ତାଜା ଖବର

ଜୀବନଚର୍ଯ୍ୟା

କଳ୍ପନା, ସର୍ଜନା ଓ ପ୍ରଭାବକୁ ନେଇ କିଟ୍‍ ରେ କେ-ଆଇ୩ ଫେଷ୍ଟ ଉଦ୍‍ଘାଟିତ

ଭୁବନେଶ୍ୱର : ପରିକଳ୍ପନା, ସର୍ଜନା ଓ ପ୍ରଭାବ (ଆଇଡିଆ, ଇନୋଭେସନ୍‍, ଇମ୍ପାକ୍ଟ)କୁ ନେଇ କିଟ୍‍ ବିଶ୍ୱବିଦ୍ୟାଳୟରେ କେ-ଆଇ୩ ଫେଷ୍ଟ ଉଦ୍‍ଘାଟିତ ହୋଇଯାଇଛି । କେ-ଆଇ୩ ଫେଷ୍ଟ ପ୍ରଥମ ସଂସ୍କରଣର ବିଷୟ ବସ୍ତୁ ରହିଛି ଫ୍ରଣ୍ଟିଅର ଟେକ୍ନୋଲୋଜି ଫର ବିକଶିତ ଭାରତ-୨୦୪୭ । କିଟ୍‍ ଡିନ୍‍ ଗୋଲ୍ଡ କ୍ଲବ୍‍ ଆନୁକୂଲ୍ୟରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଓପିଏସ୍‍ସିର ପ୍ରାକ୍ତନ ଅଧ୍ୟକ୍ଷ ବ୍ରିଗେଡିୟର ଡ. ଲକ୍ଷ୍ମୀ ଚରଣ ପଟ୍ଟନାୟକ ଯୋଗଦେଇ ପରିକଳ୍ପନା, ସର୍ଜନା ଓ ଏଗୁଡ଼ିକର ପ୍ରଭାବ

Read More »
ଜୀବନଚର୍ଯ୍ୟା

କିମ୍‍ସରେ ହେଲ୍‍ଥ ନ୍ୟାସ୍‍ନାଲ୍‍ କନକ୍ଲେଭ୍‍

ଭୁବନେଶ୍ୱର : କିମ୍‍ସରେ ହେଲ୍‍ଥ ନ୍ୟାସ୍‍ନାଲ୍‍ କନକ୍ଲେଭ୍‍ ଶନିବାର ଅନୁଷ୍ଠିତ ହୋଇଯାଇଛି । ପ୍ରଥମ ଥର ଲାଗି କିମ୍‍ସରେ ଏଭଳି ଏକ ଜାତୀୟ ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା । କିଟ୍‍, କିସ୍‍ ଓ କିମ୍‍ସ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଅନୁଷ୍ଠିତ ଏହି କନ୍‍କ୍ଲେଭରେ ଦେଶ ବିଭିନ୍ନ ଖ୍ୟାତି ସମ୍ପନ୍ନ ଚିକିତ୍ସା ପ୍ରତିଷ୍ଠାନ ତଥା ଅନ୍ୟାନ୍ୟ ଅନୁଷ୍ଠାନରୁ ହଜାରେରୁ ଅଧିକ ଡାକ୍ତର, ବିଶେଷଜ୍ଞ, ଚିକିତ୍ସାବିତ୍‍, ଜୈବପ୍ରଯୁକ୍ତି ବିଶେଷଜ୍ଞ, ଆଧ୍ୟାମିକ ଗୁରୁ, ଡାକ୍ତରୀ ଶିକ୍ଷା କ୍ଷେତ୍ରରୁ ବିଶେଷଜ୍ଞ,ସ୍ୱାସ୍ଥ୍ୟସେବା ପ୍ରଶାସକ ଓ ଉଦ୍ୟୋଗୀ ଯୋଗଦେଇ ଭାରତରେ ଔଷଧ ଓ

Read More »
ତାଜା ଖବର

ଅଚ୍ୟୁତ ସାମନ୍ତଙ୍କୁ ୬୧ ତମ ସମ୍ମାନସୂଚକ ଡକ୍ଟରେଟ୍‍

ଭୁବନେଶ୍ୱର : ବିଶିଷ୍ଟ ଶିକ୍ଷାବିତ୍‍, ସମାଜସେବୀ ତଥା କିଟ୍‍ ଓ କିସ୍‍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କୁ ଉତ୍ତରାଖଣ୍ଡ ୟୁପିଇଏସ୍‍ ବିଶ୍ୱବିଦ୍ୟାଳୟ ପକ୍ଷରୁ ସମ୍ମାନସୂଚକ ଡକ୍ଟରେଟ୍‍ ପ୍ରଦାନ କରାଯାଇଛି । ମଙ୍ଗଳବାର ଡେରାଡୁନ୍‍ସ୍ଥିତ ୟୁପିଇଏସ୍‍  ବିଶ୍ୱବିଦ୍ୟାଳୟର ୨୨ତମ ସମାବର୍ତ୍ତନ ସମାରୋହ ଅବସରରେ ଶ୍ରୀ ସାମନ୍ତଙ୍କୁ ଏହି ସମ୍ମାନ ପ୍ରଦାନ କରାଯାଇଛି। ଏହା ହେଉଛି ଅଚ୍ୟୁତ ସାମନ୍ତଙ୍କ ୬୧ତମ ସମ୍ମାନସୂଚକ ଡକ୍ଟରେଟ୍‍। ଶିକ୍ଷା ଜରିଆରେ ସମାଜର ବିକାଶ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ସକାଶେ ଶ୍ରୀ ସାମନ୍ତଙ୍କୁ ଏହି ସମ୍ମାନ ପ୍ରଦାନ

Read More »
ତାଜା ଖବର

୨୭ରୁ ୨୯ ତାରିଖ ଯାଏ ରାଜ୍ୟରେ ବର୍ଷା ସମ୍ଭାବନା

ଆଜି ଅବପାତରେ ପରିଣତ ହେବ ସୁଦୃଶ୍ୟ ଲଘୁଚାପ। ଏହା ପ୍ରଭାବରେ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି। ୨୭ରୁ ୨୯ ତାରିଖ ଯାଏ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ଥିବା ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର।ପାଣିପାଗ କେନ୍ଦ୍ର ସୂଚନା ଅନୁସାରେ, ଦକ୍ଷିଣ ପୂର୍ବ ବଙ୍ଗୋପସାଗର ତତ୍ ସଂଲଗ୍ନ ଭାରତ ମହାସାଗର ନିକଟସ୍ଥ ଅଞ୍ଚଳରେ ଅବସ୍ଥିତ ସୁଦୃଶ୍ୟ ଲଘୁଚାପ କ୍ଷେତ୍ରଟି କ୍ରମଶଃ ଘନୀଭୂତ ହୋଇ ଆଜି ଆବପାତର ରୂପ ନେଇ ପଶ୍ଚିମ ଉତ୍ତର ପଶ୍ଚିମ ଦିଗରେ ଗତି କରିବ। ଏହା ପରବର୍ତ୍ତୀ ସମୟରେ ଘନୀଭୂତ

Read More »
ତାଜା ଖବର

କିଏ ହେବ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ?

କିଏ ହେବ ମହାରାଷ୍ଟ୍ରର ନୂଆ ମୁଖ୍ୟମନ୍ତ୍ରୀ। ଏକାନାଥ ସିନ୍ଦେ ନା ଦେବେନ୍ଦ୍ର ଫଡନାବିସ୍‌। ବିଧାନସଭା ନିର୍ବାଚନରେ ବିଜେପି ଏକା ୧୩୨ ଆସନରେ ଜିତି ବଡ଼ ଦଳ ଭାବେ ଉଭା ହୋଇଛି। ତେଣୁ ମୁଖ୍ୟମନ୍ତ୍ରୀ ରେସ୍‌ରେ ଦେବେନ୍ଦ୍ର ଫଡନାବିସ୍ ଆଗରେ ଅଛନ୍ତି। ଏହାରି ଭିତରେ ମହାୟତିରେ ମୁଖ୍ୟମନ୍ତ୍ରୀ ପଦକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି। ମିଳିଥିବା ସୂଚନା ଅନୁଯାୟୀ ଅଜିତ ପାୱାର ଦଳର ଏନସିପି ଦେବେନ୍ଦ୍ର ଫଡନାବିସଙ୍କୁ ମୁଖ୍ୟମନ୍ତ୍ରୀ କରିବାକୁ ରାଜି ହୋଇଛନ୍ତି। ରବିବାର ଅନୁଷ୍ଠିତ ବୈଠକରେ ଅଜିତ

Read More »
ତାଜା ଖବର

କିସ୍‍ ବିଶ୍ୱବିଦ୍ୟାଳୟର ୪ର୍ଥ ସମାବର୍ତ୍ତନ ସମାରୋହ

ଭୁବନେଶ୍ୱର : ସର୍ବବୃହତ ଜନଜାତି ବିଶ୍ୱବିଦ୍ୟାଳୟ କିସ୍‍ର ୪ର୍ଥ ସମାବର୍ତ୍ତନ ସମାରୋହ ଶନିବାର ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ହରିକୃଷ୍ଣ ଏକ୍‍ସପୋର୍ଟସ ପ୍ରାଇଭେଟ୍‍ ଲିମିଟେଡର ପ୍ରତିଷ୍ଠାତା ଅଧ୍ୟକ୍ଷ ତଥା ବିଶିଷ୍ଟ ଶିଳ୍ପପତି ଓ ସମାଜସେବୀ ପଦ୍ମଶ୍ରୀ ସାବଜୀ ଢ଼ୋଲକିଆ, ଡ. ବାତ୍ରା ଗ୍ରୁପ୍‍ ଅଫ୍‍ କମ୍ପାନୀସମୂହର ପ୍ରତିଷ୍ଠାତା ତଥା ବିଶିଷ୍ଟ ଶିଳ୍ପପତି ପଦ୍ମଶ୍ରୀ ଡା. ମୁକେଶ ବାତ୍ରା ଏବଂ ବିଶିଷ୍ଟ ଶିଳ୍ପପତି ଏସ୍‍ ଏନ୍‍ ଗ୍ରୁପ୍‍ ଅଫ୍‍ କମ୍ପାନୀର ଅଧ୍ୟକ୍ଷ ପ୍ରଦୀପ୍ତ କୁମାର ମହାନ୍ତିଙ୍କୁ ବିଶ୍ୱବିଦ୍ୟାଳୟ ପକ୍ଷରୁ

Read More »
ଅପରାଧ

ଆସନ୍ତାକାଲି ଭାଙ୍ଗାଯିବନି ବୈକୁଣ୍ଠଧାମ ଆଶ୍ରମ

ଆସନ୍ତାକାଲି ଭାଙ୍ଗାଯିବନି ବୈକୁଣ୍ଠଧାମ ଆଶ୍ରମ। ବୈକୁଣ୍ଠଧାମ ଆଶ୍ରମ ଭଙ୍ଗା ଆଦେଶ ଉପରେ ରହିତାଦେଶ। ଡିସେମ୍ବର ୧୨ ତାରିଖ ଯାଏଁ ରହିତାଦେଶ ଦେଲେ ଓଡିଶା ହାଇକୋର୍ଟ। ଭଙ୍ଗା ଆଦେଶକୁ ଚ୍ୟାଲେଞ୍ଜ କରି ହାଇକୋର୍ଟ ଯାଇଥିଲେ ଆଶ୍ରମ କର୍ତ୍ତୃପକ୍ଷ। ଆସନ୍ତାକାଲି ଆଶ୍ରମ ଭାଙ୍ଗିବାକୁ ଘୋଷଣା କରିଥିଲା ବିଡିଏ। ରାଜଧାନୀ ଭୁବନେଶ୍ୱର ଖଣ୍ଡଗିରିରେ ୧୪୦ ଡିସିମିଲ୍ ସରକାରୀ ଜମିରେ ଛିଡ଼ା ହୋଇଛି ବାବା ଶ୍ରୀଶ୍ରୀଶ୍ରୀ ସତ୍ୟ ଅନନ୍ତ ମାଧବ ବୈକୁଣ୍ଠଧାମ ଆଶ୍ରମ।ମାପଚୁପ ପରେ ଆସନ୍ତାକାଲି ସକାଳ ୮ ଟାରେ ଆଶ୍ରମ ଭଙ୍ଗାବା ପାଇଁ ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ(ବିଡିଏ) ଘୋଷଣା

Read More »
ତାଜା ଖବର

ରାଜ୍ୟ ମହିଳା ଆୟୋଗ ବରଖାସ୍ତ ମାମଲା, ସତ୍ୟପାଠ ଦାଖଲ ପାଇଁ ହାଇକୋର୍ଟ ନିର୍ଦ୍ଦେଶ

ଓଡ଼ିଶା ରାଜ୍ୟ ମହିଳା ଆୟୋଗ ଅଧ୍ୟକ୍ଷା ଓ ସଦସ୍ୟାଙ୍କୁ ରାଜ୍ୟ ସରକାର ବରଖାସ୍ତ କରିବା ମାମଲା ହାଇକୋର୍ଟରେ ପହଂଚିଛି । ରାଜ୍ୟ ମହିଳା  ଆୟୋଗର ବରଖାସ୍ତ ହୋଇଥିବା ୩ ଜଣ ସଦସ୍ୟାଙ୍କ ପୃଥକ ପୃଥକ ଆବେଦନର ଆଜି ହାଇକୋର୍ଟ ଶୁଣାଣି କରି ୧୦ଦିନ ମଧ୍ୟରେ ସତ୍ୟପାଠ ମାଧ୍ୟମରେ ଜବାବ ଦାଖଲ ପାଇଁ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ଏହାସହିତ ଡିସେମ୍ବର ୧୧ତାରିଖରେ ପରବର୍ତ୍ତୀ ଶୁଣାଣି ପାଇଁ ହାଇକୋର୍ଟ ଦିନଧାର୍ଯ୍ୟ କରିଛନ୍ତି । ହାଇକୋର୍ଟ ବିଚାରପତି ଜଷ୍ଟିସ

Read More »
ତାଜା ଖବର

ଅଚ୍ୟୁତ ସାମନ୍ତଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ

ଭୁବନେଶ୍ୱର : ୪୩ତମ ବିଶ୍ୱ କବି ସମ୍ମିଳନୀ ଅବସରରେ ଶିକ୍ଷାବିତ୍‍ ଓ ସମାଜସେବୀ ତଥା କିଟ୍‍ ଓ କିସ୍‍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ ଓ ରବୀନ୍ଦ୍ର ନାଥ ଟାଗୋର ସମ୍ମାନ ପ୍ରଦାନ କରାଯାଇଛି। ଶିକ୍ଷା, ସମାଜସେବ. କଳା, ସଂସ୍କୃତି ଓ ସାହିତ୍ୟ କ୍ଷେତ୍ରରେ ବିକାଶ ଆଣିବା ଦିଗରେ ଉଲ୍ଲେଖନୀୟ କାର୍ଯ୍ୟ କରିଆସୁଥିବା ଶ୍ରୀ ସାମନ୍ତଙ୍କୁ ୱାର୍ଲ୍‍ଡ ଆକାଡେମୀ ଅଫ୍‍ ଆର୍ଟ ଆଣ୍ଡ କଲଚର (ଡବ୍ଲୁଏଏସି) ପକ୍ଷରୁ ଏହି ସମ୍ମାନ ପ୍ରଦାନ କରାଯାଇଛି ।

Read More »
ତାଜା ଖବର

କିସ୍‍ ଓ କିଟରେ ବଲିଉଡ୍‍ ଅଭିନେତା ଉତ୍କର୍ଷ ଶର୍ମା

ଭୁବନେଶ୍ୱର : ବଲିଉଡ୍‍ ଅଭିନେତା ଉତ୍କର୍ଷ ଶର୍ମା ଆଜି କିଟ୍‍ ଓ କିସ୍‍ ପରିଦର୍ଶନ କରି ଫେରିଯାଇଛନ୍ତି । କିସ୍‍ର ୪୦ ହଜାର ପିଲାଙ୍କ ମଧ୍ୟରେ ତାଙ୍କ ଅଭିନୀତ ଚଳଚ୍ଚିତ୍ର ‘ବନବାସ’ର ପ୍ରଚାର ପାଇଁ ସେ ମୁମ୍ବାଇର କିସ୍‍ ଆସିଥିଲେ । ଡିସେମ୍ବର ୨୦ରେ ମୁକ୍ତିଲାଭ କରିବ ‘ବନବାସ’ । ଉତ୍କର୍ଷଙ୍କ ପିତା ତଥା ବିଶିଷ୍ଟ ବଲିଉଡ୍‍ ନିର୍ଦ୍ଦେଶକ ଓ ନିର୍ମାତା ଅନୀଲ ଶର୍ମା କିସ୍‍ ଓ ଏହାର ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କ ବିଷୟରେ ଶୁଣିଥିଲେ ।

Read More »