FOLLOW US ON SOCIAL

  1. Home
  2. »
  3. ଅପରାଧ
  4. »
  5. ଆନ୍ଧ୍ର-ଓଡିଶା ସୀମାରେ ପୁଲିସ-ମାଓବାଦୀ ମୁହାଁମୁହିଁ : ୬ ମାଓବାଦୀ ନିହତ

ଆନ୍ଧ୍ର-ଓଡିଶା ସୀମାରେ ପୁଲିସ-ମାଓବାଦୀ ମୁହାଁମୁହିଁ : ୬ ମାଓବାଦୀ ନିହତ

ଆନ୍ଧ୍ର-ଓଡିଶା ସୀମାରେ ପୁଲିସ-ମାଓବାଦୀ ମୁହାଁମୁହିଁ : ୬ ମାଓବାଦୀ ନିହତ
SHARE NOW :

ଭୁବନେଶ୍ୱର(ଲାଇଭ୍ ଓଡ଼ିଶା ନ୍ୟୁଜ୍‌): ଆନ୍ଧ୍ର ଓଡ଼ିଶା ସୀମାରେ ପୋଲିସ ମାଓବାଦୀ ଗୁଳି ବିନିମୟ । ଏହି ଘଟଣାରେ ୬ଜଣ ମାଓବାଦୀଙ୍କର ମୃତ୍ୟୁ ହୋଇଥିବା ସୁଚନା ମିଳିଛି । ବିଶାଖପାଟନମ୍ ଓ ପୂର୍ବ ଗୋଦାବରୀ ସୀମାରେ ଏନକାଉଂଟର ହୋଇଥିବା ସୁଚନା ମିଳିଛି । ଆନ୍ଧ୍ର ଗ୍ରେହାଉଣ୍ଡ ଓ ମାଓବାଦୀ ମୁହାଁମୁହିଁ । ଏକେ -୪୭, ଏସଏଲଆର ବନ୍ଧୁକ ସମେତ ବିପୁଳ ପରିମାଣର ମାରଣାସ୍ତ୍ର ଓ ଗୁଳି ଗୋଳା ଜବତ ହୋଇଛି । ଘଟଣାସ୍ଥଳରେ ସର୍ଚ୍ଚ ଅପରେସନ୍ ଚାଲିଥିବା ନେଇ ବିଶାଖପାଟଣା ଗ୍ରାମାଂଚଳ ଏସପି ସୁଚନା ଦେଇଛନ୍ତି ।

Leave a Reply

Your email address will not be published. Required fields are marked *

Related Posts