍ୱତନ୍ତ୍ର ଜଏଣ୍ଟ ଅପରେସନ ମାଧ୍ୟମରେ ପୁଲିସ୍‌ ୫ ହଜାର କୋଟି ଟଙ୍କାର କୋକେନକୁ ଜବତ କରିଛି। ଆଜି ଦିଲ୍ଲୀ ଓ ଗୁଜରାଟ ପୁଲିସ ମିଳିତ ଭାବେ ଅଙ୍କେଲଶ୍ୱର ଠାରେ ଥିବା ଆଭକାର ଡ୍ରଗ୍ସ ଲିଃ କମ୍ପାନୀରେ ରେଡ୍‌ କରିଥିଲେ। ଏହି ସମୟରେ ସେଠାରୁ ୫୧୮ କେଜି ଓଜନର କୋକେନ ମିଳିଛି। ଏହାର ବଜାର ମୂଲ୍ୟ ୫ ହଜାର ଟଙ୍କାରୁ ଅଧିକ

Read More »
ତାଜା ଖବର

ଭକ୍ତଙ୍କୁ ମିଳିବ ମାଗଣା ମହାପ୍ରସାଦ କୁଡ଼ୁଆ

ଶ୍ରୀ ମନ୍ଦିରରେ ଭକ୍ତଙ୍କୁ ମିଳିବ ମାଗଣା ମହାପ୍ରସାଦ କୁଡ଼ୁଆ। ଖୁବ୍‌ ଶୀଘ୍ର ଏହି ଯୋଜନା ଆରମ୍ଭ କରିବାକୁ ଯାଉଛନ୍ତି ରାଜ୍ୟ ସରକାର। ଦର୍ଶନ ପାଇଁ ଆସୁଥିବା ଭକ୍ତଙ୍କୁ ମହାପ୍ରସାଦ କୁଡ଼ୁଆ ଦିଆଯିବ। ଏଥିପାଇଁ ପ୍ରସ୍ତୁତି ଆରମ୍ଭ ହୋଇଥିବା ସୂଚନା ଦେଇଛନ୍ତି ଆଇନ୍‌ ମନ୍ତ୍ରୀ ପୃଥ୍ୱୀରା ହରିଚନ୍ଦନ। ଶ୍ରୀ ହରିଚନ୍ଦନ କହିଛନ୍ତି, ଶ୍ରୀମନ୍ଦିର ଆସୁଥିବା ଭକ୍ତଙ୍କୁ ମାଗଣାରେ ମହାପ୍ରସାଦ ଦେବା ପାଇଁ ବର୍ଷକୁ ୧୪ ରୁ ୧୫ କୋଟି ଟଙ୍କା ଖର୍ଚ୍ଚ ହେବ। ଏହାର ବୋଝ ଯେପରି ସରକାରଙ୍କ

Read More »
ତାଜା ଖବର

ଓଡ଼ିଶାରୁ ଫେରିଗଲା ଦକ୍ଷିଣ-ପଶ୍ଚିମ ମୌସୁମୀ

ପାଣିପାଗ ବିଭାଗର ଆକଳନ ସତ ହୋଇଛି। ନିର୍ଦ୍ଧାରିତ ସମୟଠାରୁ ବିଳମ୍ୱରରେ ଓଡ଼ିଶାରୁ ଫେରିଛି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ। ଆଜିଠାରୁ ପ୍ରାୟତଃ ରାଜ୍ୟର ଅଧିକାଂଶ ଜିଲ୍ଲାରୁ ମୌସୁମୀ ଫେରିଛି। ଏନେଇ ସୂଚନା ଦେଇଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଆଗକୁ ବାଘୁଆ ଶୀତ ମାଡ଼ି ଆସିବ ବୋଲି ଅନୁମାନ କରାଯାଉଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଜାରି କରିଥିବା ବୁଲେଟିନ୍‌ ଅନୁସାରେ ଆଜିଠାରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ,ଜଗତସିଂହପୁର, ପୁରୀ, କେନ୍ଦ୍ରାପଡ଼ା, କଟକ, ଖୋର୍ଦ୍ଧା, ଯାଜପୁର,

Read More »
ତାଜା ଖବର

୬ ଶହ କୋଟି ଟପିଲା ଶାରଦୀୟ ପୂଜା ବଜେଟ୍

ଲକ୍ଷେ କି କୋଟିଏ ନୁହେଁ, ମା’ ଜଗତଜନନୀଙ୍କ ଆରାଧନା ପାଇଁ ପୂଜା କମିଟି ଗୁଡ଼ିକ ଶହ ଶହ କୋଟି ଖର୍ଚ୍ଚ କରୁଛନ୍ତି। ସତେ ଯେମିତି ଲାଗୁଛି କଟକ-ଭୁବନେଶ୍ୱରରେ ଚାଲିଛି ବ୍ୟୟବହୁଳ ପୂଜା ଆୟୋଜନ ପାଇଁ ପ୍ରତିଯୋଗିତା। ଜାଣି ଆଶ୍ଚର୍ଯ୍ୟ ହେବେ, ଉଭୟ ସହରରେ ଏବର୍ଷ ୬ ଶହ କୋଟି ଟପିଛି ଶାରଦୀୟ ପୂଜା ବଜେଟ୍। ତେବେ କାହିଁକି, ବ୍ୟୟବହୁଳ ହେଉଛି ଶାରଦୀୟ ଦୁର୍ଗାପୂଜା। ଆକର୍ଷଣୀୟ ପୂଜା ସହ ବଢ଼ି ଚାଲୁଛି ବଜେଟ। ପ୍ରତିବର୍ଷ ବୃଦ୍ଧି ପାଉଥିବା କଳେବର

Read More »
ତାଜା ଖବର

ନୋଏଲ ଟାଟା ଟ୍ରଷ୍ଟର ନୂତନ ଅଧ୍ୟକ୍ଷ ନିଯୁକ୍ତ

ନୂଆଦିଲ୍ଲୀ:  ନୋଏଲ ଟାଟା ହେଲେ ଟାଟା ଟ୍ରଷ୍ଟର ନୂତନ ଅଧ୍ୟକ୍ଷ । ନୋଏଲଙ୍କୁ ଟାଟା ଟ୍ରଷ୍ଟର ନୂତନ ଅଧ୍ୟକ୍ଷ ଭାବେ ନିଯୁକ୍ତ କରାଯାଇଛି ।ସ୍ୱର୍ଗତ ରତନ ଟାଟାଙ୍କ ମୃତ୍ୟୁ ପରେ ଏହି ଦାୟିତ୍ୱ ତାଙ୍କୁ ଦିଆଯାଇଛି। ସ୍ୱର୍ଗତ ରତନ ଟାଟାଙ୍କ ଦେହାନ୍ତ ପରେ ଏହି ଦାୟିତ୍ ନୋଏଲ୍ ଟାଟାଙ୍କୁ ଦିଆଯାଇଛି। 1991 ରେ ଯେତେବେଳେ ରତନ ଟାଟାଙ୍କୁ ଟାଟା ଗ୍ରୁପର ଦାୟିତ୍ୱ ହସ୍ତାନ୍ତର କରାଯାଇଥିଲା, ସେତେବେଳେ ସେ ଟାଟା ଟ୍ରଷ୍ଟର ଚେୟାରମ୍ୟାନ୍ ହୋଇଥିଲେ । ବର୍ତ୍ତମାନ ଟାଟା

Read More »
ତାଜା ଖବର

ଦ୍ୱେତନଗରୀରେ ଦଶହରା ପାଇଁ ଟ୍ରାଫିକ କଟକଣା

ଟ୍ୱିନସିଟିରେ ଦଶହରା ପାଇଁ ଟ୍ରାଫିକ କଟକଣା। ଆଜି ଠାରୁ ୧୩ ତାରିଖ ପର୍ଯ୍ୟନ୍ତ କଟକ ଏବଂ ଭୁବନେଶ୍ୱର ଟ୍ରାଫିକ କଟକଣା ଲାଗୁ ହେବ। ଏ ସମ୍ପର୍କରେ କମିଶନରେଟ ପୋଲିସ ବିଜ୍ଞପ୍ତି ଜାରି କରିଛି। କଟକରେ ଅପରାହ୍ନ ୪ଟା ରୁ ରାତି ୧ ଟା ପର୍ଯ୍ୟନ୍ତ କଟକଣା ଲାଗୁ ହୋଇଥିବାବେଳେ ଭୁବନେଶ୍ୱରରେ ଅପରାହ୍ନ ୪ରୁ ରାତି ୨ଟା ପର୍ଯ୍ୟନ୍ତ କଟକଣା ରହିବ । ଭୁବନେଶ୍ବରରେ ବାଣୀବିହାରରୁ ଶିଶୁଭବନ ଛକ, ବରମୁଣ୍ଡାରୁ ପଳାଶୁଣୀ, ରସୁଲଗଡ଼ରୁ ଲିଙ୍ଗିପୁର ଛକ ପର୍ଯ୍ୟନ୍ତ ଉଭୟ

Read More »
କ୍ରୀଡା

ଆଗୁଆ ଟି-୨୦ ସିରିଜ କବଜା କଲା ଭାରତ

ଟେଷ୍ଟ ଭଳି ବାଂଲାଦେଶ ବିପକ୍ଷ ଟି-୨୦ ସିରିଜକୁ ଆଗୁଆ ୨-୦ରେ କବଜା କରି ଭାରତୀୟ ଟିମ। ଦିଲ୍ଲୀରେ ଖେଳା ଯାଉଥିବା ଦ୍ୱିତୀୟ ଟି-୨୦କୁ ଭାରତୀୟ ଟିମ ଅତି ସହଜରରେ ଜିତି ନେଇଛି। ଭାରତ ୨୨୨ ରନର ଟାର୍ଗେଟ ଦେଇଥିବା ବେଳେ ବାଂଲାଦେଶ ଟିମ ୯ ୱିକେଟରେ କେବଳ ୧୩୫ ରନରେ ଅଟକି ଯାଇଛି। ୮୬ ରନରେ ଦ୍ୱିତୀୟକୁ ଟି-୨୦ ଜିତି ସୂର୍ଯ୍ୟ କୁମାର ଯାଦବଙ୍କ ଭାରତୀୟ ଟିମ ଗୋଟିଏ ମ୍ୟାଚ୍‌ ପୂର୍ବରୁ ସିରିଜ କବଜା କରିନେଇଛି। ଶେଷ ମ୍ୟାଚ୍‌ ଆସନ୍ତା

Read More »